Home Left

ଦିନିକିଆ କ୍ରିକେଟରେ ରୋହିତ ଶର୍ମାଙ୍କ ବଡ଼ ରେକର୍ଡ

ଥିରୁବନନ୍ତପୁରମ୍‌,୧୫।୧:ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ତୃତୀୟ ଦିନିକିଆ ମୁକାବିଲାରେ ଏକ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି ଅଧିନାୟକ ରୋହିତ ଶର୍ମା। ଦିନିକିଆ କ୍ରିକେଟରେ ସର୍ବାଧିକ ରନ୍‌ କରିଥିବା ଖେଳାଳି ମାମଲାରେ ସେ ଦକ୍ଷିଣ ଆଫ୍ରିକାର ତାରକା ଏବି ଡି.…

ରୋହିତଙ୍କ ନିଷ୍ପତ୍ତିକୁ ନେଇ ପ୍ରଶ୍ନ ଉଠାଇଲେ ଅଶ୍ୱିନ

ନୂଆଦିଲ୍ଲୀ,୧୫।୧: ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଏକ ନିଷ୍ପତ୍ତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଦିନିକିଆର ଅନ୍ତିମ ଓଭରରେ ଶ୍ରୀଲଙ୍କା ଅଧିନାୟକ ଦାସୁନ୍‌ ଶାନାକା(୯୮) ରନ୍‌ କରି ବ୍ୟାଟିଂ କରୁଥିଲେ। ସେତେବେଳେ ବୋଲିଂ…

କେଶଝଡ଼ା କମାଇବ ଯୋଗ

କେଶ ଝଡ଼ିବା ବର୍ତ୍ତମାନ ଅନେକଙ୍କ ପାଇଁ ଏକ ବଡ଼ ସମସ୍ୟା ପାଲଟିଯାଇଛି। ଅସନ୍ତୁଳିତ ଖାଦ୍ୟାଭ୍ୟାସ, କେଶରେ ବ୍ୟବହାର ହେଉଥିବା ବିଭିନ୍ନ ରାସାୟନିକଯୁକ୍ତ ଶ୍ୟାମ୍ପୁ, କଣ୍ଡିଶନର୍‌, ରଙ୍ଗ ଏବଂ ବ୍ୟୁଟି ପ୍ରଡକ୍ଟ ଆଦି ସହିତ ଅନେକ କାରଣ ଏଥିପାଇଁ ମୁଖ୍ୟତଃ ଦାୟୀ। ତେଣୁ…

ଓଡ଼ିଶୀ ନୃତ୍ୟ ଦେଇଛି ପରିଚୟ

ସେ ପିଲାଟିଦିନୁ କଳାପ୍ରେମୀ। କେଉଁଠି ବାଦ୍ୟ ବାଜିଲେ ଆପେ ଆପେ ନାଚି ଉଠେ ତାଙ୍କ କୁନି କୁନି ପାଦ। ଆଉ ପିଲାଦିନର ସେହି ରୁଚି ଆଜି ତାଙ୍କୁ ଦେଇଛି ଜଣେ ସଫଳ ଓଡ଼ିଶୀ ନୃତ୍ୟାଙ୍ଗନାର ପରିଚୟ। ସେ ହେଉଛନ୍ତି ଭୁବନେଶ୍ୱର ନାଲ୍‌କୋ…

ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ଭିଡ଼

କେନ୍ଦ୍ରାପଡ଼ା ଅଫିସ,୧୫।୮: ଭିତରକନିକା ଜାତୀୟ ଉଦ୍ୟାନ ରବିବାର ଖୋଲିଛି। କୁମ୍ଭୀର ଗଣନା ଲାଗି ୧୧ ଦିନ ଧରି ଏହା ବନ୍ଦ ଥିଲା। ଗତ ୪ରୁ ୧୪ ତାରିଖ ଯାଏ କୁମ୍ଭୀର ଗଣନା ଚାଲିଥିଲା। ଆଜି ଉଦ୍ୟାନ ଖୋଲିବାରୁ ସକାଳୁ ପର୍ଯ୍ୟଟକଙ୍କ ଭିଡ଼…

ବୁର୍ଜ ଖଲିଫାରେ ଦେଖାଗଲା ‘ପଠାନ୍‌’ ଟ୍ରେଲର୍‌

ବମ୍ବେ: ଦୀର୍ଘଦିନର ବ୍ୟବଧାନ ପରେ ରିଲିଜ ହେବାକୁ ଯାଉଛି କିଙ୍ଗ ଖାଁ ଶାହାରୁଖଙ୍କ ଫିଲ୍ମ ‘ପଠାନ୍‌’। ଆରମ୍ଭରୁ ବିବାଦର ସାମ୍ନା କରିଆସୁଥିଲେ ହେଁ ପ୍ରଶଂସକଙ୍କୁ କିଛି ଫରକ ପଡ଼ୁନାହିଁ। ଏହି କ୍ରମରେ ଶନିବାର ରାତିରେ ଦୁବାଇର ବୁର୍ଜ ଖଲିଫାରେ ପଠାନ୍‌ର ଟ୍ରେଲର…

ଅନ୍ତିମ ଦିନିକିଆରେ ପ୍ରଥମେ ବ୍ୟାଟିଂ: ପାଣ୍ଡ୍ୟାଙ୍କୁ ବିଶ୍ରାମ; ସୂର୍ଯ୍ୟକୁମାରଙ୍କୁ ମିଳିଲା ସୁଯୋଗ

ଥିରୁବନନ୍ତପୁରମ୍‌,୧୫।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ରବିବାର ଏଠାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ତେବେ ସିରିଜରେ…

ଦୁଲ୍‌ଦୁଲିର ରହିଛି ମହନୀୟତା

ଝାରସୁଗୁଡ଼ା ଅଫିସ,୧୫।୧: ଜିଲା ପ୍ରଶାସନ ଓ ଜିଲା ସଂସ୍କୃତି ପରିଷଦ ତରଫରୁ ସରହବାହାଲ ହାଇସ୍କୁଲ୍‌ ପଡିଆରେ ୨୧ତମ ଜିଲା ମହୋତ୍ସବ ଦୁଲ୍‌ଦୁଲି ଶନିବାର ଆରମ୍ଭ ହୋଇଛି। ଏହା ବୁଧବାର ପର୍ଯ୍ୟନ୍ତ ଚାଲିବ। ମହୋତ୍ସବ କମିଟି କର୍ମକର୍ତ୍ତା ଝାଡେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କରି…

ସ୍ବତନ୍ତ୍ର କ୍ୟାବିନ୍‌ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୫।୧(ଡି.ଏନ୍‌.ଏ.): ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ ସ୍ଥାନୀୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିଥିଲେ। ଦୀର୍ଘବର୍ଷ ଧରି ଛତ୍ରପୁର ହସ୍ପିଟାଲ ପରିସରରେ ଥିବା ସ୍ବତନ୍ତ୍ର କ୍ୟାବିନ ଜରାଜୀର୍ଣ୍ଣ…

ହାଡ଼ଭଙ୍ଗା ଶୀତରେ ଏଠାରେ ଲୋକେ କରନ୍ତି ବରଫ ସ୍ନାନ, କାରଣ ଜାଣିଲେ…

ଏ ହାଡ଼ଭଙ୍ଗା ଶୀତରେ, ଯଦି ଆପଣଙ୍କୁ କେହି ବରଫରେ ସ୍ନାନ କରିବାକୁ କୁହେ, ତେବେ ନିଶ୍ଚିତ ପଛଘୁଞ୍ଚା ଦେବେ। ମାତ୍ର ଜାପାନର ଲୋକମାନେ ବର୍ଷ ଆରମ୍ଭରେ ବରଫ ପାଣିରେ ସ୍ନାନ କରନ୍ତି। ଏହି କାର୍ଯ୍ୟକ୍ରମରେ ୨୫ରୁ ୭୫ ବର୍ଷ ପର୍ଯ୍ୟନ୍ତ ଲୋକ…

ଗ୍ୟାଷ୍ଟ୍ରିକ୍‌ ସମସ୍ୟା

ବର୍ତ୍ତମାନ ପରିବର୍ତ୍ତିତ ଜୀବନଶୈଳୀ ସାଙ୍ଗକୁ ଫାଷ୍ଟଫୁଡ୍‌, ଜଙ୍କଫୁଡ୍‌ ଜାତୀୟ ଅସନ୍ତୁଳିତ ଖାଦ୍ୟାଭ୍ୟାସ ଅଧିକାଂଶଙ୍କଠାରେ ଗ୍ୟାଷ୍ଟ୍ରିକ୍‌ ସମସ୍ୟା ସୃଷ୍ଟି କରୁଛି। ଏହାକୁ ଏକ ସାଧାରଣ ସମସ୍ୟା ଭାବି ଅଣଦେଖା କରିବା ଦ୍ୱାରା ତାହା ପରବର୍ତ୍ତୀ ସମୟରେଜୀବନ ପ୍ରତି ବିପଦ ସୃଷ୍ଟି କରିଥାଏ… ଦୈନନ୍ଦିନ…

ଅଶ୍ଳୀଳତାର ସୀମା ଟପିଲେ ଉର୍ଫି

ମୁମ୍ବାଇ: ଉର୍ଫି ଜାଭେଦଙ୍କ ଉପରେ ଅଶ୍ଳୀଳତା ସମ୍ବନ୍ଧୀୟ ଆଇନର କଡ଼ାକଡ଼ି କରାଯାଇଛି। ଏହା ସତ୍ତ୍ୱେ ସେ ଏହାକୁ ଚିନ୍ତା ନ କରି ଗୋଟିଏ ପରେ ଗୋଟିଏ ବୋଲ୍ଡ ଫଟୋରେ ନଜର ଆସୁଛନ୍ତି। ସେ ସମାଜରେ ଭୁଲ୍‌ ତଥ୍ୟ ଉପସ୍ଥାପନ କରି ଅଭିଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri