ବୁଦାମୂଳରୁ ନବଜାତ ଶିଶୁପୁତ୍ର ଉଦ୍ଧାର
ଛତ୍ରପୁର,୨୨ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ହେଡ୍କ୍ୱାର୍ଟର ଛତ୍ରପୁର ପିଲିବନ୍ଧ ନିକଟ ଖେଳପଡ଼ିଆ ପାର୍ଶ୍ୱ ବୁଦାମୂଳରୁ ବୁଧବାର ଜଣେ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। ଶିଶୁର କାନ୍ଦ ଶୁଣି ସ୍ଥାନୀୟ ଲୋକେ ସେଠାରେ ପହଞ୍ଚିଥିଲେ। ପରେ ତାକୁ ଉଦ୍ଧାର କରି ଛତ୍ରପୁର ହସ୍ପିଟାଲରେ ଭର୍ତ୍ତି…
ପାର୍ଟନର ମା’ ହେବା ଖବର ଦେଇ ଚର୍ଚ୍ଚାରେ ସାରା
ଲଣ୍ଡନ,୨୨।୨: ଇଂଲଣ୍ଡର ପୂର୍ବତନ ମହିଳା କ୍ରିକେଟର ସାରା ଟେଲର ଏକ ଖୁସି ଖବର ନିଜ ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ସୋସିଆଲ ମିଡିଆରେ ସେ ତାଙ୍କ ସାଥୀ ଡାଏନାଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ସେ ଡାଏନାଙ୍କ ଗର୍ଭଧାରଣ…
୮୭ ବର୍ଷର ରେକର୍ଡ ଭାଙ୍ଗିଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୨୨।୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଟେଷ୍ଟ ଫର୍ମାଟରେ ଖେଳାଳିଙ୍କ ସର୍ବଶେଷ ର଼୍ୟାଙ୍କିଙ୍ଗ ପ୍ରକାଶ କରିଛି। ଟେଷ୍ଟ ବୋଲିଂରେ ୪୦ ବର୍ଷିୟ ଜେମ୍ସ ଆଣ୍ଡରସନଙ୍କ ଏକ ନମ୍ବର ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହା ସହିତ ଜେମ୍ସ ଆଣ୍ଡରସନ ମଧ୍ୟ ୮୭ ବର୍ଷର…
ଦିଲ୍ଲୀ ଏନସିଆରରେ ଭୂକମ୍ପ, ଥରିଲା ୟୁପି-ହରିୟାଣା
ନୂଆଦିଲ୍ଲୀ,୨୨ ।୨: ଦିଲ୍ଲୀ ଏନସିଆରରେ ବୁଧବାର ଭୂକମ୍ପର ହାଲକା ଝଟକା ଅନୁଭୁତ ହୋଇଛି । ଫଳରେ ଲୋକେ ଭୟଭୀତ ହୋଇଯାଇଛନ୍ତି । ଦିନ ପ୍ରାୟ ୧ଟା ୪୫ରେ ଭୂକମ୍ପ ଅନୁଭୁତ ହୋଇଥିବାରୁ ଲୋକେ ଯିଏ ଯେଉଁଠି ଥିଲେ ସମସ୍ତେ ବାହାରକୁ ଚାଲି…
‘ପଠାନ’ର ୧୦୦୦ କୋଟି ଆୟ ପରେ ବୟକଟ ଗ୍ୟାଙ୍ଗକୁ ଟାର୍ଗେଟ କଲେ ସ୍ୱରା
ମୁମ୍ବାଇ: ବଲିଉଡ କିଙ୍ଗ ଖାଁ ଶାହାରୁଖଙ୍କ ଅଭିନୀତ ମୁଭି ‘ପଠାନ’ ପ୍ରତିଦିନ ଇତିହାସ ରଚୁଛି । ଶାହାରୁଖଙ୍କ ଏହି ମୁଭି ନିକଟରେ ୱାର୍ଲଡ ୱାଇଡ ୧୦୦୦ କୋଟିରୁ ଅଧିକ ଆୟ କରି ସାରିଛି, ଯାହା ଏକ ନୂଆ ରେକର୍ଡ । ଏହା…
ଶ୍ରାଦ୍ଧ ବାର୍ଷିକୀ ପୂର୍ବରୁ ମାଆଙ୍କୁ ମନେପକାଇ ଭାବୁକ ହେଲେ ଜାହ୍ନବୀ
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଶ୍ରୀଦେବୀ ୫ ବର୍ଷ ହେବ ଦୁନିଆରୁ ବିଦାୟ ନେଲେଣି । ହେଲେ ଏବେବି ତାଙ୍କ ଅଭିନୟ ଜୀବନ୍ତ ହୋଇ ରହିଛି ଦର୍ଶକଙ୍କ ହୃଦୟରେ । ଠିକ୍ ତାଙ୍କର ଶ୍ରାଦ୍ଧ ବାର୍ଷିକୀ ପୂର୍ବରୁ ଝିଅ ଜାହ୍ନବୀ କପୁର ମାଆଙ୍କୁ…
୪ ମାସ ପରେ ଥାନାରେ ଆତ୍ମସମର୍ପଣ କଲେ ଶୁଚିସ୍ମିତା
ଭବାନୀପାଟଣା,୨୨।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବିଇଓ ଅଫିସର ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆର ଲକ୍ଷାଧିକ ଟଙ୍କା ହଡ଼ପ କରି ଦୀର୍ଘ ୪ ମାସରୁ ଊର୍ଦ୍ଧ୍ୱ ହେବ ଫେରାର ଥିଲେ। ମଙ୍ଗଳବାର ମଧ୍ୟାହ୍ନରେ ଭବାନୀପାଟଣା ଟାଉନ ଥାନାକୁ ହଠାତ ଆସି ସେ ଆତ୍ମସମର୍ପଣ କରିଥିବା…
କନଷ୍ଟେବଲଙ୍କୁ ସୁରକ୍ଷା ଦେଉଛି ପୋଲିସ ବିଭାଗ
ସମ୍ବଲପୁର,୨୨।୨(ବ୍ୟୁରୋ): ପୁଣି ବିବାଦ ଘେରକୁ ଆସିଛି ଝାରସୁଗୁଡା ଜିଲା ପୋଲିସ। ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ବ୍ରଜରାଜନଗର ଗାନ୍ଧୀଛକ ଫାଣ୍ଡି ଏଏସ୍ଆଇ ଗୋପାଳ ଦାସ ହତ୍ୟା କରିବା ଘଟଣାରେ ପୋଲିସର ଅବହେଳା ଏବଂ ଗୋଇନ୍ଦା ବିଭାଗର ବିଫଳତା ପଦାରେ ପଡ଼ିଥିଲା। ଉକ୍ତ…
ମଣ୍ଡିରୁ ଧାନ ଉଠୁନି, ରାଜପଥ ଅବରୋଧ
ବାଉଁଶୁଣୀ,୨୨।୨(ଡି.ଏନ.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ମଣ୍ଡିରୁ ଧାନ ନ ଉଠିବା ପ୍ରତିବାଦରେ ମଙ୍ଗଳବାର ଚାଷୀଙ୍କ ପକ୍ଷରୁ ବାଉଁଶୁଣୀ ଛକଠାରେ ବୌଦ୍ଧ-ବଲାଙ୍ଗୀର ୫ ୭ ନ ଜାତୀୟ ରାଜପଥ ଅବରୋଧ କରାଯାଇଥିଲା। ମଣ୍ଡିରେ ହଜାର ହଜାର କୁଇଣ୍ଟାଲ ଧାନ ଖୋଲା ଆକାଶ ତଳେ…
କଳା, ସଂସ୍କୃତିର ଅପୂର୍ବ ନିଦର୍ଶନ
ବରଗଡ଼ ଅଫିସ,୨୨।୨: ବରଗଡ଼ ବ୍ଲକ ଖଲିଆପାଲିରେ ରାଧାକୃଷ୍ଣ ମନ୍ଦିର ପ୍ରତିଷ୍ଠା ସମାରୋହ ଅବସରରେ ଜଳନ୍ଧର ଦରବାର ଉଦ୍ଘାଟିତ ହୋଇଛି। ବରଗଡ଼ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ।…
ଅଭିନେତ୍ରୀ ସୁବି ସୁରେଶଙ୍କ ପରଲୋକ
ମାଲାୟାଲମ ହାସ୍ୟ ଅଭିନେତ୍ରୀ ତଥା ପ୍ରସିଦ୍ଧ ଟିଭି ହୋଷ୍ଟ ସୁବି ସୁରେଶଙ୍କର ପରଲୋକ ଘଟିଛି। ବୁଧବାର ସକାଳେ କୋଚିର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୧ ବର୍ଷ ବୟସ ହୋଇଥିଲା। ସୁବି ଯକୃତ ସମ୍ବନ୍ଧୀୟ…
ଜୀବେ ନିଷ୍ଠୁରତା ନିରାକରଣ ଆଇନ ସଚେତନତା
ରାୟଗଡ଼ା ଅଫିସ,୨୨।୨: ରାୟଗଡା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ପ୍ରାଣୀ ସମ୍ପଦ ବିକାଶ ବିଭାଗ ତରଫରୁ ମୁଖ୍ୟ ଜିଲା ପ୍ରାଣୀ ଚିକିତ୍ସା ଅଧିକାରୀ ହାଡିବନ୍ଧୁ ଭୋଇଙ୍କ ଆବାହକତ୍ୱରେ ଓ ଜିଲାପାଳ ସ୍ବଧା ଦେବ ସିଂଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ଜୀବେ ନିଷ୍ଠୁରତା ଆଇନ…
Archives


