Home Left

ବୃହତ୍‌ ବିଜୟ ସହ ଶୀର୍ଷରେ ଇଂଲଣ୍ଡ

କେପ୍‌ ଟାଉନ, ୨୨।୨: ଆଇସିସି ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ‘ବି’ ଶେଷ ମ୍ୟାଚରେ ଇଂଲଣ୍ଡ ୧୧୪ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଫଳରେ ଏହି ଦଳ ୪ ମ୍ୟାଚରୁ ୮ ପଏଣ୍ଟ ପାଇ ଗ୍ରୁପ୍‌ରେ ଶୀର୍ଷସ୍ଥାନ ଦଖଲ କରିଛି।…

ସାନିଆଙ୍କ କ୍ୟାରିୟର ଶେଷ

ନୂଆଦିଲ୍ଲୀ, ୨୨।୨(ପି.ଟି.): ଭାରତର ଭେଟେରାନ୍‌ ଟେନିସ୍‌ ଖେଳାଳି ସାନିଆ ମିର୍ଜାଙ୍କ ଅନ୍ତର୍ଜାତୀୟ କ୍ୟାରୟର ଶେଷ। ଦୁବାଇ ଡ୍ୟୁଟି ଫ୍ରି ଟେନିସ ଚାମ୍ପିୟନଶିପ୍‌ରେ ପରାଜୟ ସହିତ ସେ ତାଙ୍କ ସ୍ବର୍ଣ୍ଣିମ କ୍ୟାରିୟରରେ ପୂର୍ଣ୍ଣଛେଦ ପକାଇଛନ୍ତି। ସାନିଆ ୨୦୨୨ ସିଜନରେ ଟେନିସ୍‌ ଛାଡ଼ିବେ ବୋଲି…

ଯୁବ ଓପନ ବାସ୍କେଟବଲରେ ୧୬ ଦଳ

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି): ଯୁବ ଓପନ ବାସ୍କେଟବଲ ଟୁର୍ନାମେଣ୍ଟର ୧୨ତମ ସଂସ୍କରଣ ଚଳିତମାସ ୨୨ରୁ ଆରମ୍ଭ ହେବ। ମ୍ୟାଚଗୁଡ଼ିକ ଶହୀଦ ନଗରସ୍ଥିତ ଇମ୍ଫାପାର୍କସ୍ଥିତ ବାସ୍କେଟବଲ କୋର୍ଟରେ ଅନୁଷ୍ଠିତ ହେବ। ଲିଗ୍‌ ଏବଂ ନକ୍‌ଆଉଟ ଭିତ୍ତିରେ ଖେଳାଯିବାକୁଥିବା ପ୍ରତିଯୋଗିତାରେ ମୋଟ ୧୬ଟି ଦଳ…

ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ ଉଦ୍‌ଘାଟିତ

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି): ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ (ପୁରୁଷ) ଟୁର୍ନାମେଣ୍ଟ ମଙ୍ଗଳବାର କିଟ୍‌ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। କିଟ୍‌ କ୍ରିକେଟ ଷ୍ଟାଡିୟମରେ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଜ୍ଞାନ ରଞ୍ଜନ ମହାନ୍ତି ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। କିଟ୍‌ ଓ କିସ୍‌ର କ୍ରୀଡ଼ା ମହାନିର୍ଦ୍ଦେଶକ…

ଜେଜଙ୍କ ଏକାଦଶରେ ଚାଲିଗଲା ନାତୁଣୀଙ୍କ ଜୀବନ

ନିଶ୍ଚିନ୍ତକୋଇଲି,୨୨।୨(ସ୍ବ.ପ୍ର.): ଜେଜଙ୍କ ଏକାଦଶରେ ନଦୀରେ ବୁଡି ନାତୁଣୀଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭାବନୀୟ ଘଟଣା କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ବୁହାଳ ପଞ୍ଚୟତ ସାଧକନଗର ଅଞ୍ଚଳରେ ଘଟିଛି। ସେ ହେଲେ ଋତୁପର୍ଣ୍ଣା(୧୪)। ସୂଚନାଯୋଗ୍ୟ, ଜେଜଙ୍କ ଏକାଦଶ କର୍ମ ପାଇଁ ସାଧକନଗର…

ଓଡ଼ିଶା ସରକାରଙ୍କୁ ଅଠ୍‌ଓ୍ବାଲଙ୍କ ପ୍ରଶଂସା

ଭୁବନେଶ୍ୱର,୨୨।୨(ସ୍ପୋଟର୍‌ସ ବ୍ୟୁରୋ): ଇଣ୍ଡିଆନ୍‌ ସୁପର ଲିଗ୍‌ରେ ସିଜନରେ ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ନିଜର ଅନ୍ତିମ ମ୍ୟାଚ ଖେଳିବାକୁ ଥିବା ବେଳେ ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇଥିଲେ କ୍ଲବ୍‌ ସଭାପତି ରାଜ ଅଠଓ୍ବାଲ। ଏହି ଅବସରରେ ରାଜ୍ୟ ସରକାରଙ୍କୁ ଭୁରି ଭୁରି…

ସିଜନର ଶେଷ ଗେମ୍‌ ଖେଳିବ ଓଏଫ୍‌ସି: ବିଜୟ ସହ ପ୍ଲେ ଅଫ୍‌ ଲକ୍ଷ୍ୟ

ଭୁବନେଶ୍ୱର,୨୨।୨(ସ୍ପୋଟର୍‌ସ ବ୍ୟୁରୋ): ଇଣ୍ଡିଆନ୍‌ ସୁପର ଲିଗ୍‌ରେ ସିଜନର ନିଜର ଅନ୍ତିମ ମ୍ୟାଚ ଜାମସେଦପୁର ଏଫ୍‌ସି ବିପକ୍ଷରେ ଖେଳିବ ଓଡ଼ିଶା ଏଫ୍‌ସି (ଓଏଫ୍‌ସି)। କଳିଙ୍ଗ ଷ୍ଟାଡିୟମରେ ବୁଧବାର ଏହି ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ଜିତିଲେ କିମ୍ବା ଡ୍ର ରଖିଲେ ଓଏଫ୍‌ସି ପ୍ଲେ…

‘ଟାଇଟାନିକ’ର ରେକର୍ଡ ଭାଙ୍ଗିଲା ‘ଅବତାର-୨’

ମୁମ୍ବାଇ: ଜଣାଶୁଣା ଚଳଚ୍ଚିତ୍ର ନିର୍ମାତା ଜେମ୍ସ କ୍ୟାମେରନଙ୍କ ଚଳଚ୍ଚିତ୍ର ଅବତାର: ଦ ଓ୍ବେ ଅଫ ୱାଟର ଗତ ଡିସେମ୍ବର ୨୨ରେ ରିଲିଜ୍‌ ହୋଇଥିଲା। ଫିଲ୍ମଟି ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ବକ୍ସ ଅଫିସରେ ବିଶ୍ୱର ତୃତୀୟ ସର୍ବାଧିକ ଆୟ କରିଥିବା…

ପଦକ ବିଜେତାଙ୍କୁ ଆର୍ଥିକ ପୁରସ୍କାର

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି): ୨୦୨୨ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ଏବଂ ଗତବର୍ଷ ବିଭିନ୍ନ ପ୍ରତିଯୋଗିତାରେ ପଦକ ବିଜେତା ଓଡ଼ିଶା ଆଥଲେଟ୍‌ଙ୍କୁ ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ଆର୍ଥିକ ପୁରସ୍କାର ପ୍ରଦାନ କରାଯାଇଛି। କଳିଙ୍ଗ ଷ୍ଟାଡିୟମସ୍ଥିତ ବିଜୁ ପଟ୍ଟନାୟକ ଭାରୋତ୍ତୋଳନ ହଲ୍‌ରେ…

ଶେଷ ୨ ଟେଷ୍ଟରୁ ଓ୍ବାର୍ନର ବାଦ୍‌

ନୂଆଦିଲ୍ଲୀ, ୨୨।୨: ଆହତ ସମସ୍ୟା ଯୋଗୁ ଅଷ୍ଟ୍ରେଲିଆ ଓପନର ଡେଭିଡ ଓ୍ବାର୍ନର ଚଳିତ ବର୍ଡର-ଗାଭାସ୍କର ଟ୍ରଫିର ଶେଷ ୨ ଟେଷ୍ଟରୁ ବାଦ୍‌ ପଡ଼ିଛନ୍ତି। କହୁଣି ହାଡ଼ ଫାଟିଥିବାରୁ ସେ ସ୍ବଦେଶ ଯାଇ ସିଡ୍‌ନୀରେ ଚିକିତ୍ସିତ ହେବେ। ତେବେ ଟେଷ୍ଟ ସିରିଜ ପରେ…

ଆଇଆଇଟି ମାଡ୍ରାସରେ ପ୍ରସ୍ତୁତ ଉଡ଼ନ୍ତା ଟାକ୍ସି

ବେଙ୍ଗାଲୁରୁ: ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍‌ନୋଲୋଜି (ଆଇଆଇଟି), ମାଡ୍ରାସ୍‌ର ଏକ ଷ୍ଟାର୍ଟ ଅପ୍‌ କମ୍ପାନୀ ବେଙ୍ଗାଲୁରୁର ଏରୋ ଇଣ୍ଡିଆରେ ଗୋଟିଏ ଇଲେକ୍‌ଟ୍ରିକ୍‌ ଉଡ଼ନ୍ତା ଟାକ୍ସିର ଏକ ପ୍ରୋଟୋଟାଇପ୍‌ର ପ୍ରଦର୍ଶନ କରିଛି। କୁହାଯାଉଛି କି, ରାସ୍ତାରେ ଚାଲୁଥିବା କାର୍‌ ଅପେକ୍ଷା ଏହା ୧୦…

୨ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ, ୧୧ ଗିରଫ

ସମ୍ବଲପୁର,୨୨।୨(ବ୍ୟୁରୋ): ସମ୍ବଲପୁରରୁ ବୁଧବାର ୨ କୁଇଣ୍ଟାଲ ୧୭ କେଜି ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ। ଏହି ରେଡ୍‌ରେ ଅବକାରୀ ବିଭାଗର ୩ଟି ଟିମ୍‌ ସାମିଲ ଥିଲେ। ତେବେ ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ୧୧ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri