ଫିଲ୍ଡ ହକି ଲୋଗୋ ଉନ୍ମୋଚିତ
ବ୍ରହ୍ମପୁର ଅଫିସ୍,୧୪ା୧: ପୁରୁଷ ବିଶ୍ୱକପ ହକିକୁ ସ୍ବାଗତ ଜଣାଇ ବ୍ରହ୍ମପୁର ଶିଳ୍ପ ତାଲିମ ବୈଷୟିକ ଅନୁଷ୍ଠାନ (ଆଇଟିଆଇ) ପକ୍ଷରୁ ସର୍ବ ବୃହତ ଫିଲ୍ଡ ହକି ଲୋଗୋ ଶୁକ୍ରବାର ଉନ୍ମୋଚିତ ହୋଇଛି। ମୁଖ୍ୟ ଅତିଥି ରୂପେ ଗୃହ ଓ ନଗର ଉନ୍ନୟନ ବିଭାଗ…
ଶୁଣାଣିରୁ ଓହରିଲେ ୨ ବିଚାରପତି
ନୂଆଦିଲ୍ଲୀ,୧୪।୧: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଜଷ୍ଟିସ୍ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଥିଲେ। ଉକ୍ତ ରାୟର ପୁନର୍ବିଚାର ଲାଗି ହୋଇଥିବା ଆବେଦନର ଶୁଣାଣିରୁ ହାଇକୋର୍ଟ ମୁଖ୍ୟ ବିଚାରପତି ସତୀଶ…
ହିତାଧିକାରୀଙ୍କୁ ମିଳୁନି ଚାଉଳ, ଗହମ
ଚଣ୍ଡିଖୋଲ,୧୪ା୧(ଡି.ଏନ୍.ଏ.): ଚାଉଳକୁ ନେଇ ରାଜନୀତିକରଣ କରାଯାଉଛି। ଭାଜପା ଓ ବିଜେଡି ଚାଉଳ କାହାର, କିଏ ଦଉଛି ସେଥିନେଇ କଳି ଲାଗିବାରେ ବ୍ୟସ୍ତ। ଏପଟେ ପ୍ରକୃତ ହିତାଧିକାରୀ ଖାଦ୍ୟ ସୁରକ୍ଷା ଯୋଜନାରେ ଚାଉଳ ଓ ଗହମ ପାଉଛନ୍ତି କି ନାହିଁ ସେଥିପ୍ରତି କେହି…
ଉପକୂଳ ରାଜପଥ ନିର୍ମାଣରେ କେନ୍ଦ୍ର ବାଧକ
ବ୍ରହ୍ମପୁର ଅଫିସ,୧୪ା୧: ଗଞ୍ଜାମ ଜିଲାର ଗୋପାଳପୁର ଓ ପୁରୀ ଜିଲା ବ୍ରହ୍ମଗିରି ମଧ୍ୟରେ ପ୍ରସ୍ତାବିତ ଉପକୂଳ ରାଜପଥ ନିର୍ମାଣରେ ବାଧକ ସାଜିଛି କେନ୍ଦ୍ର ପରିବେଶ ମନ୍ତ୍ରଣାଳୟ। ଫଳରେ ଜହ୍ନିକୁଦା ଓ ସାତପଡ଼ା ମଧ୍ୟରେ ୫ କି.ମି.ସେତୁ ନିର୍ମାଣ ହୋଇପାରୁନାହିଁ। ବିଧାନସଭାର ପ୍ରାକ୍ତନ…
ପ୍ରତ୍ୟର୍ପଣ ବିଳମ୍ବ ଲାଗି ଆଣ୍ଟିଗୁଆ ବିଚାରପତିଙ୍କୁ ଲାଞ୍ଚ ଦେଇଛନ୍ତି ଚୋକ୍ସି
ସେଣ୍ଟ ଜନ୍ସ,୧୪।୧: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସି ଆଣ୍ଟିଗୁଆରେ ନିଜର ସୁରକ୍ଷା ପାଇଁ ପୋଲିସ ଓ ବିଚାରପତିଙ୍କୁ ଲାଞ୍ଚ ଦେଇଥିବା ତଦନ୍ତରୁ ଜଣାପଡ଼ିଛି। ଜଣାଶୁଣା ଆର୍ଥତ୍କ ଅପରାଧ ତଦନ୍ତକାରୀ କେନିଥ୍ ରିଜୋକ୍ ଏହି ତଦନ୍ତ କରିଥିଲେ। ଚୋକ୍ସିଙ୍କୁ ଭାରତ ପ୍ରତ୍ୟର୍ପଣ…
ରାଜଧାନୀରୁ ଆଦିବାସୀ ଯୁବକ ନିଖୋଜ
ଭୁବନେଶ୍ୱର, ୧୪।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଜଣେ ଆଦିବାସୀ ଯୁବକ ମଙ୍ଗଳବାରଠାରୁ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ କେନ୍ଦୁଝର ଜିଲା କାଞ୍ଜିପାଣି ଗ୍ରାମର ଗଙ୍ଗା ମୁଣ୍ଡାଙ୍କ ପୁଅ ଗୌତମ। ସେ କେଉଁଆଡେ ଗଲେ ତାହାର ଖୋଜ ଖବର ନ ମିଳିବାରୁ…
ଦୋହଲିଲା ମୂଳଦୁଆ
ଚମୋଲି/ନୂଆଦିଲ୍ଲୀ,୧୪ା୧: ଉତ୍ତରାଖଣ୍ଡର ଚମୋଲି ଜିଲା ଜୋଷୀମଠର ମୂଳଦୁଆ ଦୋହଲିଯାଇଛି। ଗତ ଡିସେମ୍ବର ୨୭ରୁ ଜାନୁୟାରୀ ୮ ତାରିଖ (ମାତ୍ର ୧୨ ଦିନ) ଭିତରେ ଏହି ଧର୍ମନଗରୀ ୫.୪ ସେଣ୍ଟିମିଟର ଦବିଯାଇଛି। ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ (ଇସ୍ରୋ)ର ନ୍ୟାଶନାଲ ରିମୋଟ ସେନ୍ସିଂ…
ଆରମ୍ଭ ହେଲା ସିଲ୍କସିଟି ଫେଷ୍ଟ
ବ୍ରହ୍ମପୁର ଅଫିସ,୧୪ା୧: ପୁରୁଷ ହକି ବିଶ୍ୱକପ ଅବସରରେ ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍ସି) ପକ୍ଷରୁ ଜିଲା ପ୍ରଶାସନର ମିଳିତ ସହଯୋଗରେ ଶୁକ୍ରବାରଠାରୁ ୟୁସିପି ଇଞ୍ଜିନିୟରିଂ ସ୍କୁଲ ପଡ଼ିଆରେ ୫ଦିନିଆ ସିଲ୍କସିଟି ଫେଷ୍ଟ ମହୋତ୍ସବ ଉଦ୍ଘାଟିତ ହୋଇଛି। ଏଥିରେ ଗୃହ ଓ ନଗର…
ଏକ ସପ୍ତାହ ହେବ ଅକ୍ସିଜେନ ସପୋର୍ଟରେ ଲଳିତ ମୋଦି, କରୋନା ପଜିଟିଭ ହେବା ପରେ ହୋଇଥିଲା ନିମୋନିଆ
ମୁମ୍ବାଇ,୧୪ ।୧: ଆଇପିଏଲର ପୂର୍ବତନ ଚେୟାରମ୍ୟାନ ଲଳିତ ମୋଦି କରୋନା ପଜିଟିଭ ହେବା ପରେ ଏକ ସପ୍ତାହ ହେବ ୨୪ ଘଣ୍ଟା ଅକ୍ସିଜେନ ସପୋର୍ଟରେ ରହିଛନ୍ତି । ଏକ ସୋସିଆଲ ମିଡିଆ ପୋଷ୍ଟରେ ଲଳିତ ମୋଦି ଏହା କହିଛନ୍ତି । ସେ…
ଶ୍ରୀମନ୍ଦିରରେ ପହଞ୍ଚିଲା ମକର ତାଡ଼
ପୁରୀ ଅଫିସ ୧୪।୧: ଶ୍ରୀମନ୍ଦିରରେ ପବିତ୍ର ମକର ସଂକ୍ରାନ୍ତି ଶନିବାର ସମ୍ପନ୍ନ ହେବ ପର୍ବ। ଶ୍ରୀବିଗ୍ରହଙ୍କୁ ମକରଚୂଳ ଓ ମାଳ ଲାଗି କରାଯାଇ ସ୍ବତନ୍ତ୍ର ବେଶ ଅନୁଷ୍ଠିତ କରାଯିବ। ମହାପ୍ରଭୁଙ୍କୁ ମକର ଚାଉଳ ଭୋଗ ଅର୍ପଣ କରାଯିବ । ଘଣ୍ଟ ଛତାର…
୨ରୁ ଊର୍ଦ୍ଧ୍ୱ ଆଇନଜୀବୀ ନ ରହିବା ଉପରେ ରହିତାଦେଶ
କଟକ ଅଫିସ,୧୪ା୧: କେନ୍ଦ୍ରାପଡା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣିବେଳେ ୨ରୁ ଊର୍ଦ୍ଧ୍ୱ ଆଇନଜୀବୀ ନ ରହିବା ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି। ଏଥିସହ ହାଇକୋର୍ଟ ଅନୁଭବଙ୍କ…
ଘୃଣା ମନ୍ତବ୍ୟ ଏକ ଆତଙ୍କ
ନୂଆଦିଲ୍ଲୀ,୧୪।୧: ଘୃଣା ମନ୍ତବ୍ୟକୁ ସୁପ୍ରିମକୋର୍ଟ ଏକ ‘ସମ୍ପୂର୍ଣ୍ଣ ଆତଙ୍କ’ ରୂପେ ଅଭିହିତ କରିବା ସହ ଏଥିପାଇଁ ଟିଭି ନ୍ୟୁଜ୍ କଣ୍ଟେଣ୍ଟ ଉପରେ ନିୟନ୍ତ୍ରଣର ଅଭାବକୁ ଦାୟୀ କରିଛନ୍ତି। ଭାରତୀୟ ଗଣମାଧ୍ୟମ ମୁକ୍ତ ଓ ସନ୍ତୁଳିତ ହେବା ଆବଶ୍ୟକ ବୋଲି ଜଷ୍ଟିସ୍ କେ.ଏମ୍.…
Archives


