ଭେଟେରାନ ଅଲରାଉଣ୍ଡର ମିଚେଲ ସାଣ୍ଟନରଙ୍କୁ ମିଳିଲା ଗୁରୁଦାୟିତ୍ୱ
ଅକ୍ଲାଣ୍ଡ,୧୩ା୧: ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ୩ ମ୍ୟାଚ ବିଶିଷ୍ଟ ଟି୨୦ କ୍ରିକେଟ ସିରିଜ ପାଇଁ ଭେଟେରାନ ଅଲରାଉଣ୍ଡର ମିଚେଲ ସାଣ୍ଟନର ନ୍ୟୁଜିଲାଣ୍ଡ ଦଳର ଅଧିନାୟକ ଭାବେ ମନୋନୀତ କରାଯାଇଛି। ଏପରିକି ଦଳରେ ବାମହାତୀ ବୋଲର ବେନ୍ ଲିଷ୍ଟର ନୂତନ ଖେଳାଳି…
‘ପଠାନ୍’କୁ ଟକ୍କର ଦେବ ‘ଶେହଜାଦା’
ମୁମ୍ବାଇ: ଅଭିନେତା କାର୍ତ୍ତିକ ଆର୍ୟନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଶେହଜାଦା’ର ଟ୍ରେଲର ଜାନୁୟାରୀ ୧୨ରେ ମୁକ୍ତିଲାଭ କରିଛି। କମେଡି, ଆକ୍ସନ, ରୋମାନ୍ସ ପରିପୂର୍ଣ୍ଣ ଫିଲ୍ମର ଟ୍ରେଲରକୁ ଦେଖିବା ପରେ ସବୁଆଡେ ପ୍ରଶଂସା କରାଯାଉଛି। ତେବେ ଟ୍ରେଲର ରିଲିଜ୍ ହେବାର ୨୪ ଘଣ୍ଟା…
ଦୁର୍ଘଟଣା ପରେ ପ୍ରଥମ ଥର ଗୋଡ଼ରେ ଛିଡ଼ା ହେଲେ ରିଷଭ ପନ୍ତ
ମୁମ୍ବାଇ,୧୩।୧: ଭାରତୀୟ କ୍ରିକେଟ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ନିକଟରେ ଦୁର୍ଘଟଣାର ଶିକାର ହୋଇଥିବା ରିଷଭ ପନ୍ତଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି। ଭାରତୀୟ ଉଇକେଟ କିପର ତଥା ବ୍ୟାଟ୍ସମ୍ୟାନ ବର୍ତ୍ତମାନ ମୁମ୍ବାଇର କୋକିଲାବେନ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସର୍ଜରୀ ପରେ…
ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା! ଅନ୍ତିମ ଦିନିକିଆ ପୂର୍ବରୁ ବେଙ୍ଗାଲୁରୁ ଫେରିଲେ…
କୋଲକାତା,୧୩।୧: ଶ୍ରୀଲଙ୍କା ବିପକ୍ଷରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜରେ ଭଲ ପ୍ରଦର୍ଶନ କରୁଛି ଟିମ୍ ଇଣ୍ଡିଆ। ଆରମ୍ଭରୁ ଦୁଇଟି ମ୍ୟାଚ୍ ଜିତି ଦଳ ସିରିଜ ଉପରେ ଆଗୁଆ କବ୍ଜା କରିଛି। ଏବେ ଦୁଇ ଟିମ୍ ମଧ୍ୟରେ ଅନ୍ତିମ ମୁକାବିଲା ରବିବାର(ଜାନୁୟାରୀ…
ଚିଠି ଲେଖି ଭାରତ ଯୋଡୋ ଯାତ୍ରାର ଅଭିଜ୍ଞତା ବଖାଣିଲେ ରାହୁଲ
ନୂଆଦିଲ୍ଲୀ,୧୩।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରା ପ୍ରାୟ ୩୫୦୦ କିଲୋମିଟର ଅତିକ୍ରମ କରିସାରିଛି। ବର୍ତ୍ତମାନ ଭାରତ ଯୋଡୋ ଯାତ୍ରା ପଞ୍ଜାବରେ ପହଞ୍ଚିଛିି। ଏହି ଅବସରରେ ରାହୁଲ ଗାନ୍ଧୀ ଏକ ଚିଠି ଲେଖି ନିଜର ଭାରତ ଯୋଡୋ ଯାତ୍ରାର…
ଶିଜାନଙ୍କ ଜାମିନ ଆବେଦନ ଖାରଜ
ବମ୍ବେ: ଅଭିନେତ୍ରୀ ତୁନିଶା ଶର୍ମା ଆତ୍ମହତ୍ୟା ମାମଲାରେ ପ୍ରେମିକ ତଥା ‘ଅଲି ବାବା ଦାସ୍ତାନ ଏ କାବୁଲ’ର ମୁଖ୍ୟ ଅଭିନେତା ଶିଜାନ ଖାଁ ନ୍ୟାୟିକ ହେପାଜତରେ ଅଛନ୍ତି। ପୋଲିସ ଏହି ପ୍ରସଙ୍ଗରେ ତାଙ୍କୁ ବାରମ୍ବାର ପଚରାଉଚରା କରୁଛି। ଏସବୁ ମଧ୍ୟରେ ସେ…
ଫିଲ୍ମ ‘କୁଛ କୁଛ ହୋତା ହୈ ‘ ରେ କାହିଁକି ହେୟାରବ୍ୟାଣ୍ଡ ପିନ୍ଧିଥିଲେ କାଜଲ
ବଲିଉଡର ଆଇକନିକ୍ ଫିଲ୍ମ ଗୁଡ଼ିକ ମଧ୍ୟରୁ କରଣ ଜୋହରଙ୍କ ଫିଲ୍ମ ‘କୁଛ କୁଛ ହୋତା ହୈ’ ଅନ୍ୟତମ। ଏହି ଫିଲ୍ମକୁ ଦର୍ଶକ ଆଜି ବି ବହୁତ ପସନ୍ଦ କରନ୍ତି । ଫିଲ୍ମଟି ପ୍ରେମ ଏବଂ ବନ୍ଧୁତା ସହିତ କଲେଜ ଜୀବନର ଏକ…
ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କ ବିରୋଧରେ ହତ୍ୟା ମାମଲା, ୬ ମାସ ପରେ ଆରମ୍ଭ ହେବ ଟ୍ରାଏଲ
ଟୋକିଓ,୧୩ ।୧: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ଅଭିଯୋଗରେ ଅଭିଯୁକ୍ତମାନେ ଔପଚାରିକ ଭାବେ ହତ୍ୟା ଅଭିଯୋଗ ଆଣିଛନ୍ତି । ଶୁକ୍ରବାର ଦିନ ଜାପାନ ଗଣମାଧ୍ୟମ ସୂତ୍ରରୁ ପ୍ରକାଶ ଯେ ଅଭିଯୁକ୍ତ ତିତ୍ସୁଆ ୟାମାଗାମୀ ସିଞ୍ଜୋ ଆବେଙ୍କ ହତ୍ୟା…
ଉତ୍କଳ ପ୍ରଦେଶ ଗଠନରେ ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ଅବଦାନ ଅତୁଳନୀୟ
ଛତ୍ରପୁର,୧୩।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାସ୍ତରୀୟ ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ୧୨୩ତମ ଜନ୍ମ ଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି। ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ରାଜା ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ଅବଦାନ ଅତୁଳନୀୟ ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ।…
ରୁଷିଆରେ ଫସିଥିବା ଭାରତୀୟ ବୁଡ଼ାଜାହାଜ ଆଣିବାକୁ ନୌସେନାର ଯୋଜନା
ନୂଆଦିଲ୍ଲୀ, ୧୩।୧: ୟୁକ୍ରେନ୍-ରୁଷିଆ ଯୁଦ୍ଧ ଯୋଗୁ ସାରା ବିଶ୍ୱ ପ୍ରଭାବିତ ହୋଇଛି। ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣ କରିବା ନେଇ ପାଶ୍ଚାତ୍ୟ ରାଷ୍ଟ୍ର ଏହା ଉପରେ କଟକଣା ଲଗାଇଥିବା ବେଳେ ଏହାର ପରିଣାମ ଏବେ ଭାରତକୁ ଭୋଗିବାକୁ ପଡ଼ିଛି। ମରାମତି ସକାଶେ…
ପ୍ରଥମ ମ୍ୟାଚ୍ ଶେଷ: ଆର୍ଜେଣ୍ଟିନା ବିଜୟୀ
ଭୁବନେଶ୍ୱର,୧୩।୧(ବ୍ୟୁରୋ): ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ପୁରୁଷ ହକି ବିଶ୍ୱକପର ପ୍ରଥମ ମ୍ୟାଚ୍ ଶେଷ ହୋଇଛି। ଏଥିରେ ଆର୍ଜେଣ୍ଟିନା ଦକ୍ଷିଣ ଆଫ୍ରିକାକୁ ୧-୦ ଗୋଲରେ ପରାସ୍ତ କରିଛି।
କାଞ୍ଝାଓ୍ବାଲା ମାମଲାରେ ୧୧ ପୋଲିସ ନିଲମ୍ବିତ
ନୂଆଦିଲ୍ଲୀ,୧୩।୧: ଦିଲ୍ଲୀର କାଞ୍ଝାଓ୍ବାଲା ମାମଲାରେ ୧୧ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ଏହି ପୋଲିସ କର୍ମଚାରୀ ଡ୍ୟୁଟିରେ ଅବହେଳା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ଯେଉଁ ରାସ୍ତାରେ ହୋଇଥିଲା ସେଠାରେ ମୁତୟନ ହୋଇଥିବା ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
Archives


