Home Left

ମନ୍ଦିର ପାଚେରୀ ଭାଙ୍ଗିଲେ ହାତୀପଲ

କେନ୍ଦୁଝର,୩୦।୫(ସ୍ବ.ପ୍ର): କେନ୍ଦୁଝରର ଏକ ମନ୍ଦିରରେ ମଙ୍ଗଳବାର ସକାଳୁ ହାତୀଙ୍କ ଉତ୍ପାତ ଦେଖିବାକୁ ମିଳିଛି। ହାତୀପଲ କେନ୍ଦୁଝର ପୁରୁଣା ସହର ସିଦ୍ଧମଠ ପରିସରରେ ଥିବା ପ୍ରାୟ ୬୦୦ବର୍ଷ ପୁରୁଣା ସିଦ୍ଧ ଜଗନ୍ନାଥଙ୍କ ମନ୍ଦିରର ପାଚେରୀକୁ ଭାଙ୍ଗିି ପଶି ଆସିଛନ୍ତି। ମଠ ପରିସରରେ ଥିବା…

ଗଛ କଟାକୁ ନେଇ ଥାନାରେ ମାମଲା

ମୋରଡ଼ା,୩୦ା୫(ଡି.ଏନ.ଏ.): ବେଆଇନ ଭାବେ ଗଛ କଟାକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ଥାନାରେ ଏକ ମାମଲା ରୁଜୁ ହୋଇଛି। ସୂଚନା ଅନୁଯାୟୀ, ଏହି ଥାନା ଅଧୀନ ଗଡିଗାଁ ପଞ୍ଚାୟତ ଫୁଲବାଡ଼ିଆ ଗ୍ରାମର ସୁବାସଚନ୍ଦ୍ର ମହାନ୍ତଙ୍କର ବାପା ଉମାକାନ୍ତ ମହାନ୍ତଙ୍କ ନାମରେ ଥିବା…

ଟ୍ରକ୍‌ ସହ ବାଇକ ଧକ୍କା: ଜଣଙ୍କ ଜୀବନ ଗଲା

ଜମନକିରା,୩୦।୫: ଜମନକିରା ଥାନା ଗୌଡପାଳି ଫାଣ୍ଡି ଅନ୍ତର୍ଗତ ରାଜରାସ୍ତା ୫୩ରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛିି। ଟ୍ରକ୍‌ ସହ ଏକ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ହିଁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ…

ଜାତୀୟ ରାଜପଥଉପରୁ ଛେଳି ଚୋରି କରି ନିର୍ଧୁମ ଛେଚା ଖାଇଲେ ୨ ଯୁବକ

ଦାରିଙ୍ଗବାଡି,୩୦।୫(ଡି.ଏନ.ଏ ): ଜାତୀୟ ରାଜପଥଉପରୁ ଛେଳି ଚୋରିକରି ନେଉଥିବା ବେଳେ ୨ ଜଣଙ୍କୁ କାବୁ କଲେ ଲୋକେ। ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳ ୫୯. ନଂ ଜାତୀୟ ରାଜପଥର ନିରିକେତା ଘାଟିରେ। ଏକ ପିକଅପ୍‌ ଭ୍ୟାନରେ…

ବସ୍‌ଙ୍କ ଝିଅ ସହ ହୋଇଯାଇଥିଲା ପ୍ରେମ

ମୁମ୍ବାଇ: ‘ହେରା-ଫେରି’ର ‘ବାବୁ ଭୟା’ କୁହନ୍ତୁ କି ‘ଓ୍ବେଲକମ୍‌’ ଫିଲ୍ମର ‘ଘୁଂଘରୁ ସେଠ’୍‌ କିମ୍ବା ‘ହଙ୍ଗାମା’ର ‘ରାଧେଶ୍ୟାମ ତିଓ୍ବାରୀ’ ପ୍ରତିଟି ମଜାଳିଆ ଅଭିନୟରେ ସେ ତାଙ୍କର ଛାପ ରଖିଛନ୍ତି। ତାଙ୍କର ମଜାଳିଆ ଚରିତ୍ର ପାଇଁ ସେ ଦର୍ଶକ ଓ ଫ୍ୟାନ୍ସଙ୍କ ନିକଟରେ…

ନାବାଳିକା ଗଣବଳାତ୍କାରୀଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ

ବାରିପଦା ଅଫିସ,୩୦।୫: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରାଜଜ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟର ବିଚାରପତି ସୁମିତା ଜେନା ମଙ୍ଗଳବାର ଏକ ନାବାଳିକା ଗଣଦୁଷ୍କର୍ମ ମାମଲାରେ ଶୁଣାଣି କରି ୨ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରିଛନ୍ତ। ପ୍ରତ୍ୟେକଙ୍କୁ ୨୦ ବର୍ଷ ଲେଖାଏ ଜେଲ…

ଜୁନ୍‌ ୧୨ରେ ବିରୋଧୀ ଦଳ ବୈଠକ, ୨୪ ଦଳ ସାମିଲ ହେବାର ସମ୍ଭାବନା

ପାଟନା,୩୦।୫: ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ବିରୋଧୀ ଦଳଙ୍କୁ ପୁଣିଥରେ ଏକାଠି ଦେଖିବାକୁ ମିଳିବ। ଭାଜପାକୁ କ୍ଷମତାରୁ ହଟାଇବାକୁ ଚାହୁଁଥିବା ଦଳର ନେତାମାନେ ପାଟନାରେ ଏକ ବୈଠକ କରିବାକୁ ଯାଉଛନ୍ତି। ଜୁନ୍‌ ୧୨ରେ ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ…

ଚକ ଜମି ବିକି ପାରିବେ ମାଲିକ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଓଡ଼ିଶା ଚକବନ୍ଦୀ ଓ ଭୂମିର ବିଭକ୍ତୀକରଣ ନିବାରଣ ଅଧିନିୟମ-୧୯୭୨ର ଧାରା ୩୪ ଅନୁଯାୟୀ କୌଣସି ଚକଭୁକ୍ତ ଜମିର ବିଭକ୍ତୀକରଣ ଅଥବା ବିଭାଜନ ନିଷିଦ୍ଧ ଅଟେ। ଧାରା ୩୫ ଅନୁଯାୟୀ ଯଦି ଧାରା ୩୪କୁ ଉଲ୍ଲଂଘନ କରି କୌଣସି ଜମି ବିକ୍ରି…

ଆଜି ସରିବ ପଞ୍ଚ ଠାକୁରାଣୀଙ୍କ ଯାତ୍ରା

ପୁରୁଷୋତ୍ତମପୁର,୩୦।୫(ଡି.ଏନ୍‌.ଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଦୀର୍ଘ ୨୮ ଦିନଧରି ଚାଲିଥିବା ଐତିହାସିକ କିମ୍ବଦନ୍ତୀ ପୂର୍ଣ୍ଣକନକା, କାଳୁଆ, ତାରାତାରିଣୀ, କାଳୀ ଓ ଫୁଲ ସୁନ୍ଦରୀ ଆଦି ପଞ୍ଚଠାକୁରାଣୀଙ୍କ ଯାତ୍ରା ମଙ୍ଗଳବାର ବିଳମ୍ବିତ ରାତିରେ ଶେଷ ହେବ । ଏଥିଲାଗି ସକାଳୁ ସମସ୍ତ…

ଏୟାର ଇଣ୍ଡିଆ ବିମାନରେ କ୍ରୁ ସଦସ୍ୟଙ୍କୁ ଦୁର୍ବ୍ୟବହାର

ନୂଆଦିଲ୍ଲୀ,୩୦।୫: ଏୟାର ଇଣ୍ଡିଆ ବିମାନରେ କ୍ରୁ ସଦସ୍ୟଙ୍କୁ ଅସଦାଚରଣ କରିବା ଘଟଣା ସାମ୍ନାକୁ ଆସିଛି। ଏୟାର ଇଣ୍ଡିଆ ଏକ ବିବୃତ୍ତି ଜାରି କରି କହିଛି ସୋମବାର ଏଆଇ-୮୮୨ବିମାନରେ ଜଣେ ଯାତ୍ରୀ କ୍ରୁ ସଦସ୍ୟଙ୍କୁ ଦୁର୍ବ୍ୟବହାର କରିଛନ୍ତି। ଦିଲ୍ଲୀ ବିମାନ ବନ୍ଦରରେ ବିମାନ…

ଜୁନ୍‌ ୧ରେ ଦେଶବ୍ୟାପୀ ପ୍ରଦର୍ଶନ କରିବ ସଂଯୁକ୍ତ କିଷାନ ମୋର୍ଚ୍ଚା, ଚାଷୀ ନେତା କୁସ୍ତିଯୋଦ୍ଧାଙ୍କୁ କଲେ ଏହିି ଅପିଲ

ନୂଆଦିଲ୍ଲୀ,୩୦।୫: ରେସଲିଂ ଫେଡେରେଶନ ମୁଖ୍ୟ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଆନ୍ଦୋଳନ କରୁଥିବା କୁସ୍ତିଯୋଦ୍ଧାମାନେ ସଂଯୁକ୍ତ କିଷାନ ମୋର୍ଚ୍ଚାର ସମର୍ଥନ ପାଇଛନ୍ତି। ମଙ୍ଗଳବାର କୁସ୍ତିଯୋଦ୍ଧାଙ୍କ ସହ ବୈଠକ ପରେ ସଂଯୁକ୍ତ କିଷାନ ମୋର୍ଚ୍ଚା ଏକ ବଡ଼ ଘୋଷଣା କରିଛି। ଜୁନ ୧…

ସନ୍ଧ୍ୟାରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି

ପୁରୀ ଅଫିସ, ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହେବ। ସନ୍ଧ୍ୟାଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ଖଟ ଉପରକୁ ବିଜେ କରିଥାନ୍ତି। ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?