Home Left

ପରିଚାଳନା ତ୍ରୁଟିରୁ ରକ୍ତ ଅଭାବ

ନୟାଗଡ଼ ଅଫିସ,୨୧ା୨:ପରିଚଳାନାରେ ତ୍ରୁଟି କାରଣରୁ ସଙ୍କଟରେ ନୟାଗଡ଼ ଜିଲା ମୁଖ୍ୟ ଚିକିସତ୍ାଳୟ ପରିସରରେ ଥିବା ରକ୍ତ ଭଣ୍ଡାର । ଫେବୃୟାରୀରେ ଶୂନ୍ୟ ହୋଇ ଯାଉଛି ରକ୍ତ ଭଣ୍ଡାର। ଏପରିକି ରିଜର୍ଭ ଷ୍ଟକକୁ ଶେଷ କରି ଦେଉଛନ୍ତି । ଗୁରୁତର ରୋଗୀଙ୍କ ପାଇଁ…

ଲାଲ୍‌ଚାନ୍ଦରେ ‘ବିବାହର ସ୍ବର୍ଣ୍ଣିମ ମୁହୂର୍ତ୍ତରେ ରୁପାର ବର୍ଷା’

ଭୁବନେଶ୍ୱର,୨୧।୨: ଲାଲ୍‌ଚାନ୍ଦ ଜୁଏଲର୍ସ ପକ୍ଷରୁ ବିବାହ ଋତୁ ସ୍ବତନ୍ତ୍ର ଅଫର ‘ବିବାହର ସ୍ବର୍ଣ୍ଣିମ ମୁହୂର୍ତ୍ତରେ ରୁପାର ବର୍ଷା’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷର ବିବାହ ଋତୁରେ ସବୁବର୍ଗର ଗ୍ରାହକଙ୍କ ପାଇଁ ଲାଲଚାନ୍ଦ ଏଭଳି ଏକ ଆକର୍ଷଣୀୟ ଅଫର ଆଣିଥିବା…

ଟେରର ଫଣ୍ଡିଂକୁ ନେଇ ପୁଣି ଆକ୍ସନରେ ଏଜେନ୍ସି! ପଞ୍ଜାବ, ହରିୟାଣା, ଦିଲ୍ଲୀ ସମେତ ୭୦ସ୍ଥାନରେ ଚଢାଉ

ନୂଆଦିଲ୍ଲୀ,୨୧ ।୨: ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନଆଇଏ) ଗ୍ୟାଙ୍ଗଷ୍ଟର ଟେରର ଫଣ୍ଡିଂ ମାମଲାକୁ ନେଇ ପୁଣିଥରେ ଆକ୍ସନକୁ ଆସିଯାଇଛି । ଏଥର ଏନଆଇଏର ଟିମ ୭୦ରୁ ଅଧିକ ସ୍ଥାନରେ ଚଢାଉ କରିଛନ୍ତି । ଏଥିରେ ପଞ୍ଜାବ, ହରିୟାଣା, ରାଜସ୍ଥାନ, ଦିଲ୍ଲୀ, ଚଣ୍ଡିଗଡ଼, ଗୁଜରାଟ…

ଜୀ-ସାର୍ଥକର ‘ନାଲି ବିନ୍ଦୁ’ କ୍ୟାମ୍ପେନକୁ ସିଲଭର ମେଡାଲ

ଭୁବନେଶ୍ୱର,୨୧।୨: ରାଜ୍ୟର ପ୍ରମୁଖ ଘରୋଇ ମନୋରଞ୍ଜନଭିତ୍ତିକ ଓଡ଼ିଆ ଚ୍ୟାନେଲ ଜୀ-ସାର୍ଥକର ‘ନାଲି ବିନ୍ଦୁ’ କ୍ୟାମ୍ପେନକୁ ସିଲଭର ମେଡାଲ ମିଳିଥିବା ଜଣାପଡିଛି। ବିଶେଷକରି ଗତବର୍ଷ ରଜ ସମୟରେ ମାସିକ ଋତୁସ୍ରାବ ସମ୍ପର୍କିତ ସଚେତନତା ସୃଷ୍ଟି କରିବା ପାଇଁ ଜୀ-ସାର୍ଥକ ପକ୍ଷରୁ ଏକ ଅଭିନବ…

ହୋହଲ୍ଲାରେ ୬୯୦ କୋଟିର ବଜେଟକୁ ମଞ୍ଜୁରୀ

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ବିଏମ୍‌ସିର ନୂତନ କାର୍ଯ୍ୟାଳୟ ବିଏମ୍‌ସି ଆଇସିଓଏମ୍‌ସି ଟାଓ୍ବାରରେ ସୋମବାର କର୍ପୋରେଶନ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୨୦୨୩-୨୪ ପାଇଁ ଚିଠା ବଜେଟ୍‌ ମଞ୍ଜୁର ହେବାକୁ ନିର୍ଦ୍ଧାରିତ ହୋଇଥିବାରୁ ଏହା ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା। ମାତ୍ର ବୈଠକ ଆରମ୍ଭରୁ ଉଭୟ…

ଉବରକୁ ୨୫୦୦୦ଇଭି କାର୍‌ ଯୋଗାଇବ ଟାଟା ମୋଟର୍ସ

ନୂଆଦିଲ୍ଲୀ,୨୧।୨: ଦେଶର ସର୍ବବୃହତ୍‌ ବୈଦ୍ୟୁତିକ ଯାତ୍ରୀବାହୀ ଯାନ ନିର୍ମାତା ଟାଟା ମୋଟର୍ସ ଏବଂ ରାଇଡ୍‌ ଶେୟାରିଂ ପ୍ଲାଟଫର୍ମ କମ୍ପାନୀ ଉବର ସହ ସୋମବାର ଏକ ବାଣିଜି୍ୟକ ରାଜିନାମା ହୋଇଥିବା ଜଣାପଡିଛି। ଉକ୍ତ ରାଜିନାମା ଅନୁସାରେ ଟାଟା ମୋଟର୍ସ ଉବରକୁ ୨୫୦୦୦ ବୈଦ୍ୟୁତିକ…

ଲାଜେଇଲେ ସୁହାନା

ମୁମ୍ବାଇ: ବଲିଉଡ ମେଗା ଷ୍ଟାର ଶାହାରୁଖ ଖାଁଙ୍କ ଝିଅ ସୁହାନାଙ୍କର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ହୋଇଛି । ଏହି ଫଟୋରେ ସୁହାନା ହାତରେ ଏକ ଫୁଲତୋଡା ଧରିଥିବା ଦେଖାଯାଇଛି । ଟ୍ୟୁଲିପ ଓ ଗୋଲାପରେ ସଜାଯାଇଥିବା…

ରୁଷିଆ ଗସ୍ତରେ ଚାଇନାର ଶୀର୍ଷ କୂଟନୀତିଜ୍ଞ

ହଂକଂ,୨୧।୨: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ତାଙ୍କ ୟୁକ୍ରେନ ପ୍ରତିପକ୍ଷ ଭୋଲୋଡିମିର ଜେଲେନ୍‌ସ୍କିଙ୍କୁ ଭେଟିବା ଲାଗି ସୋମବାର କିଭ୍‌ରେ ପହଞ୍ଚତ୍ଥିବାବେଳେ ଚାଇନାର ଶୀର୍ଷ କୂଟନୀତିଜ୍ଞ ଓ୍ବାଙ୍ଗ ୟି ରୁଷିଆ ଗସ୍ତରେ ଯାଉଛନ୍ତି। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗଙ୍କ ମୁଖ୍ୟ ବୈଦେଶିକ ନୀତି…

ବାଲେଶ୍ୱରରେ ହେବ ୧୦୦ଶଯ୍ୟା ବିଶିଷ୍ଟ ଇଏସ୍‌ଆଇସି ହସ୍ପିଟାଲ

ନୂଆଦିଲ୍ଲୀ,୨୧।୨:ଉତ୍ତର ଓଡ଼ିଶାରେ ବସବାସ କରୁଥିବା ଶ୍ରମଜୀବୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ବାଲେଶ୍ୱରଠାରେ ଏକ ଅତ୍ୟାଧୁନିକ ୧୦୦ଶଯ୍ୟା ବିଶିଷ୍ଟ ଇଏସ୍‌ଆଇସି ହସ୍ପିଟାଲ ଖୁବଶୀଘ୍ର ନିର୍ମାଣ ହେବାକୁ ଯାଉଛି ବୋଲି କେନ୍ଦ୍ର ଶ୍ରମ ମନ୍ତ୍ରୀ…

ଆଇଏଏସ୍‌ଙ୍କ ଆପତ୍ତିଜନକ ଫଟୋ ଭାଇରାଲ କଲେ ମହିଳା ଆଇପିଏସ୍‌

ବେଙ୍ଗାଲୁରୁ, ୨୧।୨: କର୍ନାଟକରେ ଆଇପିଏସ୍‌, ଆଇଏଏସ୍‌ କଳି ଏବେ ରାଜ୍ୟ ରାଜନୀତିକୁ ସରଗରମ କରିଛି। ରବିବାର ଆଇପିଏସ୍‌ ଅଧିକାରୀ ଡି. ରୁପା ମୋଉଦଗିଲ ଆଇଏଏସ୍‌ ଅଫିସର ରୋହିଣୀ ସିନ୍ଧୁରିଙ୍କ ଆପତ୍ତିଜନକ ଫଟୋ ଫେସ୍‌ବୁକ୍‌ରେ ଅପ୍‌ଲୋଡ୍‌ କରିଥିଲେ। ରୋହିଣୀ ଏହି ଫଟୋକୁ ୨୦୨୧ରୁ…

ଶିଶୁଙ୍କ ଲାଗି ‘ଯାଦୁଇ ପିଟାରା’ ଉନ୍ମୋଚନ କଲେ ଧର୍ମେନ୍ଦ୍ର

ଭୁବନେଶ୍ବର, ୨୧ା୨(ବ୍ୟୁରୋ):ଶିଶୁଙ୍କୁ ଖେଳ, ଗୀତ ଓ କାହାଣୀ ଜରିଆରେ ପାଠ ପଢ଼ିବା ପାଇଁ ଜାତୀୟ ଶିକ୍ଷା ନୀତି ଅନ୍ତର୍ଗତ ପ୍ରାରମ୍ଭିକ ପର୍ଯ୍ୟାୟରେ ଶିଖିବା ଓ ଶିଖାଇବାର ଉପକରଣ ୨ ପିଟାରାର ଉନ୍ମୋଚନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର…

ସଂସ୍କାରରୁ ଜଣାପଡ଼ିଥାଏ ଶିକ୍ଷା

ସାମାଜିକ କାର୍ଯ୍ୟକଳାପରେ ଜଡ଼ିତ ହୋଇ ରହୁଥିବା ଜଣେ ମେଧାବୀ ଛାତ୍ର ସମାଜ ପାଇଁ କିଛି କରିବା ଆଉ ଆଗାମୀ ପିଢ଼ି ତା’ର ସୁଫଳ ପାଇବେ ସେ ସମସ୍ତ ପରିକଳ୍ପନା ମଧ୍ୟରେ ପୁରୁଣା କାଳର ଗୁରୁକୁଳ ଶିକ୍ଷା ବିଂଶ ଶତାବ୍ଦୀରେ ଟାଇମ୍ସ ଗୁରୁକୁଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri