ପୋଷ୍ଟ ଅଫିସରୁ ଲକ୍ଷାଧିକ ଲୁଟିନେଲେ ଦୁର୍ବୃତ୍ତ
ସାକ୍ଷୀଗୋପାଳ,୨୦ା୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଭୁବନେଶ୍ବର-ପୁରୀ ଜାତୀୟ ରାଜପଥ ସତ୍ୟବାଦୀ ଥାନାକୁ ଲାଗି ରହିଥିବା ସାକ୍ଷୀଗୋପାଳ ଉପଡାକଘରୁ ବୁଧବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି। କବାଟ କବଜା ତାଡ଼ି ଲୁଟେରା ଅଫିସ ଭିତରେ ପଶି ସିସିଟିଭି ହାର୍ଡଡିକ୍ସ ଭାଙ୍ଗି…
ନେପାଳରେ ପୁଣି ବ୍ୟାପିଲା ହିଂସା? ଲାଗିଲା କର୍ଫ୍ୟୁ
କାଠମାଣ୍ଡୁ,୨୦।୧୧: ଭାରତ ସୀମାନ୍ତ ନେପାଳର ବାରା ଜିଲାରେ ଜେନ-ଜେଡ ଯୁବକ ଏବଂ ପଦଚ୍ୟୁତ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ଦଳ ସିପିଏନ-ୟୁଏମଏଲର କର୍ମୀଙ୍କ ମଧ୍ୟରେ ସଂଘର୍ଷ ଘଟିବା ପରେ ଉତ୍ତେଜନା ବୃଦ୍ଧି ପାଇଥିଲା। ଏହାର ଜବାବରେ ପ୍ରଶାସନ ଏହି ଅଞ୍ଚଳରେ କର୍ଫ୍ୟୁ…
ବାନ୍ଧବୀଙ୍କ ସହ ଗଞ୍ଜେଇ ଚାଲାଣ କରୁଥିଲେ ଯୁବକ, ବାଟରେ ଛକି ରହିଥିଲା ପୋଲିସ, ଆଉ ତା’ପରେ…
ଦେବଗଡ,୨୦।୧୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ରିଆମାଳ ପୋଲିସକୁ ସଫଳତା । ବାନ୍ଧବୀଙ୍କ ସହ ଜଣେ ଯୁବକ ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଗୋଡାଇ ଗୋଡାଇ ଧରିଲା ପୋଲିସ । ୫୮ କେଜି ଗଞ୍ଜେଇ ସମେତ ସ୍ବିିପ୍ଟ ଡିଜାୟାର କାର ଏବଂ…
ପୂଜାର୍ଚ୍ଚନା କରି ମଣ୍ଡିରେ ଧାନ ପୂରାଇଲେ ଚାଷୀ, ଆସନ୍ତାକାଲିଠାରୁ ପ୍ରତିଦିନ…
ଅତାବିରା, ୨୦।୧୧(ଯୁଧିଷ୍ଠିର ମହାପାତ୍ର ): ଚଳିତ ବର୍ଷ ଖରିଫ ଧାନ କିଣା ବିକା ପ୍ରକ୍ରିୟା ବିଳମ୍ବକୁ ନେଇ ଚାଷୀ ଅସନ୍ତୋଷ ବଢିବାରେ ଲାଗିଛି। ରାଜ୍ୟର ଭାତ ହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଅତାବିରା ଅଞ୍ଚଳରେ ସର୍ବପ୍ରଥମେ ଧାନ କିଣା ବିକା ପ୍ରକ୍ରିୟା…
ଲଙ୍କାଚାଷ କରି ଦୁଇ ପଇସା ରୋଜଗାର କରୁଛନ୍ତି ଗୁଣ ନାଏକ, କହିଲେ ସଫଳତାର ସୂତ୍ର…
କେସିଙ୍ଗା,୨୦ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କିକିଆ ପଞ୍ଚାୟତର କଣ୍ଟାପଡ଼ା ଗ୍ରାମର ଜଣେ ସଫଳ ଚାଷୀ ୨୦ ଡେସିମିଲି ଜାଗାରେ ଲଙ୍କାଚାଷ କରି ସଫଳ ହୋଇଥିବାରୁ ଗତ ୧୮ ତାରିଖରେ ଅନୁଷ୍ଠିତ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳାରେ…
ତହସିଲଦାରଙ୍କ ପାଖକୁ ଗଲେ ଗ୍ରାମବାସୀ, ଜବରଦଖଲ ଉଚ୍ଛେଦ ଦାବିରେ ଦେଲେ ଏମିତି ଦାବିପତ୍ର
ଅମରପାଲି,୨୦।୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ହିଲୁଙ୍ଗ ଗ୍ରାମରେ ଜବରଦଖଲ ଉଚ୍ଛେଦ ଦାବିରେ ଗୁରୁବାର ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ଗ୍ରାମବାସୀ। ଅଭିଯୋଗ ଅନୁସାରେ ତହସିଲ ଅନ୍ତର୍ଗତ ହିଲୁଙ୍ଗ ଗ୍ରାମର କେତେକ ବ୍ୟକ୍ତି ଗ୍ରାମରେ ଥିବା ଅନାବାଦୀ,ଗୋଚର,ଜଳଚର, ପତ୍ରା…
୨୦୨୩ରେ ନାବାଳିକାଙ୍କୁ ଉଠାଇ ନେଇଥିଲେ ଯୁବକ, ଆଜି ଆସିଲା ରାୟ, ଅଭିଯୁକ୍ତ ୩ ବର୍ଷ ପାଇଁ…
ଜୟପାଟଣା,୨୦ା୧୧(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ଗତ ୨୦୨୩ ମସିହାରେ ହୋଇଥିବା ଜଣେ ନାବାଳିକାଙ୍କୁ ଅପହରଣ ଓ ଯୌନ ନିର୍ଯାତନା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ ଜିଲା ପୋକ୍ସୋ କୋର୍ଟର ସ୍ବତନ୍ତ୍ର ବିଚାରପତି ରାଜୀବ…
ବିଜେଡିର ଗୁମର ଖୋଲିଲେ ଦଳୀୟ ନେତା: ନୂଆପଡ଼ା ପରାଜୟକୁ ନେଇ…
ଭୁବନେଶ୍ୱର,୨୦।୧୧: ବରିଷ୍ଠ ବିଜେଡି ନେତା ଭୂପିନ୍ଦର ସିଂଙ୍କ ଗୁରୁବାର ଏକ ବଡ଼ ବୟାନ ଦେଇଛନ୍ତି। ନୂଆପଡ଼ାରେ ବିଜେଡିର ପରାଜୟକୁ ନେଇ ଭୂପିନ୍ଦର ପ୍ରତିକ୍ରିୟା ରଖିଛନ୍ତି। ବିଜେଡିର ପ୍ରାର୍ଥୀ ଚୟନରେ ଭୁଲ ରହିଥିବା କହି ଦଳ ପ୍ରତି ଦୋଷାରୋପ କରିଛନ୍ତି। ଏପରିକି ରାଜୁ…
୧୭ ଚୌକା, ୬ ଛକା…ଧମାକା କରିଦେଲେ ରିଙ୍କୁ ସିଂ
ନୂଆଦିଲ୍ଲୀ,୨୦।୧୧: ଉତ୍ତର ପ୍ରଦେଶ ପକ୍ଷରୁ ଖେଳୁଥିବା ରିଙ୍କୁ ସିଂ ରଣଜୀ ଟ୍ରଫି ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍ରେ ଲଗାତାର ଦ୍ୱିତୀୟ ଶତକ ହାସଲ କରିଥିଲେ। ସେ ତାମିଲନାଡୁ ବିପକ୍ଷରେ ୧୭୬ ରନ୍ର ଏକ ଚମତ୍କାର ଇନିଂସ ଖେଳିଥିଲେ। ଏଥିରେ ୧୭ ଚୌକା ଏବଂ…
ମନ୍ତ୍ରୀଙ୍କ ବଡ଼ ଘୋଷଣା: ସାଲିଆ ସାହିରେ ଉଚ୍ଛେଦଙ୍କୁ ମିଳିବ ଘର
ଭୁବନେଶ୍ୱର,୨୦।୧୧: ସାଲିଆସାହିରେ ଉଚ୍ଛେଦ ଚାଲିଛି। ତେବେ ସବୁ ବସ୍ତି ବାସିନ୍ଦାଙ୍କୁ ମିଳିବ ସରକାରୀ ଘର ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଯେଉଁମାନେ ଘର ଛାଡୁନାହାନ୍ତି ସେମାନଙ୍କୁ କିଛି ଲୋକ ବିଭ୍ରାନ୍ତ କରୁଛନ୍ତି। ତାର କାରଣ…
ବାପା ନେଲେ ଶପଥ, ଏମିତି କଥା କହିଦେଲେ ପୁଅ: ରାଜନୀତିରେ ପଡ଼ିଲା ଚହଳ
ପାଟନା,୨୦।୧୧: ବିହାରରେ ଏକ ନୂତନ ସରକାର ଗଠନ ହୋଇଛି ଏବଂ ନୀତୀଶ କୁମାର ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଭାଜପାର ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହା…
ସୂଚନା କମିଶନଙ୍କୁ ଅଯୋଗ୍ୟ କହି ଅର୍ଡର ସିଟ୍ ପୋଡ଼ିଲେ ସୂଚନା ଅଧିକାରୀ କର୍ମୀ
ବଲାଙ୍ଗୀର,୨୦ା୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଓଡ଼ିଶା ସୂଚନା ଅଧିକାର ଅଭିଯାନ ପକ୍ଷରୁ ପ୍ରତିବାଦ, ବିକ୍ଷୋଭ ପ୍ରଦର୍ଶନ ସହ ସୂଚନା କମିଶନରଙ୍କ କିଛି ରାୟ ବା ଅର୍ଡର ସିଟ୍କୁ ପୋଡ଼ିଛନ୍ତି। ସୂଚନା ଅଧିକାର ଆଇନ ୨୦୦୫କୁ ଖିଲାପ କଲା…
Archives


