Home Left

ଭାଜପାର ମିଶନ ୨୦୨୭ ପାଇଁ ଟିମ୍‌ ପ୍ରସ୍ତୁତ

ଲକ୍ଷ୍ନୌ,୨୫।୬: ଭାରତୀୟ ଜନତା ପାର୍ଟି (ଭାଜପା)ର ଉତ୍ତର ପ୍ରଦେଶ ୟୁନିଟ ପାଇଁ ନୂତନ ଦଳ ଘୋଷଣା କରାଯାଇଛି। ୟୁପି ଭାଜପା ସଭାପତି ପଙ୍କଜ ଚୌଧୁରୀ ତାଙ୍କ ଦଳରେ ଅନେକ ନୂତନ ଏବଂ ପ୍ରମୁଖ ବ୍ୟକ୍ତିଙ୍କୁ ସାମିଲ କରିଛନ୍ତି। ଏହି ଦଳରେ ୮…

ସ୍କୁଟି – ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଯୁବକଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଢଉଗାଁ ୩୨୬ ନଂ ଜାତୀୟ ରାଜପଥ ଆଙ୍କୋରଡ଼ା ଗ୍ରାମ ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ସ୍କୁଟି – ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।ଫଳରେ ୩ ଜଣ ଗୁରୁତର ଆହତ…

ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ସଂଯୋଗ ହୋଇ…

ଦିନ ଦ୍ବିପ୍ରହରରେ ଯୁବକଙ୍କୁ ଦଳି ମାରିଦେଲା ହାତୀ, ବନ ବିଭାଗ ପହଞ୍ଚି….

ସମ୍ବଲପୁର,୨୫ା୬(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଭୀମଖୋଜ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଭୀମଖୋଜ ଗ୍ରାମ ଓରାମପଡ଼ାର ବାସିନ୍ଦା ମହେନ୍ଦ୍ର ନାୟକ (୪୬)। ଗୁରୁବାର ସକାଳ ପ୍ରାୟ ୧୦ଟା ସମୟରେ…

ବଡ଼ ଖବର: ହର୍ମୁଜ ପାର କଲା ୩୦ ଭାରତୀୟ ଜାହାଜ, ଦୂର ହେବ LPG-LNG ସଙ୍କଟ, ଜାଣନ୍ତୁ ଏବେ କେତେ ଜାହାଜ ଫସି ରହିଛନ୍ତି

ତେହରାନ,୨୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଯୋଗୁ ହର୍ମୁଜ ପ୍ରଣାଳୀ ପୁନର୍ବାର ଖୋଲିଛି, ଯାହା ଫଳରେ ସେଠାରେ ଫସି ରହିଥିବା ଜାହାଜଗୁଡ଼ିକ ସେମାନଙ୍କର ଯାତ୍ରା ପୁନର୍ବାର ଆରମ୍ଭ କରିପାରିବେ। ଏହା ଭାରତ ସମେତ ସମଗ୍ର ବିଶ୍ୱକୁ ଆଶ୍ୱସ୍ତି ଆଣିଦେଇଛି…

ବିକ୍ରି ହୋଇନପାରି ପଡିରହିଛି ହଜାର ହଜାର ପ୍ୟାକେଟ ଧାନ, ଧାରଣାରେ ବସିଲେ ଚାଷୀ

ଅତାବିରା,୨୫ା୬(ଯୁଧିଷ୍ଠିର ମହାପାତ୍ର): ରବି ଫସଲ ଧାନ କିଣାବିକା ପ୍ରକ୍ରିୟା ଆଉ ମାତ୍ର ୫ ଦିନ ପରେ ଅର୍ଥାତ୍ ଜୁନ ୩୦ ତାରିଖ ଶେଷ ହେବାକୁ ଯାଉଛି । ହେଲେ ଅତାବିରା ନିୟନ୍ତ୍ରିତ ବଜାର କମିଟି ଅଧୀନରେ ଏବେ ବି ହଜାର ହଜାର…

ଦାରିଙ୍ଗବାଡି ଯାଉଥିବା ବେଳେ ଭ୍ୟାନ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ

ଦାରିଙ୍ଗବାଡି,୨୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଭ୍ୟାନ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ପୋଲିସ ପରିଚୟ…

ବିଜେଡିରେ ସୁଜାତା ସାମିଲ ହେବା ପରେ ଶଙ୍ଖ ଭବନରୁ ଆସିଲା ବଡ଼ ଖବର: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୬: ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜେଡିରେ ମିଶିଛନ୍ତି। ତେବେ ସୁଜାତାଙ୍କ ବିଜେଡିରେ ସାମିଲ ଉତ୍ସବକୁ ବିଜେଡି ନେତା ବବି…

ପ୍ରେମ ବିବାହର ଭୟଙ୍କର ଅନ୍ତ! ପତ୍ନୀଙ୍କୁ କାର୍‌ରେ ବସାଇ କେନାଲକୁ ଗାଡ଼ି ଖସାଇଦେଲେ…

ଚଣ୍ଡିଗଡ଼,୨୫ା୬: ପଞ୍ଜାବର ପଟିଆଲାରୁ ଏକ ଗଭୀର ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ପ୍ରେମ ବିବାହ ମୃତ୍ୟୁରେ ପରିଣତ ହୋଇଛି। ଭାରତୀୟ ସେନାର ଜଣେ ସୈନିକ ହାପି ସିଂହ ତାଙ୍କ ପତ୍ନୀ ରମନଦୀପ କୌରଙ୍କୁ ଭାକ୍ରା କେନାଲରେ…

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସୁଜାତା ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ…

ରାସ୍ତା ନାହିଁ, ଅସରାଏ ବର୍ଷା ହେଲେ ରୋଗୀଙ୍କୁ ବାଉଁଶ ଦୋଳା ଭରସା

ମହାକାଳପଡ଼ା,୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ସାନ୍ତାଳୀ ଗାଁ ପାଣିଖିଆକୁ ଭଲ ରାସ୍ତା ନାହିଁ। ଅସରାଏ ବର୍ଷା ହେଲେ ରୋଗୀଙ୍କୁ ବାଉଁଶ ଦୋଳା ଭରସା। ଆଦିବାସୀ ଅଧ୍ୟୁଷିତ ଏହି ଆଦିବାସୀ ସାନ୍ତାଳୀ…

ଏଲନ ମସ୍କଙ୍କୁ ଶକ୍ତ ଝଟକା: ହାତରୁ ଗଲା…

ନ୍ୟୁୟର୍କ,୨୫।୬: ଦୁନିଆର ପ୍ରଥମ ଟ୍ରିଲିୟନେୟାର (Trillionaire) ଭାବେ ଏଲନ ମସ୍କଙ୍କ ସଂକ୍ଷିପ୍ତ ସମୟ ଶେଷ ହୋଇଯାଇଛି। ସ୍ପେସଏକ୍ସ (SpaceX – SPCX) ଏବଂ ଟେସଲା (Tesla – TSLA) ର ଶେୟାର ମୂଲ୍ୟରେ ବଡ଼ ଧରଣର ହ୍ରାସ ଘଟିବା ଯୋଗୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?