Home Left

ଏନ୍‌ବିଡବ୍ଲ୍ୟୁରେ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୨୦ା୨-ବ୍ରହ୍ମପୁର ସଦର ଥାନା ପୋଲିସ ଜାମିନବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ) ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ଦକ୍ଷିଣପୁର ଗ୍ରାମର ରାମକୃଷ୍ଣ ନାହାକ ଓରଫ ବୁଲୁ (୪୪)। ଏକ ଡକାୟତି ଉଦ୍ୟମ ମାମଲାରେ ସମ୍ପୃକ୍ତି ରହି ୧୧…

ରାସ୍ତାରେ ବନ୍ୟା

ଯୋଡା,୨୦ା୨(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ସହରର ମୁଖ୍ୟ ରାସ୍ତା ସୁନାନଦୀ ପୋଲ ନିକଟରେ ସୋମବାର ପାଣି ପାଇପ ଫାଟି କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି। ଫଳରେ ଲୋକେ ଯାତାୟାତରେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଦୀର୍ଘ ସମୟ ପରେ ବିଭାଗୀୟ କର୍ମଚାରୀମାନେ…

ବାଇକ ଧକ୍କାରେ ନାବାଳିକାଙ୍କ ମୃତ୍ୟୁ: ଚାଳକ ଗିରଫ

ପାଟଣା,୨୦ା୨(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦିଗପଶି କେଶଡ଼ିହା ରାସ୍ତା ଶଙ୍ଖାସର ଜାନୁୟାରୀ ୧୯ରେ ବାଇକ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିଲା। ଘଟଣାରେ ଅନ୍ୟଜଣେ ଗୁରୁତର ହୋଇଥିଲେ। ଉକ୍ତ ଘଟଣାରେ ସୋମବାର ସାହାରପଡ଼ା ଫାଣ୍ଡି ପୋଲିସ ବାଇକ ଚାଳକଙ୍କୁ ଗିରଫ…

ଟ୍ରକ୍‌ ପଛରେ ଧକ୍କା ଦେଲା ଆମ୍ବୁଲାନ୍ସ

ଆନନ୍ଦପୁର,୨୦ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ନିକଟସ୍ଥ ବାଲିଯୋଡ଼ି ନିକଟରେ ଏକ ଟ୍ରକ୍‌ ପଛରେ ୧୦୮ ଆମ୍ବୁଲାନ୍ସ ଧକ୍କା ଦେଇଛି। ଦୁର୍ଘଟଣାରେ ଜଣେ ଆହତ ହୋଇଥିବା ବେଳେ ଅନ୍ୟ ଦୁଇ ସୁରକ୍ଷିତ ଥିବା ସୂଚନା ମିଳିଛି। କଟକରୁ ରୋଗୀ ଛାଡ଼ି କେନ୍ଦୁଝର ଫେରିବା…

୪ ଜଣଙ୍କୁ ଦଳିଦେଲା ହାତୀ

ରାଞ୍ଚି,୨୦।୨: ଗୋଠରୁ ଅଲଗା ହୋଇଯାଇଥିବା ଏକ ବଣୁଆ ହାତୀ ଝାଡ଼ଖଣ୍ଡର ଲୋହାରଡାଗା ଜିଲାରେ ୧୨ଘଣ୍ଟା ମଧ୍ୟରେ ୪ଜଣଙ୍କୁ ଦଳି ମାରିଦେଇଛି। ମୃତକମାନେ ହେଲେ ଝାଲୋ ଓରାଂ(୨୮), ନେହା ଦେବୀ(୨୦), ଲାଲ୍‌ମୋହନ ମାହାତୋ(୬୫) ଏବଂ ମୁନିୟା ଦେବୀ। ରବିବାର ସନ୍ଧ୍ୟାରେ ହାତୀଟି ମାସିୟାତୁ…

ଏୟାର ଇଣ୍ଡିଆର ନ୍ୟୁୟର୍କ-ଦିଲ୍ଲୀ ବିମାନ ଲଣ୍ଡନକୁ ଡାଇଭର୍ଟ

ଲଣ୍ଡନ,୨୦।୨: ଏୟାର ଇଣ୍ଡିଆର ନ୍ୟୁୟର୍କ-ଦିଲ୍ଲୀ ବିମାନ (ଏଆଇ-୧୦୨)ସୋମବାର ଲଣ୍ଡନରେ ଜରୁରୀ ଅବତରଣ କରିଛି। ମେଡିକାଲ ଜରୁରୀକାଳୀନ ପରିସ୍ଥିତି ଯୋଗୁ ଏହି ନିଷ୍ପତ୍ତି ନିଆଯାଇଥିଲା। ଏୟାର ଇଣ୍ଡିଆର ଜଣେ ଅଧିକାରୀ ନ୍ୟୁଜ ଏଜେନ୍ସିକୁ ସୂଚନା ଦେଇ କହିଛନ୍ତି, ବିମାନରେ ମେଡିକାଲ ଜରୁରୀକାଳୀନ ପରିସ୍ଥିତି…

୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜର୍ଦ୍ଦା ଜବତ, ଜଣେ ଅଟକ

ଭଦ୍ରକ ଅଫିସ, ୨୦।୨: ଭଦ୍ରକ ପୁରୁଣାବଜାର ଥାନା ଅଧୀନ କାଜିସାହିରେ ପୋଲିସ ସୋମବାର ଚଢ଼ାଉ କରି ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ଜର୍ଦ୍ଦା ଓ ତିଆରି ସାମଗ୍ରୀ ଜବତ କରିଛି। ଉକ୍ତ ଗ୍ରାମରେ ଦୁଇଜଣ ବ୍ୟକ୍ତି ବେଆଇନ ଭାବେ ନକଲି…

ମହିଳା ଟି -୨୦ ବିଶ୍ୱକପ: ଆର୍ୟରଲ୍ୟାଣ୍ଡକୁ ୧୫୬ ରନ୍‌ ଲକ୍ଷ୍ୟ ଦେଲା ଭାରତ

ନୂଆଦିଲ୍ଲୀ,୨୦।୨: ମହିଳା ଟି -୨୦ ବିଶ୍ୱକପରେ ଭାରତ ଏବଂ ଆର୍ୟରଲ୍ୟାଣ୍ଡ ମଧ୍ୟରେ ମ୍ୟାଚ୍‌ ଜାରି ରହିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ଟିମ ଇଣ୍ଡିଆ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୫୫ ରନ୍‌ କରିଛି।…

୪ ଦିନିଆ ନ୍ୟାୟିକ ହେପାଜତରେ ଆଦିଲ ଖାନ

ମୁମ୍ବାଇ: ବି-ଟାଉନର ଡ୍ରାମା କୁଇନ୍‌ ରାଖୀ ସାୱନ୍ତ ଏବଂ ସ୍ବାମୀ ଆଦିଲ ଖାନ ଦୁରାନୀଙ୍କ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ସୋମବାର ରାଖୀ ସାୱନ୍ତଙ୍କ ଅଭିଯୋଗରେ ଆଦିଲଙ୍କ ସଂକ୍ରାନ୍ତାରେ କୋର୍ଟରେ ଶୁଣାଣି ହୋଇଛି। ଏକ ବଳାତ୍କାର ମାମଲାରେ ଆଦିଲଙ୍କୁ…

ଚଳନ୍ତା ବସ୍‌ ଉପରୁ ପଡ଼ି ଯୁବକ ଗୁରୁତର

ପାରଳାଖେମୁଣ୍ଡି,୨୦।୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ପଦ୍ମପୁର ଗ୍ରାମରେ ବସ୍‌ ଛାତ ଉପରୁ ପଡ଼ି ଜଣେ ଯୁବକ ଗୁରୁତର ହୋଇଛନ୍ତି l ସେ ହେଲେ ଗୁମ୍ମା ବ୍ଲକ ଅନ୍ତର୍ଗତ ଲୁୟୁବ ଗ୍ରାମର ଅନିଆଲ ରଇତ(୨୨)। ଅନିଆଲ ପାରଳାଖେମୁଣ୍ଡିରୁ ଗୁମ୍ମାକୁ ଏକ ବସ…

ବି.ଭି.ଆର ସୁବ୍ରମଣ୍ୟମ ନୀତି ଆୟୋଗର ନୂଆ ସିଇଓ

ନୂଆଦିଲ୍ଲୀ,୨୦।୨: ପୂର୍ବତନ ଆଇଏଏସ୍‌ ଅଧିକାରୀ ବି.ଭି.ଆର ସୁବ୍ରମଣ୍ୟମଙ୍କୁ ସୋମବାର ନୀତି ଆୟୋଗର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ (ସିଇଓ) ଭାବେ ନିଯୁକ୍ତ କରାଯାଇଛି। ସୁବ୍ରମଣ୍ୟମ ବର୍ତ୍ତମାନର ସିଇଓ ପରମେଶ୍ୱରନ ଆୟରଙ୍କ ସ୍ଥାନ ନେବେ। ପରମେଶ୍ୱରନ ଆୟର ବର୍ତ୍ତମାନ ବିଶ୍ୱ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ…

ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମରେ ୫୦ ଏକର ଗଞ୍ଜେଇ ଚାଷ ନଷ୍ଟ

ବାଲିଗୁଡା,୨୦।୨(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ପକ୍ଷରୁ ବାଲିଗୁଡା ବ୍ଲକ କୁଟିକିଆ ପଞ୍ଚାୟତର ସାଉଟିକିଆ ଅଞ୍ଚଳରୁ ଗଞ୍ଜେଇ ଚାଷ ନଷ୍ଟ କରିଥିବା ସୂଚନା ମିଳିଛି। ସୂଚନାନୁସାରେ, ବାଲିଗୁଡା ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମରେ ବେଆଇନ ଭାବରେ ଲାଗିଥିବା ଗଞ୍ଜେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri