ବ୍ରାଜିଲର ଅଧିକାଂଶ ସହରରେ ବନ୍ୟା ଭୂସ୍ଖଳନ, ୨୪ ମୃତ, କାର୍ନିଭାଲ ରଦ୍ଦ
ସାଓ ପାଉଲୋ,୨୦ ।୨: ବ୍ରାଜିଲର ସବୁଠାରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ରାଜ୍ୟ ସାଓ ପାଉଲୋ ବନ୍ୟା ଓ ଭୂସ୍ଖଳନରେ ଖୁବ୍ ପ୍ରଭାବିତ ହୋଇଛି । ବ୍ରାଜିଲର ଅଧିକାରୀଙ୍କ ପକ୍ଷରୁ ରବିବାର ସୂଚନା ଦିଆଯାଇଛି କି ଉତ୍ତର ସାଓ ପାଉଲ ରାଜ୍ୟର ଅଧିକାଂଶ…
ଯୁବକଙ୍କୁ ହତ୍ୟା କରି ଗଛରେ ଟାଙ୍ଗି ଦେଇଥିଲେ ଅଭିଯୁକ୍ତ
ଲହୁଣୀପଡ଼ା,୧୯।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ମହୁଲପଦା ଥାନା ଅଧୀନ ମରଚିଢିହି ଗ୍ରାମରେ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ଏହାକୁ ଆତ୍ମହତ୍ୟାର ରୂପ ଦେବା ପାଇଁ ମୃତଦେହକୁ ଜଙ୍ଗଲର ଏକ ଗଛରେ ଟାଙ୍ଗି ଦେଇଥିଲେ ଅଭିଯୁକ୍ତ। ଖବରପାଇ…
ଅରୁଣାଚଳ ପ୍ରଦେଶରେ ଭୂକମ୍ପ
ଗୁଆହାଟୀ,୧୯।୨: ଅରୁଣାଚଳ ପ୍ରଦେଶର ପଶ୍ଚିମ ଭାଗରେ ରବିବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୩.୮ ଥିବା ସୂଚନା ମିଳିଛି। ଭୂକମ୍ପର କେନ୍ଦ୍ରସ୍ଥଳ ଭୁଟାନ ସୀମା ନିକଟ ପଶ୍ଚିମ କାମେଙ୍ଗର ୧୦ କି.ମି. ଗଭୀରରେ ହୋଇଥିବା ଅନୁମାନ କରାଯାଇଛି।…
୩୩ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି,୧୬ା୨(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକ୍ମା ପୋଲିସ ନିକଟରେ ଗୁରୁବାର ୩୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୩ଜଣ ହାର୍ଡକୋର ମାଓବାଦୀ ଅଛନ୍ତି। ସେମାନଙ୍କ ନାମରେ ଛତିଶଗଡ଼ ସରକାର ୩ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ।…
ଗଛମୂଳେ ଥିବା ସ୍ତ୍ରୀଙ୍କୁ ଘରକୁ ନେଲେ ସ୍ବାମୀ
କେନ୍ଦୁଝର,୧୯।୨(ସ୍ବ.ପ୍ର.): ତେଲକୋଇ ବ୍ଲକ ସଲେଇକେନା ପଞ୍ଚାୟତର ଡିମିରିଆ ଗ୍ରାମରେ ପରିବାର କଲ୍ୟାଣ ଅସ୍ତ୍ରୋପଚାର କରିଥିବାରୁ ଭୂୟାଁ ସମ୍ପ୍ରଦାୟର ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଘରୁ ବାହାର କରିଦେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏପରି କି ମହିଳା ଜଣକ ୩…
ଆଣ୍ଡରସନ-ବ୍ରଡ୍ଙ୍କ ନୂଆ ରେକର୍ଡ
ମାଉଣ୍ଟ ମଙ୍ଗାନୁଇ,୧୯ା୨: ଷ୍ଟୁଆର୍ଟ ବ୍ରଡ୍ ଓ ଜେମ୍ସ ଆଣ୍ଡରସନଙ୍କ ଚମତ୍କାର ବୋଲିଂ ସହାୟତାରେ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିବାରାତ୍ର କ୍ରିକେଟ ଟେଷ୍ଟକୁ ଇଂଲଣ୍ଡ ୨୬୭ ରନ୍ରେ ଜିତିନେଇଛି। ଏଥିସହିତ ଇଂଲଣ୍ଡ ଦୁଇ ମ୍ୟାଚ୍ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଛି। ରବିବାର…
ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ପଦ୍ମପୁର ଗସ୍ତ: ଉଦ୍ଘାଟନ କଲେ ୧୨୭ ପ୍ରକଳ୍ପ
ପଦ୍ମପୁର,୧୯।୨(ଡି.ଏନ୍.ଏ.): ପଦ୍ମପୁର ଉପନିର୍ବାଚନ ସମୟରେ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରାଯିବ। ବର୍ଷକ ଭିତରେ ପଦ୍ମପୁରକୁ ଜିଲା ମାନ୍ୟତା ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀର ୩ଟି ସ୍ଥାନରେ ସଭା କରି ଏଭଳି ଘୋଷଣା…
ଉଦ୍ଧାର ହେଲା ଅଢେଇ ଟନ୍ର ବାଘୁଆ ମଗର ମାଛ
ବସ୍ତା,୧୯।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ବାହାବଳପୁର ମୁହାଣରେ ରବିବାର ଏକ ବିଶାଳକାୟ ମଗର ମାଛକୁ ଜୀବନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହାର ଓଜନ ଅଢେଇ ଟନ୍ ହେବ ବୋଲି ଜଣାପଡିଛି। ଏହି ବିଶାଳକାୟ ମାଛ ଦେଖି ମତ୍ସ୍ୟଜୀବୀଙ୍କ ମଧ୍ୟରେ…
ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣି ନିରପେକ୍ଷ ତଦନ୍ତ ଦାବିକଲେ ବାପା
ଆନନ୍ଦପୁର,୧୯ା୨(ସ୍ବ.ପ୍ର.): ଘସିପୁରା ଥାନା ଅଧୀନ କେଶଦୁରାପାଳରେ ଏକ ବଧୂହତ୍ୟା ଘଟଣାକୁ ନେଇ ମାମଲା ରୁଜୁ ହୋଇଛି। କେସ୍ ନଂ ୪୧/୨୩ରେ ମାମଲା ରୁଜୁ ହୋଇଛି। ଢେଙ୍କାନାଳ ମୀନାବଜାର କୁମ୍ଭାରୀସାହିର ସନ୍ତୋଷ କୁମାର ସେନାପତିଙ୍କ ଅଭିଯୋଗ ଆଧାରରେ ମାମଲା ରୁଜୁ ହୋଇଛି। ସୂଚନାଯୋଗ୍ୟ,…
ମନ୍ଦିର ପ୍ରବେଶକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ପଥର ମାଡ଼: ୧୪ ଆହତ
ଭୋପାଳ,୧୯।୨: ମଧ୍ୟପ୍ରଦେଶର ସାନୱାଡ ଅଞ୍ଚଳର ଚାପ୍ରା ଗ୍ରାମରେ ମହାଶିବରାତ୍ରିରେ ଏକ ଅଘଟଣ ଘଟିଛି। ଦୁଇ ସମ୍ପ୍ରଦାୟ ମଧ୍ୟରେ ସଂଘର୍ଷ ହୋଇ ୧୪ ଜଣ ଆହତ ହୋଇଛନ୍ତି। ଦଳିତ ସମ୍ପ୍ରଦାୟର ସଦସ୍ୟମାନେ ଅଭିଯୋଗ କରିଛନ୍ତି ଯେ, ଉଚ୍ଚ ଜାତିର କିଛି ଲୋକ ତାଙ୍କୁ…
ସ୍ତ୍ରୀଙ୍କୁ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ
କେନ୍ଦୁଝର,୧୯ା୨(ସ୍ବ.ପ୍ର.): ତେଲକୋଇ ଥାନା ରଗଡ଼ା ଗାଁରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଶନିବାର ଏକ ଧାରୁଆ ଅସ୍ତ୍ରରେ ବୀଭତ୍ସ ଭାବେ ହାଣି ହତ୍ୟା କଲାପରେ ରବିବାର ତେଲକୋଇ ଥାନାରେ ଆତ୍ମସମର୍ପଣ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୁକ୍ତଙ୍କ ନାମ ରଥିଆ ସେଠୀ(୩୨)।…
ଦୁଇ ପରିବାରକୁ ସାମାଜିକ ବାସନ୍ଦ: ଗାଁରେ ଉତ୍ତେଜନା
ପୁରୁଷୋତ୍ତମପୁର,୧୯ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଗ୍ରାମରେ ଗୁଣିଗାରେଡ଼ି ଅନ୍ଧବିଶ୍ବାସ ଓ ସାମାଜିକ ବାସନ୍ଦ ଭଳି ଘଟଣା ଘଟି ଗ୍ରାମଗୁଡ଼ିକରେ ଅଶାନ୍ତି ଲାଗି ରହିବା ସହ ହତ୍ୟାକାଣ୍ଡ ଭଳି ଘଟଣା ଘଟୁଛି। ଯାହାକୁ ନେଇ ପୋଲିସ ଓ ପ୍ରଶାସନର ମୁଣ୍ଡବ୍ୟଥା ହେଉଛି। ଏଭଳି…
Archives


