Home Left

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ ନାଗରିକଙ୍କ ସହ ଜନ ସଂପର୍କ ଅଭିଯାନରେ ସାମିଲ୍ ହୋଇଥିଲେ । ବଶିଷ୍ଠ ନାଗରିକ,…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦ ହ୍ରାସ ପାଇଥିବା ବେଳେ ଅନ୍ୟପଟେ ରୁପା ପ୍ରତି କିଲୋଗ୍ରାମ ୨,୨୨,୩୦୦ ଏବଂ ୨,୨୭,୦୦୦…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା ଓ ରାଜ୍ୟ ବାହାରକୁ ଗୋ’ଚାଲାଣ ହେଉଛି। ଏଥିସହ ଆଉ କେତେକ ସମୟରେ ଚଲାଇ…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ ୨୦୦୮ରୁ ଦୀର୍ଘ ୧୮ ବର୍ଷ ହେଲାଣି ଅସ୍ତିତ୍ୱ ହରାଇଛି। ୧୯୬୬ରେ ଅସ୍ତିତ୍ୱରେ ଆସିଥିବା…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌ ରାଇସ ମିଲ୍‌ରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ମାଟିଆ ଗ୍ରାମର ଜୟରାମ ଗୌଡ଼…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା ଅନୁସାରେ କନ୍ୟାଙ୍କୁ ମହୁଲ ଗଛ ସହ ବିବାହ କରାଇବା ପାଇଁ ପରିବାର ଓ…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ ଅଭିଯୋଗକ୍ରମେ କମର୍ଦ୍ଦା ପୋଲିସ ବୁଧବାର ମାମଲା(ନଂ. ୧୫୪/୨୬) ରୁଜୁ କରି ଅଭିଯୁକ୍ତ ଟ୍ୟୁଶନ…

ଶକ୍ତିଶାଳୀ ଭୂକମ୍ପ: ଭେନେଜୁଏଲାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ଆସିଥିବା ଶକ୍ତିଶାଳୀ ଭୂକମ୍ପ ଝଟକା ସମଗ୍ର ବିଶ୍ୱକୁ ଆତଙ୍କିତ କରିଦେଇଛି। ମାତ୍ର ଗୋଟିଏ ମିନିଟ୍‌ ବ୍ୟବଧାନରେ ୭.୨ ଏବଂ ୭.୫ ତୀବ୍ରତାର ଦୁଇଟି ପ୍ରଳୟଙ୍କରୀ ଭୂକମ୍ପ ଫଳରେ ସବୁ କିଛ ଧ୍ୱଂସ ହୋଇଯାଇଛି। ଭୂକମ୍ପ ଯୋଗୁ ୧୦ ହଜାର…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର ବିଭିନ୍ନ ପଞ୍ଚାୟତର ଗାଁରେ ଲାଗିଥିବା ସେନ୍ସର୍‌ ଲାଇଟ୍‌ର ତଦନ୍ତ ଆରମ୍ଭ କରିଛନ୍ତି। ଏହି…

ହିନ୍ଦୁଧର୍ମର ସ୍ବରୂପ

ଆମେ ଆଜି ଯାହାକୁ ହିନ୍ଦୁଧର୍ମ ବୋଲି କହୁଛୁ, ତାହା ଅନେକ ଶତାବ୍ଦୀ ଧରି ଏକକ ଧର୍ମ ହୋଇ ରହି ନ ଥିଲା। ଏହା ଜାତି ବ୍ୟବସ୍ଥାକୁ ନେଇ ଗଠିତ ଏକ ସଭ୍ୟତା ଥିଲା। ପ୍ରତ୍ୟେକ ଜାତିର ନିଜସ୍ବ ଦେବଦେବୀ, ରୀତିନୀତି, ଖାଦ୍ୟ…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଠାବ କରିଥିଲା। ପରେ ୨୨ ତାରିଖରେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଉଦ୍ଧାର କରାଯାଇଥିଲା। ସେହିଦିନ…

କ୍ୟାମେରାରେ କଏଦ ହେଲା ମହାପ୍ରଳୟ! ଭେନେଜୁଏଲାରେ ଭୂକମ୍ପର ତାଣ୍ଡବ, ସାମ୍ନାକୁ ଆସିଲା ଛାତିଥରା ଭିଡିଓ

ଭେନେଜୁଏଲା,୨୫।୬: ଲାଟିନ ଆମେରିକୀୟ ଦେଶ ଭେନେଜୁଏଲାରେ ପାଖାପାଖି ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଆସିବା ଯୋଗୁ ବ୍ୟାପକ ଧ୍ୱଂସଲୀଳା ଘଟିଛି। ଅଧିକାରୀ ଏବଂ ପର୍ଯ୍ୟବେକ୍ଷଣ ସଂସ୍ଥାଗୁଡ଼ିକ ଅନୁଯାୟୀ, ଏହି ଭୂକମ୍ପ ଯୋଗୁ ରାଜଧାନୀ କାରାକାସ ସମେତ ଅନେକ ଅଞ୍ଚଳରେ ବଡ଼ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?