ସମ୍ପର୍କରୁ ମିଳିଛି ଲୋକପ୍ରିୟତା
ଛୋଟ ଏକ ଗାଁ ଆଉ ଛୋଟିଆ ଆଶା ଧରି ମେଧାବୀ ଛାତ୍ର ଜଣକ (ଇଞ୍ଜିନିୟରିଂ ଶିକ୍ଷା ଶେଷ ବର୍ଷ) ଭୁବନେଶ୍ୱରରେ ବ୍ୟବସାୟ କରିବାକୁ ମନ ବଳାଇଥିଲେ। ଏପରିକି ବ୍ୟବସାୟରେ ପାଦଦେବା ସହ ବହୁ ଘାତ ପ୍ରତିଘାତ ପରେ ମଧ୍ୟ ସେ ଜଣେ…
ଫେକ୍ ଆକାଉଣ୍ଟ ମାଧ୍ୟମରେ ୪୦ ଲକ୍ଷ ଟଙ୍କା ଠକେଇ
ନୟାଗଡ଼ ଅଫିସ,୧୯।୨: ଫେକ୍ ଆକାଉଣ୍ଟରେ ୪୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ନୟାଗଡ଼ ଟାଉନ ଥାନା ପୋଲିସ ନୟାଗଡ଼ ସହରରର ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ପୂର୍ବତନ ରିଲେଶନ ଅଫିସରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର…
ୟୁଜି ନାମଲେଖା ପାଇଁ ସିୟୁଇଟି ସ୍କୋର ବ୍ୟବହାର ନିର୍ଦ୍ଦେଶ
ଭୁବନେଶ୍ୱର, ୧୯।୨(ବ୍ୟୁରୋ): ଉଚ୍ଚ ଶିକ୍ଷାନୁଷ୍ଠାନରେ ୟୁଜି ଏବଂ ପିଜି ନାମଲେଖା ନିମନ୍ତେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଏକକ ପିଜି ପ୍ରବେଶିକା ପରୀକ୍ଷା(ସିୟୁଇଟି) ଆରମ୍ଭ କରିଛନ୍ତି। ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ପରୀକ୍ଷାରୁ ମୁକ୍ତ କରିବା ପାଇଁ ଏବଂ ସମସ୍ତ ପିଲାଙ୍କୁ ସମାନ ସୁଯୋଗ ଦେବା…
ଲଘୁ ଖଣିଜ ଚାଲାଣ ବେଳେ ଚଢ଼ାଉ: ୫ଲକ୍ଷ ଜରିମାନା
ବ୍ରଜରାଜନଗର,୧୯।୨(ଡି.ଏନ.ଏ.): ବେଆଇନ ଭାବେ ମାଟି ଓ ମୋରମ ଉତ୍ତୋଳନ କରୁଥିବା ବଂଶଲ ଇନ୍ଫ୍ରା ପ୍ରୋଜେକ୍ଟସ ଲିମିଟେଡକୁ ଝାରସୁଗୁଡା ଉପଜିଲାପାଳ କିଶୋର ଚନ୍ଦ୍ର ସ୍ବାଇଁ ୫ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ସୂଚନାନୁସାରେ ଝାରସୁଗୁଡ଼ା ତହସିଲ ଅନ୍ତର୍ଗତ ପଞ୍ଚପଡ଼ା ଓ ଲହଣ୍ଡାବୁଡ଼ ରାସ୍ତା ପାର୍ଶ୍ୱରୁ…
ରାଜ୍ୟକୁ କମୁଛନ୍ତି ବିଦେଶୀ ପର୍ଯ୍ୟଟକ
ଭୁବନେଶ୍ୱର,୧୯।୨(ବ୍ୟୁରୋ): କୋଭିଡ୍ ମହାମାରୀ ରାଜ୍ୟ ପର୍ଯ୍ୟଟନ ଶିଳ୍ପକୁ ବିଗାଡ଼ି ଦେଇଛି। କୋଭିଡ୍ ଭୟ ଯୋଗୁ ଓଡ଼ିଶାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ଆଶାତୀତ ଭାବେ ହ୍ରାସପାଇଛି। ଏପରି କି ୨୦୨୧ରେ ରାଜ୍ୟକୁ ମାତ୍ର ୨୨୬୯ ଜଣ ବିଦେଶୀ ପର୍ଯ୍ୟଟକ ଆସିଥିଲେ। ୨୦୨୨ରେ ଓଡ଼ିଶାକୁ ବିଦେଶୀ…
ବିହାରରୁ ମାଷ୍ଟରମାଇଣ୍ଡ ଗିରଫ
ଭୁବନେଶ୍ୱର,୧୯।୨(ବ୍ୟୁରୋ): କ୍ରାଇମ୍ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଏକ ବଡ଼ ଠକେଇ ରାକେଟ୍ର ପର୍ଦ୍ଦାଫାଶ କରିଛି। ଚାକିରି ଦେବା ନାଁରେ ଓଡ଼ିଶା ସମେତ ୧୭ ରାଜ୍ୟର ପ୍ରାୟ ଦେଢ଼ଲକ୍ଷ ଆଶାୟୀଙ୍କଠାରୁ ୬.୬ କୋଟି ଟଙ୍କା ଠକେଇ କରିଥିବା ମାଷ୍ଟରମାଇଣ୍ଡଙ୍କୁ ବିହାରରୁ ଗିରଫ…
ଜୁନିୟର ଏନଟିଆରଙ୍କ କଜିନ ନନ୍ଦମୁରି ତାରକ ରତ୍ନଙ୍କ ପରଲୋକ
ଚେନ୍ନାଇ,୧୯ ।୨: ଜୁନିୟର ଏନଟିଆରଙ୍କ ସମ୍ପର୍କିୟ ଭାଇ ତଥା ଅଭିନେତା ଓ ରାଜନେତା ନନ୍ଦମୁରି ତାରକ ରତ୍ନଙ୍କର ଶନିବାର ପରଲୋକ ହୋଇଛି । ତାଙ୍କୁ ବେଙ୍ଗାଲୁରୁର ନାରାୟଣ ହାର୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କର ଏହି ଆକଷ୍ମିକ ମୃତ୍ୟୁ ସମଗ୍ର…
କଂଗ୍ରେସ ସମୟରେ ନୁହେଁ, ପ୍ରଧାନମନ୍ତ୍ରୀ ମୋଦି, ଅମିତ ଶାହାଙ୍କ ସମୟରେ କଶ୍ମୀରରେ ତ୍ରିରଙ୍ଗା ଉଡାଇଲେ ରାହୁଲ: ଫଡନାବିଶ
ମୁମ୍ବାଇ,୧୯ ।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ୨୯ ଜାନୁୟାରୀରେ କଶ୍ମୀରର ଐତିହାସିକ ଲାଲ ଚୌକରେ ତ୍ରିରଙ୍ଗା ଉଡାଇଥିଲେ । କଶ୍ମୀରରେ ତ୍ରିରଙ୍ଗା ଉଡାଇବାକୁ ନେଇ ପୁଣେରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବିଶ ପରିହାସ କରିଛନ୍ତି । ସେ କହିଛନ୍ତି, ରାହୁଲ…
ମହାଶିବରାତ୍ରିରେ ସୋମନାଥଙ୍କର ରୁଦ୍ରାଭିଷେକ କଲେ ମୁକେଶ ଅମ୍ବାନି, ଟ୍ରଷ୍ଟକୁ ଦାନ କଲେ ୧.୫୧ କୋଟି ଟଙ୍କା
ମୁମ୍ବାଇ,୧୯ ।୨: ଦେଶର ସବୁଠାରୁ ଧନୀ ଉଦ୍ଦ୍ୟୋଗପତି ମୁକେଶ ଅମ୍ବାନି ପୁଣିଥରେ ଚର୍ଚ୍ଚାରେ । ମୁକେଶ ଅମ୍ବାନିଙ୍କ ପରିବାର ଖୁବ୍ ଧାର୍ମିକ । ଏମାନେ ବିଭିନ୍ନ ସମୟରେ ଅଲଗା ଅଲଗା ଧର୍ମର ପୂଜାର୍ଚ୍ଚନା କରିବା ସହ ଦାନ କରିବା ମଧ୍ୟ ଦେଖାଯାଇଛି…
କନ୍ଧମାଳ ହଳଦୀ ଦେଖି ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ, କଫି ପ୍ୟାକେଟ୍ ବି କିଣିଲେ
ଦାରିଙ୍ଗବାଡ଼ି,୧୮ା୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନସୂଚିତ ଜନଜାତି ବସବାସ କରୁଛନ୍ତି। ଏହି ଜିଲାର ହଳଦୀ ସମଗ୍ର ବିଶ୍ୱ ଦରବାରରେ ପରିଚିତ ରହିଥିବା ବେଳେ ଜୈବିକ ପଦ୍ଧତିର ହଳଦୀ ପାଇଁ ବିଶ୍ୱ ବିଖ୍ୟାତ ହୋଇପାରିଛି। ଦିଲ୍ଲୀଠାରୁ ପଲ୍ଲୀ ପର୍ଯ୍ୟନ୍ତ କନ୍ଧମାଳ ହଳଦୀର…
ବାଇକ୍ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର
ବୌଦ୍ଧ,୧୮ା୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ବ୍ରାହ୍ମଣଗାଁ ଛକଠାରେ ଶନିବାର ସନ୍ଧ୍ୟାରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ତିଳେଶ୍ୱର ପଟରୁ ଭେଜିଗୋରା…
ପ୍ରେସ୍ମିଟ୍ ବର୍ଜନ କଲେ ଗଣମାଧ୍ୟମ ପ୍ରତିନିଧି
ଆନନ୍ଦପୁର,୧୮ା୨(ସ୍ବ.ପ୍ର.): ଆନନ୍ଦପୁର ଜଳସମ୍ପଦ ବିଭାଗ ଅଧୀନରେ ନିର୍ମାଣାଧୀନ ପ୍ରକଳ୍ପ ପରିଦର୍ଶନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ଏ ସମ୍ପର୍କରେ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଜିଲା ପ୍ରଶାସନ ସ୍ତରରେ ସୂଚନା ପ୍ରଦାନ କରାଯିବା ସହିତ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ…
Archives


