କାମସାରି ଘରକୁ ଫେରୁଥିଲେ: ଗଛରେ ପିଟି ହୋଇ ଚାଲିଗଲା ୨ସାଙ୍ଗଙ୍କ ଜୀବନ
ସନ୍ତ୍ରୀଛକ,୪।୧(ସନ୍ତୋଷ ପରିଡ଼ା): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ବଉଳିଗଡ଼ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଗଛରେ ପିଟି ହୋଇ ୨ସାଙ୍ଗଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହିନ୍ଦୋଳ ଥାନା ଗୁଲେହି ପଞ୍ଚାୟତ କଲଣ୍ଡା ଗ୍ରାମର ଶାନ୍ତନୁ ବେହେରା(୩୮) ଏବଂ…
୮୦ ବର୍ଷ ବୟସରେ ଖଡିଆଳ ରାଜାଙ୍କ ପରଲୋକ, ସୁନ୍ଦର ନଦୀ ଘାଟରେ ଶେଷକୃତ୍ୟ ସମ୍ପନ୍ନ
ଖଡ଼ିଆଳ,୪।୧(ସୁଜିତ କୁମାର ପ୍ରଧାନ): ନୂଆପଡା ଜିଲା ଖଡିଆଳ ରାଜା ଜିତାମିତ୍ର ପ୍ରସାଦ ସିଂ ଦେଓଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି । ରବିବାର ସକାଳରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଠିକ୍ ଥିବା ବେଳେ ୧ ଟା ୩୫ ସମୟରେ ତାଙ୍କର…
ବେଙ୍ଗାଲୁରୁରେ ନାବାଳିକାଙ୍କୁ ଗଣବଳାତ୍କାର: ଗିରଫ ହେଲେ ୩ ଅଭିଯୁକ୍ତ
ବେଙ୍ଗାଲୁରୁ,୪ା୧: କର୍ନାଟକର ହୁବ୍ଲିରେ ଜଣେ ୧୩ ବର୍ଷୀୟା ବାଳିକାଙ୍କୁ ୩ ଜଣ ନାବାଳକ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତମାନଙ୍କ ବୟସ ୧୪ରୁ ୧୫ ବର୍ଷ ମଧ୍ୟରେ ଓ ସେମାନେ ନାବାଳିକାଙ୍କ ଘର ପାଖରେ ରହୁଥିଲେ ବୋଲି ପୋଲିସ କହିଛି। ନାବାଳିକାଙ୍କ…
ନାଇଜେରିଆରେ ବଡ଼ ଆକ୍ରମଣ, ଗୁଳି ମାଡ଼ରେ ଅତି କମରେ ୩୦ ଜଣଙ୍କର ମୃତ୍ୟୁ
ଅବୁଜା,୪।୧ : ନାଇଜେରିଆର ଏକ ଗାଁକୁ ବନ୍ଧୁକଧାରୀମାନେ ପୁଣି ଥରେ ଟାର୍ଗେଟ କରିଛନ୍ତି । ରିପୋର୍ଟ ଅନୁଯାୟୀ ଅତି କମରେ ୩୦ ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଅନ୍ୟପଟେ ଅନେକଙ୍କୁ ଅପହରଣ କରାଯାଇଥିବା ଜଣାପଡିଛି । ଗତ କିଛି…
ପଞ୍ଚମ ଆଶେସ୍ ଟେଷ୍ଟ: ପ୍ରଥମ ଦିନ ଖେଳ ସୁଦ୍ଧା ଇଂଲଣ୍ଡ ୨୧୧/ ୩
ସିଡ୍ନୀ,୪ା୧: ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ମଧ୍ୟରେ ରବିବାରଠାରୁ ସିଡ୍ନୀ କ୍ରିକେଟ ଗ୍ରାଉଣ୍ଡ(ଏସ୍ସିଜି)ରେ ପଞ୍ଚମ ତଥା ଅନ୍ତିମ ଆଶେସ୍ ଟେଷ୍ଟ କ୍ରିକେଟ୍ ମ୍ୟାଚ୍ ଆରମ୍ଭ ହୋଇଯାଇଛି। ଜୋ ରୁଟ୍ ଓ ହ୍ୟାରୀ ବ୍ରୁକ୍ଙ୍କ ୧୫୪ ରନ୍ର ଭାଗୀଦାରିତା ଯୋଗୁ ଇଂଲଣ୍ଡ ପ୍ରଥମ ଦିନ…
ଭୟଙ୍କର ଦୁର୍ଘଟଣା: କାର୍କୁ ଚାପିଦେଲା ଦ୍ରୁତଗାମୀ ଟ୍ରକ୍, ଶିଶୁକନ୍ୟା ସମେତ ଗୋଟିଏ ପରିବାରର ୩ ମୃତ
ଗଜପତି,୪ା୧(ଗିରିଧାରୀ ପରିଛା): ନୂଆବର୍ଷର ପ୍ରଥମ ରବିବାରରେ ଗୋଟିଏ ପରିବାରରେ ତିନିଜଣଙ୍କ ଜୀବନ ଦୀପ ଲିଭିଯାଇଛି। ଗଜପତି ସୀମାନ୍ତ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲା ବାରୁଆ ଥାନା ଅଧୀନ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଶିଶୁକନ୍ୟା ସମେତ ତିନି…
କନ୍ଧମାଳ ମହୋତ୍ସବ 2026, ରାଇକିଆରେ ମାସ୍କଟ ଓ ମଶାଲ ଶୋଭାଯାତ୍ରା
ରାଇକିଆ,୪/୧-(ପ୍ରଦୀପ ବେହେରା): କନ୍ଧମାଳ ଜିଲା ପ୍ରଶାସନ ତରଫରୁ ଆସନ୍ତା ୭ ରୁ ୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । କଳା ସଂସ୍କୃତିର ପ୍ରତୀକ କନ୍ଧମାଳ ମହୋତ୍ସବ ୨୦୨୬ ପାଇଁ ରବିବାର ରାଇକିଆରେ ପହଞ୍ଚିଛି ମାସ୍କଟ ଓ ମଶାଲ । ଜିଲ୍ଲାର ପ୍ରତ୍ୟେକ…
ସୀମା ଟପିଲା ଶିକାରୀଙ୍କ ବର୍ବରତା; ବୋମା ଖାଇ ବାରହା ମୃତ, ୩ ଗିରଫ
ଭଞ୍ଜନଗର,୪/୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ବେଲଗୁଣ୍ଠା ରୋଡ କନ୍ଧସାହି ନିକଟରୁ ପୋଲିସ ରବିବାର ପ୍ରତ୍ୟୁଷରେ ୩ ଜଣ ବାରହା ଶିକାରୀଙ୍କୁ ଗିରଫ କରିଛି । ଏହାପରେ ବନ ବିଭାଗକୁ ହସ୍ତାନ୍ତର କରିଛି ।…
”ଆମକୁ ଲଜ୍ଜା ଲାଗିବା କଥା…”, ISL ବିବାଦକୁ ନେଇ ଅଭିନେତା ଜନ୍ ଅବ୍ରାହାମ୍ଙ୍କ ଉଦବେଗ
ମୁମ୍ବାଇ,୪।୧: ଗମ୍ଭୀର ସଙ୍କଟ ଦେଇ ଗତି କରୁଛି ଭାରତୀୟ ଫୁଟବଲ। ଇଣ୍ଡିଆନ୍ ସୁପର ଲିଗ୍ (ISL)କୁ ନେଇ ଦିନକୁ ଦିନ ଦ୍ଵନ୍ଦ ବଢ଼ିବାରେ ଲାଗିଛି। ଚାଲିଥିବା ବିବାଦ ଉପରେ ବଲିଉଡ୍ ସୁପରଷ୍ଟାର ତଥା ନର୍ଥଇଷ୍ଟ ୟୁନାଇଟେଡ୍ ଏଫ୍ସି (NEUFC)ର ମାଲିକ ଜନ୍…
କବିସୂର୍ଯ୍ୟ ସ୍ମୃତି କମିଟି ପକ୍ଷରୁ ନିଷ୍ପତ୍ତି, ଶ୍ରୀପଞ୍ଚମୀରେ ପାଳନ ହେବ ମହୋତ୍ସବ
ଦିଗପହଣ୍ଡି,୪|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ସମ୍ମିଳନୀ କକ୍ଷରେ ରବିବାର ମଧ୍ୟାହ୍ନ ରେ ଦିଗପହଣ୍ଡି ସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ସଭାପତି ତଥା ଆଇନଜୀବି ଅଶେଷ ନାଥ ମିଶ୍ର ସଭାରେ…
୨୦୨୬ରେ ସଞ୍ଚୟ ଯୋଜନା କରିଛନ୍ତି କି? କେବେ ଆଉ କିଭଳି କରିବେ ନିବେଶ, ଜାଣନ୍ତୁ ଏହାର ସମ୍ପୂର୍ଣ୍ଣ ABC
ନୂଆଦିଲ୍ଲୀ,୪।୧: ନୂତନ ବର୍ଷର ଆରମ୍ଭ ସଞ୍ଚୟ ଅଭ୍ୟାସ ଏବଂ ଦୀର୍ଘକାଳୀନ ଲକ୍ଷ୍ୟ ପାଇଁ ନିବେଶକୁ ଉତ୍ସାହିତ କରେ। ଏହି ସମୟପ୍ରଥମ ଥର ପାଇଁ ନିବେଶକ ଏବଂ ସେମାନଙ୍କ ପୋର୍ଟଫୋଲିଓକୁ ରିବାଲାନ୍ସ କରିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଏକ ଉତ୍କୃଷ୍ଟ ସମୟ। ବିଶ୍ୱ…
ପରିବହନ ବିଭାଗର କଡ଼ା ନିର୍ଦ୍ଦେଶ: ସଚିବ ଉଷା ପାଢ଼ୀ କହିଲେ ଆମ ବସ୍ ଚଳାଇକୁ ହେଲେ ଡ୍ରାଇଭରଙ୍କ…
ଭୁବନେଶ୍ୱର,୪।୧: ଆମ ବସ୍ ଦୁର୍ଘଟଣା ରୋକିବାକୁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ରବିବାର ବସିଥିବା ଉଚ୍ଚସ୍ତରୀୟ ବୈଠକ ପରେ ପରିବହନ ସଚିବ ଉଷା ପାଢ଼ୀ ବସ୍ ଚଳାଚଳ ଉପରେ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ଡ୍ରାଇଭରଙ୍କ ଏଣିକି…
Archives


