କରାଚୀ ପୋଲିସ ମୁଖ୍ୟାଳୟରେ ଆକ୍ରମଣ: ୪ ନିହତ
କରାଚୀ,୧୮ା୨: ପାକିସ୍ତାନର କରାଚୀ ସହରରେ ଥିବା ପୋଲିସ ମୁଖ୍ୟାଳୟ ଉପରେ ଶୁକ୍ରବାର ତାଲିବାନ ଆତଙ୍କବାଦୀ ଆତ୍ମଘାତୀମାନେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ବିସ୍ଫୋରଣ ଓ ଗୁଳି ଶବ୍ଦରେ ସହର ଥରିଉଠିଥିଲା।…
ଦଳିତ ଆଇଆଇଟି ଛାତ୍ରଙ୍କ ଆତ୍ମହତ୍ୟା: ନିର୍ଦ୍ଦେଶକଙ୍କ ଇସ୍ତଫା ଦାବିକଲେ ୩ ଛାତ୍ର ଗୋଷ୍ଠୀ
ମୁମ୍ବାଇ,୧୮ା୨: ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି) ବମ୍ବେର ଜଣେ ୧୮ ବର୍ଷୀୟ ଦଳିତ ଛାତ୍ର ଆତ୍ମହତ୍ୟା କରିଥିବାବେଳେ ଏଥିପାଇଁ ଶିକ୍ଷାନୁଷ୍ଠାନର ୩ ଛାତ୍ରଗୋଷ୍ଠୀ ନିର୍ଦ୍ଦେଶକଙ୍କୁ ଦାୟୀ କରି ତୁରନ୍ତ ତାଙ୍କର ଇସ୍ତଫା ଦାବି କରିଛନ୍ତି। ନିର୍ଦ୍ଦେଶକ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ସ୍ଥାନ…
ବନ୍ଦ ଲଫାପାରେ କେନ୍ଦ୍ରର ପ୍ରସ୍ତାବ ଅଗ୍ରାହ୍ୟ
ନୂଆଦିଲ୍ଲୀ,୧୮ା୨: ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍ବର୍ଗ ରିସର୍ଚ୍ଚ ପକ୍ଷରୁ ଆଦାନୀ ଗ୍ରୁପ୍ ବିରୋଧରେ ଅଭିଯୋଗ ଆସିବା ପରେ ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀଗୁଡ଼ିକର ଶେୟାର ମୂଲ୍ୟ ଖସିବାରେ ଲାଗିଛି। ନିବେଶକମାନଙ୍କୁ କ୍ଷତିରୁ ବଞ୍ଚାଇବା ପାଇଁ ନିୟାମକ ପଦକ୍ଷେପ ନେବା ସକାଶେ ଏକ…
କାଳିପଲ୍ଲୀ ଗାଁ କମିଟି ସହ ଜିଲାପାଳଙ୍କ ଆଲୋଚନା
ଛତ୍ରପୁର,୧୮ା୨(ଡି.ଏନ୍.ଏ.): ଛତ୍ରପୁର ଉପକଣ୍ଠ କାଳିପଲ୍ଳୀ ନିକଟରେ ଟାଟା ଏସ୍ଇଜେଡ୍ରେ ସ୍ମାର୍ଟକେମ୍ ଟେକ୍ନୋଲଜିର ଆମୋନିୟମ ନାଇଟ୍ରେଟ୍ କମ୍ପାନୀକୁ ସ୍ଥାନୀୟ ଲୋକଙ୍କ ବିରୋଧ ଜାରି ରହିଛି। ଅନ୍ୟପକ୍ଷରେ ଗତ ବୁଧବାର ଟାଟା ପ୍ରକଳ୍ପର ପାଚେରି ନିର୍ମାଣକୁ ବିରୋଧ କରିଥିବାରୁ ପୋଲିସ ୧୫ଜଣଙ୍କୁ କୋର୍ଟ ଚାଲାଣ…
ଗୋଲେଇ ନିର୍ମାଣରେ ବିଳମ୍ବ ଯୋଗୁ ବଢୁଚି ଦୁର୍ଘଟଣା
କଳିଙ୍ଗନଗର,୧୮ା୨(ଡି.ଏନ୍.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ଖୁରୁଣ୍ଟି ଛକ ଗୋଲେଇ ନିର୍ମାଣରେ ଆହେତୁକ ବିଳମ୍ବ ହେଉଛି l ଠିକା ସଂସ୍ଥାର ମନମୁଖୀ କାର୍ଯ୍ୟ ପାଇଁ ବର୍ଷାଧିକ କାଳ ଯାତ୍ରୀ ବହୁ ହିନସ୍ତା ଭୋଗୁଛନ୍ତି l ଏପରିକି ଠିକା ସଂସ୍ଥା ମୂଖ୍ୟ ରାସ୍ତାରେ ଅଧାପନ୍ତରିଆ କାମ…
ଆବର୍ଜନା ମୁକ୍ତ ହେବ ଗାଁ ଦାଣ୍ଡ
ରସୁଲପୁର,୧୮ା୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ଭୋଟକା ପଞ୍ଚାୟତରକୁ ସ୍ବଚ୍ଛ ଓ ସୁସ୍ଥ ପଞ୍ଚାୟତ ଗଠନ କରିବାକୁ ଲକ୍ଷ୍ୟ ରଖାଯାଇଛି। ଗାଁ କଲ୍ୟାଣ ସମିତି ଓ ସ୍ବେଚ୍ଛାସେବୀ ଅନୁଷ୍ଠାନ ଗ୍ରାମୀଣ ଏକତା ମଞ୍ଚର ମିଳିତ ସହଯୋଗରେ ସଫେଇ କାର୍ଯ୍ୟକୁ ପରିଚାଳନା କରାଯାଉଛି ା…
ରାତି ଉଜାଗର ରହିବେ ପଞ୍ଚ ଦେବତା
ପ୍ରଦୀପ୍ତ କୁମାର ପୃଷ୍ଟି ଚଣ୍ଡିଖୋଲ, ୧୮ା୨: ମହାଶିବରାତ୍ରି ଜାଗର ଅବସରରେ ଯାଜପୁର ଜିଲାର ପ୍ରସିଦ୍ଧ ଶୈବପୀଠ ମହାବିନାୟକ ମନ୍ଦିରରେ ନିଆରା ପରମ୍ପରା ଦେଖିବାକୁ ମିଳିଥାଏ। ଏଠାରେ ପଞ୍ଚ ଦେବତା ପୂଜା ପାଇଥାନ୍ତି। ରାତ୍ରି ସାରା ପଞ୍ଚ ଦେବତା ଉଜାଗର ରହିଥାନ୍ତି। ସେହି…
‘ଟିଟିପି, ହିଜବୁଲ୍ ବୈଶ୍ୱିକ ଆତଙ୍କବାଦୀ ସଂଗଠନ’
ଓ୍ବାଶିଂଟନ,୧୮ା୨(ପି.ଟି.): ପାକିସ୍ତାନର କଶ୍ମୀର କୈନ୍ଦ୍ରିକ ହିଜବୁଲ୍ ମୁଜାହିଦ୍ଦିନ ଏବଂ ତେହରିକ୍-ଇ-ତାଲିବାନ ପାକିସ୍ତାନ (ଟିଟିପି) ବୈଶ୍ୱିକ ଆତଙ୍କବାଦୀ ସଂଗଠନ ରହିଛି। ଏହାର ପଦବୀରେ କୌଣସି ପରିବର୍ତ୍ତନ ହେବାର କାରଣ ନାହିଁ ବୋଲି ସମୀକ୍ଷା ପରେ ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍ କହିଛନ୍ତି।…
ଉନ୍ନୟନ କାର୍ଯ୍ୟରେ ହୋଇଥିବା ଦୁର୍ନୀତିର ତଦନ୍ତ ଦାବି
ପଟ୍ଟାମଣ୍ଡାଇ,୧୮ା୨(ସ୍ବ.ପ୍ର.): ପଟ୍ଟାମଣ୍ଡାଇ ମ୍ୟୁନିସିପାଲିଟି ପକ୍ଷରୁ କରାଯାଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ନଗର କଂଗ୍ରେସ କମିଟି ପକ୍ଷରୁ ଅଭିଯୋଗ ହୋଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ବହୁ ଗୁପ୍ତ ରହସ୍ୟ ଲୋକଲୋଚନକୁ ଆସିବ ବୋଲି…
ଭାରତ ଗସ୍ତ ବାତିଲ କଲେ ଇରାନ ମନ୍ତ୍ରୀ
ନୂଆଦିଲ୍ଲୀ,୧୮ା୨: ଇରାନର ବହିର୍ବ୍ୟାପାର ମନ୍ତ୍ରୀ ହୋସେନ ଅମିର ଅବ୍ଦୋଲ୍ଲାହିଆନ୍ ରାଇସିନା ଡାଇଲଗ୍ରେ ଯୋଗଦେବା ପାଇଁ ଭାରତ ଆସିବାର ଥିଲା। ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ଓ ଅବ୍ଜର୍ଭର ରିସର୍ଚ୍ଚ ଫାଉଣ୍ଡେଶନ୍ର ମିଳିତ ଆନୁକୂଲ୍ୟରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଯୋଗଦେବେ ନାହିଁ ବୋଲି…
ଚୋରା କୋଇଲାର ଚାଲାଣପଥ ଏବେ ଭିତରକନିକା
କେନ୍ଦ୍ରାପଡ଼ା ଅଫିସ, ୧୮ା୨: ବନ୍ୟଜନ୍ତୁ ଓ ଜୈବ ବିବିଧତାର ସୁରକ୍ଷା ପାଇଁ ଜାତୀୟ ଉଦ୍ୟାନ ଭିତରକନିକାକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି। ତେବେ ଏହି ଘୋଷଣା ଚୋରା କୋଇଲା ଚାଲାଣକାରୀଙ୍କ ପାଇଁ ସୁଯୋଗ ସୃଷ୍ଟି କରିଛି। ବନ ବିଭାଗ ଓ ଜିଲା ପୋଲିସର…
ରାସ୍ତା ନିର୍ମାଣ ପାଇଁ ଜମି ଛାଡ଼ିବାକୁ ରାଜିହେଲେ ମାଲିକ
କୁଜଙ୍ଗ ୧୮।୨ (ଡି.ଏନ୍.ଏ.): କୁଜଙ୍ଗ ବ୍ଲକ ଅନ୍ତର୍ଗତ ପଣ୍ଡୁଆରୁ ଇବ୍ରିସିଂ ୭ କି.ମି. ରାସ୍ତା ଓ ଗ୍ରାମ୍ୟ ଉନ୍ନୟନ ରାସ୍ତାରୁ ବାଲଙ୍ଗ ପର୍ଯ୍ୟନ୍ତ ୩ କି.ମି. ରାସ୍ତା ନିର୍ମାଣରେ ବାଧକ ସାଜୁଥିବା ଘରୋଇ ଜମି ସମସ୍ୟାର ସମାଧାନ ହୋଇଯାଇଛି। ଗ୍ରାମ ଉନ୍ନୟନ…
Archives


