ଝଲସୁଛି ଲିଙ୍ଗରାଜ ମନ୍ଦିର
ପୁରୁଣା ଭୁବନେଶ୍ୱର,୧୮ା୨(ଡି.ଏନ୍.ଏ.): ଶନିବାର ମହାଶିବରାତ୍ରି ତଥା ଜାଗରଯାତ୍ରା। ଉତ୍ସବ ମୁଖରିତ ହୋଇଉଠିଛି ଏକାମ୍ର କ୍ଷେତ୍ର। ଫୁଲରେ ଝଲୁସୁଛି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର। ପ୍ରଶାସନର ସୌନ୍ଦର୍ଯ୍ୟକରଣ ଓ ବିକାଶମୂଳକ କାର୍ଯ୍ୟ ଜାରି ରହିଥିବା ବେଳେ ଏଥର ନୂଆ ରୂପରେ ଦୃଶ୍ୟମାନ ହେଉଛି ସାରା…
ଠକେଇ ଟଙ୍କାରେ ଯାତ୍ରା ପାର୍ଟି
ଭୁବନେଶ୍ୱର,(ବ୍ୟୁରୋ)/ବାଲିଅନ୍ତା, ୧୮ା୨ (ଡି.ଏନ୍.ଏ.): କେତେବେଳେ କ୍ରାଇମବ୍ରାଞ୍ଚ ଇନ୍ସପେକ୍ଟର ତ ଆଉ କେତେବେଳେ ଡାକ୍ତର ପରିଚୟ ଦେଇ ଫସାଉଥିଲେ। ଏଏସ୍ଓ, ଫାର୍ମାସିଷ୍ଟ ଆଦି ବିଭିନ୍ନ ଚାକିରି ଦେବା ଆଳରେ ବହୁ ଯୁବତୀଯୁବକ ଓ ଚାକିରି ଆଶାୟୀଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକି ନେଉଥିଲେ। ଆଉ…
ସ୍ବତନ୍ତ୍ର ତଦନ୍ତ ଟିମ୍ ଗଠିତ, ବାରାଣସୀ ଯିବ
ଭୁବନେଶ୍ୱର,୧୮ା୨(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ ନେଇ ତଦନ୍ତ ଜୋରଦାର କରାଯାଇଛି। ଔଷଧ ପ୍ରବର୍ତ୍ତକ ସ୍କ୍ବାଡ୍ (ଡ୍ରଗ୍ସ ଏନ୍ଫୋର୍ସମେଣ୍ଟ ଟିମ୍) ନକଲି ଔଷଧର ଆନ୍ତଃରାଜ୍ୟ ଯୋଗାଣ ଓ କାରବାର ସମ୍ପର୍କରେ ବିଶ୍ୱାସଯୋଗ୍ୟ ତଥ୍ୟ ଦେବା ପରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…
ନମ୍ବିରା ପିଲୋ ଲାଭାସ୍ଥଳକୁ ଜିଓ ହେରିଟେଜ ମାନ୍ୟତା
ମାନସ ରଞ୍ଜନ ମହାନ୍ତି ଯୋଡ଼ା,୧୮ା୨(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍ ଅନ୍ତର୍ଗତ ନମ୍ବିରା ଗ୍ରାମରେ ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆ (ଜିଏସ୍ଆଇ) ପକ୍ଷରୁ ୧୯୭୬ରେ ଚିହ୍ନଟ ପିଲୋ ଲାଭା ଉତ୍ପତ୍ତି ସ୍ଥଳକୁ ଜିଓ ହେରିଟେଜ ଅଞ୍ଚଳ ଭାବେ ମାନ୍ୟତା ମିଳିଛି। ଏନେଇ…
କିଟ୍ର ବିଭିନ୍ନ ଷ୍ଟାଡିୟମ ଲୋକାର୍ପିତ
ଭୁବନେଶ୍ୱର,୧୮।୨ (କ୍ରୀଡ଼ା ପ୍ରତିନିଧି): କିସ୍ ବିଶ୍ୱବିଦ୍ୟାଳୟ ୨ୟ ଏବଂ କିସ୍-ଭୁବନେଶ୍ୱରର ୪ର୍ଥ କ୍ୟାମ୍ପସକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଦ୍ଘାଟନ କରିଛନ୍ତି। ଏଥିସହ ଭାରତର ବିଶିଷ୍ଟ କ୍ରୀଡ଼ା ପ୍ରତିଭା ଓ ବ୍ୟକ୍ତିବିଶେଷଙ୍କ ନାମରେ ନାମିତ କିଟ୍ର ବିଭିନ୍ନ ଷ୍ଟାଡିୟମ ଓ ଭିତ୍ତିଭୂମିକୁ…
ଏକନାଥ ଗୋଷ୍ଠୀକୁ ଧନୁତୀର ଚିହ୍ନ
ନୂଆଦିଲ୍ଲୀ,୧୮।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଗୋଷ୍ଠୀକୁ ନିର୍ବାଚନ କମିଶନ (ଇସି) ଶୁକ୍ରବାର ଶିବସେନା ନାମ ଏବଂ ଧନୁତୀର ଚିହ୍ନ ପ୍ରଦାନ କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ଶିବସେନାର ବର୍ତ୍ତମାନର ସମ୍ବିଧାନ ଅଗଣତାନ୍ତ୍ରିକ ବୋଲି ଇସି ତାଙ୍କର ୭୮…
ଓଡ଼ିଶାକୁ ମିଳିବନି ସ୍ବତନ୍ତ୍ର ପାହ୍ୟା
ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମିଳିବ ନାହିଁି। କେବଳ ଓଡ଼ିଶା ନୁହେଁ, କୌଣସି ରାଜ୍ୟକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମିଳିବ ନାହିଁ। ଏଥିଲାଗି ଅର୍ଥ କମିଶନ ତାଙ୍କ ରିପୋର୍ଟରେ ସୁପାରିସ କରିଛନ୍ତି। ଆନ୍ଧ୍ରପ୍ରଦେଶ ବିଭାଜନ ସମୟରେ ରହିଥିବା ସର୍ତ୍ତ ଆଧାରରେ…
ସମସ୍ତ ଭିଜିଲାନ୍ସ କର୍ମଚାରୀଙ୍କ ହେବ ସ୍ବାସ୍ଥ୍ୟ ପରୀକ୍ଷା
ଭୁବନେଶ୍ୱର, ୧୭।୨(ବ୍ୟୁରୋ): ସମସ୍ତ ଭିଜିଲାନ୍ସ କର୍ମଚାରୀ ଓ ସେମାନଙ୍କ ସହିତ ରହୁଥିବା ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହେବ। ଓଡ଼ିଶା ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ଅନୁରୋଧକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ଏ ନେଇ…
ଫେରାର ବିଚାରାଧୀନ କଏଦୀ ଗିରଫ
ମ.ରାମପୁର/ରୁପ୍ରାରୋଡ,୧୭।୨(ଡି.ଏନ.ଏ.): କଳାହାଣ୍ଡି ଜିଲା ମ. ରାମପୁର ସବ୍ଜେଲରୁ ଜଣେ ବିଚାରାଧୀନ କଏଦୀ ନର୍ଲା ଥାନା ରୁପ୍ରାରୋଡ ଅଞ୍ଚଳର ବିଶ୍ୱାମିତ୍ର ମାଝି ଗତ ୧୧ ତାରିଖରୁ ଫେରାର ହୋଇଥିଲେ। ଶୁକ୍ରବାର ଫେରାର ବିଚାରାଧୀନ କଏଦୀ ବିଶାମିତ୍ରଙ୍କୁ ନର୍ଲା ପୋଲିସ ଗିରଫ କରିଛି। ଏକ…
କରାଚି ପୋଲିସ ମୁଖ୍ୟାଳୟରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ
କରାଚି,୧୭।୨: ପାକିସ୍ତାନର କରାଚିରେ ଶୁକ୍ରବାର ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଆଠରୁ ଦଶ ଜଣ ଆତଙ୍କବାଦୀ କରାଚି ପୋଲିସ ମୁଖ୍ୟାଳୟ(କେପିଓ)ରେ ପ୍ରବେଶ କରି ଅତର୍କିତ ଗୁଳି ଚଳାଉଛନ୍ତି। ସେମାନଙ୍କ ପାଖରେ ଅଧିକ ମାତ୍ରାରେ ବିସ୍ଫୋରକ ଏବଂ ଅସ୍ତ୍ରଶସ୍ତ୍ର ରହିଛି। ପାକିସ୍ତାନ…
ହାତଗଣ୍ଠି ପରେ କନ୍ୟା ଫେରାର: ଶିଶୁପାଳ ହୋଇ ଫେରିଲେ ବର
ବଲାଙ୍ଗୀର ଅଫିସ,୧୭ା୨: ବଲାଙ୍ଗୀର ସହର ବ୍ରାହ୍ମଣପଡ଼ାରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହ ବେଦୀରେ ବସି ବୈଦିକ ରୀତିରେ ବିବାହ କରିବା ପରେ ନବବଧୂ ପ୍ରେମିକ ସହ ଚମ୍ପଟ ମାରିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ଏ…
ବାଇକ ଡିକି ଭାଙ୍ଗି ୧ଲକ୍ଷ ଟଙ୍କା ନେଇଗଲେ
ପାଟଣା,୧୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ରାସ୍ତାର ଶିବନାରାୟପୁର ଛକ ନିକଟରେ ବାଇକ୍ ଡିକି ଭାଙ୍ଗି ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଲୁଟର ଶିକାର ହୋଇଥିବା ପାଟଣା ବ୍ଲକ୍ ଟାଙ୍ଗରପଡ଼ା ଗ୍ରାମର କପଡ଼ା ବ୍ୟବସାୟୀ ମାଧବାନନ୍ଦ ସାହୁ…
Archives


