Home Left

କୁମ୍ଭୀରକୁ ପିଠିରେ ପକାଇ ଦୌଡୁଛି କୁନି ବାଳକ, ଭିଡିଓ ଦେଖିଲେ…

ପ୍ରକୃତିରେ ଏପରି ଅନେକ ପ୍ରାଣୀ ଅଛନ୍ତି, ଯାହାର ରୂପ ଅତ୍ୟନ୍ତ ଭୟଙ୍କର। ଯେତେବେଳେ ସେମାନେ ସାମ୍ନାକୁ ଆସନ୍ତି, ଭୟରେ ମଣିଷର ଅବସ୍ଥା ଖରାପ ହୋଇଯାଏ। ଏହି ଭୟଙ୍କର ଜୀବମାନଙ୍କ ମଧ୍ୟରୁ କୁମ୍ଭୀର ଅନ୍ୟତମ। ଯେତେ ସାହସୀ ଲୋକଟିଏ ହୋଇ ଥାଉନା କାହିଁକି…

ଦେଶରେ ଆଜି ୧୫୬ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୭।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ…

ଗୁଗ୍‌ଲ ଇଣ୍ଡିଆରୁ ୪୫୩ କର୍ମଚାରୀ ଛଟେଇ

ନୂଆଦିଲ୍ଲୀ/କାଲିଫର୍ନିଆ,୧୭।୨: ଗୁଗଲ ଇଣ୍ଡିଆ କମ୍ପାନୀର ବିଭିନ୍ନ ବିଭାଗର ୪୫୩ କର୍ମଚାରୀଙ୍କୁ ଚାକିରିରୁ ବିଦା କରିଛି। କର୍ମଚାରୀମାନଙ୍କୁ ଇ-ମେଲ ମାଧ୍ୟମରେ ଚାକିରିରୁ ହଟାଇବା ବିଷୟରେ ମେଲ୍‌ ମାଧ୍ୟମରେ ସୂଚନା ଦିଆଯାଇଛି। ଗୁଗଲ ଇଣ୍ଡିଆର ମୁଖ୍ୟ ତଥା ଉପାଧ୍ୟକ୍ଷ ସଞ୍ଜୟ ଗୁପ୍ତା କର୍ମଚାରୀଙ୍କୁ ଏହି…

୪ କିଲୋ କାଟିବା ପାଇଁ ମିଲର୍ସଙ୍କ ଧମକ

କୁତ୍ରା,୧୭।୨(ଡି.ଏନ୍‌.ଏ.): ଧାନମଣ୍ଡିରେ ଏବର୍ଷ କଟ୍‌ନୀଛଟ୍‌ନୀ ସମ୍ପୂର୍ଣ୍ଣ ମାତ୍ରାରେ ବନ୍ଦ କରିବା ପାଇଁ ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର ଦୃଢୋକ୍ତି ପ୍ରକାଶ କରିଥିଲେ। କଟ୍‌ନୀ ଛଟ୍‌ନୀ ହେଲେ ମିଲର୍ସଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି…

ହୁକ୍କା ବାର ଉପରେ ପ୍ରତିବନ୍ଧକ ଲଗାଇଲେ ଛତିଶଗଡ ସରକାର

ରାୟପୁର,୧୭।୨: ଛତିଶଗଡ ସରକାର ରାଜ୍ୟରେ ହୁକ୍କା ବାର କାରବାରକୁ ବେଆଇନ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ନେତୃତ୍ୱରେ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ସମସ୍ତ ରେଷ୍ଟୁରାଣ୍ଟ, ହୋଟେଲଗୁଡିକରେ ହୁକ୍କା ବାର ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ନିୟମ ଉଲ୍ଲଙ୍ଘନ ହେଲେ…

ନିର୍ମାଣର ମାସେ ନ ପୁରୁଣୁ ପାଚେରି ଫାଟି ଆଁ

ଖଡ଼ିଆଳ,୧୭।୨(ଡି.ଏନ.ଏ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଗଡ୍ରାମୁଣ୍ଡା ଗ୍ରାମ ପଞ୍ଚାୟତ ଅଫିସରେ ନିର୍ମାଣ ହୋଇଥିବା ପାଚେରୀ କାମ ମାସେ ନ ପୁରୁଣୁ ସ୍ଥାନେ ସ୍ଥାନେ ଫାଟି ଆଁ କରିଥିବା ଦେଖିବାକୁ ମିଳିଛି। ତେବେ ଅତିନିମ୍ନର କାମ ଯୋଗୁ ପାଚେରୀର ଏହିପରି…

ଅପରାଧୀଙ୍କୁ ସାବାଡ଼ କରିବ ମିଶନ୍‌ ବୁଲ୍‌ଡୋଜର

ବଲାଙ୍ଗୀର ଅଫିସ,୧୭ା୨: ବଲାଙ୍ଗୀର ସହରରେ ଅପରାଧ ନିୟନ୍ତ୍ରଣ ପାଇଁ ପୋଲିସ ଏବେ ଏକ ନୂଆ ପ୍ରୟୋଗ ଆରମ୍ଭ କରିଛି। ଅଭ୍ୟାସଗତ ଅପରାଧୀଙ୍କୁ ସାବାଡ଼ କରିବା ପାଇଁ ପୋଲିସ ଚଳାଇଛି ମିଶନ୍‌ ବୁଲଡୋଜର। ଗୁରୁବାର ଚତୁର୍ଥଦିନରେ ପୋଲିସ ଅଭିଯୁକ୍ତ ଶ୍ରୀପତି ସିଂଙ୍କ ରାଜୀବନଗରପଡା…

ଖ୍ରୀଷ୍ଟିଆନ ପରେ ଏବେ ହିନ୍ଦୁ ରୀତିନୀତିରେ ବିବାହ କଲେ ହାର୍ଦ୍ଦିକ

ଭାରତର ତାରକା କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଖ୍ରୀଷ୍ଟିଆନ ପରେ ଏବେ ହିନ୍ଦୁ ରୀତିନୀତି ଅନୁଯାୟୀ ନତାଶା ଷ୍ଟାନକୋଭିକଙ୍କୁ ବିବାହ କରିଛନ୍ତି। ହାର୍ଦ୍ଦିକ ଇନଷ୍ଟାଗ୍ରାମରେ ଏହାର ଫଟୋ ମଧ୍ୟ ଶେୟାର କରିଛନ୍ତି। ଉଭୟଙ୍କର ମଧ୍ୟ ଏକ ପୁଅ ଅଛି, ଯାହାର ନାମ ଅଗସ୍ତ୍ୟ।…

ହସ୍ତାନ୍ତର ହେଲା ଜବତ ୨୦ ମୋବାଇଲ

ସୋହେଲା,୧୭।୨(ଡି.ଏନ.ଏ.): ଦୁର୍ଗାପୁଜା ସମୟରେ ଚୋରି ହୋଇଥିବା ୨୦ଟି ମୋବାଇଲ ଫୋନକୁ ସୋହେଲା ପୋଲିସ ଜବତ କରି ପ୍ରକୃତ ମାଲିକମାନଙ୍କୁ ହସ୍ତାନ୍ତର କରାଯାଇଛି। ଜବତ ମୋବାଇଲଗୁଡିକର ଆନୁମାନିକ ମୂଲ୍ୟ ଦେଢ ଲକ୍ଷ ଟଙ୍କା ହେବ। ଗୁରୁବାର ସୋହେଲା ଥାନା ପରିସରରେ ଏକ ଖବରଦାତା ସମ୍ମିଳନୀରେ…

ରେଳଧାରଣାରୁ ଯୁବକଙ୍କ ମୃତଦେହ ଜବତ

ବ୍ରହ୍ମପୁର ଅଫିସ,୧୭ା:  ଗଞ୍ଜାମ ଜିଲା ଗୋପାଳପୁର ଲେବଲକ୍ରସିଂ ନିକଟ ରେଳଧାରଣାରୁ ଜିଆରପି ପୋଲିସ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ମୃତକ ଜଣଙ୍କ ଗୋପାଳପୁର ଥାନା ଅନ୍ତର୍ଗତ ଭଞ୍ଜବିହାରର କୈଳାସ ଗୌଡ଼ଙ୍କ ପୁଅ ଦୀପକ କୁମାର (୨୬)। ପୋଲିସ ମୃତ…

ଏଟିଏମ୍‌କୁ ଭାଙ୍ଗି ନେଇଗଲେ ୯ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା

ପୁରୁଷୋତ୍ତମପୁର,୧୭।୨(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକରେ ଥିବା ଷ୍ଟେଟ୍‌ ବ୍ୟାଙ୍କ ଏଟିଏମ୍‌କୁ ଭାଙ୍ଗି ୯ ଲକ୍ଷ ୨ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ସକାଳୁ ଏଟିଏମ୍‌ଟି ଭାଙ୍ଗି ପଡିଥିବାର ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ।…

ଶିଜାନଙ୍କ ବିରୋଧରେ ୫୨୪ ପୃଷ୍ଠାର ଚାର୍ଜସିଟ୍‌ ଦାଖଲ କଲା ପୋଲିସ

ମୁମ୍ବାଇ,୧୭।୨: ଟେଲି ଅଭିନେତ୍ରୀ ତୁନିଶା ଶର୍ମାଙ୍କ ଆତ୍ମହତ୍ୟା ମାମଲାରେ ଅଭିନେତା ଶିଜାନ ଖାନ ଜେଲରେ ଅଛନ୍ତି। ତେବେ ଅଭିଯୁକ୍ତ ଶିଜାନଙ୍କ ବିରୋଧରେ ମିରାଭାୟନ୍ଦର ପୋଲିସ ୫୨୪ ପୃଷ୍ଠାର ଏକ ଚାର୍ଜସିଟ୍‌ ଦାଖଲ କରିଥିବା ଜଣାପଡିଛି। ଅନ୍ୟପଟେ,ଶୁକ୍ରବାର ବମ୍ବେ ହାଇକୋର୍ଟରେ ଶିଜାନଙ୍କ ଜାମିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri