Home Left

ସ୍ଥାପନ ହେବ ୧ ହଜାର ଶୀତଳଭଣ୍ଡାର

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ପନିପରିବା ସଂରକ୍ଷଣ ପାଇଁ ରାଜ୍ୟରେ ୧୦୦୦ କ୍ଷୁଦ୍ର ଶୀତଳଭଣ୍ଡାର ନିର୍ମାଣ କରାଯିବ। ଗ୍ରାମାଞ୍ଚଳର ଯେଉଁ ସ୍ଥାନରେ ପନିପରିବା ଉତ୍ପାଦନ ଅଧିକ ହେଉଥିବ ସେଠାରେ ଏହି ଶୀତଳଭଣ୍ଡାର ସ୍ଥାପନ କରାଯିବ। ପ୍ରତ୍ୟେକ କେନ୍ଦ୍ରର ସଂରକ୍ଷଣ କ୍ଷମତା ୧୦ରୁ ୧୫ ମେଟ୍ରିକ୍‌ ଟନ ହେବ।…

ଅଜଣା ବସ୍ତୁକୁ ନେଇ ନିଜ ମତ ରଖିଲେ ରାଷ୍ଟ୍ରପତି ବାଇଡେନ୍‌

ଓ୍ବାଶିଂଟନ୍‌,୧୭।୨:ଆମେରିକାର ଆକାଶରେ ଅଜଣା ବସ୍ତୁ ଏବଂ ବେଲୁନ ଖସାଇବାକୁ ନେଇ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ନିଜ ମତ ରଖିଛନ୍ତି। ବାଇଡେନ କହିଛନ୍ତି, ଏହି ତିନୋଟି ବସ୍ତୁ କ’ଣ ତାହା ଆମେ ଏପର୍ଯ୍ୟନ୍ତ ଜାଣିନାହୁଁ। ଏହା ଚାଇନାର ଗୁପ୍ତଚର ବେଲୁନ ନା…

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟେଷ୍ଟ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୧୬।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶୁକ୍ରବାରରୁ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ୪ ମ୍ୟାଚ୍‌ ବିଶିଷ୍ଟ ବର୍ଡର-ଗାଭାସ୍କର ଟେଷ୍ଟ ସିରିଜରେ ଟିମ ଇଣ୍ଡିଆ ୧-୦ରେ ଆଗୁଆ ରହିଛି। ଏହି ମ୍ୟାଚ୍‌ ଜିତି ଭାରତ ସିରିଜ୍‌…

ଦେଶକୁ ବଞ୍ଚାଇବାକୁ ହେଲେ ଏକାଠି ହେବାକୁ ପଡ଼ିବ: ତେଜସ୍ବୀ

ନୂଆଦିଲ୍ଲୀ/ପାଟନା,୧୬।୨: ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ନେତା ନୀତୀଶ କୁମାର ୨୦୨୪ ମିଶନ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ନେତା ତେଜସ୍ବୀ ଯାଦବ ମଧ୍ୟ ଏଥିରେ ପଛରେ ପଡ଼ିନାହାନ୍ତି। ତେଜସ୍ବୀ ବିରୋଧୀ ନେତାମାନଙ୍କୁ ଏକାଠି କରିବାରେ ଲାଗିପଡ଼ିଛନ୍ତି।…

ବାଇକ୍‌କୁ ପିଟିଲା ଟ୍ରକ୍‌: ଚାଲିଗଲା ବାପ-ପୁଅଙ୍କ ଜୀବନ

ନୂଆପଡ଼ା ଅଫିସ୍‌,୧୬।୨(ଡି.ଏନ୍‌.ଏ): ନୂଆପଡ଼ା ଜିଲା ଲଖନା ଥାନା କୁସଦହନାସ୍ଥିତ ବିଜୁ ଏକ୍ସପ୍ରେସ୍‌ ୱେରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ ଟ୍ରକ୍‌ ଧକ୍କା ଦେବାରୁ ବାପ ପୁଅଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୋମନା ଥାନା ମିଛାପାଲି ଗାଁର…

କେମ୍ବ୍ରିଜ୍‌ରେ ଉଦ୍‌ବୋଧନ ଦେବେ ରାହୁଲ

ନୂଆଦିଲ୍ଲୀ,୧୬।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚଳିତ ମାସରେ ବ୍ରିଟେନ ଗସ୍ତରେ ଯାଇ କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟ ବିଜ୍‌ନେସ୍‌ ସ୍କୁଲରେ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ରାହୁଲ ତାଙ୍କ ପୂର୍ବତନ ଶିକ୍ଷାନୁଷ୍ଠାନ ପରିଦର୍ଶନ କରିବା ସହ ସେଠାରେ ରାଜନୀତି, ଅନ୍ତର୍ଜାତୀୟ ସମ୍ପର୍କ ଏବଂ…

ଦର ବୃଦ୍ଧି ପାଇ ୨୭୨ ଟଙ୍କାରେ ପହଞ୍ଚିଲା ପେଟ୍ରୋଲ

ଇସ୍‌ଲାମାବାଦ,୧୬।୨: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଗ୍ୟାସ୍‌ ଦର ପୁଣି ବଢ଼ାଇଛନ୍ତି। ଫଳରେ ପେଟ୍ରୋଲ ଲିଟର ପିଛା ୨୨ ଟଙ୍କା ୨୦ ପଇସା ବୃଦ୍ଧିପାଇ ୨୭୨ ଟଙ୍କାରେ ପହଞ୍ଚିଛି। ଅନ୍ୟପକ୍ଷେ ଡଲାର ତୁଳନାରେ ପାକିସ୍ତାନୀ ଟଙ୍କା ମୂଲ୍ୟ ହ୍ରାସ ପାଇଥିବାରୁ ଦର…

ଗର୍ଭବତୀ ହରିଣକୁ ଧକ୍କା ଦେଲା ଗାଡ଼ି: ମା’ ମୃତ, ଛୁଆ ସୁସ୍ଥ

କବିସୂର୍ଯ୍ୟନଗର,୧୬ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବଡଆଗୁଳ ରାସ୍ତାରେ ଗୁରୁବାର ଏକ ଗାଡ଼ି ଧକାରେ ଏକ ଗର୍ଭବତୀ ହରିଣର ମୃତ୍ୟୁ ଘଟିଛି। ହରିଣଟି ରାସ୍ତା ପାର ହେଉଥିବା ବେଳେ ଗାଡି ଧକ୍କା ଦେଇଫଳରେ ହରିଣର ପେଟ ଫାଟି ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ତେବେ…

ପୁରୀରୁ ନାବାଳିକା ଉଦ୍ଧାର: ଜେଲ ଗଲେ ଅପହରଣକାରୀ

ବ୍ରହ୍ମପୁର ଅଫିସ,୧୬ା୨: ବ୍ରହ୍ମପୁର ନିମଖଣ୍ଡି ପୋଲିସ ଅପହରଣ କରାଯାଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ପୁରୀରୁ ଉଦ୍ଧାର କରିଛି। ସେହିପରି ଅପହରଣକାରୀ ଯୁବକଙ୍କୁ ମଧ୍ୟ ସେଠାରୁ କାବୁ କରିଛି। ଅଭିଯୁକ୍ତ ଜଣଙ୍କ ସଦର ଥାନା ଅଞ୍ଚଳର ସୁରଜ ସାହୁ(୨୧)। ଗୁରୁବାର ପୋଲିସ ଉଭୟ…

ଗଞ୍ଜେଇ ଭର୍ତ୍ତି ବୋଲେରୋ ପିକଅପ୍‌ ଭ୍ୟାନ୍‌କୁ ଧରିଲା ପୋଲିସ

ସୋରଡ଼ା,୧୬।୨: ଗଞ୍ଜାମ ଜିଲା ସୋରଡ଼ା ପୋଲିସକୁ ଗୁରୁବାର ଏକ ସଫଳତା ମିଳିଛି। ପୋଲିସ ଗୋଡ଼ାଇ ଗୋଡ଼ାଇ ଏକ ଗଞ୍ଜେଇ ଭର୍ତ୍ତି ବୋଲେରୋ ପିକଅପ୍‌ ଭ୍ୟାନ୍‌କୁ ଜବତ କରିଛି। ଭ୍ୟାନ୍‌ରେ ୧୪ଟି ବସ୍ତାରେ ୩୫୦ କେଜି ଗଞ୍ଜେଇ ଥିବା ଜଣାପଡିଛି। ଏହାର ଆନୁମାନିକ…

ତ୍ରିନାଥ ମନ୍ଦିରରେ ବୁଲାଇଲେ କଳାକନା

ବ୍ରହ୍ମପୁର ଅଫିସ,୧୬।୨: ଗଞ୍ଜାମ ଜିଲା ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଧୀନ ଶ୍ରୀକୃଷ୍ଣନଗରରେ ଥିବା ତ୍ରିନାଥ ମନ୍ଦିରରୁ ଟଙ୍କା ଓ ସୁନା ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ ୯୦/୨୩) ରୁଜୁ କରି ଘଟଣାର ତଦନ୍ତ ଜାରି…

ଦିନ ଦ୍ୱିପ୍ରହରେ ମହିଳାଙ୍କଠାରୁ ଝାମ୍ପିନେଲେ ଲକ୍ଷେ ଟଙ୍କା

ଢେଙ୍କାନାଳ ଅଫିସ,୧୬।୨: ଦିନ ଦ୍ୱିପ୍ରହରେ ବଜାର ଉପରୁ ମହିଳାଙ୍କ ଠାରୁ ଝାମ୍ପି ନେଲେ ଲକ୍ଷେ ଟଙ୍କା। ଏଭଳି ଘଟଣା ଘଟିଛି ଢେଙ୍କାନାଳ ଟାଉନଥାନା ଅନ୍ତର୍ଗତ ବାଜିଚୌକ ନିକଟରେ। ଦୁଇ ଜଣ ଦୃର୍ବୃତ୍ତ ବାଇକ୍‌ରେ ଆସି ଆଖି ପିଛୁଳାକେ ମହିଳାଙ୍କଠାରୁ ଲକ୍ଷେ ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri