Home Left

ଚିଟ୍‌ଫଣ୍ଡ ଜମାକାରୀଙ୍କ ଆନ୍ଦୋଳନ

ଶେରଗଡ଼, ୧୬ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ତହସିଲ ସମ୍ମୁଖରେ ଗୁରୁବାର ଚିଟ୍‌ଫଣ୍ଡ ଜମାକାରୀମାନେ ଆନ୍ଦୋଳନ କରିଛନ୍ତି। ୫୦ରୁ ଅଧିକ ସାହାରା ଓ ଗୋଲ୍ଡଲ୍ୟାଣ୍ଡ କମ୍ପାନୀର ଜମାକାରୀ ଏହି ଆନ୍ଦୋଳନ କରିଛନ୍ତି। ଜମାକାରୀ ଫୋରମର ସଭ୍ୟ ବିରଞ୍ଚି କୁମାର ପାଣିଗ୍ରାହୀ, ଭଗବାନ ପାଢ଼ୀ…

ଦୋକାନ ତାଲା ଭାଙ୍ଗି ଟେକିନେଲେ କ୍ୟାଶ୍‌ ବାକ୍ସ

ବ୍ରଜରାଜନଗର,୧୬ା୨(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଆଜାଦ ଛକଠାରେ ଥିବା ଏକ ଭେରାଇଟି ଷ୍ଟୋରରୁ ଚୋରି ହୋଇଛି। ଏନେଇ ଦୋକାନ ମାଲିକ ଜଗବନ୍ଧୁ କବି ଥାନାରେ ଅଭିଯୋଗ କରିଛନ୍ତି। ବୁଧବାର ରାତିରେ କେତେକ ଦୁର୍ବୃତ୍ତ ଦୋକାନ ଗେଟ୍‌ ତାଲା ଭାଙ୍ଗି…

ବିନା ପରମିଟ୍‌ରେ ଯାତ୍ରା କରିବା ପଡିଲା ମହଙ୍ଗା: ୧୦ ହଜାର ଜରିମାନା

କୋରାପୁଟ,୧୬।୨(ସ୍ବ.ପ୍ର): କୋରାପୁଟ ଜିଲା ଦେଇ କେତେକ ଘରୋଇ ବସ୍‌ ବିନା ପରମିଟ୍‌ରେ ଯାଉଥିବା ଅଭିଯୋଗ ହୋଇଥିଲା। ତେବେ ଅଭିଯୋଗକୁ ଭିତ୍ତି କରି ଗୁରୁବାର କୋରାପୁଟ ପରିବହନ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏଥିସହ ଏକ ଘରୋଇ ବସ୍‌ରୁ ୧୦ ହଜାର ଟଙ୍କା…

କଂଗ୍ରେସରେ ସାମିଲ ହେଲେ ପ୍ୟାରୀମୋହନଙ୍କ ଝିଅ

ଭୁବନେଶ୍ୱର,୧୬।୨(ବ୍ୟୁରୋ): କଂଗ୍ରେସରେ ସାମିଲ ହେଲେ ପୂର୍ବତନ ଏମ୍‌ପି ସ୍ବର୍ଗତ ପ୍ୟାରୀମୋହନ ମହାପାତ୍ରଙ୍କ ଝିଅ ସିକ୍ତା ପତି। ଓଡ଼ିଶା ପ୍ରଭାରୀ ଏ ଚେଲ୍ଲା କୁମାର ଏବଂ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ତେବେ…

ରିଲ୍‌ କରିବା ପଡ଼ିଲା ମହଙ୍ଗା, ଯୁବତୀ ଏମିତି ପଡ଼ିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରିଦିଏ। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ରିଲ୍‌ କରି ଅନେକ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ବିକ୍ଷୋଭ

ରାଇକିଆ,୧୬।୨(ଡି.ଏନ.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ବିଜେଡି ପକ୍ଷରୁ ବିକ୍ଷୋଭ ଓ ପ୍ରତିବାଦ ସଭା କରାଯାଇଛି। ବ୍ଲକ ସଭାପତି ରାଜମୋହନ ଦିଗାଲଙ୍କ ନେତୃତ୍ୱରେ ଶତାଧିକ ଦଳୀୟ କର୍ମୀ ଉପସ୍ଥିତ ରହି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ…

ଫ୍ୟାମିଲି କୋର୍ଟରେ ହାଜର ହେଲେ ଅନୁଭବ-ବର୍ଷା

କଟକ ଅଫିସ,୧୬।୨: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ମାମଲା ତୁଟିବାର ନାଁ ନେଉନାହିଁ। ଗୁରୁବାର ଏହି ମାମଲାରେ ଅନୁଭବ-ବର୍ଷା ହାଜର ହୋଇଛନ୍ତି। ତେବେ ମାମଲାରେ ଚତୁର୍ଥ ଥର ପାଇଁ ଆଜି ବର୍ଷାଙ୍କ ସାକ୍ଷ୍ୟ ଗ୍ରହଣ…

୧୦୦ତମ ଟେଷ୍ଟ ଖେଳିବେ ପୂଜାରା: ୧୩ତମ ଭାରତୀୟ ଖେଳାଳି ଭାବେ…

ନୂଆଦିଲ୍ଲୀ,୧୬।୨: ଟିମ୍‌ ଇଣ୍ଡିଆର ‘ନ୍ୟୁ ଓ୍ବାଲ୍‌’ ଭାବରେ ସାରା ବିଶ୍ୱରେ ଜଣାଶୁଣା ଚେତେଶ୍ୱର ପୂଜାରା ତାଙ୍କ କ୍ରିକେଟ କ୍ୟାରିୟରର ୧୦୦ ତମ ଟେଷ୍ଟ ମ୍ୟାଚ୍‌ ଖେଳିବେ। ଦିଲ୍ଲୀରେ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ ମଇଦାନକୁ ଓହ୍ଲାଇବା ମାତ୍ରେ ଏହି ୩୫…

କ୍ରିକେଟର ପୃଥ୍ବୀ ଶ’ଙ୍କୁ ଆକ୍ରମଣ

ମୁମ୍ବାଇ,୧୬।୨: ମୁମ୍ବାଇ ବିମାନ ବନ୍ଦର ନିକଟ ଏକ ତାରକା ହୋଟେଲ ସମ୍ମୁଖରେ ଟିମ୍‌ ଇଣ୍ଡିଆ କ୍ରିକେଟର ପୃଥ୍ବୀ ଶ’ଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ସନ୍ଧ୍ୟାରେ ଏହି ଘଟଣା ଘଟିଥିବା ବେଳେ ଗୁରୁବାର ଏହା ଲୋକଲୋଚନକୁ ଆସିଛି। ଏପରିକି…

ପ୍ରେମିକ ଫହାଦ ଅହମ୍ମଦଙ୍କ ହାତ ଧରିଲେ ସ୍ବରା

ବମ୍ବେ: ବିବାହ ବନ୍ଧନରେ ଅଭିନେତ୍ରୀ ସ୍ବରା ଭାସ୍କର। ରାଜନୈତିକ କାର୍ଯ୍ୟକର୍ତ୍ତା ଫହାଦ ଅହମ୍ମଦଙ୍କୁ ସେ କୋର୍ଟରେ ବିବାହ କରିଛନ୍ତି। ସୋସିଆଲ ମିଡିଆରେ ସ୍ବରା ଏନେଇ ଫଟୋ ଏବଂ ଭିଡିଓ ଶେୟାର କରି ସମସ୍ତଙ୍କୁ ଜଣାଇଛନ୍ତି। ଭିଡିଓରେ ସ୍ବରା ନିଜର ପ୍ରେମକାହାଣୀ କିଭଳି…

ଶିବଙ୍କୁ ପସନ୍ଦ ନୁହେଁ ଏହି ରଙ୍ଗ, ମହାଶିବରାତ୍ରି ଦିନ ଭୁଲରେ ବି…

‘ମହାଶିବରାତ୍ରି ’ ହିନ୍ଦୁମାନଙ୍କର ସବୁଠାରୁ ବଡ ପର୍ବ। ଚଳିତ ବର୍ଷ ୧୮ ଫେବୃୟାରୀରେ ଏହି ପର୍ବ ପାଳନ କରାଯିବ। ଶୈବଭକ୍ତମାନଙ୍କର ମଧ୍ୟରେ ଏହି ପର୍ବର ବିଶେଷ ଗୁରୁତ୍ୱ ରହିଛି। ଏହି ଦିନ ଭଗବାନ ମହାଦେବ ଏବଂ ମାତା ପାର୍ବତୀଙ୍କୁ ଭକ୍ତି ସହିତ…

ଭାଜପାରୁ ଇସ୍ତଫା ଦେଲେ ବରିଷ୍ଠ ନେତା

ଅମରାବତୀ,୧୬।୨: ଭାଜପା ବରିଷ୍ଠ ନେତା ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ମନ୍ତ୍ରୀ କନ୍ନା ଲକ୍ଷ୍ମୀନାରାୟଣ ଗୁରୁବାର ଦଳର ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଇଛନ୍ତି। ଗୁଣ୍ଟୁରରେ ଥିବା ତାଙ୍କ ବାସଭବନରେ ଇସ୍ତଫା ଘୋଷଣା କରି ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର ସମ୍ପୂର୍ଣ୍ଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri