Home Left

ଆଖିବୁଜିଲେ ପ୍ରସିଦ୍ଧ ଅଭିନେତ୍ରୀ

ଷାଠିଏ ଦଶକରେ ନିଜର ଅଭିନୟ ଏବଂ ସୌନ୍ଦର୍ଯ୍ୟ ମାଧ୍ୟମରେ ଲୋକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିବା ଅଭିନେତ୍ରୀ ରାକ୍ୱେଲ ୱେଲଚ ୮୨ ବର୍ଷ ବୟସରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ରାକ୍ୱେଲ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ୫୦ ବର୍ଷ…

ଗ୍ୟାସ ଲିକରେ ଗୁରୁତର ଆହତ ନେପାଳ ସାଂସଦ ଚନ୍ଦ୍ର ଭଣ୍ଡାରୀ ଚିକିତ୍ସା ପାଇଁ ଯିବେ ବିଦେଶ…

କାଠମାଣ୍ଡୁ,୧୬।୨ : ଏଲପିଜି ଗ୍ୟାସ ଲିକ ଯୋଗୁଁ ହୋଇଥିବା ବିସ୍ଫୋରଣରେ ନେପାଳର ସାଂସଦ ଚନ୍ଦ୍ର ଭଣ୍ଡାରୀ ଗୁରୁତର ଆହତ ହୋଇଛନ୍ତି। ଏହି ବିସ୍ଫୋରଣରେ ଚନ୍ଦ୍ର ଭଣ୍ଡାରୀଙ୍କ ଶରୀର ୨୫ ପ୍ରତିଶତ ଏବଂ ତାଙ୍କ ମାଆଙ୍କ ଦେହ ୮୦ ପ୍ରତିଶତ ଜଳି ଯାଇଛି।…

ଘରେ ପଶି ମହିଳାଙ୍କୁ ନିର୍ମମ ହତ୍ୟା

ଛତ୍ରପୁର,୧୬।୨(ଡି.ଏନ.ଏ.): ଗଞ୍ଜାମ ଜ଼ିଲା ଛତ୍ରପୁର ଥାନା ଅଧୀନ ବିପୁଳିଙ୍ଗି ଗ୍ରାମରେ ଘରେ ପଶି ଜଣେ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମହିଳା ଜଣକ ହେଲେ ରାଧାଶ୍ୟାମ ଚୌଧୁରୀଙ୍କ ସ୍ତ୍ରୀ ସୁପ୍ରଭା ଚୌଧୁରୀ। ବୁଧବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି।…

କାର୍‌ ନିକଟରୁ ମହିଳାଙ୍କୁ ଟାଣି ନେଲା ବାଘ, ଏହି ଭୟଙ୍କର ଭିଡିଓ ଦେଖିଲେ…

ଅନେକ ଥର କ୍ୟାମେରାରେ ଏପରି କିଛି ଘଟଣା କଏଦ ହୋଇଛି, ଯାହା ଅତ୍ୟନ୍ତ ଭୟାନକ। ଏବେ ସେମିତି ଏକ ଭୟଙ୍କର ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି, ଯାହା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଏକ ବାଘ କାର୍‌ର…

ଥରିଲା ଫିଲିପାଇନ୍ସ

ମାନିଲା,୧୬।୨: ଫିଲିପାଇନ୍ସ ଗୁରୁବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାି ତୀବ୍ରତା ୬.୧ ରହିଥିବା ଯୁକ୍ତରାଷ୍ଟ୍ରର ଭୂତତ୍ତ୍ୱ ସର୍ବେକ୍ଷଣ(ୟୁଏସ୍‌ଜିଏସ୍‌)ପକ୍ଷରୁ ସୂଚନା ଦିଆଯାଇଛି। ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିପାରିନାହିଁ। ୟୁଏସ୍‌ଜିଏସ୍‌ କହିଛି, ଏହି ଭୂକମ୍ପ କେନ୍ଦ୍ର ପ୍ରଦେଶର ମୁଖ୍ୟ…

ମୋ ବିରୋଧରେ ଚକ୍ରବ୍ୟୁହ ରଚାଯାଇଥିଲା, ଏହା ଶତପ୍ରତିଶତ ସତ: ଫଡନଭୀସ

ପୁଣେ,୧୬।୨: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ଏନସିପିକୁ ନେଇ ଦେଇଥିବା ମନ୍ତବ୍ୟ ପୁଣି ଥରେ ଦୋହରାଇଛନ୍ତି। ସେ କହିଛନ୍ତି, ନଭେମ୍ବର ୨୦୧୯ରେ ଜାତୀୟତାବାଦୀ କଂଗ୍ରେସ(ଏନସିପି) ଦଳର ନେତା ଅଜିତ ପାୱାରଙ୍କ ସହ ସେ ଯେଉଁ ସରକାର ଗଠନ କରିହୋଇଥିଲା ସେଥିରେ ଏନସିପି…

ପ୍ରବାସୀ ଭାରତୀୟ ଝିଅ ଭାବେ ଗର୍ବିତ: ନିକ୍କି ହାଲି

ନ୍ୟୁୟର୍କ,୧୬।୨: ରିପବ୍ଲିକାନ ପାର୍ଟି ପକ୍ଷରୁ ୨୦୨୪ ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା ହେବା ପରେ ଭାରତୀୟ ବଂଶୋଦ୍ଭବ ଆମେରିକୀୟ ନେତା ନିକ୍କି ହାଲି ଆନୁଷ୍ଠାନିକ ଭାବେ ପ୍ରଚାର ଆରମ୍ଭ କରିଛନ୍ତି। ସେ ଦକ୍ଷିଣ କାରୋଲିନାରୁ ନିଜର ଅଭିଯାନ…

ମୋଦିଙ୍କ ଉପରେ ନିର୍ମିତ ଡକ୍ୟୁମେଣ୍ଟାରୀ ଅପମାନଜନକ: ବ୍ରିଟେନ୍‌ ସାଂସଦ

ନୂଆଦିଲ୍ଲୀ/ଲଣ୍ଡନ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବିସିସିଆଇର ଡକ୍ୟୁମେଣ୍ଟାରୀକୁ ନେଇ ବିବାଦ ଥମିବାର ନାଁ ଧରୁନାହିଁ। ଏହି ମାମଲାରେ ବ୍ରିଟେନର ଜଣେ ସାଂସଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମର୍ଥନ କରିଛନ୍ତି। ବ୍ରିଟେନର ସାଂସଦ ରବର୍ଟ ବ୍ଲାକ୍‌ମ୍ୟାନ୍‌ ଡକ୍ୟୁମେଣ୍ଟାରୀ ‘ଇଣ୍ଡିଆ: ଦ ମୋଦି…

ବାଇକ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

କୋରାପୁଟ,୧୬।୨(ସ୍ବ.ପ୍ର.): କୋରାପୁଟ-ଜୟପୁର ୨୬ ନମ୍ବର ଜାତୀୟ ରାଜପଥର କଫି ବୋର୍ଡ ନିକଟରେ ବାଇକ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଜଣେ ମୃତ୍ୟୁବରଣ କରିଥିବାବେଳେ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଜଣଙ୍କୁ…

‘ଓଡ଼ିଶାରେ କ୍ରୀଡ଼ା, କ୍ରୀଡ଼ାବିତ୍‌ଙ୍କ ଭବିଷ୍ୟତ ଉଜ୍ଜ୍ୱଳ’

କଟକ ଅଫିସ୍‌/ଖୁଣ୍ଟୁଣି (ଡି.ଏନ.ଏ)୧୬ା୨: ଏମ୍‌ଜିଏମ୍‌ ସ୍କୁଲ ଅଫ୍‌ ସ୍ପୋଟର୍‌ସ ଆଣ୍ଡ ସେଣ୍ଟର ଅଫ୍‌ ଏକ୍ସିଲେନ୍ସି ଫର୍‌ କ୍ରିକେଟ ବୁଧବାର ଆଠଗଡ ଗୁରୁଡିଝାଟିଆର କପୁରସିଂହଠାରେ ଉଦ୍‌ଘାଟିତ ହୋଇଯାଇଛି। ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ସୁରେଶ ରାଇନା ଯୋଗଦେଇ ପୂର୍ବଭାରତର ଏହି ସର୍ବବୃହତ୍‌ ଘରୋଇ ଆବାସିକ…

ସନ୍ତୋଷ ଟ୍ରଫି ଫୁଟ୍‌ବଲ: ମଣିପୁରର ଦ୍ୱିତୀୟ ବିଜୟ

ଭୁବନେଶ୍ୱର, ୧୬।୨ (କ୍ରୀଡ଼ା ପ୍ରତିନିଧି): ଏଠାରେ ଚାଲିଥିବା ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟର ଅନ୍ତିମ ରାଉଣ୍ଡରେ ବୁଧବାର ୩ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ ମଣିପୁର ୪-୧ ଗୋଲରେ ପଶ୍ଚିମବଙ୍ଗକୁ ହରାଇଥିବାବେଳେ ସର୍ଭିସେସ-ଦିଲ୍ଲୀ ମ୍ୟାଚ ୧-୧ ଓ ରେଲଓ୍ବେ-ମେଘାଳୟ ମ୍ୟାଚ ୧-୧…

ଓଡ଼ିଶାର ଦ୍ୱିତୀୟ ବିଜୟ

ଭୁବନେଶ୍ୱର, ୧୬।୨ (କ୍ରୀଡ଼ା ପ୍ରତିନିଧି): ରାଜସ୍ଥାନର ଆଜମେର୍‌ରେ ଲରେନ୍ସ ମେୟର ପବ୍ଲିକ୍‌ ସ୍କୁଲ ଗ୍ରାଉଣ୍ଡରେ ଚାଲିଥିବା ଜାତୀୟ ଟି୨୦ ଦୃଷ୍ଟିବାଧିତ ନାଗେଶ ଟ୍ରଫି କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ପ୍ରଥମ ମ୍ୟାଚରେ ତେଲଙ୍ଗାନାକୁ ୧୯୧ ରନ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri