Home Left

ରେଳ ଡିଭିଜନ କାର୍ଯ୍ୟ ପାଇଁ ହଟିବ ବସ୍ତି

ରାୟଗଡ଼ା,୧୫।୨(ସ୍ବ.ପ୍ର.): ରାୟଗଡ଼ା ରେଳ ଡିଭିଜନର ଉନ୍ନତିକରଣ ଏବଂ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ରେଳ ବିଭାଗ ଜମିରେ ଗଢ଼ି ଉଠିଥିବା ବସ୍ତିର ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରେଲ୍‌ଓ୍ବେ ଅଧୀନସ୍ଥ ଜମିରେ ଗଢ଼ି ଉଠିଥିବା କୋଇଲାପଡ଼ା ବସ୍ତିବାସିନ୍ଦାଙ୍କୁ ଚଳିତ ମାସ ୨୨…

ଜାହ୍ନବୀଙ୍କ ଟଲିଉଡ୍‌ ଡେବ୍ୟୁ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର ତାଙ୍କ ଏକାଧିକ ପ୍ରୋଜେକ୍ଟ ନେଇ ବ୍ୟସ୍ତ ଅଛନ୍ତି। ଏହା ମଧ୍ୟରେ ସେ ଅନ୍ୟ ଏକ ଦୁନିଆରେ ପାଦ ଦେବାକୁ ଯାଉଛନ୍ତି। ସେ ତାଙ୍କ ଆଗାମୀ ଫିଲ୍ମ ପାଇଁ ଟଲିଉଡ୍‌ରେ ଡେବ୍ୟୁ କରୁଛନ୍ତି। ଏଥିରେ ସେ…

ବିବାଦ ଯୋଗୁ ଲାଗିପାରୁନି ନୂତନ ସିସି କ୍ୟାମେରା

ରାୟଗଡ଼ା,୧୫।୨(ସ୍ବ.ପ୍ର.): ରାୟଗଡ଼ା ଜିଲା ସଦର ମହକୁମାରେ ଚୋରି, ଲୁଟ ଏବଂ ଡକାୟତି ବଢୁଛି। ଏହାକୁ ନିୟନ୍ତ୍ରଣ କରିବା ଏବଂ ଲୋକଙ୍କୁ ସୁରକ୍ଷା ଯୋଗାଇବା ଏବେ ପୋଲିସ ପାଇଁ ମଧ୍ୟ କାଠିକର ପାଠ ହେଇଛି। ସହରରେ ଦିନକୁ ଦିନ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି…

ହିରୋର ପ୍ରିମିୟମ ମଡେଲ ‘ଜୁମ୍‌’ର ବଜାର ପ୍ରବେଶ

ଭଦ୍ରକ ଅଫିସ, ୧୫।୨: ଦେଶର ପ୍ରମୁଖ ମୋଟରସାଇକେଲ ଏବଂ ସ୍କୁଟର ନିର୍ମାତା ହିରୋ ମୋଟୋକର୍ପର ପ୍ରିମିୟମ ମଡେଲ ‘ଜୁମ୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ସ୍କୁଟର ବର୍ଗରେ ପରବର୍ତ୍ତୀ ଜ୍ଞାନକୌଶଳକୁ ପରିବର୍ଦ୍ଧିତ କରିବା ଲାଗି କମ୍ପାନୀ ତା’ର ନୂଆ ୧୧୦…

ଆଦିବାସୀ ମାନ୍ୟତା ଦାବିନେଇ ଦୋରା ସମ୍ପ୍ରଦାୟର ଶୋଭାଯାତ୍ରା

ପଟ୍ଟାଙ୍ଗି,୧୫।୨(ଡି.ଏନ.ଏ): କୋରାପୁଟ ଜିଲାର ଦୋରା ସମ୍ପ୍ରଦାୟ ଆଦିବାସୀ ମାନ୍ୟତା ଦାବି ଉଠାଇ ପୁଣି ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏନେଇ ମଙ୍ଗଳବର ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଜିଲାର ବିଭିନ୍ନ ବ୍ଲକରେ ବସବାସ କରୁଥିବା ଦୋରା ସମ୍ପ୍ରଦାୟ ବିଭିନ୍ନ ସରକାରୀ ଯୋଜନାରୁ ବଞ୍ଚିତ…

ଭୁବନେଶ୍ୱର ଏମ୍ସକୁ ୨୦ ଏମ୍‌ସିଏସ୍‌ ଦେଲା ବିଓଆଇ

ଭୁବନେଶ୍ୱର,୧୫।୨: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ୨୦ଟି ମୋବାଇଲ୍‌ ଚାର୍ଜିଂ ଷ୍ଟେଶନ (ଏମ୍‌ସିଏସ୍‌) ଭୁବନେଶ୍ୱର ଏମ୍ସ ହସ୍ପିଟାଲକୁ ପ୍ରଦାନ କରାଯାଇଛି। ବିଶେଷକରି ବିଓବିର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ ଏହି ଏମ୍‌ସିଏସ୍‌ଗୁଡିକ ହସ୍ପିଟାଲ କର୍ତ୍ତୃପକ୍ଷକୁ…

ଭୟଙ୍କର ଅଗ୍ନିକାଣ୍ଡ: ଜଣେ ମହିଳା ମୃତ

ମୁମ୍ବାଇ,୧୫।୨: ମୁମ୍ବାଇର କୁର୍ଲା ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଜଣେ ୭୦ ବର୍ଷ ବୟସ୍କା ବ୍ୟକ୍ତିଙ୍କ ଘଟିଥିବା ଜଣାପଡିଛି। ଚତୁର୍ଥ ମହଲାରୁ ଦଶମ ମହଲା ପର୍ଯ୍ୟନ୍ତ ନିଆଁ ବ୍ୟାପି ଯାଇଥିଲା। ନିଆଁ ଲାଗିବା ପରେ ଭିତରେ ଫସି ରହିଥିବା ଲୋକଙ୍କୁ…

‘ଆଲୁମିନିୟମର ରାଜଧାନୀ ହେବ ଭାରତ’

ଭୁବନେଶ୍ୱର,୧୫।୨: ବେଦାନ୍ତ ଆଲୁମିନିୟମର ଓଡ଼ିଶା ୟୁନିଟ୍‌ ଝାରସୁଗୁଡ଼ାଠାରେ ଏକ ୨ଦିନିଆ ଅନ୍ତର୍ଜାତୀୟ ଆଲୁମିନିୟମ୍‌ ସମ୍ମିଳନୀ-୨୩ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଓଡ଼ିଶାରେ ପ୍ରଥମଥର ପାଇଁ ଅନ୍ତର୍ଜାତୀୟ ଆଲୁମିନିୟମ ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏପରିକି ଆଲୁମିନିୟମ୍‌ ଆସୋସିଏସନ ଅଫ୍‌ ଇଣ୍ଡିଆର ସହଭାଗିତାରେ ଏହି…

ଏସ୍‌ଡିଏମ୍‌ଙ୍କ ସମେତ ୩୯ଙ୍କ ନାଁରେ ମାମଲା

କାନପୁର,୧୫।୨(ପି.ଟି.): ଉତ୍ତରପ୍ରଦେଶର କାନପୁର ଦେହାତରେ ସୋମବାର ଜବରଦଖଲ ଉଚ୍ଛେଦ ଅଭିଯାନ ବେଳେ ମାଆଝିଅ ଏହାକୁ ବିରୋଧ କରି ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିଥିଲେ। ଏନେଇ ପୋଲିସ ମଙ୍ଗଳବାର ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ୍‌ (ଏସ୍‌ଡିଏମ୍‌), ୪ ରାଜସ୍ବ ଅଧିକାରୀ ଏବଂ ପୋଲିସ ସମେତ…

ସମୁଦ୍ର ପତ୍ତନ ବଢ଼ୁଛି, ପ୍ରଭାବିତ ହେବ ମୁମ୍ବାଇ ଭଳି ସିଟି

ଜାତିସଂଘ, ୧୫।୨: ସମୁଦ୍ର ପତ୍ତନ ବୃଦ୍ଧି ଯୋଗୁ ମୁମ୍ବାଇ ଭଳି ବିଶ୍ୱର ମେଗା ସିଟି ପ୍ରଭାବିତ ହେବାର ଆଶଙ୍କା ଥିବା ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସ୍‌ ମଙ୍ଗଳବାର ବିଶ୍ୱବାସୀଙ୍କୁ ସତର୍କ କରାଇଛନ୍ତି। ସମୁଦ୍ର ପତ୍ତନ ବୃଦ୍ଧି ଭବିଷ୍ୟତକୁ ପ୍ରଭାବିତ କରିବା ସହ…

କନ୍ୟାଯାତ୍ରୀଙ୍କ ଉପରେ ମାଡିଗଲା ସ୍କର୍ପିଓ: ୩ ମୃତ,୧୨ ଆହତ

ଗୋପାଳପୁର,୧୫।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧୀନ ମାଣ୍ଡିଆପଲ୍ଲୀ ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି । ମୃତକମାନେ ହେଲେ ବ୍ରହ୍ମପୁର ମହାନଗର ଅଞ୍ଚଳର ଲାଞ୍ଜିପଲ୍ଲୀ କେଶବ ନଗରର…

ଚା’ ବଗିଚାରେ ନାବାଳିକାଙ୍କୁ ବଳାତ୍କାର, ହତ୍ୟା

ସୋନିତପୁର, ୧୫।୨: ଆସାମର ସୋନିତପୁର ଜିଲା ଢେକିଆଜୁଲି ଚା’ ବଗିଚାରେ ମଙ୍ଗଳବାର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ପୋଲିସକୁ ମୃତଦେହ ମିଳିବା ପରେ ସ୍ବତନ୍ତ୍ର ଟିମ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ଅଭିଯୁକ୍ତଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri