ସମୁଦ୍ର ପତ୍ତନ ବଢ଼ୁଛି, ପ୍ରଭାବିତ ହେବ ମୁମ୍ବାଇ ଭଳି ସିଟି
ଜାତିସଂଘ, ୧୫।୨: ସମୁଦ୍ର ପତ୍ତନ ବୃଦ୍ଧି ଯୋଗୁ ମୁମ୍ବାଇ ଭଳି ବିଶ୍ୱର ମେଗା ସିଟି ପ୍ରଭାବିତ ହେବାର ଆଶଙ୍କା ଥିବା ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସ୍ ମଙ୍ଗଳବାର ବିଶ୍ୱବାସୀଙ୍କୁ ସତର୍କ କରାଇଛନ୍ତି। ସମୁଦ୍ର ପତ୍ତନ ବୃଦ୍ଧି ଭବିଷ୍ୟତକୁ ପ୍ରଭାବିତ କରିବା ସହ…
କନ୍ୟାଯାତ୍ରୀଙ୍କ ଉପରେ ମାଡିଗଲା ସ୍କର୍ପିଓ: ୩ ମୃତ,୧୨ ଆହତ
ଗୋପାଳପୁର,୧୫।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧୀନ ମାଣ୍ଡିଆପଲ୍ଲୀ ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି । ମୃତକମାନେ ହେଲେ ବ୍ରହ୍ମପୁର ମହାନଗର ଅଞ୍ଚଳର ଲାଞ୍ଜିପଲ୍ଲୀ କେଶବ ନଗରର…
ଚା’ ବଗିଚାରେ ନାବାଳିକାଙ୍କୁ ବଳାତ୍କାର, ହତ୍ୟା
ସୋନିତପୁର, ୧୫।୨: ଆସାମର ସୋନିତପୁର ଜିଲା ଢେକିଆଜୁଲି ଚା’ ବଗିଚାରେ ମଙ୍ଗଳବାର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ପୋଲିସକୁ ମୃତଦେହ ମିଳିବା ପରେ ସ୍ବତନ୍ତ୍ର ଟିମ୍ ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ଅଭିଯୁକ୍ତଙ୍କୁ…
ସୁପ୍ରିମକୋର୍ଟରେ ପ୍ରଦୀପଙ୍କ ରାୟ ସଂରକ୍ଷିତ
ନୂଆଦିଲ୍ଲୀ,୧୫।୨: ଓଡ଼ିଶାର ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ବିରୋଧରେ ଦୁର୍ନୀତି ମାମଲାରେ ହାଇକୋର୍ଟଙ୍କ ରାୟ ବିରୋଧରେ ଓଡ଼ିଶା ଲୋକାୟୁକ୍ତ ସୁପ୍ରିମକୋର୍ଟରେ ସ୍ବତନ୍ତ୍ର ଲିଭ୍ ପିଟିଶନ ଦାଏର କରିଥିଲେ। ସର୍ବୋଚ୍ଚ ଅଦାଲତ ମଙ୍ଗଳବାର ଏହା ଉପରେ ରାୟ ସଂରକ୍ଷିତ ରଖିଛନ୍ତି। ଆସନ୍ତା…
ବଢ଼ୁଛି ଜଙ୍ଗଲ ନିଆଁ, ନଷ୍ଟ ହେଉଛି ପରିବେଶ
ନବରଙ୍ଗପୁର,୧୫।୨(ବି.ପ୍ର.): ଜଙ୍ଗଲରେ ଲାଗୁଛି ନିଆଁ। ପରିବେଶ ପ୍ରଦୂଷଣ ସହ ମୂଲ୍ୟବାନ୍ ଔଷଧୀୟ ଗଛ ସବୁ ନଷ୍ଟ ହୋଇ ଜଙ୍ଗଲ କ୍ଷୟ ହେଉଛି। ବିଭିନ୍ନ କାରଣରୁ ଲୋକେ ନିଆଁ ଲଗାଉଛନ୍ତି। ତାହା ବ୍ୟାପି ଜଙ୍ଗଲ ଭିତରେ ପଶୁଛି। ପରିବେଶକୁ ନେଇ ସଚେତନ ଅଭାବ…
ଅସହିଷ୍ଣୁତାର ସମାଜ ଗଢ଼ୁଛେ
ବ୍ରିଟେନ୍ ଟିଭି ଚ୍ୟାନେଲ ବ୍ରିଟିଶ୍ ବ୍ରଡ୍କାଷ୍ଟିଂ କର୍ପୋରେଶନ୍ (ବିବିସି) ୨୦୦୨ ଗୁଜରାଟ ଦଙ୍ଗା ପାଇଁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦାୟୀ କରି ଗତ ମାସ ୧୭ତାରିଖରେ ‘ଇଣ୍ଡିଆ: ଦି ମୋଦି କ୍ୱେଶ୍ଚେନ୍’ ନାମରେ ଏକ ଡକ୍ୟୁମେଣ୍ଟାରି ପ୍ରସାରଣ କରିଥିଲା। ପରେ…
ବିପନ୍ନଙ୍କୁ ଭ୍ରାମ୍ୟମାଣ ଘର ଦେଲା କାତାର
ଦୁବାଇ,୧୫।୨ : ବିଶ୍ୱକପ୍ ଫୁଟ୍ବଲ ମ୍ୟାଚ୍ ପାଇଁ କାତାର ଗତବର୍ଷ ନିର୍ମାଣ କରିଥିବା ୧୦ ହଜାର କ୍ୟାବିନ୍ ଏବଂ କାରାଭାନ୍କୁ ତୁର୍କୀ ଭୂକମ୍ପ ବିପନ୍ନଙ୍କୁ ପ୍ରଦାନ କରିବ। ଗ୍ୟାସ୍ ସମୃଦ୍ଧ ଏହି ଉପସାଗରୀୟ ଦେଶ ନିଜର ଯୋଜନା ସମ୍ପର୍କରେ ଘୋଷଣା କରିଛି।…
ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ
ବଇଣ୍ଡା,୧୫।୨ (ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକର ଅନେକ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ପଡିଛି। ବିଶେଷକରି ଶିକ୍ଷା ବିଭାଗ ପକ୍ଷରୁ ଖାଲି ପଡିଥିବା ଶିକ୍ଷକ ପଦବୀ ପୂରଣ କରାଯାଉ ନ ଥିବା ଯୋଗୁ ଅସନ୍ତୋଷ ବୃଦ୍ଧି ପାଉଛି। ନାକିଚି ମାହେଶରୀ…
ଭୂକମ୍ପରେ ୭୦ ଲକ୍ଷ ଶିଶୁ ପ୍ରଭାବିତ
ଡେନ୍ମାର୍କ/ ଜେନେଭା, ୧୫।୨: ତୁର୍କୀ, ସିରିଆରେ ଭୟଙ୍କର ଭୂମିକମ୍ପକୁ ମଙ୍ଗଳବାର ଆଠ ଦିନ ବିତିଯାଇଛି। ଭଗ୍ନାବଶେଷ ତଳେ ଫସିଥିବା ଲୋକଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛି ରେସ୍କ୍ୟୁ ଟିମ୍। ପାଖାପାଖି ୨୦୦ ଘଣ୍ଟାର ଅପରେଶନ୍ ପରେ ମଙ୍ଗଳବାର ୪ ଜଣଙ୍କୁ ସୁରକ୍ଷିତ…
ସ୍ବକାଷ୍ଟିଂ ସଚଳ ନେଇ ପ୍ରଶ୍ନବାଚୀ
ବଅଁରପାଳ, ୧୫।୨: ନବରତ୍ନପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋର ଅନୁଗୋଳସ୍ଥିତ ସ୍ମେଲଟର ପ୍ଲାଣ୍ଟ କାଷ୍ଟହାଉସ ବି ପରିସରରେ ୨୦୧୩ ମସିହାରେ ସ୍ଥାପନ ହୋଇଥିଲା ଡାଇରେକ୍ଟ ସ୍ବକାଷ୍ଟିଂ ପ୍ଲାଣ୍ଟ। ନାଲ୍କୋର ତତ୍କାଳୀନ ପରିଚାଳନା ନିର୍ଦ୍ଦେଶକ (ସିଏମ୍ଡି) ଅଂଶୁମାନ ଦାସଙ୍କ ଦ୍ୱାରା ଏହା ଉଦ୍ଘାଟିତ ହୋଇଥିଲା।…
୧୯ ଆତଙ୍କବାଦୀରୁ ୮ ନିହତ ହେଲେଣି
ନୂଆଦିଲ୍ଲୀ/ଶ୍ରୀନଗର,୧୫।୨: ଜମ୍ମୁ-କଶ୍ମୀରର ପୁଲ୍ଓ୍ବାମାରେ ଆତଙ୍କବାଦୀ ଆକ୍ରମଣକୁ ମଙ୍ଗଳବାର ୪ ବର୍ଷ ପୂରିଛି। ୨୦୧୯ ଫେବୃୟାରୀ ୧୪ରେ ଆତଙ୍କବାଦୀଙ୍କ ବିସ୍ଫୋରଣରେ ସିଆର୍ପିଏଫ୍ର ଏକ ଗାଡ଼ି ଧ୍ୱଂସ ହେବା ସହ ୪୦ ଯବାନ ଶହୀଦ ହୋଇଥିଲେ। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସିଆର୍ପିଏଫ୍ ଏବଂ…
୭ ଦିନରେ ଜବରଦଖଲ ହଟାଅ
ଢେଙ୍କାନାଳ ଅଫିସ, ୧୫।୨: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍ଭାବନା ସଭାଗୃହରେ ମଙ୍ଗଳବାର ସଂସଦୀୟ ମଣ୍ଡଳୀ କମିଟିର ସଡ଼କ ସୁରକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏମ୍ପି ମହେଶ ସାହୁ ଅଧ୍ୟକ୍ଷତା କରି କହିଲେ, ସାମୂହିକ ସ୍ବାର୍ଥ ଦୃଷ୍ଟିରୁ ଟ୍ରାଫିକ୍ ସମସ୍ୟା ଦୂର…
Archives


