Home Left

ଇଞ୍ଜିନିୟରିଂ ଛାତ୍ରୀଙ୍କୁ ନିଶା ଦେଇ କାର୍‌ରେ ବଳାତ୍କାର

ଗୁରୁଗ୍ରାମ,୧୫।୨: ଗୁରୁଗ୍ରାମର ଏକ ମଲ୍‌ ପାର୍କିଂ ସ୍ଥଳରେ ଜଣେ ୨୭ ବର୍ଷୀୟା ଇଞ୍ଜିନିୟରିଂ ଛାତ୍ରୀଙ୍କୁ ନିଶା ଦେଇ କାର୍‌ ଭିତରେ ବଳାତ୍କାର କରାଯାଇଛି। ଅଭିଯୁକ୍ତ ଜଣକ ନିଯୁକ୍ତି ଦେବା ନାଁରେ ସାକ୍ଷାତ୍‌କାର ପାଇଁ ଛାତ୍ରୀଙ୍କୁ ଡକାଇଥିଲେ। ସେ ପୀଡ଼ିତାଙ୍କୁ ନିଶାଦ୍ରବ୍ୟ ମିଶା…

ମଶାରି ଟାଙ୍ଗି ଧାରଣା

ପୁରୁଣା ଭୁବନେଶ୍ୱର,୧୫ା୨(ଡି.ଏନ୍‌.ଏ.): ଭୁବନେଶ୍ୱର ମହାନଗର ନିଗମ ଓ୍ବାର୍ଡ ନଂ.୫୯ ଅନ୍ତର୍ଗତ କଣ୍ଡରା ପୋଖରୀର ପୁନରୁଦ୍ଧାର ପାଇଁ ବିଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଏକାମ୍ର ଜନଜାଗରଣ ମଞ୍ଚ ପକ୍ଷରୁ ଚାଲିଥିବା ଅହୋରାତ୍ର ଧାରଣା ମଙ୍ଗଳବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଏହି ଜଳାଶୟଟି ପ୍ରାୟ ୫ଏକର…

କାର୍‌ ମାଡ଼ିଯିବାରୁ ୫ ମହିଳା ମୃତ

ପୁଣେ,୧୫।୨: ମହାରାଷ୍ଟ୍ର ପୁଣେ ଜିଲାରେ ୧୭ ଜଣ ମହିଳାଙ୍କ ଏକ ଗ୍ରୁପ୍‌ ନାଶିକ-ପୁଣେ ଜାତୀୟ ରାଜପଥ ପାର୍‌ ହେଉଥିବାବେଳେ ଦ୍ରୁତବେଗରେ ଆସୁଥିବା ଏସ୍‌ୟୁଭି ସେମାନଙ୍କୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୫ ମହିଳା ପ୍ରାଣ ହରାଇଥିବାବେଳେ ଅନ୍ୟ ୩ ଜଣ ଆହତ…

ହିଜାବ ନ ପିନ୍ଧିବାରୁ ନିର୍ବାସିତ ଜୀବନ

ତେହେରାନ୍‌,୧୫।୨: ଇରାନ୍‌ ଚେସ୍‌ ଖେଳାଳି ସାରା ଖାଦେମ ପରିବାର ସହ ସାଉଥର୍ନ ସ୍ପେନ୍‌ରେ ନିର୍ବାସିତ ଜୀବନ କାଟୁଛନ୍ତି। ତାଙ୍କ ଜୀବନ ପ୍ରତି ବିପଦ ଆଶଙ୍କା କରି ସେ ରହୁଥିବା ଜାଗାର ଠିକଣା ବା ଲୋକେଶନ୍‌ ବାହାରେ ପ୍ରଘଟ ନ କରିବା ଲାଗି…

କଠିନ ବର୍ଜ୍ୟରେ ଭର୍ତ୍ତି ଦୟା ଓ୍ବେଷ୍ଟ କେନାଲ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ବଡ଼ଗଡ଼ରୁ ପଳାଶୁଣୀ ପର୍ଯ୍ୟନ୍ତ ଲମ୍ବିଥିତ୍ବା ଦୟା ଓ୍ବେଷ୍ଟ କେନାଲ ଦିନେ ଭୁବନେଶ୍ୱରବାସୀଙ୍କ ଦୈନନ୍ଦିନ କାର୍ଯ୍ୟରେ ଲାଗୁଥିବାବେଳେ ବର୍ତ୍ତମାନ ଏହା ନାଳରେ ପରିଣତ ହୋଇଛି। ଏଥିରେ କେବଳ ଯେ ମଇଳା ତଥା ଆବର୍ଜନାଯୁକ୍ତ ପାଣି ପ୍ରବାହିତ ହେଉଛି ତାହା ନୁହେଁ, କଠିନ…

ଆଜିଠୁ ମାଟ୍ରିକ୍‌ ପ୍ରାକ୍ଟିକାଲ ପରୀକ୍ଷା

କଟକ ଅଫିସ,୧୫ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ଧନ୍ଦାମୂଳକ ଶିକ୍ଷାର ଦ୍ୱିତୀୟ ସମ୍ମେଟିଭ ଆସେସ୍‌ମେଣ୍ଟ (ଏସ୍‌ଏ-୨) ପ୍ରାକ୍ଟିକାଲ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଛାତ୍ରୀଛାତ୍ରମାନେ ନିଜ ସ୍କୁଲରେ ପରୀକ୍ଷା ଦେବେ। ଏହି ପରୀକ୍ଷା ଆସନ୍ତା…

ଦୁର୍ଘଟଣାସ୍ଥଳରେ ୨ ବାଇକ୍‌ ଆରୋହୀ ଜଳିଗଲେ

କଟକ ସଦର/ରାହାମା, ୧୫ା୨(ଡି.ଏନ.ଏ.): କଟକ-ପାରାଦୀପ ରାସ୍ତାର କନ୍ଦରପୁର ଟୋଲ୍‌ଗେଟ୍‌ରେ ସୋମବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟୋଲ୍‌ଗେଟ୍‌ରେ ଅଟକି ଥିବା ମିକ୍ସର ମେଶିନ୍‌ରେ ଧକ୍କା ହେବା ଫଳରେ ଏକ ବାଇକ୍‌ ଜଳିଯାଇଛି। ଏଥିସହ ୨ ଜଣ ବାଇକ୍‌ ଆରୋହୀ…

ଚୌଦ୍ୱାର ଜେଲରେ ଗୋପାଳ ଦାସ

କଟକ ଅଫିସ/ଚୌଦ୍ୱାର/ବ୍ରଜରାଜନଗର,୧୫ା୨(ଡି.ଏନ୍‌.ଏ.): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଝାରସୁଗୁଡ଼ାରୁ ଚୌଦ୍ୱାର ମଣ୍ଡଳ କାରାଗାରକୁ ମଙ୍ଗଳବାର ସ୍ଥାନାନ୍ତର କରାଯାଇଛି। ଗୋପାଳଙ୍କ ଠିକଣା ଏବେ ଚୌଦ୍ୱାର ଜେଲର ୩ ନମ୍ବର ସେଲ୍‌ ପାଲଟିଛି।…

ଭାଜପାକୁ ମିଳିଛି ୬୧୪ କୋଟି ଚାନ୍ଦା

ନୂଆଦିଲ୍ଲୀ,୧୫ା୨: ଗତ ଆର୍ଥତ୍କ ବର୍ଷରେ ଭାଜପାକୁ ୬୧୪.୬ କୋଟି ଟଙ୍କା ଚାନ୍ଦା ମିଳିଥିବାବେଳେ କଂଗ୍ରେସ ପାଇଛି ୯୫.୪ କୋଟି। ନିର୍ବାଚନ ଉପରେ ନଜର ରଖୁଥିବା ଆସୋସିଏଶନ ଅଫ୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ରିପୋର୍ଟରୁ ଏହା ଜଣାପଡ଼ିଛି। ୨୦,୦୦୦ ଟଙ୍କାରୁ ଅଧିକ ଚାନ୍ଦାକୁ…

ହାଜତ ମୃତ୍ୟୁରେ ଗୁଜରାଟ ନଂ.୧

ନୂଆଦିଲ୍ଲୀ,୧୫ା୨: ହାଜତ ମୃତ୍ୟୁରେ ଭାଜପା ଶାସିତ ଗୁଜରାଟ ପୁଣି ଥରେ ୧ ନମ୍ବର ସ୍ଥାନ ଅଧିକାର କରିଛି। ଗତ ୫ ବର୍ଷ ମଧ୍ୟରେ ରାଜ୍ୟରେ ୮୦ ଜଣ ବନ୍ଦୀଙ୍କ ହାଜତ ମୃତ୍ୟୁ ଘଟିଥିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପାର୍ଲାମେଣ୍ଟକୁ ଅବଗତ…

ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର ‘କାଳିଆ କରୁଛି ଲୀଳା’, ଧାରାବାହିକ ‘ସର୍‌ଗମ୍‌’

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ(ଓଏଫ୍‌ଡିସି) ସହଯୋଗରେ ଉତ୍କଳ ମଣ୍ଡପଠାରେ ଚାଲିଥିବା ୩୧ତମ ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ଓ ୮ମ ରାଜ୍ୟ ଓଡ଼ିଆ ଟେଲି ପୁରସ୍କାର ବିତରଣ ଉତ୍ସବ ଶେଷ…

ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ

ଭୁବନେଶ୍ୱର, ୧୫ା୨(ବ୍ୟୁରୋ): ‘ଆମ ହସ୍ପିଟାଲ’ ଯୋଜନା ଅଧୀନରେ ରାଜ୍ୟର ୧୪୭ଟି ହସ୍ପିଟାଲକୁ ରୂପାନ୍ତରୀକରଣ କରାଯିବ। ଏଥିପାଇଁ ୭୫୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ବିଗତ କିଛିବର୍ଷ ମଧ୍ୟରେ ରାଜ୍ୟରେ ୭ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ହୋଇଛି। କଳାହାଣ୍ଡି, ତାଳଚେର, ଯାଜପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri