Home Left

ପଣ୍ଡିତ ଧିରେନ୍ଦ୍ର ଶାସ୍ତ୍ରୀଙ୍କ ଉପରେ ନିର୍ମାଣ ହେବ ଫିଲ୍ମ

ମୁମ୍ବାଇ: ଆଜିକାଲି ବାଗେଶ୍ୱର ବାବା ଆକା ଧିରେନ୍ଦ୍ର ଶାସ୍ତ୍ରୀ ଚର୍ଚ୍ଚାରେ ଅଛନ୍ତି, ଦିନକୁ ଦିନ ତାଙ୍କର ବଢୁଥିବା ଲୋକପ୍ରିୟତାକୁ ଦେଖି ନିର୍ଦ୍ଦେଶକ ବିନୋଦ ତିୱାରୀ ତାଙ୍କ ଉପରେ ଏକ ଫିଲ୍ମ ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବାବାଙ୍କର ଲକ୍ଷ ଲକ୍ଷ ପ୍ରଶଂସକ…

ରଥର ଗରଗରା, ଚାରି ନାହାକା, ୫ ଦଣ୍ଡା ନିର୍ମାଣ ଜାରି

ପୁରୀ ଅଫିସ, ୨୩ା୫: ମହାପ୍ରଭୁଙ୍କ ଚଳିତବର୍ଷ ସ୍ନାନଯାତ୍ରା ଜୁନ ୪ରେ ଅନୁଷ୍ଠିତ ହେବ। ରଥ ସଂହିତା ଅନୁଯାୟୀ ସ୍ନାନଯାତ୍ରା ଦିନ ତିନି ରଥର ଚାରି ନାହାକା ଉଠିବାର ପରମ୍ପରା ରହିଛି। ତେଣୁ ଶ୍ରୀନହରସ୍ଥିତ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଜୋରସୋରରେ ଆଗେଇ…

ଭିନିସିୟସ୍‌ ଜୁନିୟରଙ୍କୁ ଜାତିଆଣ ଆକ୍ଷେପ

ମାଡ୍ରିଡ୍‌,୨୩ା୫(ପି.ଟି.): ସ୍ପାନିସ୍‌ ଲିଗ୍‌ ଫୁଟବଲରେ ବ୍ରାଜିଲର ଭିନିସିଅସ୍‌ ଜୁନିଅରଙ୍କୁ ଜାତିଆଣ ଆକ୍ଷେପର ଶିକାଶ ହେବାକୁ ପଡିଛି। ଭାଲେନ୍ସିଆ ବିପକ୍ଷରେ ରିୟଲ ମାଡ୍ରିଡ୍‌ର ୧-୦ ପରାଜୟରେ ଏମିତି ଘଟଣା ଘଟିଥିଲା। ମେଷ୍ଟାଲ୍ଲା ଷ୍ଟାଡିୟମରେ ଏଭଳି ଘଟଣା ଘଟିଥିବା ବେଳେ ଖେଳକୁ କିଛି ମିନିଟ୍‌…

ବିଦ୍ୟୁତ୍‌ ଖୁଣ୍ଟକୁ ପିଟିଲା କଣ୍ଟେନର : କେନାଲରେ ପଡ଼ିଲେ ଯୁବକ

ଭଦ୍ରକ ଅଫିସ,୨୩।୫: ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ଛକ କଲ୍ୟାଣମଣ୍ଡପ ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଦୁର୍ଘଟଣା ଘଟିଛି। ବିଦ୍ୟୁତ୍‌ ଖୁଣ୍ଟକୁ କଣ୍ଟେନର ଧକ୍କା ଦେବାରୁ କେବୁଲ ତାର ଛଡ଼ି ପଡିଥିଲା। ସେହି ସମୟରେ ଜଣେ ଯୁବକ ଏକ ବାଇକ୍‌ରେ…

‘କୋଚିଂ, ଖେଳାଳି ଚୟନ ଚ୍ୟାଲେଞ୍ଜିଂ ଥିଲା’

ଭୁବନେଶ୍ୱର, ୨୩।୫, (କ୍ରୀଡ଼ା ପ୍ରତିନିଧି): ”୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ଦଳର ସହକାରୀ କୋଚ୍‌ ଦାୟିତ୍ୱ ଏବଂ ଇଣ୍ଡିଆନ ଓମେନ୍ସ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌)ରେ ଚୟନକର୍ତ୍ତା ଦାୟିତ୍ୱ ତୁଲାଇବାରେ ଭିନ୍ନ ଅଭିଜ୍ଞତା ରହିଲା। ବିଭିନ୍ନ ରାଜ୍ୟରୁ ଆସିଥିବା ନୂଆ ପିଲାଙ୍କୁ କ୍ୟାମ୍ପରେ…

ହତାଶ ହେଉଛନ୍ତି ହିତାଧିକାରୀ

ଆଠମଲ୍ଲିକ,୨୨ା୫ (ଡି.ଏନ.ଏ.): ଉପାସରେ ରହିବେନି ଗରିବ। ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାର ଏହା ହେଉଛି ଏକ ଉଦ୍ଦେଶ୍ୟ। ସେଥିପାଇଁ ପ୍ରତି ରାଶନ କାର୍ଡଧାରୀଙ୍କୁ ସରକାର ମାସିକିଆ ଚାଉଳ ସହ ଗହମ ପ୍ରଦାନ କରୁଥିଲେ। ହେଲେ ୬ ମାସ ହେଲା ଗହମ ଯୋଗାଣକୁ…

ସମୀର ବର୍ମା ଜିତିଲେ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୨୩ା୫(ପି.ଟି.): ସ୍ଲୋଭେନିଆର ମାରିବୋର୍‌ଠାରେ ଅନୁଷ୍ଠିତ ସ୍ଲୋଭେନିଆ ଓପନ୍‌ ପୁରୁଷ ସିଙ୍ଗଲ୍ସ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଭାରତୀୟ ଖେଳାଳି ସମୀର ବର୍ମା ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସେ ତାଇଓ୍ବାନ୍‌ର ସୁ ଲି ୟାଙ୍ଗ୍‌ଙ୍କୁ ୨୧-୧୮, ୨୧-୧୪ ହରାଇ ଦେଇଛନ୍ତି। ମିକ୍ସଡ ଡବଲ୍ସ ଇଭେଣ୍ଟରେ…

ଗଞ୍ଜାମ ଜିଲାରେ ବଢୁଛି ଜାଲ୍‌ ଶିକ୍ଷକଙ୍କ ତାଲିକା

ବ୍ରହ୍ମପୁର ଅଫିସ,୨୩ା୫: ଗଞ୍ଜାମ ଜିଲାରେ ଜାଲ ସାର୍ଟିଫିକେଟରେ ଚାକିରି ଘଟଣା ଏବେ ଚହଳ ସୃଷ୍ଟି କରିଛି। ଦୀର୍ଘଦିନ ହେଲା ନକଲି ଶିକ୍ଷାଗତ ପ୍ରମାଣପତ୍ର ଦେଇ ଶିକ୍ଷକ ଚାକିରି ହାତେଇବା ଅଭିଯୋଗ ହୋଇଆସୁଥିବା ବେଳେ ଜିଲା ଶିକ୍ଷା ବିଭାଗ ଏହାର ତଦନ୍ତ ଜାରି…

ନୀରଜ ନମ୍ବର ଓ୍ବାନ

ନୂଆଦିଲ୍ଲୀ, ୨୩ା୫ (ପି.ଟି.): ବିଶ୍ୱ ଆଥଲେଟିକ୍ସ ଦ୍ୱାରା ସଦ୍ୟ ପ୍ରକାଶିତ ପୁରୁଷ ଜାଭେଲିନ୍‌ ଥ୍ରୋ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ଅଲିମ୍ପିକ ଚାମ୍ପିୟନ ନୀରଜ ଚୋପ୍ରା ତାଙ୍କ କ୍ୟାରିୟରରେ ପ୍ରଥମ ଥର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ତାଲିକାରେ ଚୋପ୍ରାଙ୍କ ପଏଣ୍ଟ ସଂଖ୍ୟା…

ସିଙ୍ଗଲ୍ସ, ଡବଲ୍ସ ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୨୩।୫,,(କ୍ରୀଡ଼ା ପ୍ରତିନିଧି): ବାହାରିନ୍‌ର ମାନାମାଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଦୀପ୍‌ରଞ୍ଜନ ବିଷୋୟୀ ସିଙ୍ଗଲ୍ସ ସେମିଫାଇନାଲରେ ହାରିଯାଇଥିବାରୁ ବ୍ରୋଞ୍ଜ୍‌ ପଦକରେ ସନ୍ତୁଷ୍ଟ ହୋଇଛନ୍ତି। ସେହିପରି…

ସାଇକ୍ଲିଂରୁ ଅବସର ନେବେ କାଭେଣ୍ଡିସ୍‌

କୋକାଗ୍ଲିଓ (ଇଟାଲୀ), ୨୩ା୫ (ଏପି): ଚଳିତ ବର୍ଷ ସିଜନ ଶେଷରେ ସାଇକ୍ଲିଂରୁ ଅବସର ନେବେ ଭେଟେରାନ ସ୍ପ୍ରିଣ୍ଟ ସ୍ପେସାଲିଷ୍ଟ ମାର୍କ କାଭେଣ୍ଡିସ। ଟୁର୍‌ ଡି’ ଫ୍ରାନ୍ସରେ ସର୍ବାଧିକ ଷ୍ଟେଜ୍‌ ବିଜୟ ହାସଲ କରିବାରେ ଦୀର୍ଘଦିନ ଧରି ରହିଥିବା ରେକର୍ଡକୁ ହୁଏତ ଏଥର…

କଚ୍ଛପ ଗତିରେ ପ୍ରଧାନମନ୍ତ୍ରୀ ସଡ଼କ ନିର୍ମାଣ

ଛତ୍ରପୁର,୨୨ା୫(ଡି.ଏନ.ଏ): ଗଞ୍ଜାମ ଜିଲା ଛତ୍ରପୁର ଆରଡବ୍ଲ୍ୟୁଡି ସବଡିଭିଜନ ଅଧୀନରେ ଚାଲିଥିବା ୫ଟି ପ୍ରଧାନମନ୍ତ୍ରୀ ସଡକ ନିର୍ମାଣରେ ଅହେତୁକ ବିଳମ୍ବ ଦେଖାଦେଇଛି। ଠିକାଦାରଙ୍କ ସହ ଚୁକ୍ତି ହୋଇଥିବା ନିର୍ମାଣ କାର୍ଯ୍ୟ ଅବଧି ସରିଗଲାଣି। ଏନେଇ ବାରମ୍ବାର ଆରଡବ୍ଲ୍ୟୁଡି ଗଞ୍ଜାମ -୨ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?