ପାକିସ୍ତାନର ଏୟାରଷ୍ଟ୍ରାଇକ୍କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!
ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ। ଏହି ଘଟଣା ପରେ, ଚାଇନାର ବୈଦେଶିକ ମନ୍ତ୍ରଣାଳୟ ଆକ୍ରମଣ ଉପରେ ଚିନ୍ତା ପ୍ରକାଶ…
ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍ଟିଆଇ ଆବେଦନ ପରେ …
ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ରେ ଏସ୍ଏମ୍ସି ବୈଠକ ହୋଇଥିବା ଜଣାପଡ଼ିଛି। ଅନିୟମିତତା ନେଇ…
ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର
ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର ବର୍ଷା ହୋଇଛି। ଫଳରେ କଳା ମିଚିମିଚି ପିଚୁ ରାସ୍ତାର ଚାରିଆଡେ କୁଆ ପଥର…
ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍ପି ଅନନ୍ତ ନାୟକ
କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏଭଳିସ୍ଥିତିରେ ସୋମବାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ…
ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା
ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ ୧୭ ରିଖରେ କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ…
ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…
ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା ଦର ବଢ଼ୁଥିବା ବେଳେ, ବର୍ତ୍ତମାନ ଏଥିରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି।…
ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ
ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା ଗ୍ରାମର ଶୁକଦେବ ମହାନନ୍ଦ(୫୦) କାଠ ଫାଳିଆରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି…
LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…
ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ ମଧ୍ୟରେ ୨୫-୪୫ ଦିନର ବ୍ୟବଧାନ ଏବଂ ପିଏନଜି ସଂଯୋଗ ଥିବା ଘରେ ଏଲପିଜି…
ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍ କଲା ଦାବି
ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦର ମୁଖ୍ୟ ଅଲି ଲାରିଜାନିଙ୍କୁ ଟାର୍ଗେଟ କରିଛି। ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ…
ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…
ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ବିସ୍ଫୋରଣରେ ଯୁବକଙ୍କ ହାତ ପାପୁଲି ଛିଣ୍ଡି ଯାଇଥିବା ସୂଚନା ମିଳିଛି। ଆହତ…
ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…
ନୂଆଦିଲ୍ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା ବେଳେ, ଦୁଇଟି ଭାରତୀୟ ଜାହାଜ, ‘ଶିବାଲିକ’ ଏବଂ ‘ନନ୍ଦା ଦେବୀ’ ଏହି ରାସ୍ତା…
ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ
ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର ହଜାର ସଂଖ୍ୟାରେ ଭକ୍ତ ବୁଡ ପକାଇଛନ୍ତି। ଏହା ସହ ପିତୃ ପୁରୁଷଙ୍କ ଲାଗି…
Archives


