୨୩ରେ ଯାତ୍ରାପୀଠକୁ ଅଣାଯିବ ଶୁଭଖୁଣ୍ଟି; ୮ ଦିନ ଧରି ଚାଲିବ ଯାତ୍ରା
ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ପରିଚିତ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ପରିଚାଳନା ନିମନ୍ତେ ଏକ ଯାତ୍ରା କମିଟି ଗଠନ କରାଯାଇଛି। ଏନେଇ ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର…
ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର! ୨୦%ରୁ ଅଧିକ ଇଥାନଲ ମିଶିବ ପେଟ୍ରୋଲରେ, ସ୍ପଷ୍ଟ କଲେ…
ଦେଶରେ ପ୍ରଚଳିତ ୨୦% ଇଥାନଲ୍ ମିଶ୍ରିତ ପେଟ୍ରୋଲ (ଇ-୨୦) ଯୋଗୁ ଗାଡ଼ି ଯନ୍ତ୍ରାଂଶ ଖରାପ ହେଉଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଏନେଇ ଦୃଢ଼ ବିରୋଧ କରାଯାଇ କେଉଁଠି ନା କେଉଁଠି ଆନ୍ଦୋଳନ ହୋଇଆସୁଛି। କେତେକ ପ୍ରମୁଖ ଗାଡ଼ି ନିର୍ମାଣକାରୀ…
ସୂର୍ଯ୍ୟଙ୍କ ଗୋଚର: ୩ ରାଶିଙ୍କୁ ମିଳିବ ଲାଭ, ଚାକିରିରେ ବଡ଼ ଅଫର୍କୁ ଧନଲାଭର ଖୋଲିଲା ଯୋଗ
ସୂର୍ଯ୍ୟ ଗ୍ରହ ୧୩ ସେପ୍ଟେମ୍ୱର ୨୦୨୬ ରବିବାର ରାତି ୯ଟା ୫୩ ମିନିଟରେ ପୂର୍ୱାଫାଲଗୁନୀ ନକ୍ଷତ୍ରରୁ ପୂର୍ୱାଫାଲଗୁନୀ ନକ୍ଷତ୍ରକୁ ପ୍ରବେଶ କରିବେ। ଏହି ଗୋଚର ପ୍ରଭାବରୁ ଭାଗ୍ୟଶାଳୀ ରାଶିମାନଙ୍କୁ ଭାଗ୍ୟର ସାଥ ମିଳିବ। ଆସନ୍ତୁ ଏହି ଭାଗ୍ୟଶାଳୀ ରାଶିଗୁଡ଼ିକ ବିଷୟରେ ଜାଣିବା।…
ଗୃହ ମନ୍ତ୍ରଣାଳୟ ବୈଠକ ପରେ ସୋନମ ୱାଙ୍ଗଚୁକଙ୍କ ବଡ଼ ଚେତାବନୀ: କହିଲେ- ଆନ୍ଦୋଳନ ହିଁ…
ନୂଆଦିଲ୍ଲୀ,୧୦।୯: ଲଦାଖର ଭବିଷ୍ୟତ ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ଲଦାଖ ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ଠୋସ ସମାଧାନ ବାହାରି ପାରିନାହିଁ। ଗୃହ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଏବଂ Leh Apex Body (LAB) ଓ…
ବୁଧାଦିତ୍ୟ ରାଜଯୋଗରେ ମାଲାମାଲ ହେବେ ୪ ରାଶି: ଚାକିରିରେ ପଦୋନ୍ନତି ସହ ବ୍ୟବସାୟରେ ଅଚାନକ…
ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ଦେବ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ସେହି ସମୟରେ କନ୍ୟା ରାଶିରେ ବୁଧଙ୍କ ଉପସ୍ଥିତି ରହିବ। ଫଳରେ ସୂର୍ଯ୍ୟ ଓ ବୁଧଙ୍କ ଯୁତିରୁ ବୁଧାଦିତ୍ୟ ଯୋଗ…
ଉତ୍ତରପ୍ରଦେଶ ରାଜନୀତିରେ ବଡ଼ ହଲଚଲ: ନିର୍ବାଚନ ପୂର୍ବରୁ ରାଜନୀତିରୁ ସନ୍ନ୍ୟାସ ନେଲେ…
ନୂଆଦିଲ୍ଲୀ, ୧୦।୯: ବହୁଜନ ସମାଜ ପାର୍ଟି (BSP)ରେ ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ଅଶୋକ ସିଦ୍ଧାର୍ଥ। BSP ସୁପ୍ରିମୋ ମାୟାବତୀଙ୍କ ଭଣଜା ତଥା ଦଳର ନେତା ଆକାଶ ଆନନ୍ଦଙ୍କ ଶ୍ୱଶୁର ଅଶୋକ ସିଦ୍ଧାର୍ଥ ରାଜନୀତିରୁ ସନ୍ନ୍ୟାସ…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା; ଅଙ୍ଗନବାଡ଼ି କର୍ମୀଙ୍କ ୧୨ହଜାର ଯାଏ ବଢିଲା ଦରମା, ଆଉ ସହାୟିକାଙ୍କୁ…
ନୂଆଦିଲ୍ଲୀ,୧୦।୯: ଉତ୍ତର ପ୍ରଦେଶର ୨.୯୧ ଲକ୍ଷ ଅଙ୍ଗନୱାଡ଼ି କର୍ମୀ ଏବଂ ସହାୟିକାମାନଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବଡ଼ ଉପହାର ଦେଇଛନ୍ତି। ଅଙ୍ଗନୱାଡ଼ି କର୍ମୀମାନଙ୍କର ମାସିକ ପାରିଶ୍ରମିକ ୮ ହଜାରରୁ ବୃଦ୍ଧି କରାଯାଇ ୧୨ ହଜାର ଟଙ୍କା ଏବଂ ସହାୟିକାମାନଙ୍କର ୪…
ଗ୍ରାହକଙ୍କୁ ଆପଲର ବଡ଼ ଝଟକା! ୧୭ ହଜାର ମହଙ୍ଗା ହେଲା iPhone 17, 17e ସହ…
ନୂଆଦିଲ୍ଲୀ, ନିକଟରେ ଆପଲ (Apple) ନିଜର ନୂଆ ଆଇଫୋନ ୧୮ ପ୍ରୋ ସିରିଜ (iPhone 18 Pro Series) ଏବଂ ପ୍ରଥମ ଫୋଲ୍ଡେବଲ ଫୋନ ଆଇଫୋନ ଡୁଓ (iPhone Duo) ବଜାରକୁ ଆଣିବା ପରେ ଭାରତୀୟ ଗ୍ରାହକଙ୍କୁ ବଡ଼ ଝଟ୍କା ଦେଇଛି।…
ଲଞ୍ଚ ହେଲା iPhone 18 Pro- Pro Max: ଦାମ୍, ଫିଚର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୧୦।୯: Apple ନିଜର ସେପ୍ଟେମ୍ବର ଲଞ୍ଚ ଇଭେଣ୍ଟରେ iPhone 18 Pro ଓ iPhone 18 Pro Maxକୁ ବଜାରକୁ ଆଣିଛି। ନୂଆ Pro ମଡେଲର କ୍ୟାମେରା, ପରଫର୍ମାନ୍ସ ଓ ବ୍ୟାଟେରୀ ସହ AI ଫିଚର୍ ଉପରେ ମଧ୍ୟ କମ୍ପାନୀ ବିଶେଷ…
ସିଜେପି ବିକ୍ଷୋଭକାରୀଙ୍କୁ ନୋଟିସ ପଠାଇବାକୁ କିପରି ସାହସ କଲ
ନୂଆଦିଲ୍ଲୀ,୧୦ା୯: କକ୍ରୋଚ୍ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ପରିଚାଳିତ ବିକ୍ଷୋଭରେ ଭାଗ ନେଇଥିବା ଜଣେ ଛାତ୍ରଙ୍କୁ ନୋଟିସ ଜାରି କରିଥିବାରୁ ଗ୍ରେଟର ନଏଡ଼ାର କାର୍ଯ୍ୟନିର୍ୱାହୀ ମାଜିଷ୍ଟ୍ରେଟ୍ଙ୍କୁ ସୁପ୍ରିମକୋର୍ଟ ବୁଧବାର ତୀବ୍ର ଭର୍ତ୍ସନା କରିଛନ୍ତି। ଆନ୍ଦୋଳନକାରୀ ଛାତ୍ରଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ସକାଳୁ ସକାଳୁ ତେଲ ବଜାରରେ ହଲଚଲ, ପେଟ୍ରୋଲକୁ ନେଇ ଆସିଲା ବଡ଼ ଅପଡେଟ୍!
ନୂଆଦିଲ୍ଲୀ,୧୦।୯: ଅନ୍ତର୍ଜାତୀୟ ବଜାରରେ କଚ୍ଚା ତେଲ (ଅଶୋଧିତ ତେଲ)ର ମୂଲ୍ୟ ବର୍ତ୍ତମାନ ବ୍ୟାରେଲ ପିଛା ୧୦୦ ଡଲାର ପାର୍ କରିଛି। ଏହାଯୋଗୁଁ ଭାରତୀୟ ତୈଳ ବିପଣନ କମ୍ପାନୀଗୁଡ଼ିକର ଲିଟର ପିଛା ପେଟ୍ରୋଲ ଏବଂ ଡିଜେଲ ଉପରେ କ୍ଷତି ବୃଦ୍ଧି ପାଇଛି। ରିପୋର୍ଟ…
ଜେଲେନସ୍କିଙ୍କ ବିମାନକୁ ଧକ୍କା ଦେଇଥାନ୍ତା ଡ୍ରୋନ! ଅଳ୍ପକେ ବର୍ତ୍ତିଲେ ୟୁକ୍ରେନ ରାଷ୍ଟ୍ରପତି, ସୁରକ୍ଷାରେ ବଡ଼ ତ୍ରୁଟି
ଓସ୍ଲୋ: ୟୁକ୍ରେନ୍ର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ବିମାନ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଥିବା ଖବର ସାମ୍ନାକୁ ଆସିଛି। ମୋଲଦୋଭାରୁ ନରୱେ ଯାଉଥିବା ସମୟରେ ତାଙ୍କ ବିମାନ ଏକ ଅଜଣା ଡ୍ରୋନ୍ର ନିକଟ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ଏହି ଘଟଣା ଜେଲେନସ୍କିଙ୍କ…

