Home Left

ନବୀନ ନିବାସ ଘେରିବେ ଦେହଜୀବୀ

ଭୁବନେଶ୍ୱର, ୭।୧(ବ୍ୟୁରୋ): ବିଶ୍ୱକପ୍‌ ହକି ପାଇଁ ରାଜଧାନୀରେ ଜବରଦଖଲ ଉଚ୍ଛେଦ ଜାରି ରହିଛି। ଏହାକୁ ବିରୋଧକରି କିଛିଦିନ ହେବ ଉଠା ଦୋକାନୀମାନେ ଆନ୍ଦୋଳନ ଚଳାଇଥିବା ବେଳେ ଏବେ ଏଥିରେ ଦେହଜୀବୀମାନେ ସାମିଲ ହୋଇଛନ୍ତି। ହକି ଖେଳକୁ ଆଳକରି ଭୁବନେଶ୍ୱର ବାଣୀବିହାରରେ ଥିବା…

ଲାଞ୍ଚୁଆ ବାବୁଙ୍କ ନାଁ କୁହନି, ଫଟୋ ଦେଖାଅନି

ନୂଆଦିଲ୍ଲୀ,୭ା୧: ଲାଞ୍ଚ ମାମଲାରେ କୌଣସି ଅଭିଯୁକ୍ତ କୋର୍ଟରେ ଦୋଷୀ ପ୍ରମାଣିତ ନ ହେବା ଯାଏ ତାଙ୍କ ନାମ କିମ୍ବା ଫଟୋ ପ୍ରଘଟ ନ କରିବାକୁ ରାଜସ୍ଥାନର ଆଣ୍ଟାଇ-କରପ୍ସନ ବ୍ୟୁରୋ (ଏସିବି) ପକ୍ଷରୁ ଏହାର ଅଧିକାରୀମାନଙ୍କୁ ଦିଆଯାଇଥିବା ଏକ ନିର୍ଦ୍ଦେଶକୁ ନେଇ ବିବାଦ…

ଶିକ୍ଷକଙ୍କ ବଦଳିକୁ ବିରୋଧ

ମୋରଡ଼ା,୭ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତରେ ଥିବା ନିଚୁଆପଦା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜଣେ ଶିକ୍ଷକଙ୍କ ବଦଳିକୁ ବିରୋଧ କରିଛନ୍ତି। କ୍ଲାସ ବନ୍ଦ କରି ଶୁକ୍ରବାର ସମସ୍ତେ ବିଦ୍ୟାଳୟ ବାରଣ୍ଡାରେ ଧାରଣାରେ ବସିଥିଲେ। ଅନୁଯାୟୀ,ଉକ୍ତ ବିଦ୍ୟାଳୟର…

ଦ୍ୱିତୀୟଥର ମା’ହେଲା ଧଳା ବାଘୁଣୀ ରୂପା

ବାରଙ୍ଗ,୭।୧(ଡି.ଏନ୍‌.ଏ.): ନୂଆ ବର୍ଷର ପ୍ରଥମ ସପ୍ତାହ ନନ୍ଦନକାନନ ପାଇଁ ଖୁସି ଖବର ଆଣିଛି। ଧଳା ବାଘୁଣୀ ରୂପା ଶୁକ୍ରବାର ମା’ ହୋଇଛି। ନନ୍ଦନକାନନକୁ ନୂଆ ସଦସ୍ୟର ଆଗମନ ହୋଇଛି। ରୂପା ତା’ର ଦ୍ୱିତୀୟଗର୍ଭସ୍ଥ ସନ୍ତାନକୁ ଜନ୍ମଦେଇଛି। ବାଘୁଣୀ ରୂପା ଗର୍ଭଧାରଣ କରିଥିବାର…

ୟୁନିଟେକ୍‌ ବିରୋଧରେ ସିବିଆଇ ମାମଲା

ନୂଆଦିଲ୍ଲୀ,୭ା୧(ପି.ଟି.): ୩୯୫ କୋଟି ଟଙ୍କା ଆଇଡିବିଆଇ ବ୍ୟାଙ୍କ ଦୁର୍ନୀତି ମାମଲାରେ ସମ୍ପୃକ୍ତି ନେଇ ୟୁନିଟେକ୍‌ ଲିମିଟେଡ୍‌ ଏବଂ ଏହାର ପୂର୍ବତନ ନିର୍ଦ୍ଦେଶକମାନଙ୍କ ନାଁରେ ସିବିଆଇ ଶୁକ୍ରବାର ନୂଆ ମାମଲା ରୁଜୁ କରିଛି। ଦୁର୍ନୀତି ଅଭିଯୋଗର ୬ ମାସ ପରେ କେନ୍ଦ୍ରୀୟ ତଦନ୍ତ…

୨୬,୭୨୨ ଏସ୍‌ଏଚ୍‌ଜିକୁ ୧୦୦୧ କୋଟିର ଋଣ

ଭୁବନେଶ୍ୱର,୭ା୧(ବ୍ୟୁରୋ): ଓଡ଼ିଶାର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଆରମ୍ଭ ହୋଇଛି ଏକ ସ୍ବର୍ଣ୍ଣିମ ଅଧ୍ୟାୟ। ଏଥିରେ ସହଯୋଗର ହାତ ବଢ଼ାଇଛି ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ। ଏହି ବ୍ୟାଙ୍କ ପକ୍ଷରୁ ରାଜ୍ୟର ୨୬,୭୨୨ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଙ୍କ ପାଇଁ ୧୦୦୧ କୋଟି ଟଙ୍କାର…

ଜନଗଣନା ଆହୁରି ବିଳମ୍ବିତ ହେବ

ନୂଆଦିଲ୍ଲୀ,୭ା୧(ପି.ଟି.): ପ୍ରତି ଦଶବର୍ଷରେ ହେଉଥିବା ଜନଗଣନା ବିଳମ୍ବିତ ହୋଇଥିବାବେଳେ ଏହା ପୁଣିଥରେ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସ୍ଥଗିତ ରହିବ ବୋଲି ଜଣାପଡ଼ିଛି। ଜନଗଣନାର ଘର ତାଲିକା ପର୍ଯ୍ୟାୟ ଏବଂ ଜାତୀୟ ଜନସଂଖ୍ୟା ପଞ୍ଜୀକରଣ (ଏନ୍‌ପିଆର୍‌) ସଂଶୋଧନ ସାରା ଦେଶରେ ୨୦୨୦ ଏପ୍ରିଲ…

ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ ଅଫିସ,୭ା୧: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ମଧ୍ୟରେ ସୋସିଆଲ ମିଡିଆ ବିବାଦର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ବିଚାରପତି ଏହାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି। ବର୍ଷାଙ୍କ ପକ୍ଷରୁ ଏ ନେଇ…

ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଗଲା ବିଦାନୋଭଙ୍କ ଭିସେରା

ରାୟଗଡ଼ା, ୭।୧(ସ୍ବ.ପ୍ର.): ରାୟଗଡ଼ା ସହରର ହୋଟେଲ ସାଇ ଇଣ୍ଟରନ୍ୟାଶନାଲରେ ରୁଷୀୟ ପର୍ଯ୍ୟଟକ ଭ୍ଲାଡିମିର ବିଦାନୋଭ ଓ ଆଣ୍ଟୋଭ ପାଭେଲଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଶୁକ୍ରବାର ଅଷ୍ଟମ ଦିନରେ ପହଞ୍ଚତ୍ଛି। କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଜିଲା ମୁଖ୍ୟ ଚିକିତ୍ସାଳୟରୁ ପ୍ରଥମ ମୃତକ ଭ୍ଲାଡିମିର…

ନବମ, ଦଶମ ସମ୍ମେଟିଭ-୨ ପରୀକ୍ଷା ଫି’ ଛାଡ଼ ହେବ

ଭୁବନେଶ୍ବର,୭ା୧(ବ୍ୟୁରୋ): ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସମ୍ମେଟିଭ୍‌ ଆସେସ୍‌ମେଣ୍ଟ(ଏସ୍‌ଏ-୨) ପରୀକ୍ଷା ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୧୭ ତାରିଖରେ ସରିବ। ସେହିପରି ନବମ ସମ୍ମେଟିଭ-୨ ପରୀକ୍ଷା ଫେବୃୟାରୀ ୨୦ରୁ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ। ସମ୍ମେଟିଭ୍‌ ଆସେସ୍‌ମେଣ୍ଟ-୧…

ବ୍ରିଟିଶମାନେ ଗଣିତରେ ଦୁର୍ବଳ

କଲ୍‌ଚେଷ୍ଟର(ବ୍ରିଟେନ), ୭।୧: ବ୍ରିଟିଶମାନଙ୍କଠାରେ ଗାଣିତିକ ଦକ୍ଷତାର ଅଭାବ ରହିଥିବା ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ସ୍ବୀକାର କରିଛନ୍ତି। ବର୍ତ୍ତମାନର ଡେଟା ଯୁଗରେ ପ୍ରତି କାମ ପାଇଁ ପରିସଂଖ୍ୟାନର ଆବଶ୍ୟକତା ପଡ଼ୁଛି। ସେଥିପାଇଁ ଯୁବଗୋଷ୍ଠୀଙ୍କୁ ସହାୟତା ନିମନ୍ତେ ୧୮ ବର୍ଷ ପର୍ଯ୍ୟନ୍ତ ସବୁ…

ଟ୍ରକ୍‌ ଘୋଷାଡ଼ି ନେବାରୁ ଜଳିଗଲେ ସ୍କୁଟର ଚାଳକ

କୋଲକାତା,୭ା୧: ପଶ୍ଚିମବଙ୍ଗର ସିଲିଗୁଡ଼ିରେ ଗୁରୁବାର ରାତିରେ ଏକ ଟ୍ରକ୍‌ ସ୍କୁଟରକୁ ଧକ୍କା ଦେବା ପରେ ୫୦୦ ମିଟର ପର୍ଯ୍ୟନ୍ତ ଘୋଷାଡ଼ି ନେଇଥିଲା। ଫଳରେ ସ୍କୁଟର ସମେତ ଏହାର ଚାଳକ ଜଳିଯାଇଛନ୍ତି। ନର୍ଥ ବେଙ୍ଗଲ ୟୁନିଭର୍ସିଟିର ୨ ନମ୍ବର ଗେଟ୍‌ ନିକଟ ଶିବମନ୍ଦିର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri