Home Left

ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ୍‌ଙ୍କ ବୟାନ ରେକର୍ଡ

ବ୍ରହ୍ମପୁର ଅଫିସ,୧୪ା୨: ବିଷ୍ଣୁ ଗୌଡ଼ ହତ୍ୟା ମାମଲାର ଅନ୍ୟତମ ସାକ୍ଷୀ ଥିବା ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ୍‌ ପ୍ରଦୀପ କୁମାର ମହାରଣା ସୋମବାର ଅତିରିକ୍ତ ଜିଲା ଜଜ୍‌-୩ (ଏଡିଜେ) ଡ. ଇନ୍ଦୁ ଶର୍ମାଙ୍କ କୋର୍ଟରେ ହାଜର ହୋଇଥିଲେ। ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ମୁଖ୍ୟ…

ଯଦି ପ୍ରମାଣ ଅଛି କୋର୍ଟ ଯାଅ: ଅମିତ ଶାହା

ନୂଆଦିଲ୍ଲୀ,୧୪।୧: ଆଦାନୀ ହିଣ୍ଡେନବର୍ଗ ଏପିସୋଡକୁ ନେଇ ବିରୋଧୀଙ୍କ ଅଭିଯୋଗ ଉପରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସରକାର କିମ୍ବା ଭାଜପାର ଲୁଚାଇବାକୁ କିଛି ନାହିଁ କିମ୍ବା ଭୟ କରିବାର ଆବଶ୍ୟକତା ନାହିଁ। ବିରୋଧୀ କେବଳ ହଙ୍ଗାମା…

କଲେଜରେ ରହିବ ଏନ୍‌ସିସି ଜିଇ ପାଠ୍ୟକ୍ରମ

ଭଞ୍ଜନଗର,୧୪।୨(ଡି.ଏନ.ଏ): ଏନ୍‌ସିସି ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ସୃଷ୍ଟି କରିବା ଲକ୍ଷ୍ୟ ନେଇ ସରକାର ଆସନ୍ତା ୨୦୨୩-୨୪ ଶିକ୍ଷାବର୍ଷଠାରୁ ସ୍ନାତକରେ ଏନ୍‌ସିସି ଜେନେରାଲ ଇଲେକ୍ଟିଭ୍‌ (ଜିଇ) ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ନିଷ୍ପତ୍ତିି ନେଇଛନ୍ତି । ଏଥିଲାଗି ଆଗାମୀ ପଦକ୍ଷେପ ନେବାପାଇଁ ବ୍ରହ୍ମପୁର…

ମାଡ଼ମାରି ଲୁଟ୍‌ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ବାଲିଗୁଡ଼ା,୧୪ା୨(ଡି.ଏନ୍‌.ଏ.): ବାଲିଗୁଡ଼ା ପୋଲିସ ଏକ ଲୁଟ ଘଟଣାର ୪ଦିନ ପରେ ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡଙ୍କୁ ଗିରଫ କରିଛି। ସେ ହେଲେ ଅଜୟ ଦିଗାଳ। ତାଙ୍କ ନିକଟରୁ ଗୋଟିଏ କାର୍‌, ଦୁଇଟି ମୋବାଇଲ ଫୋନ୍‌ ଓ ୩ ହଜାର ଟଙ୍କା ଜବତ…

ଶିକ୍ଷୟିତ୍ରୀଙ୍କ ବଦଳି ଦାବି ନେଇ ସ୍କୁଲରେ ତାଲା

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୪ା୨: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବି ଜୋର ଧରିଛି। ସୋମବାର ଅଭିଭାବକଙ୍କ ସମେତ ଗ୍ରାମବାସୀ ଏହି ଦାବି ନେଇ ବିଦ୍ୟାଳୟରେ ତାଲା ପକାଇଛନ୍ତି…

କେନ୍ଦ୍ରୀୟ ଯୋଜନା ହଡ଼ପ ବିରୋଧରେ ଆନ୍ଦୋଳନ

କେନ୍ଦୁଝର/ଚମ୍ପୁଆ,୧୪ା୨(ସ୍ବ.ପ୍ର.): କେନ୍ଦୁଝର ଲୋକସଭା କ୍ଷେତ୍ରର ବିଭିନ୍ନ ସାଂଗଠନିକ ଚର୍ଚ୍ଚାକୁ ନେଇ ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି ଶନିବାର କେନ୍ଦୁଝର ଗସ୍ତ କରିଥିଲେ। ଜିଲା ଭାଜପା କାର୍ଯ୍ୟାଳୟରେ ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ସଂଯୋଜନାରେ ଏକ ବୈଠକ ଅନୁଷ୍ଠିତ…

ତେଜିଲେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀ

ବାଲେଶ୍ୱର ଅଫିସ, ୧୪।୨: ବାଲେଶ୍ୱର ଜିଲାରେ ବିଭିନ୍ନ ଚିଟ୍‌ଫଣ୍ଡ କମ୍ପାନୀରେ ଟଙ୍କା ଜମା ରଖି କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନେ ଟଙ୍କା ଫେରସ୍ତ ପାଇଁ ‘ଆର୍ଥତ୍କ ସଂସ୍ଥାମାନଙ୍କ ଦ୍ୱାରା କ୍ଷତିଗ୍ରସ୍ତଙ୍କ ମିଳିତ ମଞ୍ଚ’ ମାଧ୍ୟମରେ ୫ଦିନ ଧରି ଜିଲାର ବିଭିନ୍ନ ତହସିଲ ଅଫିସ୍‌…

ନାଗାଲାଣ୍ଡ ନିର୍ବାଚନ ପାଇଁ ଘୋଷଣାପତ୍ର ଜାରି କରିବେ ନଡ୍ଡା

ନୂଆଦିଲ୍ଲୀ,୧୪।୨: ଆସନ୍ତା ଫେବୃୟାରୀ ୨୭ରେ ନାଗାଲାଣ୍ଡ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ସବୁ ଦଳଙ୍କ ମଧ୍ୟରେ ପ୍ରସ୍ତୁତି ଜୋରଦାର ଚାଲିଛି। ତେବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ମଙ୍ଗଳବାର ଦୁଇ ଦିନିଆ ନାଗାଲାଣ୍ଡ ଏବଂ ମେଘାଳୟ…

ରେଳ ବିକାଶରେ ଜିଲାକୁ ଅବହେଳା

ବାରିପଦା ଅଫିସ,୧୪।୨: କେନ୍ଦ୍ରର ଭାଜପା ସରକାର ରେଳ ବଜେଟ୍‌ରେ ମୟୂରଭଞ୍ଜ ଜିଲାକୁ ଅବହେଳା କରିଥିବା ଅଭିଯୋଗ ଆଣି ବିଜେଡି ପକ୍ଷରୁ ସୋମବାର ତିନି ଘଣ୍ଟିଆ ପ୍ରତିବାଦ କରାଯାଇଛି। ଜିଲା ମୁଖ୍ୟାଳୟ ବାରିପଦା, ରାଇରଙ୍ଗପୁର, କରଞ୍ଜିଆ ଓ ଉଦଳାରେ ଦଳ ବିକ୍ଷୋଭ ପ୍ରଦର୍ଶନ…

ପୁଲୱାମା ଆକ୍ରମଣକୁ ପୂରିଲା ୪ ବର୍ଷ: ଶହୀଦଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୨: ୨୦୧୯ ଫେବୃୟାରୀ ୧୪ରେ ହୋଇଥିବା ପୁଲୱାମା ଆକ୍ରମଣକୁ ଆଜି ୪ ବର୍ଷ ପୂରିଛି। ମଙ୍ଗଳବାର ଶହୀଦ ଯବାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନେ ପକାଇଛନ୍ତି। ଟୁଇଟ୍‌ରେ କରି ପ୍ରଧାନମନ୍ତ୍ରୀ କହିଛନ୍ତି,ପୁଲୱାମାରେ ଏହି ଦିନ ଆମେ ଆମର ବୀର ଯବାନଙ୍କୁ ହରାଇଥିଲୁ।…

ପେଟ୍ରୋଲ ଢାଳି ନିଆଁ ଲଗାଯାଇଛି: ଭାଜପା

ଦେବଗଡ଼,୧୪।୨(ଡି.ଏନ୍‌.ଏ.) : ଦେବଗଡ଼ ପୌରପରିଷଦ କାଉନସିଲ ହଲରେ ରବିବାର ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ଘଟଣାକୁ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛି ଭାଜପା । ଭାଜପା ପକ୍ଷରୁ ସ୍ଥାନୀୟ ବିଧାୟକଙ୍କ ବାସଭବନରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଧାୟକ…

ତୁର୍କୀ-ସିରିଆ ଭୂକମ୍ପ କ୍ଷତିଗ୍ରସ୍ତଙ୍କୁ ସାହାର୍ଯ୍ୟ କରିବାକୁ ନିବେଦନ କଲେ ପ୍ରିୟଙ୍କା

ମୁମ୍ବାଇ: ତୁର୍କୀ-ସିରିଆରେ ହୋଇଥିବା ଭୟଙ୍କର ଭୂକମ୍ପ ଯୋଗୁ ୩୬ ହଜାରରୁ ଅଧିକ ଜୀବନ ଗଲାଣି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଆହୁରି ଅନେକ ଭୁଶୁଡି ପଡିଥିବା କୋଠା ମଧ୍ୟରେ ଫସି ରହିଥିବା ଆଶଙ୍କା କରାଯାଉଛି। ତେବେ ତୁର୍କୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri