Home Left

କଳିଙ୍ଗରେ ସମର କ୍ୟାମ୍ପ ଉଦ୍‌ଯାପିତ

ଭୁବନେଶ୍ୱର,୨୩ା୫, (ସ୍ପୋଟର୍‌ସ ବ୍ୟୁରୋ): ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏକାଧିକ କ୍ରୀଡ଼ାର ସମର କ୍ୟାମ୍ପ ସୋମବାର ଉଦ୍‌ଯାପିତ ହୋଇଛି। ମେ ୧ ତାରିଖରୁ ଆରମ୍ଭ ହୋଇଥିବା ଏହି କ୍ୟାମ୍ପରେ ୫୦୦ରୁ ଅଧିକ ଶିଶୁ ଅଂଶଗ୍ରହଣ କରିଥିଲେ। ଫୁଟବଲ, ଆଥଲେଟିକ୍ସ, ଜୁଡୋ,…

ଡିସେମ୍ବର ସୁଦ୍ଧା ସବୁ ଡାକ୍ତର ପଦବୀ ପୂରଣ ହେବ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଆସନ୍ତା ଡିସେମ୍ବର ମାସ ସୁଦ୍ଧା ରାଜ୍ୟରେ ଖାଲିଥିବା ସମସ୍ତ ଡାକ୍ତର ପଦବୀ ପୂରଣ କରାଯିବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ଏହା କହିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆବଶ୍ୟକତାଠାରୁ କମ୍‌…

ସଙ୍କେତ, ବିଶାଲଙ୍କ ଶତକ, ସୋହମ, ମାଧବଙ୍କୁ ୫

ଭୁବନେଶ୍ୱର,୨୩ା୫ (ସ୍ପୋଟର୍‌ସ ବ୍ୟୁରୋ) ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ୧୬ ବର୍ଷରୁ କମ୍‌ ଆନ୍ତଃଜିଲା କ୍ରିକେଟ ଟୁର୍ନାମେଣ୍ଟର ପ୍ରଥମ ଚରଣ ଅନୁଷ୍ଠିତ ହେଉଛି। ସୋମବାର ଅନୁଷ୍ଠିତ ମ୍ୟାଚରେ ଭୁବନେଶ୍ୱର ବି, କେନ୍ଦୁଝର, ନୂଆପଡା, ବରଗଡ, ଖୋର୍ଦ୍ଧା ଓ ଗଜପତି ବିଜୟୀ…

ଆଇସିସି ନିୟମ ଉଲ୍ଲଂଘନ କରିଛନ୍ତି ଅମ୍ପାୟର ଯତୀନ

ଦୁବାଇ,୨୩।୫(ପି.ଟି.): ଭଟିଣ୍ଡାର ଜଣେ ଅମ୍ପାୟର ଯତୀନ କାଶ୍ୟପଙ୍କ ବିରୋଧରେ ଦୁର୍ନୀତି ନିବାରଣ ନିୟମ ଉଲ୍ଲଂଘନ କରିଛନ୍ତି। ୨୦୨୨ରେ କେତୋଟି ଅନ୍ତର୍ଜାତୀୟ ମ୍ୟାଚ୍‌ ଉପରେ ତଦନ୍ତ ବେଳେ ଏହା ଜଣାପଡ଼ିଥିବା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ସୋମବାର ପ୍ରକାଶ କରିଛି। କାଶ୍ୟପ କି ପ୍ରକାର…

‘ଆଇଟିସି ଓଡ଼ିଶାର ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରକୁ ସୁଦୃଢ଼ କରିବ’

ଖୋର୍ଦ୍ଧା ଅଫିସ,୨୩ା୫: ଖୋର୍ଦ୍ଧା ଶିଳ୍ପାଞ୍ଚଳଠାରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଇଟିସିର ଅତ୍ୟାଧୁନିକ ଇଣ୍ଟିଗ୍ରେଟେଡ ଗ୍ରାହକ ସାମଗ୍ରୀ ଉପତ୍ାଦନ ଏବଂ ଲଜିଷ୍ଟିକ(ଆଇସିଏମଏଲ) ସୁବିଧା କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି। ୩୫ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି କେନ୍ଦ୍ରରେ ନୂତନ କୃଷି ମୂଲ୍ୟବୋଧ…

ମ୍ୟୁଜିୟମ୍‌ରେ ମହିଳାଙ୍କ ହୃଦୟ

ଲଣ୍ଡନ: ନିକଟରେ ଜଣେ ମହିଳା ନିଜ ହୃଦୟ ଦେଖିବାକୁ ମ୍ୟୁଜିୟମ୍‌ରେ ପହଞ୍ଚିଛନ୍ତି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଇଂଲଣ୍ଡର ହମ୍‌ସିର୍‌ର ବାସିନ୍ଦା ୩୮ ବର୍ଷୀୟା ଜେନିଫର ସୁଟନ୍‌ଙ୍କ ପାଇଁ ଲଣ୍ଡନର ହଣ୍ଟେରିୟାନ୍‌ ମ୍ୟୁଜିୟମ୍‌ରେ ଅଙ୍ଗ ପ୍ରଦର୍ଶନୀରେ ନିଜ…

ମନ୍ତ୍ରୀଙ୍କ ପୁଅଙ୍କ ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ

ସମ୍ବଲପୁର,୨୩ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ମନ୍ତ୍ରୀ ଓ ନେତାମାନଙ୍କ ନାମରେ ଅନେକ ଅଭିଯୋଗ ହୋଇଆସୁଛି। ଆପରାଧିକ ମାମଲାରେ ପରୋକ୍ଷ ଓ ପ୍ରତ୍ୟକ୍ଷ ସମ୍ପୃକ୍ତ ଥିବା ନେଇ ମଧ୍ୟ ଅଭିଯୋଗ ହୋଇଛି। ଏପରି କି ନେତା ଓ ମନ୍ତ୍ରୀଙ୍କ ନାମରେ ନିଜ…

୪୦୦ ବର୍ଷ ତଳର ଫଟୋରେ ୬୦ ବର୍ଷ ତଳର ଜୋତା

ଲଣ୍ଡନ: ଟାଇମ ଟ୍ରାଭେଲ ଅର୍ଥାତ୍‌ ସମୟ ଯାତ୍ରା ହେଉଛି ଏପରି ଏକ କନ୍‌ସେପ୍ଟ, ଯାହାର ଚର୍ଚ୍ଚା ଫିଲ୍ମରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ ହୋଇଥାଏ। ହେଲେ ଏହା ସମ୍ପୂର୍ଣ୍ଣ କାଳ୍ପନିକ ଏବଂ ଅସମ୍ଭବ ପ୍ରକ୍ରିୟା। ନିକଟରେ ଏକ ପେଣ୍ଟିଂରେ ଜଣେ ପୁଅକୁ…

ମଡେଲିଂ ଛାଡ଼ି ଚଳାଉଛନ୍ତି ଟ୍ରକ୍‌

ଲଣ୍ଡନ: ଯଦି ଜଣଙ୍କୁ ମଡେଲିଂ ନଚେତ୍‌ ଟ୍ରକ୍‌ ଡ୍ରାଇଭର ହେବାକୁ କୁହାଯାଏ, ତେବେ ସେଥିରେ ସମସ୍ତେ ମଡେଲିଂକୁ ଚୟନ କରିବେ। ହେଲେ ଜଣେ ମଡେଲର ତାଙ୍କ ମଡେଲିଂ କ୍ୟାରିୟର ଛାଡ଼ି ଲୋରି ଭଳି ଭାରିଯାନ ଚଳାଉଥିବାର ଏକ ଭିଡିଓ ସୋସିଆଲ ମିଡିଆରେ…

ମାଣ୍ଡିଆ ହେରଫେର କରି ଭାରପ୍ରାପ୍ତ କ୍ଷେତ୍ର ଅଧିକାରୀ ଗିରଫ

ମାଲକାନଗିରି,୨୩ା୫(ଡି.ଏନ୍‌.ଏ.): ଆଦିବାସୀମାନେ ନିଜ ଅଞ୍ଚଳର ଜଙ୍ଗଲଜାତ ଏବଂ କୃଷିଜାତ ଦ୍ରବ୍ୟକୁ କିପରି ସୁଲଭ ମୂଲ୍ୟରେ ବିକ୍ରିକରି ସ୍ବାବଲମ୍ବୀ ହୋଇପାରିବେ ସେନେଇ ଆଦିବାସୀ ଉନ୍ନୟନ ସମବାୟ ନିଗମ ଓଡ଼ିଶା ଲିମିଟେଡ୍‌ (ଟିଡିସିସି) ଗଠନ ହୋଇଛି। ଏହି ସଂସ୍ଥା ଜିଲାର ବିଭିନ୍ନ ଅଞ୍ଚଳରେ ମିଳୁଥିବା…

ଡେଲିଗେଟ୍‌ଙ୍କୁ ‘ନାଟୁ ନାଟୁ’ ଷ୍ଟେପ୍‌ ଶିଖାଇଲେ ରାମଚରଣ

ମୁମ୍ବାଇ: ଶ୍ରୀନଗରରେ ସୋମବାରଠାରୁ ଜି-୨୦ ସମିଟ୍‌ ୩ୟ ୱାର୍କିଂ ଗ୍ରୁପ୍‌ ମିଟିଂ ଆରମ୍ଭ ହୋଇଛି। ଏହି ମିଟିଂ ୩ ଦିନ ଧରି ଚାଲିବ। ତେବେ ଏଥିରେ ଯୋଗଦେବାକୁ ସାଉଥ୍‌ ଅଭିନେତା ରାମଚରଣ ସୋମବାର ଶ୍ରୀନଗରରେ ପହଞ୍ଚିଛନ୍ତି। କଶ୍ମୀରରେ ଆୟୋଜିତ ହୋଇଥିବା ଏହି…

ଜିଆଇଏମ୍‌ରେ ମହା ନିଯୁକ୍ତି ମେଳା

କଟକ,୨୩।୫: ଗ୍ଲୋବାଲ୍‌ ଇନ୍‌ଷ୍ଟିଟ୍ୟୁଟ୍‌ ଅଫ୍‌ ମ୍ୟାନେଜ୍‌ମେଣ୍ଟ (ଜିଆଇଏମ୍‌)ରେ ଏକ ମହା ନିଯୁକ୍ତି ମେଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏମ୍‌ବିଏ ପାଠ୍ୟକ୍ରମର ଶେଷ ବର୍ଷରେ ପଢୁଥିବା ଛାତ୍ରୀଛାତ୍ରମାନଙ୍କ ନିଯୁକ୍ତି ନିମନ୍ତେ ଏହି ମେଳା ଗ୍ଲୋବାଲ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜ୍‌ମେଣ୍ଟ ଓ ଡାଇଭରସ୍‌ ସଲ୍ୟୁସନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?