ଚତୁର୍ଥୀରେ ନବଦମ୍ପତିଙ୍କ ମୃତ୍ୟୁ
ଗୋପାଳପୁର,୧୪ା୨(ଡି.ଏନ.ଏ.):ଚାରିଦିନ ଦିନ ପୂର୍ବେ ପଡ଼ିଥିଲା ହାତଗଣ୍ଠି। ପାଦରୁ ଅଳତା ଲିଭିନି। ଘରୁ ମଧ୍ୟ ବିଦା ହୋଇନାହାନ୍ତି ବନ୍ଧୁବାନ୍ଧବ। ହେଲେ ଚତୁର୍ଥୀ ଦିନରେ ଲିଭିଗଲା ନବ ଦମ୍ପତିଙ୍କ ଜୀବନ ଦୀପ। ସୋମବାର ସଡ଼କ ଦୁର୍ଘଟଣାରେ ନବଦମ୍ପତିଙ୍କ ମୃତ୍ୟୁ ଘଟଣା ଗଞ୍ଜାମ ଜିଲା ଗୋଳନ୍ଥରାରେ…
ମାଗଣାରେ ବ୍ୟବହାର କରିହେବ ସରକାରୀ ଶୌଚାଳୟ
ଭୁବନେଶ୍ବର, ୧୪ା୨(ବ୍ୟୁରୋ):ରାଜ୍ୟର ସବୁ ସହରରେ ସର୍ବସାଧାରଣଙ୍କ ନିମନ୍ତେ ଉଦ୍ଦିଷ୍ଟ ଥିବା ସରକାରୀ ଶୌଚାଳୟଗୁଡ଼ିକୁ ଲୋକମାନେ ଏଣିକି ମାଗଣାରେ ଉପଯୋଗ କରିପାରିବେ। ଏଥିପାଇଁ ଲୋକଙ୍କୁ ଆଉ କୌଣସି ଅର୍ଥ ଦେବାକୁ ପଡ଼ିବ ନାହିଁ। ରାଜ୍ୟର ସମସ୍ତ ପବ୍ଲିକ ଓ କମ୍ୟୁନିଟି ଟଏଲେଟଗୁଡ଼ିକ ସମ୍ମୁଖରେ…
ବିଓଏମ୍ର ୩ୟ ତ୍ରୈମାସିକ ଫଳାଫଳ
ନୂଆଦିଲ୍ଲୀ,୧୪।୨: ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର (ବିଓଏମ୍) ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ୩ୟ ତ୍ରୈମାସ ଶେଷ ସୁଦ୍ଧା ବିଓଏମର ଅଭିବୃଦ୍ଧି ୧୩୯ % ହାରରେ ୭୭୫ କୋଟି…
ଆର୍ବିଆଇ ପକ୍ଷରୁ ଆର୍ଥିକ ସାକ୍ଷରତା ସପ୍ତାହ
ଭୁବନେଶ୍ୱର,୧୪।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ସୋମବାର ଆର୍ଥିକ ସାକ୍ଷରତା ସପ୍ତାହ-୨୦୨୩ର ଆୟୋଜନ କରାଯାଇଥିଲା। ଏପରିକି ଚଳିତ ବର୍ଷର ଆର୍ଥିକ ସାକ୍ଷରତା ସପ୍ତାହର ଉଦ୍ଘାଟନ ଉତ୍ସବ ଆରବିଆଇର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି…
ହାଇକୋର୍ଟରେ ରାଜ୍ୟର ୩ ଡଙ୍ଗାବୁଡ଼ି ମାମଲା: ଏକତ୍ର ଶୁଣାଣି ପାଇଁ ନିର୍ଦ୍ଦେଶ
କଟକ ଅଫିସ,୧୪ା୨:ହାଇକୋର୍ଟରେ ବିଚାରାଧୀନ ଥିବା ଓଡ଼ିଶାରେ ସଂଘଟିତ ୩ଟି ଡଙ୍ଗାବୁଡ଼ି ମାମଲାର ଏକତ୍ର ଶୁଣାଣି ପାଇଁ ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଡ. ଏସ୍. ମୁରଲୀଧର ଏବଂ ବିଚାରପତି ଏମ୍.ଏସ୍. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂକ୍ରାନ୍ତ…
ରବି ନନ୍ଦ ଅସୁସ୍ଥ
ଜୟପୁର, ୧୪।୨(ନି.ପ୍ର.):ପୂର୍ବତନ ଗଣଶିକ୍ଷା ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବି ନାରାୟଣ ନନ୍ଦ ଅସୁସ୍ଥ ହୋଇଛନ୍ତି। ତାଙ୍କୁ ପ୍ରଥମେ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ବିଶାଖାପାଟଣାସ୍ଥିତ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର…
ଜୟପୁରରେ ସ୍ମାର୍ଟ ବଜାରର ଏକ୍ସକ୍ଲୁସିଭ ଆଉଟ୍ଲେଟ
ଭୁବନେଶ୍ୱର,୧୪।୨: ରିଲାଏନ୍ସ ରିଟେଲରର ପ୍ରମୁଖ ସଂସ୍ଥା ‘ସ୍ମାର୍ଟ ବଜାର’ର ଆଉ ଏକ ଏକ୍ସକ୍ଲୁସିଭ ଆଉଟଲେଟ ଓଡ଼ିଶା ବଜାରରେ ଉଦ୍ଘାଟିତ ହୋଇଯାଇଛି। ଏପରିକି କୋରାପୁଟ ଜିଲା ଜୟପୁରର ରାଜାନଗର ଚୌକ ମେନରୋଡଠାରେ ଅବସ୍ଥିତ ଏସ୍ଆର୍ ସେଣ୍ଟ୍ରାଲ ମଲ୍ ପରିସରରେ ସ୍ମାର୍ଟ ବଜାରର ନୂତନ…
ୟୁଏଫ୍ଓ: ଆମେରିକା-ଚାଇନା ମୁହାଁମୁହିଁ
ଓ୍ବାଶିଂଟନ୍/ବେଜିଂ ୧୪ା୨:ରହସ୍ୟଜନକ ଉଡ଼ନ୍ତା ବସ୍ତୁକୁ ନେଇ ବିଶ୍ୱର ଦୁଇ ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ଓ ଚାଇନା ମଧ୍ୟରେ ଆରୋପ ପ୍ରତ୍ୟାରୋପର ପର୍ବ ଆରମ୍ଭ ହୋଇଛି। ଆମେରିକା ୮ ଦିନ ଭିତରେ ୪ଟି ଅଚିହ୍ନା ଉଡ଼ନ୍ତା ବସ୍ତୁ (ୟୁଏଫ୍ଓ)କୁ ଆକାଶରୁ ଖସାଇବା ପରେ…
ବିଓବି ପକ୍ଷରୁ ‘ଡିଜିଟାଲ ଋଣ’କର୍ମଶାଳା
ନୂଆଦିଲ୍ଲୀ,୧୪।୨: ବ୍ୟାଙ୍କ ଅଫ୍ ବରୋଦା (ବିଓବି) ପକ୍ଷରୁ ନିକଟରେ ଏକ ଜାତୀୟ ସ୍ତରର କର୍ମଶାଳା ‘ଅଖିଳ ଭାରତୀୟ ହିନ୍ଦୀ ସମ୍ମିଳନୀ’ ପଞ୍ଜାବର ଅମୃତସରଠାରେ ଆୟୋଜିତ ହୋଇଯାଇଛି। ବିଶେଷକରି ବ୍ୟାଙ୍କ, ବୀମା କମ୍ପାନୀ ଏବଂ ଅନ୍ୟାନ୍ୟ ବିତ୍ତୀୟ ସଂସ୍ଥାଗୁଡିକ ନିମନ୍ତେ ‘ଡିଜିଟାଲ ଋଣ’…
ଜାନୁୟାରୀରେ ୨,୯୮,୦୯୩ ୟୁନିଟ୍ ଘରୋଇ ପିଭି ବିକ୍ରି
ନୂଆଦିଲ୍ଲୀ, ୧୪।୨: ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସ ପରେ ଦେଶରେ ଘରୋଇ ଯାତ୍ରୀବାହୀ ଗାଡ଼ି (ପିଭି) ବିକ୍ରିରେ ବୃଦ୍ଧି ଘଟିଛି। ଏପରିକି ଯାତ୍ରୀବାହୀ ଗାଡ଼ି ପ୍ରତି ଲୋକଙ୍କ ଆକର୍ଷଣ ବଢ଼ିବାରେ ଲାଗିଛି। ବିଶେଷକରି ୨୦୨୩ ଜାନୁୟାରୀରେ ୨,୯୮,୦୯୩ ୟୁନିଟ୍ ପିଭି…
‘ପିର୍ଭାକରନ ଜୀବିତ’
ତାଞ୍ଜାଭୁର,୧୪ା୨:ଶ୍ରୀଲଙ୍କା ସରକାର ଏଲ୍ଟିଟିଇ ମୁଖ୍ୟ ଭେଲୁପିଲ୍ଲାଇ ପିର୍ଭାକରନଙ୍କୁ ମୃତ ଘୋଷଣା କରିବାର ୧୪ ବର୍ଷ ପରେ ସେ ଜୀବିତ ଥିବା ନେଇ ତାମିଲନାଡୁର ପୂର୍ବତନ ରାଜନେତା ତଥା ବିଶ୍ୱ ତାମିଲ ମହାସଂଘର ଅଧ୍ୟକ୍ଷ ପାଝା ନେଦୁମାରାନ ସୋମବାର ଦାବି କରିଛନ୍ତି। ଲିବରେଶନ…
ଖୁଚୁରା ମୁଦ୍ରାସ୍ଫୀତି ବୃଦ୍ଧି: ଦର ବଢ଼ିବ
ନୂଆଦିଲ୍ଲୀ,୧୪।୨:ଭାରତର ଖୁଚୁରା ମୁଦ୍ରାସ୍ଫୀତି ଗତ ଜାନୁୟାରୀରେ ୬.୫୨ ପ୍ରତିଶତକୁ ବୃଦ୍ଧି ପାଇଛି, ଯାହାକି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ)ର ଧାର୍ଯ୍ୟ ସୀମାଠାରୁ ଯଥେଷ୍ଟ ଅଧିକ। ପୂର୍ବ ମାସରେ ମୁଦ୍ରାସ୍ଫୀତି ୫.୭ ପ୍ରତିଶତ ରହିଥିଲା। ପୂର୍ବ ମାସରେ ମୁଦ୍ରାସ୍ଫୀତି ୦.୪ ପ୍ରତିଶତ ହ୍ରାସ…
Archives


