ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ
ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି ନାହିଁ । ଏହାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ଲାଗି ରହିଛି। ଏହି…
ଗଣତନ୍ତ୍ରରେ ଭୋଟର ତାଲିକା
ଭୋଟର ତାଲିକାର ସ୍ବଚ୍ଛତା ହେଉଛି ଏକ ସୁଦୃଢ଼ ଗଣତନ୍ତ୍ରର ମାନଦଣ୍ଡ। ଭାରତୀୟ ସମ୍ବିଧାନର ଧାରା ୩୨୪(୧) ଅନୁଯାୟୀ, ଦେଶରେ ନିରପେକ୍ଷ ଏବଂ ସ୍ବଚ୍ଛ ନିର୍ବାଚନ ପରିଚାଳଣା ସହ ଏକ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ କରିବାର ସର୍ବୋଚ୍ଚ ଅଧିକାର, ନିର୍ଦ୍ଦେଶନା ଏବଂ…
ସଫଳ ସାହିତ୍ୟ ସ୍ରଷ୍ଟା
ସୃଷ୍ଟିରେ ଜଣେ ସାରସତ୍ତ୍ୱ ସାଧକ ସାହସର ସହ ସମାଜର ବାସ୍ତବ ଚିତ୍ରକୁ ପ୍ରକାଶ କରିଥାଏ। ସାହିତ୍ୟରେ ଅଙ୍ଗୀକାରବଦ୍ଧତା ରହିଲେ, ତାହା ଯାବତୀୟ ସଂଶୟ ଏବଂ ଯାବତୀୟ ବାଡ଼ଠାରୁ ଅଧିକ ବୃହତ୍ କୌଣସି ଅମୂଲ୍ୟ ସମ୍ପଦ ସମାଜକୁ ଭେଟି ଦେଇପାରିବ। ଅଙ୍ଗୀକାରବଦ୍ଧ ମଣିଷ…
ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ
ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି। ମୃତ ମହିଳା ହେଲେ ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଗ୍ରାମର…
ରାସ୍ତା ପାଲଟିଛି ମରଣଯନ୍ତା: ହାଇୱା ଗାଡ଼ି ଚଳାଚଳରୁ ରାସ୍ତା କ୍ଷତିଗ୍ରସ୍ତ
ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ବିଭିନ୍ନ ରାସ୍ତାର ଉନ୍ନତିକରଣ ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏହି ଯୋଜନାରେ ରାସ୍ତାଘାଟ ମଧ୍ୟ ନିର୍ମିତ ହେଉଛି। ମାତ୍ର ନିୟମିତ ବହୁସଂଖ୍ୟକ ବାଲି, ମାଟି ବୋଝେଇ ଗାଡ଼ି ଗୁଡ଼ିକ ରାସ୍ତାରେ ଚଳାଚଳ…
ଇରାନ ଉପରୁ କଟକଣା ହଟାଇଲା ଆମେରିକା: ଭାରତକୁ ମିଳି ନ ପାରେ ବିଶେଷ ଲାଭ
ଦୁବାଇ,୨୪ା୬: ନୂଆ ଶାନ୍ତି ଚୁକ୍ତିର ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକା ଇରାନ ଉପରୁ ସମସ୍ତ ପ୍ରତିବନ୍ଧକ ୬୦ ଦିନ ପାଇଁ ହଟାଇ ଦେଇଛି। ତେବେ ଯଦି ଇରାନ ଚୁକ୍ତି ଅନୁଯାୟୀ ପ୍ରତିଶ୍ରୁତି ପାଳନ ନ କରେ, ତେବେ ଯାହା କରିବାକୁ…
ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…
ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ କଟକଣା ଏବଂ ଏଥିରେ ରହିଥିବା ତ୍ରୁଟି ଧାନ କିଣାବିକାରେ ପ୍ରମୁଖ ସମସ୍ୟା ପାଲଟିଛି।…
ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି
ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି ବିଶ୍ୱାସ କରାଯାଉଥିଲା। କିନ୍ତୁ ବିବାହ ପାଇଁ କଥା ଦେଇଥିବା ପ୍ରେମିକା ଯୋଜନାବଦ୍ଧ ଭାବେ…
୧ରେ ରାଜ୍ୟ କ୍ୟାବିନେଟ୍: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ
ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ହେବାକୁ ଥିବା ୪୩ତମ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ୍) ବୈଠକରେ ୭ଟିରୁ…
ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…
ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି ମାମଲାରେ ଟ୍ୟୁସନ୍ ଶିକ୍ଷକ ନିରଞ୍ଜନ ମିଶ୍ରଙ୍କୁ ଗିରଫ କରିଛି। ଅଭିଯୋଗ ଅନୁଯାୟୀ, ମଞ୍ଚେଶ୍ୱର…
ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…
ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ ଅନିୟମିତତା ଅଭିଯୋଗ। ଚାଷୀଙ୍କ ଟୋକନ ତାଲିକାରେ ଚଞ୍ଚକତା କରି ପଛରେ ଥିବା ଚାଷୀଙ୍କୁ…
ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…
ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର କରିଛନ୍ତି, ଯାହାକୁ ଦେଖିବା ପରେ ସମସ୍ତେ ଏହା ଉପରେ ଭଲପାଇବା ଅଜାଡ଼ି ଦେଉଥିବା…

