Home Left

ବିଦ୍ୟାଳୟ ନବୀକରଣ କାର୍ଯ୍ୟର ହିସାବ ନାହିଁ

ପାରାଦୀପ,୧୨।୨(ସ୍ବ.ପ୍ର.): ପାରାଦୀପ ପୌରାଞ୍ଚଳରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରତିବର୍ଷ ଅନେକ ସରକାରୀ କାର୍ଯ୍ୟାଳୟ ମରାମତି, ନବୀକରଣ, ରୂପାନ୍ତରୀକରଣ କରାଯାଇଛି। ଏଥିସହ କିଛି ନୂତନ ସରକାରୀ ଅନୁଷ୍ଠାନ ନିର୍ମାଣ ଚାଲିଛି। ଅପରପକ୍ଷେ ଅନେକ ସମୟରେ ଏନେଇ ସୂଚନା ଅଧିକାର ଆଇନ ଜରିଆରେ ତଥ୍ୟ ମଗାଇଲେ…

‘ସାମାଜିକ ଗଣମାଧ୍ୟମରେ କ୍ଷୟ ହେଉଛି ସତ୍ୟ’

କଟକ ଅଫିସ,୧୨।୨: ଓଡ଼ିଶା ହାଇକୋର୍ଟ ପକ୍ଷରୁ ୨ ଦିନିଆ ଜିଲା ଜଜ୍‌ ସମ୍ମିଳନୀ କଟକସ୍ଥିତ ଓଡ଼ିଶା ଜୁଡିସିଆଲ ଏକାଡେମୀଠାରେ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ସୁପ୍ରିମକୋର୍ଟ ବିଚାରପତି ସଞ୍ଜୀବ ଖାନ୍ନା ଏହାକୁ ଉଦ୍‌ଘାଟନ କରି କହିଥିଲେ, ଭାରତୀୟ ସଂସ୍କୃତି ମୁକୁଟରେ ଓଡ଼ିଶା ହେଉଛି…

ଜାପାନରେ ଦ୍ୱୀପ କିଣିଥିବା ଦାବି କଲେ ଚାଇନା ମହିଳା…

ବେଜିଂ,୧୨।୨ : ଜାପାନ ଟାଇମ୍ସରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଚାଇନାର ଜଣେ ମହିଳା ଜାପାନର ଓକିନାୱା ପ୍ରଦେଶରେ ଏକ ଦ୍ୱୀପ କିଣିଥିବା ଦାବି କରିଛନ୍ତି। ତେବେ ମହିଳାଙ୍କ ପରିଚୟ ପ୍ରକାଶ କରାଯାଇ ନାହିଁ ଏବଂ ତାଙ୍କ ବୟସ ପ୍ରାୟ ୩୦ ବର୍ଷ…

୫ ଦଫା ଦାବିରେ ଆଦିବାସୀଙ୍କ ରେଳପଥ ଅବରୋଧ

କଳିଙ୍ଗନଗର,୧୨।୨(ଡି.ଏନ.ଏ.): ସାଙ୍ଗେଲ ଅଭିଯାନ କେନ୍ଦୁଝର ଜୋନାଲ କମିଟି ପକ୍ଷରୁ ଶନିବାର ୫ ଦଫା ଦାବିରେ ଯାଜପୁର-କେନ୍ଦୁଝର ରୋଡ୍‌ ରେଳଷ୍ଟେଶନରେ ରେଳପଥ ଅବରୋଧ କରାଯାଇଛି। ମାରାଂବୁରୁ ଅର୍ଥାତ ପାରସନାଥ ପର୍ବତ ଜୈନ ଧର୍ମାବଲମ୍ବୀଙ୍କଠାରୁ ଫେରାଇ ଆଦିବାସୀ ସମାଜକୁ ହସ୍ତାନ୍ତର କରିବା, ୧୫ ନଭେମ୍ବର…

୧୦ ବର୍ଷରୁ କମ୍‌ ପିଲାଙ୍କୁ ଏହି ରେଷ୍ଟୁରାଣ୍ଟ ମନା, କାରଣ ଜାଣିଲେ…

ବେଳେବେଳେ ଲୋକଙ୍କ ଉପରେ ଅଜବ ପ୍ରତିବନ୍ଧକ ଲଗାଯାଇଥାଏ। ଠିକ୍‌ ସେମିତି ଆମେରିକାର ନ୍ୟୁ ଜର୍ସିର ଏକ ଲୋକପ୍ରିୟ ଇଟାଲୀ ରେଷ୍ଟୁରାଣ୍ଟରେ ଅଜବ ନିୟମ ଦେଖିବାକୁ ମିଳିଛି। ୧୦ ବର୍ଷରୁ କମ୍‌ ପିଲାମାନଙ୍କୁ ଖାଇବାକୁ ବାରଣ କରିଛି। ଟିଣ୍ଟନ ଫଲ୍ସର ନେଟି ହାଉସ…

ଫାର୍ମ ହାଉସ୍‌ରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ପାଣିକୋଇଲି,୧୨।୨(ଡି.ଏନ.ଏ.): ପାଣିକୋଇଲି ଥାନା ପାଣିକୋଇଲି ପଞ୍ଚାୟତ ଅନ୍ତର୍ଗତ ମଣିପୁର ଗ୍ରାମରେ ଥିବା ଏକ ଫାର୍ମ ହାଉସରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଫାର୍ମ ହାଉସରେ ଥିବା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ଓ ଗଛ ଜଳି ପାଉଁଶ…

୮୦ ଷ୍ଟଲରେ ହେଉଛି କିଣାବିକା

କେନ୍ଦୁଝର,୧୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା କାଳୀପଡ଼ିଆରେ ଦ୍ୱିତୀୟ ଓଡ଼ିଶା ଗ୍ରାମ୍ୟ ମେଳା ଉଦ୍‌ଘାଟିତ ହୋଇଯାଇଛି। ମେଳାର ଆବାହକ ସଞ୍ଜୟ ସାହୁଙ୍କ ସଭାପତିତ୍ୱରେ କେନ୍ଦୁଝରଗଡ଼ ପୌରପାଳିକା ଅଧ୍ୟକ୍ଷା ନିକୁ ସାହୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥିଭାବେ ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକ ସୁଧା ଦାସ ଅତିଥିଭାବେ…

ସୋରିଷ କ୍ଷେତ ବୁଲି ଦେଖିଲେ ମୁଖ୍ୟ ଶାସନ ସଚିବ

ବାଲେଶ୍ୱର ଅଫିସ, ୧୨।୨: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର ଦୁଇ ଦିନିଆ ବାଲେଶ୍ୱର ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ସେ ସିମୁଳିଆ ବ୍ଲକର ମଇତାପୁର ପଞ୍ଚାୟତ ଗସ୍ତ କରି ସେଠାରେ ମିଶନଶକ୍ତି ମା’ ମାନଙ୍କ…

ରାଷ୍ଟ୍ରପତିଙ୍କୁ ଧାନରେ ନିର୍ମିତ କୋଣାର୍କ ମନ୍ଦିର ଉପହାର ଦେଲେ ଶିଳ୍ପୀ

ମହାକାଳପଡ଼ା,୧୨।୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲାଠାରେ ଥିବା ଏକ ସିମେଣ୍ଟ ପ୍ରଡକ୍ଟ କାରଖାନରେ ଜଣେ ମିସ୍ତ୍ରୀ ଭାବେ କାମ କରନ୍ତି ଯଶୋବନ୍ତ ମଲ୍ଲିକ ା ବୟସ ୩୦ ା ତାଙ୍କ ନିଜ ଘର ଯାଜପୁର ା ତେବେ ବିନା…

ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା ଅଭିଯୋଗ

ବାଲିକୁଦା,୧୧।୨(ସ୍ବ.ପ୍ର.): ବନ୍ଦର ସାମୁଦ୍ରିକ ଥାନା ଅଧୀନ ଫୁଲୁପାଟଣା ଗ୍ରାମର ସୁଜିତ ବେହେରାଙ୍କ ସ୍ତ୍ରୀ ଟୁକୁନିଙ୍କ ମୃତଦେହ ତାଙ୍କ ଶୋଇବା ଘରୁ ଶନିବାର ରାତିରେ ଜବତ ହୋଇଛି। ଅପରପକ୍ଷେ ଝିଅକୁ ଯୌତୁକ ପାଇଁ ଶାଶୁ ଘର ଲୋକେ ହତ୍ୟା କରିଛନ୍ତି ବୋଲି ବାପଘର…

ଜାଭେଦ୍‌ ଅଲ୍ଲୀଙ୍କ ସଂଗୀତରେ ଝୁମିଲେ ଦର୍ଶକ

ଯାଜପୁର ଟାଉନ,୧୨।୨(ଡି.ଏନ.ଏ.): ଯାଜପୁର ଜିଲା ମହୋତ୍ସବର ୪ର୍ଥ ସନ୍ଧ୍ୟା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଲିଉଡ୍‌ ଓ ଓଲିଉଡ୍‌ କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଓଲିଉଡ୍‌ ଗାୟିକା ସୋହିନି, ଶଶାଙ୍କ ଶେଖର, ଅମ୍ରିତା ଭାରତୀ ପଣ୍ଡାଙ୍କ ସଂଗୀତ ଦର୍ଶକଙ୍କ…

ଡାକ୍ତରଖାନାରେ ୪୦ଘଣ୍ଟା ପଡ଼ିରହିଲା ମୃତଦେହ

ରାଜନଗର,୧୨।୨(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବଙ୍ଗୀୟ ବହୁଳ ତାଳଚୁଆ ଅଞ୍ଚଳର ଜଣେ ବିବାହିତ ମହିଳାଙ୍କ ସନ୍ଦେହନକ ମୃତ୍ୟୁ ଘଟିଛି। ଇତିମଧ୍ୟରେ ୪୦ ଘଣ୍ଟା ବିତିଥିଲେ ମଧ୍ୟ ରାଜନଗର ଗୋଷ୍ଠୀକେନ୍ଦ୍ରରେ ମୃତଦେହ ପଡ଼ି ରହିଛି ା ମୃତଦେହକୁ ଛାଡ଼ି ଶାଶୁଘର ଓ ବାପଘର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri