Home Left

ପ୍ରତିଶ୍ରୁତିରେ ଅଟକିଛି ବିକାଶ

ବାଙ୍ଗିରିପୋଷି,୧୧।୨(ଡି.ଏନ.ଏ.): ଗ୍ରାମାଞ୍ଚଳ ଲୋକଙ୍କ ସୁବିଧା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁ ଯୋଜନା କାର୍ଯ୍ୟକାରୀ ହେଉଛି। ମାତ୍ର ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ କାଳିଆମି ଗଁାର ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ ହୋଇଛନ୍ତି। ବ୍ଲକ ସଦର ମହକୁମାଠାରୁ ମାତ୍ର ୪…

କିଡ଼ନୀ ପ୍ରତିରୋପଣ ପରେ ଆଜି ଭାରତ ଫେରିବେ ଲାଲୁ ଯାଦବ

ନୂଆଦିଲ୍ଲୀ,୧୧।୨: ଆରଜେଡି ସୁପ୍ରିମୋ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ସିଙ୍ଗାପୁରରେ ସଫଳ କିଡ଼ନୀ ପ୍ରତିରୋପଣ ପରେ ଶନିବାର ଭାରତ ଫେରିବେ। ଏନେଇ ଲାଲୁଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ଟୁଇଟ୍‌ କରି…

ବିଭିନ୍ନ ଯୋଜନାର ସମୀକ୍ଷା କଲେ ଷ୍ଟାଣ୍ଡିଂ କମିଟି

ପାରଳାଖେମୁଣ୍ଡି, ୧୧ା୨(ଡି.ଏନ୍‌.ଏ): ବିଭାଗୀୟ ଅନୁବନ୍ଧିତ ଷ୍ଟାଣ୍ଡିଂ କମିଟି ସବ କମିଟି ଶୁକ୍ରବାର ଗଜପତି ଜିଲା ଗସ୍ତରେ ଆସି ସହ ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି। ଖାଦ୍ୟ ଯୋଗାଣ, ସମବାୟ ଏବଂ ହସ୍ତତନ୍ତ୍ର ଓ ବୟନ ଶିଳ୍ପ ବିଭାଗର ବିଭିନ୍ନ ଯୋଜନାର କାର୍ଯ୍ୟକାରିତା…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରଶାସନ ତତ୍ପର

କେନ୍ଦୁଝର,୧୧।୨(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୩ ତାରିଖରେ କେନ୍ଦୁଝର ଜିଲା ଗସ୍ତରେ ଆସୁଥିବା ନେଇ ଦଳୀୟ ସୂତ୍ରରୁ ଜଣାପଡ଼ିଛି। ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଥିଲେ ହେଁ ଅଧିକାରୀସ୍ତରରେ କାର୍ଯ୍ୟକ୍ରମ ନେଇ କୌଣସି ସୂଚନା ଦିଆଯାଇନାହିଁ। ଗ୍ରସ୍ତ…

ଚାଉଳ ରାଜନୀତି: ୧୫ରେ ଆନ୍ଦୋଳନ କରିବ ବିଜେଡି

ଭଞ୍ଜନଗର,୧୧ା୨(ଡି.ଏନ.ଏ): ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଗତ ଡିସେମ୍ବର ମାସରୁ ବନ୍ଦ ହୋଇଯାଇଛି । ଏହାଦ୍ୱାରା ଭଞ୍ଜନଗର ଉପଖଣ୍ଡର ୮ଟି ବ୍ଲକ ଏବଂ ୫ଟି ଏନ୍‌ଏସିର ପ୍ରାୟ ୯ ଲକ୍ଷ ହିତାଧିକାରୀ ପ୍ରଭାବିତ ହୋଇଛନ୍ତି । ଯାହାକୁ ନେଇ ଭଞ୍ଜନଗର…

ମଦ ଦୁର୍ନୀତି ମାମଲା: ଏମ୍‌ପିଙ୍କ ପୁଅ ଗିରଫ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶୁକ୍ରବାର ଓ୍ବାଇଏସ୍‌ଆର୍‌ସିପି ଏମ୍‌ପି ମାଗୁଣ୍ଟା ଶ୍ରୀନିବାସୁଲା ରେଡ୍ଡୀଙ୍କ ପୁଅ ମାଗୁଣ୍ଟା ରାଘବଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ମଦ କାରବାର ସମ୍ପର୍କରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମାଗୁଣ୍ଟା ଶ୍ରୀନିବାସାଲୁ ରେଡ୍ଡୀଙ୍କୁ…

ଆନ୍ତଃ ବିଶ୍ୱବିଦ୍ୟାଳୟ ଚେସ୍‌ରେ ସାଇନାଙ୍କ ଚମକ

ଭୁବନେଶ୍ୱର, ୧୦।୨ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ମହିଳା ଅନ୍ତର୍ଜାତୀୟ ମାଷ୍ଟର (ଡବ୍ଲ୍ୟୁଆଇଏମ୍‌) ସାଇନା ସାଲୋନିକା ଆନ୍ତଃ ବିଶ୍ୱବିଦ୍ୟାଳୟ ଚେସ୍‌ରେ ଚମକ ଦେଖାଇଛନ୍ତି। ସାଇନାଙ୍କ ନେତୃତ୍ୱରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଦଳ ଉତ୍ତରାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ ଚେସ୍‌ ଟୁର୍ନାମେଣ୍ଟରେ ଚାମ୍ପିୟନ ହୋଇଛି। ସାଇନା ସମ୍ପ୍ରତି…

ମହାଗୁଡ଼ାରେ ୧୦ ବଖରା ଜଳିଗଲା

ଭଞ୍ଜନଗର,୧୧ା୨(ଡି.ଏନ.ଏ): ଭଞ୍ଜନଗର ତହସିଲ ଅନ୍ତର୍ଗତ ସାନକୋଦଣ୍ଡା ପଞ୍ଚାୟତ ମହାଗୁଡ଼ାରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୬ ପରିବାରର ୬ବଖରା ଏବଂ ୪ ଗୁହାଳ ଜଳିଯାଇଛି । ଏଥିସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତିି ପୋଡ଼ି ପାଉଁଶ ହୋଇଯାଇଛି। ଭଞ୍ଜନଗର ଅଗ୍ନିଶମ ଏବଂ ଜରୁରୀକାଳୀନ…

କ୍ରିଷ୍ଟିଆନୋ ରୋନାଲ୍‌ଡୋଙ୍କ ୪ ଗୋଲ୍‌

ମିକ୍କା, ୧୧ା୨ (ସାଉଦି ଆରବ): କ୍ରିଷ୍ଟିଆନୋ ରୋନାଲ୍‌ଡୋ ତାଙ୍କ ନୂଆ ସାଉଦି ଆରବ ଟିମ୍‌ ଅଲ୍‌ ନାସେର ଦଳ ତରଫରୁ ଖେଳିବା ଆରମ୍ଭ କରି ଏକ ମ୍ୟାଚ୍‌ରେ ୪ ଗୋଲ ସ୍କୋର କରିଛନ୍ତି। ଫଳରେ ଘରୋଇ ଲିଗ୍‌ରେ ତାଙ୍କ ଗୋଲ୍‌ ସଂଖ୍ୟା…

ଏୟାରଷ୍ଟ୍ରିପ୍‌ ସମ୍ପ୍ରସାରଣ ତଦାରଖ କଲେ ଜିଲାପାଳ

ଗୋପାଳପୁର,୧୧ା୨(ଡି.ଏନ.ଏ.): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ନିକଟରେ ଥିବା ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରୁ ବିମାନ ଚଳାଚଳ ପାଇଁ ଦୀର୍ଘ ବର୍ଷ ଧରି ଦାବି ହୋଇଆସୁଥିଲା। ଏନେଇ ଶୁକ୍ରବାର ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ବିଭୀଗୀୟ କର୍ତ୍ତୃପକ୍ଷଙ୍କ ସହ ଏୟାରଷ୍ଟ୍ରିପ ସମ୍ପ୍ରସାରଣ କାର୍ଯ୍ୟ ତଦାରଖ କରିଛନ୍ତି। ବର୍ତ୍ତମାନ…

ଖଦି ପିନ୍ଧିଲେ ବିଶ୍ୱବିଦ୍ୟାଳୟ କର୍ମକର୍ତ୍ତା

ବ୍ରହ୍ମପୁର ଅଫିସ,୧୧ା୨: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ସମସ୍ତ କର୍ମକର୍ତ୍ତା (ଶିକ୍ଷକ ଓ ଅଣଶିକ୍ଷକ) ଖଦି ବସ୍ତ୍ର ପରିଧାନ କରି ପ୍ରଶାସନିକ କୋଠା ସମ୍ମୁଖରେ ଏକତ୍ରିତ ହୋଇଥିଲେ। ସପ୍ତାହର ଗୋଟିଏ ଦିନ (ପ୍ରତି ଶୁକ୍ରବାର) ସମସ୍ତ କର୍ମକର୍ତ୍ତା ଖଦି ବସ୍ତ୍ର ପିନ୍ଧିବାକୁ ଗତ…

ଓଡ଼ିଶା ଏଫ୍‌ସିରେ ଯୋଗଦେଲେ ବାଲା ଦେବୀ

ଭୁବନେଶ୍ୱର,୧୦ା୨(ସ୍ପୋଟର୍‌ସ ବ୍ୟୁରୋ):ଓଡ଼ିଶା ଏଫ୍‌ସି ମହିଳା ଦଳରେ ଯୋଗ ଦେଇଛନ୍ତି ଭାରତୀୟ ଫୁଟ୍‌ବଲ ଦଳର ଅଧିନାୟିକା ବାଲା ଦେବୀ। ଆଇଏସ୍‌ଏଲ୍‌ର ଆସନ୍ତା ସଂସ୍କରଣ ପାଇଁ ବାଲା ଦେବୀ ଓଏଫ୍‌ସି ସହିତ ଏକ ବର୍ଷର ଚୁକ୍ତି ସ୍ବାକ୍ଷର କରିଛନ୍ତି। ମଣିପୁରର ଇମ୍ଫାଲରେ ଜନ୍ମିତ ବାଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri