Home Left

ଅନ୍ତର୍ଜାତୀୟ ସହାୟତା ଲୋଡ଼ିଲା ଚାଇନା

ବେଜିଂ,୧୭ା୫: ଚାଇନାର ଏକ ମାଛଧରା ବୋଟ୍‌ ଭାରତ ମହାସାଗରରେ ବୁଡ଼ିଯାଇଛି। ସେଥିରେ ଥିବା ୩୯ଜଣ ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରେ ୧୭ ଚାଇନା କ୍ରିଉ ମେମ୍ବର, ୧୭ ଇଣ୍ଡୋନେସିଆ ନାଗରିକ ଓ ୫ ଜଣ ଫିଲିପାଇନ୍ସର ଥିଲେ। ନିଖୋଜଙ୍କୁ ଉଦ୍ଧାର କରିବା…

ଜମିର କିସମ ପରିବର୍ତ୍ତନକୁ ବିରୋଧ କରି ତହସିଲ କାର୍ଯ୍ୟାଳୟ ଘେରାଉ

କେନ୍ଦୁଝର,୧୭ା୫(ସ୍ବ.ପ୍ର.): ସଦର ତହସିଲ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତର ବୀରକିଶୋରପୁର ଗ୍ରାମରେ ସରକାରୀ ଜମିର କିସମ ପରବର୍ତ୍ତନ ଏବଂ ଉଚ୍ଛେଦ ପାଇଁ ଗ୍ରାମବାସୀଙ୍କୁ ନୋଟିସ୍‌ କରାଯାଇଛି। ଏହି ଜମିକୁ ଇଡ୍‌କୋ ମାଧ୍ୟମରେ ଅଧିଗ୍ରହଣ ପରେ ଏକ ଇସ୍ପାତ କାରଖାନା ପାଇଁ ହସ୍ତାନ୍ତର କରାଯିବ।…

୨ ଫେରାର ଅଭିଯୁକ୍ତଙ୍କ ଘରେ ଲାଗିଲା ନୋଟିସ

ମାଲକାନଗିରି, ୧୭ା୫ (ଡି.ଏନ.ଏ.): ମାଲକାନଗିରି ଜିଲା ତଣ୍ଡାପାଲି ଗ୍ରାମର ମନୋଜ ମାଡକାମିଙ୍କ ନାମରେ ନାଗପୁର ସହର କାଲମାନା ଥାନାରେ ଏନଡିପିଏସ୍‌ ମାମଲା ରହିଥିଲା। ନାଗପୁର ପୋଲିସ ତାଙ୍କୁ ଖୋଜୁଥିବା ବେଳେ ସେ ଦୀର୍ଘ ଦିନ ହେଲା ଫୋରର ରହିଛନ୍ତି। ମନୋଙ୍କୁ ବାରମ୍ବାର…

ପ୍ରୋଫେଟ୍‌ ମହମ୍ମଦଙ୍କ ଉପରେ ଆପତ୍ତିଜନକ ପୋଷ୍ଟକୁ ନେଇ ଉତ୍ତେଜନା

ଶାହଜାହାନପୁର,୧୭ା୫: ସୋସିଆଲ ମିଡିଆରେ ପ୍ରୋଫେଟ୍‌ ମହମ୍ମଦଙ୍କ ଉପରେ ଜଣେ ଯୁବକ ଶେୟାର କରିଥିବା ଏକ ଆପତ୍ତିଜନକ ପୋଷ୍ଟକୁ ନେଇ ଉତ୍ତର ପ୍ରଦେଶର ଶାହଜାହାନପୁର ଜିଲାସ୍ଥିତ ତିଲହାରରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଜିଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି…

ଭିଜିଲାନ୍ସ ଜାଲରେ ସିଡିପିଓ, କିରାଣି

କୋରାପୁଟ, ୧୭।୫(ସ୍ବ.ପ୍ର.): କୋରାପୁଟ ଜିଲା ବନ୍ଧୁଗାଁ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପରେ ଅଙ୍ଗନୱାଡ଼ି କର୍ମୀ ନିଯୁକ୍ତି ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ କାର୍ଯ୍ୟାଳୟର ବରିଷ୍ଠ କିରାଣି ଅଶ୍ୱିନୀ…

ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୭ା୫(ସ୍ବ.ପ୍ର.): ବୁଧବାର ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷ ଅବନୀକାନ୍ତ ସାହୁ କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। ଅଧ୍ୟକ୍ଷଙ୍କ ସହିତ ୟୁନିସେଫର ପରାମର୍ଶଦାତା ତମଲ ରେଜା ପରିଦର୍ଶନରେ ଆସିଛନ୍ତି। ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲା ପରିଷଦ, କେନ୍ଦୁଝର ବିଷ୍ଣୁ…

ସଲମାନଙ୍କ ଭଉଣୀଙ୍କ ଘରୁ ୫ ଲକ୍ଷ ଟଙ୍କାର କାନଫୁଲ ଚୋରି କରି ବନ୍ଧାହେଲେ ଚାକର

ମୁମ୍ବାଇ: ସଲମାନ ଖାନ୍‌ଙ୍କ ଭଉଣୀ ଅର୍ପିତାଙ୍କ ଘରୁ ମଙ୍ଗଳବାର ରାତିରେ ଚୋରି ହୋଇଥିଲା। ଏହା ପରେ ସେ ପୋଲିସ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗ ଦାୟର ପରେ ପୋଲିସ ଅର୍ପିତାଙ୍କ ଚାକରଙ୍କୁ ଗିରଫ କରିଛି। ଅର୍ପିତାଙ୍କ ହୀରାର ଏକ କାନଫୁଲ ତାଙ୍କ…

ବଜ୍ରକାପ୍ତା ବିକ୍ରି ପାଇଁ କରିଥିଲେ ଅପେକ୍ଷା: ମାଡ଼ିବସିଲା ଏସ୍‌ଟିଏଫ୍‌

ସୋନପୁର,୧୭ା୫(ନି.ପ୍ର.): କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ସୁବର୍ଣ୍ଣପୁର ଜିଲା ଲଛିପୁର ଥାନା ତିଲେଇମାଲ-ଖେମୁଡିଆମୁଣ୍ଡା ରାସ୍ତାରେ ଚଢାଉ କରି ୨ଟି ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି। ଅଢେଇ ଫୁଟ୍‌ ଲମ୍ବ ମା’ ବଜ୍ରକାପ୍ତାର ଓଜନ ୭କିଲୋ ଓ ଛୁଆ ବଜ୍ରକାପ୍ତାର ଓଜନ ୩ କିଲୋ।…

ଯାତ୍ରୀବାହୀ ବସ୍‌-ସ୍କୁଟି ମୁହାଁମୁହିଁ: ଜଣେ ମୃତ, ଜଣେ ଗୁରୁତର

ହିଞ୍ଜିଳିକାଟୁ,୧୭ା୫(ଡି.ଏନ୍‌.ଏ.): ବୁଧବାର ଅପରାହ୍ନରେ ୫୯ ନଂ ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ସାରୁ-ସମରଝୋଳ ମଧ୍ୟବର୍ତ୍ତୀ ରାସ୍ତାରେ ଯାତ୍ରୀବାହୀ ବସ୍‌ ସହ ସ୍କୁଟି ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଲେ…

ଟସ୍‌ ଜିତି ପଞ୍ଜାବର ବୋଲିଂ ନିଷ୍ପତ୍ତି

ଧର୍ମଶାଳା,୧୭।୫: ଧର୍ମଶାଳା ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯାଉଥିବା ଆଇପିଏଲର ୬୪ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ଅଧିନାୟକ ଶିଖର ଧାଓ୍ବନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ପ୍ରଥମେ…

ହତ୍ୟାକାରୀଙ୍କୁ ଆଜୀବନ ଜେଲ

କେନ୍ଦୁଝର,୧୭।୫(ସ୍ବ.ପ୍ର.): ଜଣେ ବୃଦ୍ଧା ହତ୍ୟା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। କେନ୍ଦୁଝର ଦୌରାଜଜ୍‌ ଚିତ୍ତରଞ୍ଜନ ମହାପାତ୍ର ଅଭିଯୁକ୍ତ ଦେବାନନ୍ଦ ନାଏକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରିକି ଅଭିଯୁକ୍ତଙ୍କୁ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ…

୫୦୦ ଟଙ୍କା ଭତ୍ତା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ ବିଏସ୍‌ଏସ୍‌ଓ, ଧରିଲା ଭିଜିଲାନ୍ସ

ବେଗୁନିଆପଡ଼ା,୧୭ା୫(ଡି.ଏନ୍‌.ଏ.): ୫୦୦ ଟଙ୍କା ଭତ୍ତା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ବିଏସ୍‌ଏସ୍‌ଓ। ବାର୍ଦ୍ଧକ୍ୟ ଭତ୍ତା କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ବିଏସ୍‌ଏସ୍‌ଓଙ୍କୁ ଭିଜିଲାନ୍ସ ଧରିଛି। ବ୍ରହ୍ମପୁର ଖଲ୍ଲିକୋଟ ଅଞ୍ଚଳରେ ଏପରି ଘଟଣା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?