Home Left

ମାସକ ଲାଗି ରାଜଧାନୀରେ ନିର୍ମାଣ କାର୍ଯ୍ୟକୁ ମନା

ଭୁବନେଶ୍ୱର,୩।୧(ବ୍ୟୁରୋ): ଚଳିତ ମାସରେ ଓଡ଼ିଶାରେ ହକି ବିଶ୍ୱକପ ଅନୁଷ୍ଠିତ ହେବ। ଭୁବନେଶ୍ୱର ଓ ରାଉରକେଲାରେ ମ୍ୟାଚ ଖେଲାଯିବାକୁ ଥିବା ବେଳେ ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଜାରି ରହିଛି। ଏସବୁ ମଧ୍ୟରେ ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ…

ବରିଷ୍ଠ ସାମ୍ବାଦିକ ତଥା ପ୍ରଯୋଜକ ଆଳୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର, ୩।୧ (ବ୍ୟୁରୋ): ପ୍ରଯୋଜକ ତଥା ବରିଷ୍ଠ ସାମ୍ବାଦିକ ଆଳୟ ମହାନ୍ତିଙ୍କର ମଙ୍ଗଳବାର ପୂର୍ବାହ୍ନରେ ପରଲୋକ ଘଟିଛି। ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା। ଅସୁସ୍ଥତା ହେତୁ ସେ କିଛିଦିନ ହେଲା କ୍ୟାପିଟାଲ ହସ୍ପିଟାଲର ଆଇସିୟୁରେ ଚିକିତ୍ସାଧୀନ ଥିଲେ। ସେଠାରେ ତାଙ୍କର ବିୟୋଗ…

ଆସନ୍ତା ୬ରୁ ସର୍ବସାଧାରଣଙ୍କ ନିମନ୍ତେ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ୱର, ୩।୧(ବ୍ୟୁରୋ): ଆସନ୍ତା ୬ରୁ ୨୦ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ନିମନ୍ତେ ରାଜଭବନ ଉଦ୍ୟାନ ଖୋଲା ରହିବ। ଛୁଟିଦିନ ଓ ରବିବାର ସମେତ ପ୍ରତ୍ୟେକ ଦିନ ଅପରାହ୍ନ ୨ଟା ୩୦ଟାରୁ ୫ଟା ପର୍ଯ୍ୟନ୍ତ ସର୍ବସାଧାରଣ ଏହି ଉଦ୍ୟାନ ପରିଦର୍ଶନ କରିପାରିବେ। କେବଳ…

ବାଜ୍ୟାପ୍ତି ହେବ ଅର୍ଚ୍ଚନା-ଜଗବନ୍ଧୁ-ଖଗେଶ୍ୱରଙ୍କ ସମ୍ପତ୍ତି

ଭୁବନେଶ୍ୱର, ୩।୧(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ସମ୍ପତ୍ତି ବାଜ୍ୟାପ୍ତି ହେବ। ଏଥିସହ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏବଂ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ରଙ୍କ ସମ୍ପତ୍ତି ମଧ୍ୟ ବାଜ୍ୟାପ୍ତି ହେବ। ତେବେ ଏନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପ୍ରକ୍ରିୟା ଆରମ୍ଭ କରିଛି।…

‘ତାରକ ମେହେତା…’କୁ ପୁଣି ଝଟ୍‌କା; ୧୪ ବର୍ଷ ପରେ ଶୋ’ ଛାଡ଼ିଲେ ନିର୍ଦ୍ଦେଶକ

ବମ୍ବେ: କଳାକାରଙ୍କ ପରେ ଏବେ ନିର୍ଦ୍ଦେଶକ ଛାଡ଼ିଲେ ‘ତାରକ ମେହେତା କା ଉଲଟା ଚଷମା’ ଶୋ’। ଦୀର୍ଘ ୧୪ ବର୍ଷ ଧରି ନିର୍ଦ୍ଦେଶନା ଦେଇ ଆସୁଥିବା ମାଳବ ରାଜଦା ଏବେ ଶୋ’ ଛାଡ଼ିଛନ୍ତି। ତାଙ୍କର ଏହି ନିଷ୍ପତ୍ତି ଅନେକଙ୍କୁ ଚକିତ କରିଛି।…

ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କୁ ହତ୍ୟା ଧମକ

ବମ୍ବେ: ବଲିଉଡ ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କୁ ହତ୍ୟା ଧମକ। ଗତ କିଛି ଦିନ ଧରି ସେ ଲଗାତାର ଭାବେ ଚଳଚ୍ଚିତ୍ର ‘ପଠାନ’ର ନିର୍ମାତାଙ୍କୁ ଟାର୍ଗେଟ କରି ଆସୁଥିଲେ। ତାଙ୍କର ବୟାନବାଜିକୁ ନେଇ କିଛି ତାଙ୍କର ସମାଲୋଚନା ମଧ୍ୟ କରୁଥିଲେ। ଏବେ କିନ୍ତୁ…

ସାମ୍ବାର ଅନ୍ତର୍ଜାତୀୟ ସୀମାରେ ରାତ୍ରକାଳୀନ କର୍ଫ୍ୟୁ: ଆଲର୍ଟରେ ସୁରକ୍ଷାକର୍ମୀ

ଜମ୍ମୁ,୩।୧: ଜମ୍ମୁ-କଶ୍ମୀରର ସାମ୍ବା ଜିଲାରେ ଅନ୍ତର୍ଜାତୀୟ ସୀମାଠାରୁ ଏକ କିଲୋମିଟର ଦୂରତା ମଧ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ମଙ୍ଗଳବାର ଏହି ଅଞ୍ଚଳରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରାଯାଇଛି। ଅଧିକାରୀଙ୍କ କହିବାନୁସାରେ, ଏହି କର୍ଫ୍ୟୁ ଅଞ୍ଚଳରେ ଦୁର୍ବୃତ୍ତଙ୍କୁ ଧରିବା…

ଟ୍ରକ୍‌ ଧକ୍କାରେ ୩ ଯୁବକ ଗୁରୁତର ନେଇ ଉତ୍ତେଜନା

ବାସୁଦେବପୁର, ୩।୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତାର ମନ୍ଦାରୀ ବନ୍ଧସାହି ଛକଠାରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଟ୍ରକ୍‌ ଧକ୍କାରେ ୩ ଯୁବକ ଗୁରୁତର ହୋଇଛନ୍ତି। ସେମାନେ ହେଲେ ବାଂଶଡ଼ା ଥାନା ଅଧୀନ ବଳଭଦ୍ରପ୍ରସାଦ ଗ୍ରାମର ଚଗୁଲୁ ନାୟକ, କଇଥଖୋଲାର ସୁକୁରା ଦାସ…

ମଞ୍ଚରେ ପ୍ରିୟଙ୍କାଙ୍କୁ ଗେଲ କଲେ ରାହୁଲ

ଲକ୍ଷ୍ନୌ,୩।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଜାରି ରହିଥିବା ଭାରତ କଂଗ୍ରେସ ଯୋଡୋ ଯାତ୍ରା ମଙ୍ଗଳବାର ଉତ୍ତରପ୍ରଦେଶ ଦେଇ ଅତିକ୍ରମ କରିଛି। ଏହାପରେ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି। ଇତିମଧ୍ୟରେ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ଏକ…

ଭାଇବୋହୂ ଆଣିଲେ ଦେଡ଼ଶୁରଙ୍କ ନାମରେ ଅଭିଯୋଗ

ବୁଗୁଡା,୩ା୧(ଡି.ଏନ.ଏ.)-ବୁଗୁଡ଼ା ଏନ୍‌ଏସି ଅନ୍ତର୍ଗତ ମୋଚିସାହିରେ ପାରିବାରିକ କଳହକୁ କେନ୍ଦ୍ରକରି ଭାଇବୋହୂ ରଶ୍ମିତା ବେହେରା ଦେଡ଼ଶୁର କାମ ବେହେରାଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଥିବା ଜଣାପଡ଼ିଛି। ଏ ନେଇ ବୁଗୁଡା ଥାନାରେ କେସ୍‌ ନଂ ୧/୨୩ରେ ମାମଲା ରୁଜୁ ହୋଇଥିବା ଆଇଆଇସି ଚିତ୍ତରଞ୍ଜନ…

ନୂଆବର୍ଷରେ ତାରା-ଆଦରଙ୍କ ବ୍ରେକ୍‌ଅପ୍‌ !

ବମ୍ବେ: ଲୁଚାଲୁଚାରେ ଚାଲିଥିଲା ସବୁକିଛି। କେବଳ ଏକାଠି ବିଭିନ୍ନ ପାର୍ଟି ନଚେତ ହୋଟେଲ ବାହାରେ ନଜର ଆସୁଥିଲେ ଦୁହେଁ। ହେଲେ ଏବେ ଉଭୟଙ୍କ ବାଟ ଅଲଗା ହୋଇଛି। ଆମେ କହୁଛୁ ରଣବୀର କପୁରଙ୍କ ଭାଇ ଆଦର ଜୈନ ଏବଂ ଅଭିନେତ୍ରୀ ତାରା…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶର ଅଳ୍ପ ଘଣ୍ଟା ପରେ ନିର୍ମାଣ ହେଲା ରାସ୍ତା

ସୋରଡା,୩।୧(ଡି.ଏନ.ଏ.): ଜାତୀୟ ରାଜପଥ ୫୯ ସୋରଡା ସହର ମଧ୍ୟକୁ ସଂଯୋଗ କରୁଥିବା ଜରଉ ବ୍ରିଜ ପ୍ରାରମ୍ଭରେ ୭ ଫୁଟ ଲମ୍ବ ଓ ୨ ଫୁଟ ଓସାରରେ ସିମେଣ୍ଟ ବାହାରି ଗାତ ହୋଇଥିଲା। ଏହା ସହ ବାହାରକୁ ଲୁହା ରଡ ବାହାରି ପଡିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri