ଟାଟା ମୋଟର୍ସର ନ୍ୟୁ ନେକ୍ସନ ଇଭି ମାକ୍ସର ଅନାବରଣ
ଭୁବନେଶ୍ୱର,୧୭।୫: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଟାଟା ମୋଟର୍ସର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଇଲେକ୍ଟ୍ରିକ୍ ଭେଇକିଲ (ଇଭି) ‘ନ୍ୟୁ ନେକ୍ସନ ଇଭି ମାକ୍ସ’ ଡାର୍କ ଏଡିସନ ମଡେଲର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଟାଟା…
ଓଡ଼ିଶାରେ ଗଭର୍ନାନ୍ସର ଅଭାବ ରହିଛି: ଧର୍ମେନ୍ଦ୍ର
ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗର ତଥ୍ୟାନୁସାରେ ଓଡ଼ିଶାର ଗର୍ଭବତୀ ମାଆ, ନବଜାତ ଶିଶୁ, କିଶୋର କିଶୋରୀଙ୍କ ଅବସ୍ଥା ଚିନ୍ତାଜନକ । ଓଡ଼ିଶାରେ ଗଭର୍ନାନ୍ସର ଅଭାବ କାରଣରୁ ଏହି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି ବୋଲିି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।…
ଉମେଶ ନିଲମ୍ବିତ, ହୁସେନଙ୍କୁ କାରଣ ଦର୍ଶାଅ ନୋଟିସ
ଭୁବନେଶ୍ୱର,୧୭ା୫(ବ୍ୟୁରୋ): ବିଶୃଙ୍ଖଳିତ ଆଚରଣ ପାଇଁ ରାଉରକେଲା ଜିଲା କଂଗ୍ରେସ କମିଟିର ପୂର୍ବତନ ଉପସଭାପତି ଉମେଶ ଶରଣଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ମଙ୍ଗଳବାର କଂଗ୍ରେସ ଭବନଠାରେ କିଶୋର ଚନ୍ଦ୍ର ପଟେଲଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ପ୍ରଦେଶ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ବୈଠକ…
କର୍ନାଟକ ମୁଖ୍ୟମନ୍ତ୍ରୀ ପଦ ନେଇ ସସ୍ପେନ୍ସ ଜାରି
ନୂଆଦିଲ୍ଲୀ, ୧୭ା୫: କର୍ନାଟକ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ୩ ଦିନ ବିତିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ କିଏ ହେବେ ତାକୁ ନେଇ କଂଗ୍ରେସରେ ଉତ୍ସୁକତା ଜାରି ରହିଛି। ଦୁଇ ମୁଖ୍ୟମନ୍ତ୍ରୀ ଦାବିଦାର ଡି.କେ. ଶିବକୁମାର ଏବଂ ସିଦ୍ଦାରାମାୟା ମଙ୍ଗଳବାର ସନ୍ଧ୍ୟାରେ…
ୟୁପିଏସ୍ସି ଅଧ୍ୟକ୍ଷ ଭାବେ ଶପଥ ନେଲେ ମନୋଜ ସୋନି
ନୂଆଦିଲ୍ଲୀ, ୧୭ା୫ (ପି.ଟି.): ବିଶିଷ୍ଟ ଶିକ୍ଷାବିତ୍ ମନୋଜ ସୋନି ମଙ୍ଗଳବାର କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍ସି)ର ଅଧ୍ୟକ୍ଷ ଭାବେ ଶପଥ ଗ୍ରହଣ କରିଛନ୍ତି। ସେ ୨୦୧୭ ଜୁନ୍ ୨୮ରେ ୟୁପିଏସ୍ସି ସଦସ୍ୟ ଭାବେ ଯୋଗଦେଇଥିବାବେଳେ ୨୦୨୨ ଏପ୍ରିଲ ୫ରୁ ଏହାର ଅଧ୍ୟକ୍ଷ…
ଗଡ଼କରୀଙ୍କୁ ହତ୍ୟା ଧମକ
ନୂଆଦିଲ୍ଲୀ, ୧୭ା୫: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ୍ ଗଡ଼କରୀଙ୍କୁ ସୋମବାର ସନ୍ଧ୍ୟାରେ ହତ୍ୟା ଧମକ ମିଳିବା ପରେ ଦିଲ୍ଲୀ ପୋଲିସ ଏହାର ତଦନ୍ତ ଚଳାଇଛି। ଗଡ଼କରୀଙ୍କ ନୂଆଦିଲ୍ଲୀ ବାସଭବନକୁ କେହି ଅଜଣା ବ୍ୟକ୍ତି ଫୋନ୍ କରି ମନ୍ତ୍ରୀଙ୍କ…
ଖବରଦାତାଙ୍କ ନାଁରେ ସିବିଆଇ ମାମଲା
ନୂଆଦିଲ୍ଲୀ, ୧୭ା୫(ପି.ଟି.): ଭାରତର ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆର୍ଡିଓ) ଏବଂ ସୈନ୍ୟବାହିନୀ ସମ୍ପର୍କିତ ସମ୍ବେଦନଶୀଳ ତଥ୍ୟ ସଂଗ୍ରହ କରି ଏହାକୁ ପାକିସ୍ତାନୀ ଓ ଅନ୍ୟ ବିଦେଶୀ ରାଷ୍ଟ୍ରର ଗୋଇନ୍ଦା ସଂସ୍ଥାକୁ ଯୋଗାଉଥିବା ଅଭିଯୋଗରେ ମୁକ୍ତବୃତ୍ତ ଖବରଦାତାଙ୍କ ବିରୋଧରେ କେନ୍ଦ୍ରୀୟ…
ଘରୋଇ ଚାକିରିଆ ହେବେ ସରକାରୀ ବାବୁ
ନୂଆଦିଲ୍ଲୀ,୧୭ା୫: ଘରୋଇ କ୍ଷେତ୍ରରେ କାର୍ଯ୍ୟରତ ବିଶେଷଜ୍ଞମାନଙ୍କୁ କେନ୍ଦ୍ର ସରକାର ବିଭିନ୍ନ ବିଭାଗରେ ଯୁଗ୍ମ ସଚିବ, ନିର୍ଦ୍ଦେଶକ, ଉପସଚିବ ଭାବେ ଠିକା ନିଯୁକ୍ତି ଦେବାକୁ ଯାଉଛନ୍ତି। କାର୍ମିକ ଓ ତାଲିମ ବିଭାଗ ପକ୍ଷରୁ କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍ସି)କୁ ଏନେଇ ପରାମର୍ଶ…
ଜେଲ ଗଲେ ଡିଆର୍ଡିଓ ବୈଜ୍ଞାନିକ
ନୂଆଦିଲ୍ଲୀ, ୧୭ା୫: ପାକିସ୍ତାନର ଗୋଇନ୍ଦା ସଂସ୍ଥାକୁ ଗୋପନୀୟ ତଥ୍ୟ ଯୋଗାଉଥିବା ଅଭିଯୋଗରେ ଗିରଫ ଡିଆର୍ଡିଓ ବୈଜ୍ଞାନିକ ଡ. ପ୍ରଦୀପ କୁରୁଲକରଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ମଙ୍ଗଳବାର ମହାରାଷ୍ଟ୍ର ପୁଣେର ଏକ ସ୍ବତନ୍ତ୍ର ଅଦାଲତ ବୈଜ୍ଞାନିକ…
ଅଜଣା ସୂତ୍ରରୁ ଆଞ୍ଚଳିକ ଦଳର ଆୟ ୮୮୭.୫୫ କୋଟି
ନୂଆଦିଲ୍ଲୀ,୧୭ା୫: ୨୦୨୧-୨୨ ଆର୍ଥିକବର୍ଷରେ ଆଞ୍ଚଳିକ ଦଳଗୁଡ଼ିକ ଅଜଣା ସୂତ୍ରରୁ ୮୮୭.୫୫ କୋଟି ଟଙ୍କା ଆୟ କରିଛନ୍ତି, ଯାହାକି ସେମାନଙ୍କ ମୋଟ ଆୟର ୭୬% ବୋଲି ଆସୋସିଏଶନ୍ ଅଫ୍ ଡେମୋକ୍ରାଟିକ୍ ରିଫର୍ମ (ଏଡିଆର୍) ପକ୍ଷରୁ ସୂଚନା ଦିଆଯାଇଛି। ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ…
ଅସ୍ତିତ୍ୱ ହରାଉଛି କେନ୍ଦ୍ରାପଡ଼ା କେନାଲ
ଜଗନ୍ନାଥ ଧଳ କେନ୍ଦ୍ରାପଡ଼ା ଅଫିସ, ୧୭ା୫: ୧୮୬୬-୬୭ ମସିହାର ନଅଙ୍କ ଦୁର୍ଭିକ୍ଷର ପ୍ରତିକାର ପାଇଁ କେନ୍ଦ୍ରାପଡ଼ା କେନାଲ ଖୋଳାଯାଇଥିଲା। କ୍ଷେତକୁ ପାଣି ସହିତ ପଣ୍ୟ ପରିବହନ ଓ ସ୍ଥାନୀୟ ଅଞ୍ଚଳର ଦୈନନ୍ଦିନ ଆବଶ୍ୟକତା ପୂରଣ କରୁଥିଲା। ରାଜ୍ୟର ଏହି ପୁରାତନ କେନାଲ…
ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ହରିଶଙ୍କର ତିୱାରୀଙ୍କ ପରଲୋକ…
ଲକ୍ଷ୍ନୌ,୧୬।୫ : ଉତ୍ତରପ୍ରଦେଶର ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ହରିଶଙ୍କର ତିୱାରୀଙ୍କର ମଙ୍ଗଳବାର ଗୋରଖପୁରରେ ପରଲୋକ ଘଟିଛି। ୟୁପିର ବାହୁବଳି ନେତା ପଣ୍ଡିତ ହରି ଶଙ୍କର ତିୱାରୀ, ଅଖିଲ ଭାରତୀୟ ଲୋକତାନ୍ତ୍ରିକ କଂଗ୍ରେସର ପ୍ରତିଷ୍ଠାତା ତଥା ରାଜ୍ୟ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିଲେ।…

