Home Left

ଅଯୋଗ୍ୟଙ୍କୁ ବାଦ ଦାବିରେ ବ୍ଲକ୍‌ ଘେରାଉ

କେନ୍ଦୁଝର/ଯୋଡ଼ା,୭ା୨ (ସ୍ବ.ପ୍ର./ଡି.ଏନ୍‌.ଏ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଓ ଅଯୋଗ୍ୟ ହିତାଧିକାରୀଙ୍କୁ ତାଲିକାରୁ ବାଦ ଦାବିରେ ସୋମବାର ଭାଜପା ପକ୍ଷରୁ କେନ୍ଦୁଝର ସଦର ବ୍ଲକ୍‌ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଭାଜପା ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ସଭାପତିତ୍ୱରେ ସଦର…

ଶ୍ରୀହୀନ ହେବାକୁ ବସିଛି ଶ୍ରୀରାମଚନ୍ଦ୍ର ପାଠାଗାର

ବାରିପଦା ଅଫିସ,୭ା୨: ମୟୂରଭଞ୍ଜର ପ୍ରଜାବତ୍ସଳ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ ଶ୍ରୀରାମଚନ୍ଦ୍ର ପାଠଗାର ଶ୍ରୀହୀନ ହେବାକୁ ବସିଛି। ୨ବର୍ଷ ପୂର୍ବେ ରାଜ୍ୟ ସରକାର ଏହାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନେଇଥିଲେ। ସମଗ୍ର ଦେଶରେ ଏହି ପାଠାଗାର ଏକ ଉଦାହରଣ ପାଲଟିବ…

ଅନ୍ତର୍ଜାତୀୟ ମଞ୍ଚରେ କଶ୍ମୀର ପ୍ରସଙ୍ଗକୁ ନେଇ ପୁଣି ପାକିସ୍ତାନ ଉପରେ ବର୍ଷିଲା ଭାରତ

ନୂଆଦିଲ୍ଲୀ/ନ୍ୟୁୟର୍କ,୭।୨: ଆଜିକାଲି ପାକିସ୍ତାନ ଏହାର ଅସ୍ତିତ୍ୱ ପାଇଁ ସଂଗ୍ରାମ କରୁଛି ଏବଂ ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଛି। ଏହା ସତ୍ତ୍ୱେ ପାକିସ୍ତାନ କଶ୍ମୀର ପ୍ରସଙ୍ଗ ଅନ୍ତର୍ଜାତୀୟ ସ୍ତରରେ ଉଠାଇବାକୁ ଆଦୌ ବିରତ ହେଉନାହିଁ। ମିଳିତ ଜାତିସଂଘ ସାଧାରଣ ସଭାରେ ପାକିସ୍ତାନ ପୁଣି…

‘ଅପରେଶନ୍‌ ସ୍ୟାଣ୍ଡ୍‌ ଷ୍ଟର୍ମ’

ବାଲେଶ୍ୱର ଅଫିସ/ବସ୍ତା (ଡି.ଏନ.ଏ.),୭।୨: ବାଲେଶ୍ୱର ଜିଲା ପୋଲିସ ପକ୍ଷରୁ ବାଲିଚୋରାଚାଲାଣକାରୀଙ୍କ ବିରୋଧରେ ଆରମ୍ଭ ହୋଇଥିବା ‘ଅପରେଶନ୍‌ ସ୍ୟାଣ୍ଡ୍‌ ଷ୍ଟର୍ମ’ର ତୃତୀୟ ଦିନ ସୁଦ୍ଧା ନୀଳଗିରି ଅଞ୍ଚଳର ସୋନ ନଦୀରୁ ବେଆଇନ ବାଲି ଉତ୍ତୋଳନ କରି ୬ଟି ବାଲି ବୋଝେଇ ଟ୍ରାକ୍ଟର ସହ…

ସୁବର୍ଣ୍ଣରେଖା ସଇରାତରେ ୧୪୪ ଧାରା ଜାରି

ଜଳେଶ୍ୱର, ୭ା୨(ଡି.ଏନ.ଏ.): ବାଲେଶ୍ୱର ଉପଜିଲାପାଳ କୁନାଲ ମୋତିଲାଲ ଚଭନଙ୍କ ଉପରେ ବାଲି ଚୋରାଚାଲାଣକାରୀଙ୍କ ଆକ୍ରମଣ ପରେ ଜିଲା ପ୍ରଶାସନ ତତ୍ପର ହୋଇପଡିଛି। ସୋମବାର ସୁବର୍ଣ୍ଣରେଖା ନଦୀର ବାଲି ସଇରାତଗୁଡିକରେ ୧୪୪ ଧାରା ଜାରି କରିବା ସହିତ ନାଲି ପତାକା ଲଗାଇଛି। ଅନ୍ୟପକ୍ଷରେ…

ଟର୍ନିଂ ଟ୍ରାକ୍‌ରେ ଅଶ୍ୱିନୀ ବିପଜ୍ଜନକ: ଖ୍ବାଜା

ବେଙ୍ଗାଲୁରୁ,୭ା୨: ଭାରତୀୟ ଟର୍ନିଂ ଟ୍ରାକ୍‌ରେ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଖେଳିବା ସବୁଠାରୁ ବିପଜ୍ଜନକ ବୋଲି କହିଛନ୍ତି ଅଷ୍ଟ୍ରେଲିଆ ଓପ୍‌ନର ଉସ୍‌ମାନ ଖ୍ବାଜା। ୪ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ଅଶ୍ୱିନଙ୍କ ନେତୃତ୍ୱାଧୀନ ସ୍ପିନ୍‌ ବୋଲିଂ ଆଟାକ୍‌ ସବୁଠାରୁ ଅଧିକ ଚ୍ୟାଲେଞ୍ଜ ଦେବ ବୋଲି…

ଅଚାନକ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ସିଡନୀ,୭।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଫେବୃଆରୀ ୯ରେ ନାଗପୁର ଗ୍ରାଉଣ୍ଡରେ ଆରମ୍ଭ ହେବ। କିନ୍ତୁ ଏହାପୂର୍ବରୁ କଙ୍ଗାରୁ ଦଳର ପୂର୍ବତନ ଅଧିନାୟକ ଆରୋନ ଫିଞ୍ଚ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଫିଞ୍ଚ…

ଓଏଫ୍‌ସିର ପ୍ଲେ-ଅଫ୍‌ ଆଶା ଉଜ୍ଜୀବିତ

ଭୁବନେଶ୍ୱର,୭୨ (ସ୍ପୋଟର୍‌ସ ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ୍‌ ସୁପର ଲିଗ୍‌ର ଏକ ମ୍ୟାଚ୍‌ରେ ଏଫ୍‌ସି ଗୋଆ ସହିତ ପଏଣ୍ଟ ବାଣ୍ଟିଛି ଓଡ଼ିଶା ଏଫ୍‌ସି(ଓଏଫ୍‌ସି)। କଡା ସଂଘର୍ଷପୂର୍ଣ୍ଣ ମ୍ୟାଚଟି ୧-୧ରେ ଅମୀମାଂସିତ ରହିଥିଲା। ମ୍ୟାଚର ଅନ୍ତିମ ୩୦ ମିନିଟ ଓଏଫ୍‌ସି…

ଜିଲା ପ୍ରଶାସନ,ବିଦ୍ୟାର୍ଥୀ ବିବାଦ ଘନଉଛି

ରସୁଲପୁର,୭ା୨(ଡି.ଏନ.ଏ.):ରସୁଲପୁର ବ୍ଲକ ଅନ୍ତର୍ଗତ ରାଉତରାପୁର ପଞ୍ଚାୟତ ଦର୍ଶନ ସରକାରୀ ଉଚ୍ଚ ବିଦ୍ୟାଳୟକୁ ୫-ଟି ରୁପାନ୍ତରକରଣ କରାଯାଇଛି ା ଏଠାରେ ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ଡେପୁଟେଶନରେ ପଠାଇବା ଘଟଣାକୁ ନେଇ କ୍ରମଶଃ ଜିଲା ପ୍ରଶାସନ ଓ ବିଦ୍ୟାର୍ଥୀମାନଙ୍କ ମଧ୍ୟରେ ବିବାଦ ଘନେଇବାରେ ଲାଗିଛି…

୧୩୬ ବର୍ଷରେ ପ୍ରଥମଥର: ହାର୍ଭାର୍ଡ ଲ ରିଭ୍ୟୁର ଅଧ୍ୟକ୍ଷ ନିର୍ବାଚିତ ହେଲେ ଭାରତୀୟ ମୂଳ ବାସିନ୍ଦା ଅପସରା

ନୂଆଦିଲ୍ଲୀ/କେମ୍ବ୍ରିଜ,୭ ।୨: ଦେଶ ପାଇଁ ଗର୍ବର କଥା । ହାର୍ଭାର୍ଡ ଲ ସ୍କୁଲରେ ଦ୍ୱିତୀୟ ବର୍ଷର ଭାରତୀୟ-ଆମେରିକା ଛାତ୍ରୀ ଅପସରା ଅୟାରଙ୍କୁ ପ୍ରତିଷ୍ଠିତ ହାର୍ଭାର୍ଡ ଲ ରିଭ୍ୟୁର ଅଧ୍ୟକ୍ଷ ନିର୍ବାଚିତ କରାଯାଇଛି । ଲ ରିଭ୍ୟୁର ୧୩୬ ବର୍ଷର ଇତିହାସରେ ଏହା…

ପନ୍ତଙ୍କ ଅଭାବ ଅନୁଭୂତ ହେବ

ନାଗପୁର,୭ା୨ବର୍ଡର-ଗାଭାସ୍କର ଟ୍ରଫିରେ ଭାରତ ଷ୍ଟାର ଉଇକେଟ କିପର ବ୍ୟାଟର ରିଷଭ ପନ୍ତଙ୍କ ଅଭାବ ଅନୁଭବ କରିବ ବୋଲି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଇଆନ୍‌ ଚାପେଲ୍‌। ପନ୍ତଙ୍କ ଉପସ୍ଥିତି ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ କମିନ୍ସଙ୍କ ନିଦ ହଜେଇ ଦେବା ପାଇଁ ଯଥେଷ୍ଟ…

ଅଧିକ ଚିକିତ୍ସା ପାଇଁ ଆଜି ଦିଲ୍ଲୀ ଯିବେ ପିଣ୍ଟୁ ନନ୍ଦ

ଭୁବନେଶ୍ୱର,୭।୨ (ବ୍ୟୁରୋ):ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର ଲିଭର୍‌ ସିରୋସିସ୍‌ ଜନିତ ରୋଗରେ ପୀଡ଼ିତ ଥିବାବେଳେ ଅଧିକ ଚିକିତ୍ସା ପାଇଁ ମଙ୍ଗଳବାର ଦିଲ୍ଲୀ ଯିବେ। ତାଙ୍କୁ ଦିଲ୍ଲୀସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲିଭର ଆଣ୍ଡ୍‌ ବିଲିଆରି ସାଇନ୍ସେସ୍‌ (ଆଇଏଲ୍‌ବିଏସ୍‌)ରେ ଭର୍ତ୍ତି କରାଯିବ। ସେଠାରେ ଲିଭର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri