କର୍ନାଟକରେ ହେଲିକପ୍ଟର ଫ୍ୟାକ୍ଟ୍ରି ଉଦ୍ଘାଟନ କଲେ ମୋଦି
ବାଙ୍ଗାଲୋର,୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ନାଟକର ତୁମାକୁରୁ ଜିଲାରେ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ(ହାଲ୍)ର ହେଲିକପ୍ଟର ଫ୍ୟାକ୍ଟ୍ରିକୁ ସୋମବାର ଉଦ୍ଘାଟନ କରିଛନ୍ତି। ଏଥିସହ ଲାଇଟ୍ ୟୁଟିଲିଟି ହେଲିକପ୍ଟର ମଧ୍ୟ ଉନ୍ମୋଚନ କରିଥିବା ଜଣାପଡିଛି। ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ,ମୁଖ୍ୟମନ୍ତ୍ରୀ ବାସବରାଜ…
ଆଦାନୀ ପ୍ରସଙ୍ଗକୁ ନେଇ ମୁହଁ ଖୋଲିଲେ ରାହୁଲ
ନୂଆଦିଲ୍ଲୀ,୬।୨: ଆଦାନୀ ପ୍ରସଙ୍ଗରେ ବିରୋଧୀ ଲଗାତାର ସରକାରଙ୍କୁ ଟାର୍ଗେଟ୍ କରୁଛନ୍ତି। ତେବେ ଏହି ପ୍ରସଙ୍ଗକୁ ନେଇ ସୋମବାର ଲୋକ ସଭା ଏବଂ ରାଜ୍ୟ ସଭାରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଫଳରେ ଗୃହକୁ ମଙ୍ଗଳବାର ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଇତିମଧ୍ୟରେ ସୋମବାର…
ଧରାପଡ଼ିଲା ଚୋରି ର଼୍ୟାକେଟ,୫ ଗିରଫ
ଫୁଲବାଣୀ ଅଫିସ,୬ା୨: ଦୀର୍ଘ ୫ ମାସ ଧରି ଜିଲାର ବିଭିନ୍ନ ଥାନା ଅଞ୍ଚଳରୁ ବୈଦ୍ୟୁତିକ ସାମଗ୍ରୀ ଚୋରି ଘଟଣା ପୋଲିସ ନିଦ ହଜାଇ ଦେଇଥିଲା। ଶେଷରେ ପୋଲିସ ଏହି ଚୋର ର଼୍ୟାକେଟକୁ ଧରିଛି। ଘଟଣାର ମାଷ୍ଟରମାଇଣ୍ଡ କଟକ ଜିଲା ସାଲେପୁର ଥାନା…
ସଙ୍ଗିତ ପୂର୍ବରୁ ଭାଇରାଲ ହେଲା କିଆରା-ସିଦ୍ଧାର୍ଥଙ୍କ ଡ୍ୟାନ୍ସ ଭିଡିଓ
ମୁମ୍ବାଇ: ବଲିଉଡ କପଲ ସିଦ୍ଧାର୍ଥ ମାଲହୋତ୍ରା ଓ କିଆରା ଆଡଭାନି ୭ ଫେବୃୟାରୀରେ ସୂର୍ଯ୍ୟଗଡ଼ ପ୍ୟାଲେସରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି, ଯାହା ଦେଶର ଟପ ୱେଡିଂ ଡେଷ୍ଟିନେଶନ ମଧ୍ୟରୁ ଗୋଟିଏ । ଦୀର୍ଘ ୩ ବର୍ଷର ଡେଟିଂ ପରେ…
କଡା ସୁରକ୍ଷା ମଧ୍ୟରେ ବିବାହ କରିବେ ସିଦ୍ଧାର୍ଥ-କିଆରା
ମୁମ୍ବାଇ: ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଏବଂ କିଆରା ଆଡଭାନୀଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର ଧରିଛି। ଉଭୟେ ଆସନ୍ତା ୭ ତାରିଖରେ ଜୈଲସଲମେର ସୂର୍ଯ୍ୟଗଡ ପ୍ୟାଲେସ ରାଜକୀୟ ଢଙ୍ଗରେ ବିବାହ କରିବେ। ଏଥିପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଚାଲିଛି। କିଆରା ଏବଂ ସିଦ୍ଧାର୍ଥଙ୍କ…
ଆଦାନୀ ମାମଲାକୁ ନେଇ ପୁଣି ଗୃହରେ ହଟ୍ଟଗୋଳ: ଲୋକ ସଭା ପରେ ରାଜ୍ୟ ସଭା ବି ମଙ୍ଗଳବାର ଯାଏ ସ୍ଥଗିତ
ନୂଆଦିଲ୍ଲୀ,୬।୨: ଆଦାନୀ ପ୍ରସଙ୍ଗକୁ ନେଇ ବିରୋଧୀ ରାସ୍ତାରୁ ନେଇ ସଂସଦ ପର୍ଯ୍ୟନ୍ତ ପ୍ରଦର୍ଶନ କରୁଛନ୍ତି। ସୋମବାର ମଧ୍ୟ ସଂସଦର ଉଭୟ ଗୃହରେ ବିରୋଧୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ହଟ୍ଟଗୋଳ କରିଛନ୍ତି। ଲଗାତର ତୃତୀୟ ଦିନରେ ମଧ୍ୟ ବିରୋଧୀ ଦଳ ସଂସଦର…
କୋଟିଏ ଟଙ୍କାର କାର୍ ଛାଡ଼ି ଅଟୋରେ ଗଲେ ଅନୁପମ୍, କହିଲେ ଏହାର କାରଣ…
ମୁମ୍ବାଇ: ବଲିଉଡ୍ର ଭେଟେରାନ୍ ଅଭିନେତା ଅନୁପମ ଖେର ତାଙ୍କ ଫିଲ୍ମ ‘ଶିବ ଶାସ୍ତ୍ରୀ ବଲ୍ବୋଆ’ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ଅଭିନେତାଙ୍କୁ ଏକ ଭିନ୍ନ ଅବତାରରେ ଦେଖିବାକୁ ମିଳିବ। ଯେଉଁଥିପାଇଁ ସେ ନିଜକୁ ସଂପୂର୍ଣ୍ଣ ପ୍ରସ୍ତୁତ କରୁଛନ୍ତି। ଦିଲ୍ଲୀରେ…
‘କାନ୍ତାରା ପାର୍ଟ-୨’ର କାହାଣୀକୁ ନେଇ ଖୁଲାସା କଲେ ରିଷଭ ଶେଟ୍ଟୀ
ମୁମ୍ବାଇ: ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି। ରିଷଭ ଶେଟ୍ଟୀଙ୍କ ‘କାନ୍ତାରା’ ବକ୍ସ ଅଫିସରେ ଧମାକାଦାର ଆୟ କରି ଅନେକ ରେକର୍ଡ ସୃଷ୍ଟି କରିଛି।…
ଗୋବିନ୍ଦାଙ୍କୁ ‘ମା’ଙ୍କ ବୋହୂ’ଡାକୁଥିଲେ ଲୋକେ, କାରଣ ଜାଣିଲେ…
ମୁମ୍ବାଇ: ଗୋବିନ୍ଦା ପ୍ରାୟ ୨ ଦଶନ୍ଧି ଧରି ବଲିଉଡ୍ରେ ରାଜ୍ କରି ଆସୁଛନ୍ତି। ଆକ୍ସନଠାରୁ ଆରମ୍ଭ କରି ଗୋବିନ୍ଦାଙ୍କ ରୋମାନ୍ସ ଏବଂ କମେଡି ସବୁକିଛି ଦର୍ଶକଙ୍କ ମନକୁ ଛୁଇଁଯାଏ। ୨୧ ଡିସେମ୍ବର ୧୯୬୩ରେ ଫିଲ୍ମ ନିର୍ମାତା ତଥା ଅଭିନେତା ଅରୁଣ ଆହୁଜା…
ଏସିଆ କପ୍ କ୍ରିକେଟ ଭେନ୍ୟୁ ନେଇ ମାର୍ଚ୍ଚରେ ହେବ ଚୂଡାନ୍ତ
ନୂଆଦିଲ୍ଲୀ,୬।୨: ୨୦୨୩ ଏସିଆ କପ୍ କ୍ରିକେଟ ଆୟୋଜକ ନେଇ ଅନିଶ୍ଚିତତା ଜାରି ରହିଛି। ପ୍ରତିଯୋଗିତା ସେପ୍ଟେମ୍ବରରେ ହେବାକୁ ଥିବା ବେଳେ ପାକିସ୍ତାନକୁ ଆୟୋଜନ କରିବା ଅଧିକାର ମିଳିଛି। ହେଲେ ସୁରକ୍ଷାକୁ ନେଇ ନିଜର ବିସିସିଆଇ ପ୍ରତିକ୍ରିୟା ରଖିଛି। ଯଦି ଏସିଆ କପ…
ତୃତୀୟଥର ପାଇଁ ସ୍ଥଗିତ ରହିଲା ଦିଲ୍ଲୀ ମେୟର ନିର୍ବାଚନ
ନୂଆଦିଲ୍ଲୀ,୬।୨: ତୃତୀୟଥର ପାଇଁ ଦିଲ୍ଲୀ ମହାନଗର ନିଗମର ମେୟର ନିର୍ବାଚନ ସ୍ଥଗିତ। ନିର୍ବାଚନ ପୂର୍ବରୁ ଭାଜପା ଏବଂ ଆପ ସଦସ୍ୟମାନେ ଗୃହରେ ବିକ୍ଷୋପ ପଦର୍ଶନ କରିଥିଲେ। ଏଥିଯୋଗୁ ମେୟର ଓ ଡେପୁଟି ମେୟର ପଦ ପାଇଁ ଭୋଟିଂ ହୋଇପାରି ନ ଥିଲା।…
ସିଗାରେଟ୍ କିଣିବା ବାହାନାରେ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍,ମଙ୍ଗଳସୂତ୍ର
ରାୟଗଡ଼ା,୬।୨(ସ୍ବ.ପ୍ର): ରାୟଗଡ଼ା ସହରରେ ନିୟମିତ ବ୍ୟବଧାନରେ ଲୁଟ୍, ଚୋରି ଦିନକୁ ଦିନ ବଢ଼ିବାରେ ଲାଗିଛି। ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଲୁଟ୍ କରୁଛନ୍ତି ଚୋର। ତଥାପି ଚେତୁନି ପୋଲିସ। ପ୍ରତିଦିନ ଏଭଳି ଘଟଣା ଘଟୁଥିଲେ ମଧ୍ୟ ପୋଲିସର ନିଷ୍କ୍ରିୟତା ଲୁଟେରାଙ୍କୁ ବେଶ…
Archives


