Home Left

ଭାରତକୁ ନାଲିଆଖି ଦେଖାଇଲେ ପାକିସ୍ତାନର ପୂର୍ବତନ କ୍ରିକେଟର୍‌

ଇସଲାମାବାଦ୍‌,୬।୨: ଏସିଆ କପ ୨୦୨୩ ଆୟୋଜନକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ସମ୍ପର୍କ ଆହୁରି ଖରାପ ହେଉଥିବା ଦେଖାଯାଉଛି। ନିକଟରେ ବାହାରେନରେ ଅନୁଷ୍ଠିତ ଏସୀୟ କ୍ରିକେଟ ପରିଷଦ (ଏସିସି) ବୈଠରେ ପାକିସ୍ତାନରେ ଏସିଆ କପ୍‌ ଆୟୋଜନ ହେବ କି…

ବୌଦ୍ଧରେ ୬୫୯୪ ଛାତ୍ରୀଛାତ୍ର ଦେବେ ମାଟ୍ରିକ ପରୀକ୍ଷା

ବୌଦ୍ଧ,୬।୨(ସ୍ବ.ପ୍ର.): ମାର୍ଚ୍ଚ ୧୦ ତାରିଖରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରିପ୍ରେକ୍ଷୀରେ ବୌଦ୍ଧ ଜିଲାରେ ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ୭୬ ହାଇସ୍କୁଲର ୬୫୯୪ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଏନେଇ ଜିଲାପାଳ ସତ୍ୟରଞ୍ଜନ ସାହୁଙ୍କ ଅଧକ୍ଷତାରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ…

ମୋତେ ଭାଜପା ଇତିହାସ ଶିଖାଇବା ଆବଶ୍ୟକ ନାହିଁ: ଥରୁର

ନୂଆଦିଲ୍ଲୀ,୬।୨: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶାରଫଙ୍କ ପରଲୋକ ଘଟିଛି। ମୁଶାରଫଙ୍କ ମୃତ୍ୟୁକୁ ନେଇ ଅନେକ ଭାରତୀୟ ନେତା ଦୁଃଖ ପ୍ରକାଶ କରିଥିଲେ। କଂଗ୍ରେସ ନେତା ଶଶି ଥରୁର ଟୁଇଟ୍‌ କରି ପରଭେଜ ମୁଶରଫଙ୍କୁ ଗୁଣଗାନ କରିଥିଲେ। ଏହାକୁ ନେଇ ଥରୁର…

ଆଦାନୀ ଗ୍ରୁପ୍‌ର ରାଷ୍ଟ୍ର ବିରୋଧୀ କାର୍ଯ୍ୟ ନେଇ କଂଗ୍ରେସର ଗଣବିକ୍ଷୋଭ

ବଲାଙ୍ଗୀର ଅଫିସ,୬ା୨: ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ଆଦାନୀ ଗ୍ରୁପର ଜାଲିଆତି ଓ ରାଷ୍ଟ୍ର ବିରୋଧୀ କାର୍ଯ୍ୟ ବିରୋଧରେ ସୋମବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନଗର କଂଗ୍ରେସ ସଭାପତି ବୁଲୁ ଦାନୀଙ୍କ ନେତୃତ୍ୱରେ ଗଣବିକ୍ଷୋଭ…

କାର୍‌ ନୁହେଁ କି ଘୋଡ଼ା, ଜେସିବି ଚଢ଼ି ବିବାହ କରିବାକୁ ଆସିଲେ ବର, ଦେଖିବାକୁ ଲୋକଙ୍କର ପ୍ରବଳ ଭିଡ଼

ଆଜିକାଲି ବିବାହ କରିବାକୁ ବର କାର୍‌, ହାତୀ, ଘୋଡ଼ାଗାଡ଼ି, ବାଇକ୍‌, ହେଲିକପ୍ଟରରେ ଆସୁଥିବା ଦେଖିଥିବେ ବା ଶୁଣିଥିବେ। କିନ୍ତୁ ଏବେ ଜଣେ ବର ଜେସିବି ଚଢ଼ି ବିବାହ କରିବାକୁ ଆସିଛନ୍ତି। ଯାହା ଦେଖି ଲୋକଙ୍କ ପ୍ରବଳ ଭିଡ଼ ଲାଗିଛି। ଏବେ ସେମିତି…

କିଆରାଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ତିନି ବର୍ଷ ଧରି ପରସ୍ପରକୁ ଡେଟ୍‌ କରିବା ପରେ ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମାଲହୋତ୍ରା ଶେଷରେ ଫେବୃଆରୀ ୭ରେ ବିବାହ କରିବାକୁ ଯାଉଛନ୍ତି। ରାଜସ୍ଥାନର ଜୈସଲମେରର ଏକ ପ୍ୟାଲେସରେ ଆୟୋଜିତ ହେବାକୁ ଥିବା ଏହି ବିବାହ ଉତ୍ସବରେ ଯୋଗଦେବା…

ଲକ୍ଷାଧିକ ଟଙ୍କା ଲୁଟ୍‌ ଘଟଣାରେ ୩ ଜଣଙ୍କୁ ଗିରଫ କଲା ପୋଲିସ, ଦୁଇ ବାଇକ୍‌ ଜବତ

କୋରାପୁଟ,୬ା୨(ସ୍ବ.ପ୍ର.): କୋରାପୁଟ ସହରରେ କିଛିଦିନ ତଳେ ଲୁଟେରାଙ୍କ ଦ୍ୱାରା ୩ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା। ଏହି ଘଟଣାରେ ଜଡ଼ିତ ୩ ଜଣଙ୍କୁ ସୋମବାର କୋରାପୁଟ ଟାଉନ ପୋଲିସ ଗିରଫ କରିବା ସହ ସେମାନଙ୍କ ଠାରୁ ନଗଦ ୧ ଲକ୍ଷ ୭୦…

ଚଳିତ ବଜେଟ୍‌କୁ ‘ଗରିବ ବିରୋଧୀ’ କହିଲେ ସୋନିଆ

ନୂଆଦିଲ୍ଲୀ,୬।୨: ୨୦୨୩ ବଜେଟକୁ ସମାଲୋଚନା କରି ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଏହାକୁ ଗରିବ ବିରୋଧୀ ବୋଲି କହିଛନ୍ତି। ସୋନିଆ ଗାନ୍ଧୀ କହିଛନ୍ତି, ମୋଦି ସରକାର ୟୁପିଏ ସମୟରେ କରାଯାଇଥିବା ସାମାଜିକ ଯୋଜନାର ଖର୍ଚ୍ଚ ହ୍ରାସ କରିଛନ୍ତି। ଗରିବ ଏବଂ…

ହେପାଜତ ମୃତ୍ୟୁ ନେଇ ୨ ଏସିଏଫ୍‌ ଅଟକ

ବଡ଼ମ୍ବା,୬ା୨(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ଼ ବନଖଣ୍ଡରେ ଏକ ଅଭାବନୀୟ ଘଟଣା ଘଟିଛି। ହାତୀକୁ ହତ୍ୟା କରିଥିବା ସନ୍ଦେହରେ ଅଟକ ରଖି ଜେରା ବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବାରୁ ଦୁଇ ଏସିଏଫ୍‌ ଘନଶ୍ୟାମ ମୁଦୁଲି ଏବଂ ହରେକୃଷ୍ଣ ମଲ୍ଲିକଙ୍କୁ ଅଟକ ରଖାଯାଇଛି।…

ତୁର୍କୀ-ସିରିଆ ଭୂକମ୍ପ ଘଟଣା: ଏପର୍ଯ୍ୟନ୍ତ ୩୬୦ ଲୋକଙ୍କ ଗଲାଣି ଜୀବନ

ଆଙ୍କରା,୬।୨: ତୁର୍କୀ ଏବଂ ସିରିଆରେ ଦୁଇଟି ଶକ୍ତିଶାଳୀ ଭୂକମ୍ପର କମ୍ପନ ଅନୁଭୂତ ହୋଇଛି। ଏହି ଭୂକମ୍ପରେ ମୃତ୍ୟୁ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏପର୍ଯ୍ୟନ୍ତ ୩୬୦ ଜଣଙ୍କ ମୃତ୍ୟୁ ଘଟିଲାଣି। ଏଥିସହ ଏକ ହଜାରରୁ ଅଧିକ ଲୋକ ଆହତ ହୋଇଥିବା…

ପ୍ରେମ ପାଇଁ ୭ ଦିନ: ମଙ୍ଗଳବାରଠାରୁ ଭାଲେଣ୍ଟାଇନ ସପ୍ତାହ…

ଫେବୃଆରୀ ମାସକୁ ପ୍ରେମ ପାଇଁ ଉତ୍ସର୍ଗୀକୃତ ମାସ ଭାବରେ ବିବେଚନା କରାଯାଏ। ପ୍ରେମୀ ଯୁଗଳଙ୍କ ପାଇଁ ଏହି ମାସର ବିଶେଷ ମହତ୍ତ୍ୱ ରହିଛି। ଭାଲେଣ୍ଟାଇନ ସପ୍ତାହର ପ୍ରତ୍ୟେକ ଦିନର ଭିନ୍ନ ଭିନ୍ନ ଅର୍ଥ ଥାଏ। ଭାଲେଣ୍ଟାଇନ ସପ୍ତାହ ୭ ଫେବୃଆରୀରୁ ଆରମ୍ଭ…

ରାଜଧାନୀରେ ହୋଟେଲ କର୍ମଚାରୀଙ୍କ ଉପରକୁ ବୋମାମାଡ

ଭୁବନେଶ୍ୱର,୬।୨(ବ୍ୟୁରୋ): ରାଜଧାନୀର ନୂଆ ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବୋମାମାଡ ହୋଇଛି। ଖାଇବାକୁ ନେଇ ଝଗଡା ହେବାରୁ ଏକ ହୋଟେଲ କର୍ମଚାରୀଙ୍କ ଉପରକୁ ଏହି ବୋମାମାଡ ହୋଇଥିବା ଜଣାପଡିଛି। ଏହି ଘଟଣାରେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri