ଅଭୟାରଣ୍ୟ ଅଞ୍ଚଳରେ ବେଆଇନ ଇଟାଭାଟି
ନୀଳଗିରି, ୬।୨(ସ୍ବ.ପ୍ର.):ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡ଼ିହା ଇକୋ ସେନସିଟିଭ୍ ଜୋନ୍ (ଜୈବ ସମ୍ବେଦନଶୀଳ ଅଞ୍ଚଳ) ଭିତରେ ଏକାଧିକ ବେଆଇନ ଇଟାଭାଟି ଚାଲିଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ କୁଲଡ଼ିହା ଅଭୟାରଣ୍ୟ ଓ…
ବଢ଼ିବ ତାପମାତ୍ରା
ଭୁବନେଶ୍ୱର, ୬।୨(ବ୍ୟୁରୋ):ରାଜ୍ୟରେ ରବିବାର ରାତିରୁ ଧୀରେ ଧୀରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏଥିସହିତ ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଦେବ। ସୋମବାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ…
ୟୁଟ୍ୟୁବରଙ୍କୁ ହତ୍ୟା କଲେ ବାପା
ଦିଓ୍ବାନିୟାହ, ୬।୨: ଇରାକର ୨୨ ବର୍ଷୀୟା ୟୁଟ୍ୟୁବର ଟିବା ଅଲିଙ୍କୁ ତାଙ୍କ ବାପା ହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିବା ପରେ ରବିବାର ଏହି ଅନର କିଲିଂ ବିରୋଧରେ ମହିଳା ସଙ୍ଗଠନ ରାଜରାସ୍ତାକୁ ଓହ୍ଲାଇ ପ୍ରତିବାଦ ପ୍ରଦର୍ଶନ କରିଛନ୍ତି। ଇରାକର ଅନ୍ତରୀଣ…
ଥମୁନି ଅଲିଭ୍ରିଡ୍ଲେଙ୍କ ମୃତ୍ୟୁ
ପୁରୀ ଅଫିସ, ୬ା୨:ବିରଳ ଅଲିଭ୍ ରିଡ୍ଲେଙ୍କ ଭୂସ୍ବର୍ଗ କୁହାଯାଉଥିବା ପୁରୀ ବେଳାଭୂମି ଏବେ ସେମାନଙ୍କ ପାଇଁ ଏକପ୍ରକାର ମୃତ୍ୟୁସ୍ଥଳ ପାଲଟିଛି। କାରଣ ପ୍ରାୟ ପ୍ରତିଦିନ ପୁରୀ ବେଳାଭୂମିରେ ଅଲିଭ ରିଡ୍ଲେଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳୁଛି। ବର୍ତ୍ତମାନ ସମୟରେ ଗଭୀର ସମୁଦ୍ରରୁ…
ଇଜିପ୍ଟର ପୂର୍ବତନ ପ୍ରଧାନମନ୍ତ୍ରୀ ଶେରିଫ ଇସମେଲଙ୍କ ବିୟୋଗ
କାଇରୋ, ୬।୨: ଇଜିପ୍ଟର ପୂର୍ବତନ ପ୍ରଧାନମନ୍ତ୍ରୀ ଶେରିଫ ଇସମେଲଙ୍କ ପରଲୋକ ଘଟିଛି। ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଶେରିଫ ପାଚନକ୍ରିୟାଜନିତ ରୋଗରେ ଆକ୍ରାନ୍ତ ଥିଲେ। ୨୦୧୫ରୁ ୨୦୧୮ ପର୍ଯ୍ୟନ୍ତ ସେ ଇଜିପ୍ଟର ପ୍ରଧାନମନ୍ତ୍ରୀ ଦାୟିତ୍ୱରେ…
ଆସାମ ନଲବାଡିରୁ ବହୁପରିମାଣରେ ଅସ୍ତ୍ରଶସ୍ତ୍ର, ବିସ୍ଫୋରକ ଜବତ
ଗୁଆହାଟି,୬ ।୨: ଆସାମର ନଲବାଡି ଜିଲାରେ ସିଆରପିଏଫର ଯବାନ ଓ ଆସାମ ପୋଲିସର ମିଳିତ ଅଭିଯାନରେ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ କରାଯାଇଛି । ସିଆରପିଏଫର ୧୩୬ର ବାଟେଲିୟନ ଏହି ଅପରେଶନର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ।…
ଇସିଜି କହୁଛି ମୃତ, ଚର୍ଚ୍ଚାରେ ଏୟାରଲିଫ୍ଟ
ଭୁବନେଶ୍ୱର(ବ୍ୟୁରୋ)/ସମ୍ବଲପୁର ଅଫିସ,୬।୨:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଗତ ୨୯ତାରିଖରେ ବ୍ରଜରାଜନଗର ଗାନ୍ଧୀଛକ ନିକଟରେ ଆୟୋଜିତ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବାବେଳେ ତାଙ୍କ ଉପରକୁ ପୋଲିସ ଏଏସ୍ଆଇ ଗୋପାଳ କୃଷ୍ଣ ଦାସ ଅତି ନିକଟରୁ ଗୁଳି କରିଥିଲେ। ଗୁଳିଟି ନବଙ୍କ…
ଆଣ୍ଟର୍କଟିକାରେ ରିସର୍ଚ୍ଚ ଷ୍ଟେଶନ କରିବ ଚାଇନା!
ବେଜିଂ,୬ ।୨: ଚାଇନାର ନଜର ଏବେ ଆଣ୍ଟାର୍କଟିକା ଉପରେ । ସେଠାରେ ସେ ଗ୍ରାଉଣ୍ଟ ଷ୍ଟେଶନ ନିର୍ମାଣ କରିବାକୁ ଯାଉଛି । କାରଣ ହେଉଛି ସ୍ପେସ ମିଶନ ପାଇଁ ଏମିତି ସେଣ୍ଟର ନିର୍ମାଣ ହେବ ଯେଉଁଠାରୁ ସାଟେଲାଇଟ ଉପରେ ନଜର ରଖିବା…
ଭଗବାନଙ୍କ ନିକଟରେ କୌଣସି ଜାତି-ବର୍ଣ୍ଣ ନାହିଁ, ପଣ୍ଡିତମାନେ ଏସବୁ କରିଛନ୍ତି ସୃଷ୍ଟି: ମୋହନ ଭାଗବତ
ମୁମ୍ବାଇ,୬।୨: ଜାତି ଧର୍ମ ସମ୍ବନ୍ଧରେ ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନ(ଆରଏସଏସ୍)ର ମୁଖ୍ୟ ମୋହନ ଭାଗବତ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ମୁମ୍ବାଇରେ ସେଣ୍ଟ ଶିରୋମଣି ରୋହିଦାସ ଜୟନ୍ତୀ ଉପରେ ଏକ କାର୍ଯ୍ୟକ୍ରମରେ ଭାଗ ନେଇ ଭାଗବତ କହିଛନ୍ତି, ଆମ ସମାଜ ବିଭାଜନର…
ବାଂଲାଦେଶର ୧୪ ମନ୍ଦିରରେ ଭଙ୍ଗାରୁଜା
ଢାକା,୬ ।୨: ବାଂଲାଦେଶରେ ପୁଣିଥରେ ମନ୍ଦିରରେ ଭଙ୍ଗାରୁଜା ଘଟଣା ସାମ୍ନାକୁ ଆସିଛି । ବାଂଲାଦେଶ ପୋଲିସ ରବିବାର କହିଛି, କେତେଜଣ ଅସାମାଜିକ ଲୋକ ବିଭିନ୍ନ ସ୍ଥାନରେ ପ୍ରାୟ ୧୪ଟି ମନ୍ଦିରରେ ଭଙ୍ଗାରୁଜା କରିବା ସହ ମୁର୍ତ୍ତିଗୁଡିକୁ ବି ଭାଙ୍ଗି ଦେଇଛନ୍ତି ।…
ପୁଣି କଶ୍ମୀର ପ୍ରସଙ୍ଗ ଉଠାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ
ପୁଣି କଶ୍ମୀର ପ୍ରସଙ୍ଗ ଉଠାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇସଲାମାବାଦ୍,୬।୨: ପାକିସ୍ତାନର ଅର୍ଥନୈତିକ ଅବସ୍ଥା ବେହାଲ ହୋଇପଡିଛି। ସାଧାରଣ ଜନତା ଦରଦାମ ବୃଦ୍ଧି ଯୋଗୁ ଚିନ୍ତାରେ ଅଛନ୍ତି। ଲୋକମାନେ ସରକାରଙ୍କୁ ବିରୋଧ କରିବାକୁ ରାଜରାସ୍ତାକୁ ଓହ୍ଲାଉଛନ୍ତି। କିନ୍ତୁ ଏପରି ପରିସ୍ଥିତିରେ ମଧ୍ୟ ପାକିସ୍ତାନର…
ହିମସ୍ଖଳନରେ ୮ ମୃତ୍ୟୁ
ଭିଏନା, ୬।୨: ଅଷ୍ଟ୍ରିଆରେ ହୋଇଥିବା ହିମସ୍ଖଳନରେ ଅତି କମରେ ଆଠ ଜଣଙ୍କର ମୃତ୍ୟୁ ଘଟିଛି। ପୋଲିସ ଏନେଇ ସୂଚନା ଦେଇଛି। ପୋଲିସର ସୂଚନାନୁସାରେ, ସ୍କୁଲ ଛୁଟି ସମୟରେ ଭିଏନାରେ ସ୍କି ରିସର୍ଟଗୁଡିକରେ ପ୍ରବଳ ଭିଡ଼ ଦେଖାଦେଇଛି। ପବନ ଏବଂ ତୁଷାରପାତ ଯୋଗୁ…
Archives


