ବାଇକ୍ ଦୁର୍ଘଟଣାରେ ଚାଲିଗଲା ଜୀବନ
ବୌଦ୍ଧ,୫।୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ ପୁରୁଣାକଟକ ନିକଟସ୍ଥ ଭୈରବୀ ମହାବିଦ୍ୟାଳୟ ନିକଟରେ ରବିବାର ଏକ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଥିବା ଜଣାପଡିଛି। ମୃତକ ହେଲେ ବୌଦ୍ଧ ସହର…
ମ୍ୟାଚ ବେଳେ ଷ୍ଟାଡିୟମ ନିକଟରେ ବିସ୍ଫୋରଣ: ବାବର, ଆଫ୍ରିଦିଙ୍କୁ ସୁରକ୍ଷିତ ସ୍ଥାନାନ୍ତର
କ୍ୱେଟ୍ଟା,୫ା୨: କ୍ୱେଟ୍ଟା ଷ୍ଟାଡିୟମରେ ଏକ ପ୍ରଦର୍ଶନୀ ମ୍ୟାଚ୍ ଖେଳା ଯାଉଥିବା ବେଳେ ଷ୍ଟାଡିୟମର କିଛି ଦୂରରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ସମୟରେ ପାକିସ୍ତାନ ଅଧିନାୟକ ବାବର ଆଜମ ଓ କିମ୍ବଦନ୍ତୀ ଶାହିଦ୍ ଆଫ୍ରିଦି ଷ୍ଟାଡିୟମରେ ଉପସ୍ଥିତ ଥିଲେ। ତେବେ…
ଶୋଇଥିବା ବେଳେ ଖଣ୍ଡାରେ ହାଣି ହତ୍ୟା
ବଲାଙ୍ଗୀର ଅଫିସ, ୫।୨: ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅଏଁଲାସାରି ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ଶୋଇଥିବା ଅବସ୍ଥାରେ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ମୃତକ ଅଏଁଲାସାରୀ ଗାଁର ଜନ୍ମ ଖୁଣ୍ଟୁଲି(୫୫)। ଜନ୍ମ ଘରେ ଶୋଇଥିବାବେଳେ ଗଁାର ବିଭୂତି ଷାଣ୍ଢ ତାଙ୍କୁ ଆକ୍ରମଣ…
ବୃଦ୍ଧାଙ୍କୁ ବଳାତ୍କାର ପରେ ହତ୍ୟା କଲେ ୧୬ ବର୍ଷର ବାଳକ
ରଓ୍ବୋ,୫।୨: ମଧ୍ୟପ୍ରଦେଶ ରଓ୍ବୋ ଜିଲାରେ ଜଣେ ୧୬ ବର୍ଷର ବାଳକ ୫୮ ବର୍ଷୀୟା ବୃଦ୍ଧାଙ୍କୁ ବଳାତ୍କାର ପରେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଦୁଇବର୍ଷ ତଳେ ବୃଦ୍ଧାଙ୍କ ଘରୁ ଏକ ମୋବାଇଲ ଫୋନ୍ ଚୋରି ହୋଇଥିଲା। ଏହି ଘଟଣା ସହ ହତ୍ୟାକାଣ୍ଡ…
ଆଦାନୀ ପ୍ରସଙ୍ଗ: ସରକାରଙ୍କୁ ପ୍ରତିଦିନ ୩ ପ୍ରଶ୍ନ ପଚାରିବ କଂଗ୍ରେସ
ନୂଆଦିଲ୍ଲୀ,୫।୨ :ଆମେରିକାର ଶର୍ଟ ସେଲର ହିଣ୍ଡେନବର୍ଗ ରିସର୍ଚ୍ଚ ଆଦାନୀ ଗ୍ରୁପ୍ର ଜାଲିଆତିକୁ ପଦାରେ ପକାଇବା ପରେ ଏହି ଗ୍ରୁପ୍ କମ୍ପାନୀର ଶେୟାର ମୂଲ୍ୟ ହ୍ରାସ ପାଇଚାଲିଛି। ଏହି ପ୍ରସଙ୍ଗରେ କଂଗ୍ରେସ ରବିବାରଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦୈନିକ ୩ଟି ପ୍ରଶ୍ନ ପଚାରିବ…
ଧରାପଡ଼ିଲା ଗଞ୍ଜେଇ ଭର୍ତ୍ତି ଟ୍ରକ
ବ୍ରହ୍ମପୁର ଅଫିସ,୫ା୨: ଗଜପତି, କନ୍ଧମାଳ ଅଞ୍ଚଳରୁ ବେଆଇନ ଭାବେ ଗଞ୍ଜେଇ ବ୍ରହ୍ମପୁର ସହର ଦେଇ ବାହାର ରାଜ୍ୟକୁ ଚୋରା ଚାଲାଣ ହେଉଛି। ବ୍ରହ୍ମପୁର ଅବକାରୀ ଗୋଇନ୍ଦା ଟିମ୍ ରବିବାର ଜାତୀୟ ରାଜପଥ-୫୯ ଫାଷ୍ଟଗେଟ୍ ଛକରୁ ଏକ ଗଞ୍ଜେଇ ଭର୍ତ୍ତି ଟ୍ରକ ଜବତ…
ନେପାଳ ସରକାରରେ ଫାଟ
କାଠମାଣ୍ଡୁ,୫।୨: ନେପାଳରେ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡଙ୍କ ନେତୃତ୍ୱରେ ଶାସକ ମିଳିତ ମେଣ୍ଟରେ ବିବାଦ ବୃଦ୍ଧି ପାଇଛି। ରବିବାର ରାଷ୍ଟ୍ରିୟ ସ୍ବତନ୍ତ୍ର ପାର୍ଟି (ଆରଏସପି) ଶାସକ ମିଳିତ ମେଣ୍ଟରୁ ଅଲଗା ହେବା ନେଇ ଘୋଷଣା କରିଛି। ଆରଏସପି ସଭାପତି ରବି…
ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୬ ଜୀବନ, ୬୬ ଆହତ
ବେଜିଂ,୫।୨: ଚାଇନାର ହୁନାନ ପ୍ରଦେଶରେ ଏକକାଳୀନ ୪୯ ଗାଡି ଧକ୍କାରେ ୧୬ ଜଣ ପ୍ରାଣ ହରାଇଛନ୍ତି। ଏହି ଦୁର୍ଘଟଣାରେ ୬୬ ଜଣ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ହୁନାନ ପ୍ରଦେଶର ଚାଙ୍ଗସାଖା ସହରର ଶୁଚାଙ୍ଗ-ଗୁଆଙ୍ଗଜୋ ରାଜପଥରେ ୧୦ ମିନିଟ୍ ମଧ୍ୟରେ ୪୯ଟି…
ଭଡ଼ାଘରୁ ମହିଳାଙ୍କ ମୃତଦେହ ମିଳିବା ଘଟଣାର ପର୍ଦ୍ଦାଫାଶ: ଅନୈତିକ ସମ୍ପର୍କରୁ ହତ୍ୟା
ବାସୁଦେବପୁର,୫।୨(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଇରମ ଅଞ୍ଚଳର ଏକ ଭଡ଼ାଘରୁ ଜଣେ ମହିଳାଙ୍କ ମୃତଦେହ ଗତ ଗୁରୁବାର ମିଳିଥିଲା। ଝିଅକୁ ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ମୃତା ମହିଳାଙ୍କ ମା’ ବାସୁଦେବପୁର ଥାନାରେ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ…
ଇମୋଶନାଲ୍ କାର୍ଡ ଖେଳିଲେ ସିଦ୍ଦରମୈୟା
ବେଙ୍ଗାଲୁରୁ,୫।୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଦରମୈୟା ବିଧାନସଭା ନିର୍ବାଚନ ପୂର୍ବରୁ ଇମୋଶନାଲ୍ କାର୍ଡ ଖେଳିଛନ୍ତି। ଚଳିତ ବିଧାନସଭା ନିର୍ବାଚନ ତାଙ୍କର ଶେଷ ନିର୍ବାଚନ ହେବ। ଅବସର ପରେ ମଧ୍ୟ ସେ ରାଜନୀତିରେ ସକ୍ରିୟ ରହିବେ ବୋଲି ଘୋଷଣା…
ଏମ୍ଜିଏନ୍ଆର୍ଇଜିଏସ୍ କାର୍ଯ୍ୟକୁ ନେଇ ଗୋଷ୍ଠୀ ସଂଘର୍ଷ
ଆନନ୍ଦପୁର,୫।୨(ସ୍ବ.ପ୍ର.): ଆନନ୍ଦପୁର ବ୍ଲକ୍ ହରିଡ଼ାପାଳ ପଞ୍ଚାୟତ ଟୋଲଙ୍କପଡ଼ା ଗ୍ରାମରେ ଏମ୍ଜିଏନ୍ଆର୍ଇଜିଏସ୍ କାମକୁ ନେଇ ଗୋଷ୍ଠୀ ସଂଘର୍ଷ ଦେଖାଯାଇଛି। ଆକ୍ରମଣରେ ଜଣେ ଯୁବକ ଆହତ ହୋଇଛନ୍ତି। ଗ୍ରାମରେ ରାତି ଅଧରେ ମେଶିିନ୍ ଦ୍ୱାରା ଏମ୍ଜିଏନ୍ଆର୍ଇଜିଏସ୍ କାର୍ଯ୍ୟ ଚାଲୁଥିବା ବେଳେ ସ୍ଥାନୀୟ କେତେଜଣ ଯୁବକ…
‘ଜେଲେନସ୍କିଙ୍କୁ ହତ୍ୟା କରିବେ ନାହିଁ, ପୁଟିନ ଦେଇଛନ୍ତି ପ୍ରତିଶ୍ରୁତି’
ଜେରୁଜେଲମ,୫।୨: ମାସ ମାସ ଧରି ଚାଲିଆସୁଥିବା ରୁଷିଆ-ୟୁକ୍ରେନ ଯୁଦ୍ଧ ଏପର୍ଯ୍ୟନ୍ତ ଶେଷ ହେଉନାହିଁ। ପାଶ୍ଚାତ୍ୟ ଦେଶରୁ ୟୁକ୍ରେନକୁ ଭାରୀ ଅସ୍ତ୍ର ମିଳୁଥିବାବେଳେ ରୁଷିଆ ମଧ୍ୟ କ୍ଷେପଣାସ୍ତ୍ର ଆକ୍ରମଣକୁ ବୃଦ୍ଧି କରିଛି। ଏହା ମଧ୍ୟରେ ଇସ୍ରାଏଲର ପୂର୍ବତନ ପ୍ରଧାନମନ୍ତ୍ରୀ ନାଫତାଲି ବେନେଟ ଏକ…
Archives


