ବିଗିଡିଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’ଙ୍କ ସ୍ବାସ୍ଥ୍ୟାବସ୍ଥା ,ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୨୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସ୍ବାସ୍ଥ୍ୟାବସ୍ଥା ବିଗିଡିବା ପରେ ବୁଧବାର ହୀରାବେନଙ୍କୁ ଅହମ୍ମଦାବାଦର ୟୁଏନ୍ ମେହେଟା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦି ମା’ ହୀରାବେନଙ୍କ ୧୦୦ ତମ ଜନ୍ମଦିନ ପାଳନ କରିଥିଲେ। ଏଥି…
ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ବାରିପଦା ଅଫିସ,୨୮।୧୨: ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ହୋ, ମୁଣ୍ଡା ଏବଂ ଭୂମିଜ ସମ୍ପ୍ରଦାୟର ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ ଦାବିରେ ଜିଲା ବିଜୁ ଜନତା ଦଳ ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ସହ ବିକ୍ଷୋଭ ପ୍ରଦର୍ଶନ…
ଭାରତ ଯୋଡୋ ଯାତ୍ରାର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ ,ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲା କଂଗ୍ରେସ
ନୂଆଦିଲ୍ଲୀ,୨୮।୧୨: କଂଗ୍ରେସ ବୁଧବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଏକ ଚିଠି ଲେଖି ଭାରତ ଯୋଡୋ ଯାତ୍ରାର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛିି। ଶନିବାର ଭାରତ ଯୋଡୋ ଯାତ୍ରା ଦିଲ୍ଲୀରେ ପ୍ରବେଶ କରିବା ପରେ ସୁରକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଥିବା…
ପିଇଓଙ୍କ ଆତ୍ମହତ୍ୟା ଉଦ୍ୟମ: ପୂର୍ବରୁ କରିଥିଲେ ସରକାରୀ ଅନୁଦାନ ରାଶି ହଡପ
ଭବାନୀପାଟଣା,୨୮।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡ଼ପଦର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ) ଦେବାନନ୍ଦ ସାଗର ବୁଧବାର ତାଙ୍କ ବାସଭବନରେ ରଶିଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତୁରନ୍ତ ତାଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପଞ୍ଚାୟତର ସରକାରୀ…
କୁହୁଡି ହେଲା କାଳ: ଚାଲିଗଲା ୩ ଜୀବନ
ଲକ୍ଷ୍ନୌ,୨୮।୧୨: ଉତ୍ତରପ୍ରଦେଶର କନୌଜ ଜିଲାର ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ମଙ୍ଗଳବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍ ପଛପଟୁ ଟ୍ରକ୍କୁ ଧକ୍କା ଦେବା ଫଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଘନ କୁହୁଡି ଯୋଗୁ ଏହି ଦୁର୍ଘଟଣା ଘଟିଥିବା ପୋଲିସ…
ହକି ବିଶ୍ୱକପ୍ ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ,ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବୁଧବାର ଚେନ୍ନାଇରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ.ଷ୍ଟାଲିନ୍କୁ ଭେଟିଛନ୍ତି। ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍ ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣପତ୍ର ପ୍ରଦାନ କରିଛନ୍ତି। ସେ…
ଫେରିଗଲା ଓପନ ଜିମ୍ ପାଇଁ ଆସିଥିବା ନିମ୍ନମାନର ସାମଗ୍ରୀ
ବିଷମକଟକ,୨୮।୧୨(ଡି.ଏନ୍.ଏ.): ବିଷମକଟକରେ ଓପନ ଜିମ୍ ପାଇଁ ଆସିଥିବା ବିଭିନ୍ନ ସାମଗ୍ରୀ ମଙ୍ଗଳବାର ଫେରିଯାଇଛି। ବିନା ଟେଣ୍ଡରରେ ଜଣେ ଠିକାଦାରଙ୍କୁ କ୍ରୀଡ଼ା ବିଭାଗ କାର୍ଯ୍ୟାଦେଶ ଦେଇଥିବା ନେଇ ଅଭିଯୋଗ ହୋଇଥିଲା। ଏହାପରେ ଯୁବଗୋଷ୍ଠୀ ଜିଲାପାଳଙ୍କୁ ଭେଟି ଜିମ୍ ପାଇଁ ଆସିଥିବା ସାମଗ୍ରୀ ନିମ୍ନମାନର…
ଆକର୍ଷଣର କେନ୍ଦ୍ରରେ ଦିଶା, ରଣବୀର
ଏଫ୍ଆଇଏଚ୍ ଓଡ଼ିଶା ପୁରୁଷ ହକି ବିଶ୍ୱକପ୍ ଭୁବନେଶ୍ୱର ଓ ରାଉରକେଲାରେ ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଅନୁଷ୍ଠିତ ହେବ। କଟକରେ ଅନୁଷ୍ଠିତ ହେବ ଏହାର ରଙ୍ଗାରଙ୍ଗ ଉଦ୍ଘାଟନୀ ଉତ୍ସବ। ଟୁର୍ନାମେଣ୍ଟ ଆରମ୍ଭ ହେବାର ଦୁଇ ଦିନ ପୂର୍ବରୁ ୧୧ ଜାନୁୟାରୀ…
କେବଳ ଅନ୍ଲାଇନ୍ରେ ଟିକେଟ ବିକ୍ରି
ଭୁବନେଶ୍ୱର, ୨୮ା୧୨ (ସ୍ପୋଟର୍ସ ବ୍ୟୁରୋ): ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ ପୂର୍ବରୁ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଉଦ୍ଘାଟନୀ ସମାରୋହ ପାଇଁ ବୁଧବାରଠାରୁ ଟିକେଟ ବିକ୍ରି ଆରମ୍ଭ ହେବ। କେବଳ ଅନ୍ଲାଇନରେ ଏହି ଟିକେଟ ଉପଲବ୍ଧ ଥିବା ବେଳେ ବୁଧବାର ଅପରାହ୍ନ…
ସୂର୍ଯ୍ୟକାନ୍ତଙ୍କୁ ୪ ଉଇକେଟ, ନିଶାନ୍ତଙ୍କ ଶତକ
ଭୁବନେଶ୍ୱର, ୨୮ା୧୨(ସ୍ପୋଟର୍ସ ବ୍ୟୁରୋ): କଟକର ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଅନୁଷ୍ଠିତ ଓଡ଼ିଶା ବିପକ୍ଷ ରଣଜୀ ଟ୍ରଫି ମ୍ୟାଚର ପ୍ରଥମ ଦିନରେ ୫ ଉଇକେଟରେ ୩୦୬ ରନ୍ କରିଛି ହରିୟାଣା। ୧୯ ବର୍ଷରୁ କମ୍ ଭାରତୀୟ ଦଳର ଖେଳାଳି ନିଶାନ୍ତ ସିନ୍ଧୁ ଅପରାଜିତ…
ରାଉରକେଲାରେ ଭବ୍ୟ ସ୍ବାଗତ
ରାଉରକେଲା ଅଫିସ,୨୮ା୧୨: ରାଉରକେଲାରେ ପ୍ରଥମ ଥର ହକି ବିଶ୍ୱକପ୍ ଆୟୋଜନ ହେବାକୁ ଯାଉଥିବାରୁ ଦର୍ଶକଙ୍କ ମନରେ ନାହିଁ ନ ଥିବା ଉତ୍ସାହ ପରିଲକ୍ଷିତ ହୋଇଛି। ଝାରସୁଗୁଡା ଏୟାରପୋର୍ଟରୁ ବସ୍ ଯୋଗେ ଭାରତୀୟ ହକି ଦଳ ମଙ୍ଗଳବାର ସନ୍ଧ୍ୟା ୭ଟାରେ ରାଉରକେଲାରେ ପହଞ୍ଚିଥିଲା।…
‘ଘରୋଇ ପରିବେଶରୁ ଫାଇଦା ନେବୁ’
ଭୁବନେଶ୍ୱର, ୨୮ା୧୨(କ୍ରୀଡ଼ା ପ୍ରତିନିଧି): ୨୦୨୩ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ହକି ବିଶ୍ୱକପ ଭୁବନେଶ୍ୱର ଏବଂ ରାଉରକେଲାରେ ଅନୁଷ୍ଠିତ ହେବ। ହକିର ଏହି ମହାକୁମ୍ଭରେ ଅଂଶଗ୍ରହଣ କରିବା ପାଇଁ ହରମନପ୍ରୀତ ସିଂଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ମଙ୍ଗଳବାର ଓଡ଼ିଶାରେ ପହଞ୍ଚତ୍ଛି। ବିଶ୍ୱକପ…
Archives


