Home Left

ଅଶ୍ୱିନଙ୍କୁ କାହିଁକି ଏତେ ଡରୁଛି ଅଷ୍ଟ୍ରେଲିଆ? ରେକର୍ଡ କହୁଛି…

ନୂଆଦିଲ୍ଲୀ,୪।୨: ଫେବୃୟାରୀ ୯ରୁ ଭାରତ ବିପକ୍ଷରେ ଟେଷ୍ଟ ସିରିଜ ଖେଳିବ ଅଷ୍ଟ୍ରେଲିଆ। ୪ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ ଉପରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଟିକେଟ ନିର୍ଭର କରୁଛି। ଏହି କାରଣରୁ ଉଭୟ ଟିମ୍‌ ସିରିଜ ଜିତିବା ଲାଗି ଜୋରଦାର…

ବାଘ ଟ୍ରାକିଂ ପାଇଁ ଚାଲିଛି ତନାଘନା

କେନ୍ଦୁଝର,୪ା୨(ସ୍ବ.ପ୍ର.): ପାଟଣା ରେଞ୍ଜ ଅନ୍ତର୍ଗତ ଜଙ୍ଗଲ ପରିବେଷ୍ଟିତ ରୋହିଣୀଦୁମା ଗ୍ରାମରେ ଅନନ୍ତ ମାଝି ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ବାଘ ଆକ୍ରମଣରେ ହୋଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ଏହି ସମୟରେ ବନ ବିଭାଗ ବାଘକୁ ଠାବ କରିବାକୁ ପଦକ୍ଷେପ ନେଇଛି। ଏହା…

ନାରାୟଣପାଟଣାରେ ୫-ଟି ସଚିବ

କୋରାପୁଟ/ନାରାୟଣପାଟଣା,୪ା୨(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର କୋରାପୁଟ ଗସ୍ତରେ ଆସି ଶିକ୍ଷା, ସ୍ବାସ୍ଥ୍ୟ, ରାସ୍ତା, ପାନୀୟ ଜଳ ସମସ୍ୟା ଦୂର କରିବାକୁ କୋଟି କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ତେବେ ଆଜି ଏକ ସ୍ବତନ୍ତ୍ର ବିମାନ ଯୋଗେ ୫-ଟି ସଚିବ…

ଅଷ୍ଟ୍ରେଲିଆ ସିରିଜ ଲାଗି ବିସିସିଆଇ ନେଲା ବଡ଼ ନିଷ୍ପତ୍ତି, ଏହି ୪ ଖେଳାଳି…

ନୂଆଦିଲ୍ଲୀ,୪।୨: ଟିମ୍‌ ଇଣ୍ଡିଆ ଅଷ୍ଟ୍ରେଲିଆ ସିରିଜ ଲାଗି ପ୍ରସ୍ତୁତି ଆରମ୍ଭ କରିଛି। ସମସ୍ତ ଖେଳାଳି ଅଧିନାୟକ ରୋହିତ ଶର୍ମା ଏବଂ କୋଚ୍‌ ରାହୁଲ ଦ୍ରାବିଡଙ୍କ ନେତୃତ୍ୱରେ ଅଭ୍ୟାସ କରୁଛନ୍ତି। ତେବେ ଏହି ସିରିଜ ପୂର୍ବରୁ ବିସିସିଆଇ ବଡ଼ ନିଷ୍ପତ୍ତି ନେଇଛି। ତଦନୁଯାୟୀ…

୪୨ ଦିନରେ ଖେଳାଯିବ ୭ ମ୍ୟାଚ୍‌, ଫେବୃୟାରୀ ୯ରୁ ପ୍ରଥମ ଟେଷ୍ଟ: ଜାଣନ୍ତୁ ଲାଇଭ୍‌ ଷ୍ଟ୍ରିମିଂଠାରୁ ଆରମ୍ଭ କରି କାର୍ଯ୍ୟସୂଚୀ…

ନୂଆଦିଲ୍ଲୀ,୪।୨: ବର୍ତ୍ତମାନ ଅଷ୍ଟ୍ରେଲିଆ କ୍ରିକେଟ ଟିମ୍‌ ଭାରତ ଗସ୍ତରେ ଅଛି। ଏହି ଭ୍ରମଣରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ (ବର୍ଡର-ଗାଭାସ୍କର ଟ୍ରଫି) ଏବଂ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ଅଷ୍ଟ୍ରେଲିଆ ଟିମ୍‌…

‘ପଠାନ’ ଦେଖିବାକୁ ନିଜ ଦେଶ ଛାଡ଼ି ଭାରତ ଆସିଲେ ବ୍ୟକ୍ତି

ମୁମ୍ବାଇ: କିଙ୍ଗ୍‌ଖାନ୍‌ ଶାହାରୁଖ ତାଙ୍କ ଫିଲ୍ମ ‘ପଠାନ’କୁ ନେଇ ଏବେ ଖୁବ୍‌ ଚର୍ଚ୍ଚାରେ। ଏହି ଫିଲ୍ମ ଝଡ଼ ବେଗରେ ରୋଜଗାର ବି କରିଚାଲିଛି। ୪ ବର୍ଷ ପରେ ପରଦାକୁ ଫେରିଥିବା ବଲିଉଡ୍‌ ବାଦ୍‌ଶାହା ପ୍ରମାଣ କରିଛନ୍ତି ଯେ, ତାଙ୍କ କ୍ରେଜ୍‌ କେବଳ…

‘ନକଲି ଅଶ୍ୱିନ’ଙ୍କ ସହ ଅଭ୍ୟାସ କରୁଛି ଅଷ୍ଟ୍ରେଲିଆ, ଜାଣନ୍ତୁ କିଏ ସେହି ବୋଲର୍‌…

ନୂଆଦିଲ୍ଲୀ,୪।୨: ଅଷ୍ଟ୍ରେଲିଆ ଦଳ ଭାରତ ଗସ୍ତରେ ଟେଷ୍ଟ ସିରିଜ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆ ଦଳ ଏକ ସ୍ବତନ୍ତ୍ର ବୋଲରଙ୍କ ସହ ଅଭ୍ୟାସ କରୁଛି। ବୋଲରଜଣଙ୍କ ହେଉଛନ୍ତି ମହେଶ ପିଥିୟା। ତାଙ୍କୁ…

ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଧାନ ନଷ୍ଟ

ହିଞ୍ଜିଳିକାଟୁ,୪ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଖରିଡ଼ା ଗ୍ରାମରେ ଏକ ଖଳାରେ ଶନିବାର ଅପରାହ୍ନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଧାନ ପୋଡ଼ି ପାଉଁଶ ହୋଇଯାଇଛି। ନିଆଁ କିପରି ଲାଗିଲା, ତାହା ସ୍ପଷ୍ଟ ଜଣାପଡ଼ିନାହିଁ। ଖବର ପାଇ ହିଞ୍ଜିଳିକାଟୁ ଅଗ୍ନିଶମ ଓ…

ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୪।୨: ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ କରାଯାଇଛି। ଆଗକୁ ସେନାରେ ଯୋଗଦେବାକୁ ଇଚ୍ଛୁକ ପ୍ରାର୍ଥିମାନେ ପ୍ରଥମେ ନିର୍ଦ୍ଧିଷ୍ଟ କେନ୍ଦ୍ରଗୁଡ଼ିକରେ ଏକ ଅନ୍‌ଲାଇନ୍‌ ସାଧାରଣ ପ୍ରବେଶିକା ପରୀକ୍ଷା ଦେବେ। ଏହାପରେ ନିଯୁକ୍ତି ରାଲିରେ ଶାରୀରିକ ସୁସ୍ଥତା ପରୀକ୍ଷଣ କରାଯିବ। ଶେଷରେ ସେନାରେ ଚୟନ…

କନ୍ତିଆରେ ସିରିଜ ବୋମାମାଡ଼: ଜଣେ ଗୁରୁତର

ଜଟଣୀ,୪ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅନ୍ତର୍ଗତ କନ୍ତିଆ ଗ୍ରାମରେ ଶନିବାର ସିରିଜ ବୋମାମାଡ଼ ହୋଇଛି। ଏଥିରେ ଜଣେ ଗୁରୁତର ହୋଇଥିବା ବେଳେ କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଜଟଣୀ ଥାନାଧିକାରୀ ସୌମ୍ୟକାନ୍ତ ବଳିୟାରସିଂହ, ଜୋନ-୩ ଏସିପି ରଜତ ରୟ ଏବଂ…

ଜୈସଲମେର ପହଞ୍ଚିଲେ କିଆରା

ମୁମ୍ବାଇ: ବଲିଉଡ ଷ୍ଟାର ସିଦ୍ଧାର୍ଥ ମାଲହୋତ୍ରାଙ୍କ ଭାବି ପତ୍ନୀ ତଥା ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ବିବାହ ପାଇଁ ଏବେ ଖୁବ୍ ଚର୍ଚ୍ଚାରେ । ବାହାଘର ପାଇଁ କାଉଣ୍ଟ ଡାଉନ ଆରମ୍ଭ ହୋଇଯାଇଥିବା ବେଳେ ଶନିବାର କିଆରା ଦ୍ୱିପ୍ରହରରେ ମୁକେଶ ଅମ୍ବାନୀଙ୍କ…

ପ୍ରେମ ପାଇଁ ଦେଶ ଛାଡ଼ିବେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: ପୁଣି ଥରେ ବିବାହ କରିବାକୁ ଯାଉଛନ୍ତି ଟେଲି ପରଦାର ଲୋକପ୍ରିୟ ଦଲଜୀତ କୌର। ବିବାହ ପରେ ସେ ନିଜର ପାର୍ଟନର ନିକ୍‌ ପଟେଲଙ୍କ ସହ ବିଦେଶ ଚାଲିଯିବେ। ସୋସିଆଲ ମିଡିଆ ଜରିଆରେ ସେ ପ୍ରଶଂସକଙ୍କୁ ଏହି ଖୁସି ଖବର ଜଣାଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri