Home Left

ଦରମା ୩୦ ହଜାର, ଘରୁ ମିଳିଲା ୭ କୋଟିର ସମ୍ପତ୍ତି

ଭୋପାଳ, ୧୩ା୫: ମଧ୍ୟପ୍ରଦେଶ ଲୋକାୟୁକ୍ତ ପୋଲିସର ଏକ ଟିମ୍‌ ଜଣେ ମହିଳା ଠିକା ଇଞ୍ଜିନିୟରଙ୍କ ଘର ଉପରେ ଚଢ଼ାଉ କରି ୭ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଜବତ କରିଛନ୍ତି। ହେମା ମୀନା ନାମ୍ନୀ ଏହି ଇଞ୍ଜିନିୟରଙ୍କର ୧୦ଟି…

କଳାପଥର ପରିବହନରେ ପ୍ରଦୂଷଣ ଉତ୍କଟ

ଯାଜପୁର ଅଫିସ/କବାଟବନ୍ଧ (ଡି.ଏନ୍‌.ଏ.),୧୩ା୫: ଯାଜପୁର ଜିଲା ଧର୍ମଶାଳା ତହସିଲର କଳାପଥର କେଳେଙ୍କାରୀ ସହ ବାୟୁ ପ୍ରଦୂଷଣ ଏବେ ଚରମସୀମାରେ ପହଞ୍ଚିଛି। ଜିଲା ପ୍ରଶାସନ ପକ୍ଷରୁ ଏଭଳି ଅନିୟମିତତା ଏବଂ ମନମାନିକୁ ନିୟନ୍ତ୍ରଣ କରିବାରେ ସେଭଳି କିଛି ଠୋସ୍‌ କାର୍ଯ୍ୟାନୁଷ୍ଠାନ ନେବାରେ ବିଫଳ…

ନିଯୁକ୍ତିରେ ଜାଲିଆତି, ତଦନ୍ତ ନିର୍ଦ୍ଦେଶ

ଯାଜପୁର ଅଫିସ,୧୩ା୫: ରାଜ୍ୟରେ ନକଲି ବିଏଡ୍‌/ସିଟି ଡିଗ୍ରୀଧାରୀ ଏବଂ ଜାତିଗତ ପ୍ରମାଣପତ୍ର ଜାଲିଆତି କରି ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତି ପାଇବା ଏବେ ସାଧାରଣ କଥା ହୋଇଛି। ଏନେଇ ଶିକ୍ଷା ବିଭାଗ ପକ୍ଷରୁ ବାରମ୍ବାର ସମ୍ପୃକ୍ତ ଜିଲା ଶିକ୍ଷାଧିକାରୀଙ୍କୁ ତଦନ୍ତ କରି ଆଇନଗତ କାର୍ଯ୍ୟାନୁଷ୍ଠାନ…

ମଙ୍ଗଳପୁର-ବଡ଼କୁଆଁଲ ରାସ୍ତା କାମରେ ଦୁର୍ନୀତି

ପ୍ରୀତିପୁର,୧୩ା୫(ଡି.ଏନ୍‌.ଏ.): ସରକାର ପ୍ରତିବର୍ଷ ରାସ୍ତାଘାଟ ନିର୍ମାଣରେ ଶତାଧିକ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ା ହେଲେ କେତେକ ସ୍ଥାନରେ ଦାୟିତ୍ୱରେ ଥିବା ଅଧିକାରୀ, ଠିକାଦାର ଓ ରାଜନେତାଙ୍କ ମଧୁଚନ୍ଦ୍ରିକା ଯୋଗୁ ସେହି ଅର୍ଥ ବାଟମାରଣା ହେଉଛି ା ଫଳରେ ରାସ୍ତା କାମରେ…

ଆଦାନୀ-ହିଣ୍ଡେନବର୍ଗ ବିବାଦ: ତଦନ୍ତ ଶେଷ ପାଇଁ ସେବିକୁ ଆଉ ୩ ମାସ ସମୟ ମିଳିପାରେ

ନୂଆଦିଲ୍ଲୀ, ୧୩ା୫ (ପି.ଟି.): ଆଦାନୀ ଗ୍ରୁପ୍‌ ଷ୍ଟକ୍‌ ମୂଲ୍ୟରେ ଜାଲିଆତି କରିବା ସହ ନିୟାମକକୁ ତଥ୍ୟ ପ୍ରଦାନ କରି ନ ଥିବା ଅଭିଯୋଗ ଉପରେ ତଦନ୍ତ ଶେଷ କରିବା ଲାଗି ସେବିକୁ ଅଧିକ ୩ ମାସ ସମୟ ମିଳିପାରେ। ସୁପ୍ରିମକୋର୍ଟ ଏହା…

ଭୂତକୋଠି ପାଲଟିଛି ଗୋଷ୍ଠୀ ଶୌଚାଳୟ

କୁଜଙ୍ଗ,୧୩।୫ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ କ୍ଷେତ୍ର ଓ ବାଣିଜ୍ୟ କେନ୍ଦ୍ର ଭାବେ କୁଜଙ୍ଗ ପରିଚିତ। ଏଠାରେ ବ୍ଲକ, ତହସିଲ କାର୍ଯ୍ୟାଳୟ ସମେତ ଥାନା, ୫ ନ୍ୟାୟାଳୟ, ୫୦ରୁ ଉର୍ଦ୍ଧ୍ୱ ସରକାରୀ କାର୍ଯ୍ୟାଳୟ, ୧୦ରୁ ଊର୍ଦ୍ଧ୍ୱ ରାଷ୍ଟ୍ରାୟତ୍ତ ଓ…

ପାନୀୟଜଳ, ଶିକ୍ଷା ଓ ଉନ୍ନୟନମୂଳକ କାମକୁ ଗୁରୁତ୍ୱ

ରାଜନଗର, ୧୩ା୫ (ଡି.ଏନ.ଏ.): ରାଜନଗର ପଞ୍ଚାୟତ ସମିତି ବୈଠକ ଅଧ୍ୟକ୍ଷା ପ୍ରତିଭା ପାତ୍ରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ନୂତନ ନଳକୂପ ଖନନ, ମେଗା ପାନୀୟଜଳ ପ୍ରକଳ୍ପର ଅଗ୍ରଗତି, ଯୁଦ୍ଧକାଳୀନ ଭିତ୍ତିରେ ଅଚଳ ନଳକୂପ ମରାମତି ଉପରେ ଆଲୋଚନା କରାଯାଇଥିଲା।…

‘ଗୃହପାଳିତ ପଶୁପକ୍ଷୀଙ୍କ ମୃତଦେହ ବାହାରେ ଫିଙ୍ଗନି’

ଭୁବନେଶ୍ୱର,୧୩।୫(ବ୍ୟୁରୋ): ୱାର୍ଡ ନମ୍ବର ୫୯ରେ ଶୁକ୍ରବାର ‘ୱାର୍ଡରେ ଦିନେ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ସାମନ୍ତରାପୁର ସରସ୍ବତୀ ମଣ୍ଡପରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ କମିଶନର ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ, ଗଙ୍ଗୁଆ ନାଳ ନିକଟରେ…

ପାରାଶୁଟ୍‌ ଦୁର୍ଘଟଣା: ସେନା କମାଣ୍ଡୋଙ୍କ ମୃତ୍ୟୁ

ଆଗ୍ରା, ୧୩ା୫(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ଆଗ୍ରା ଜିଲା ଅନ୍ତର୍ଗତ ମାଲପୁରା ଅଞ୍ଚଳରେ ଶୁକ୍ରବାର ଏକ ପାରାଶୁଟ୍‌ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ସେନା କମାଣ୍ଡୋଙ୍କର ମୃତ୍ୟୁ ଘଟିଛି। କମାଣ୍ଡୋ ଅଙ୍କୁର ଶର୍ମା ପାରାଶୁଟ୍‌ ଯୋଗେ ଖସୁଥିବାବେଳେ ଏହା ହାଇଟେନ୍‌ଶନ ବିଦ୍ୟୁତ୍‌ ତାରରେ ଫସିଯାଇଥିଲେ।…

ଯୋରନ୍ଦା ହେବ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ

ଢେଙ୍କାନାଳ ଅଫିସ, ୧୩।୫: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦାରେ ବଳ୍କଳଧାରୀ ଏବଂ କୌପୀନଧାରୀ ସନ୍ନ୍ୟାସୀ ଗୋଷ୍ଠୀ ମଧ୍ୟରେ ଦୀର୍ଘ ୧୩୦ବର୍ଷ ଧରି ଲାଗି ରହିଥିବା ବିବାଦର ଅନ୍ତ ଘଟିଛି। ଏହାପରେ ଯୋରନ୍ଦା ମହିମାଗାଦିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ଲାଗି ରାଜ୍ୟ…

ଇ-ଫାଇଲିଂ ୨.୦ ଶୁଭାରମ୍ଭ କଲେ ସିଜେଆଇ

ନୂଆଦିଲ୍ଲୀ, ୧୩ା୫(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଶୁକ୍ରବାର ‘ଇ-ଫାଇଲିଂ ୨.୦’ର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ବୈଦ୍ୟୁତିକ ମାଧ୍ୟମରେ ୨୪ ଘଣ୍ଟା ମାମଲା ଦାଏର କରିବା ସୁବିଧା ଉପଲବ୍ଧ ହେବ ବୋଲି ସେ ଆଇନଜୀବୀମାନଙ୍କୁ କହିଥିଲେ। ଏଥିସହିତ ସୁପ୍ରିମକୋର୍ଟ…

୩ ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୧୩ା୫: ମହାପ୍ରଭୁଙ୍କ ଭଉଁରି ଯାତ୍ରା ଅବସରରେ ଶୁକ୍ରବାର ଶ୍ରୀକ୍ଷେତ୍ରରେ ତିନି ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିରରୁ ତିନିଜଣ ପୂଜାପଣ୍ଡା ସାମନ୍ତ ସେବକ ମହାପ୍ରଭୁଙ୍କ ଆଜ୍ଞାମାଳ ରଥଖଳାକୁ ବିଜେ କରାଇବା ପରେ ତିନି ରଥର ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?