Home Left

ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର

ମୁମ୍ବାଇ,୨୯।୧୨: ଚଳିତ ବର୍ଷ ଟି-୨୦ରେ ଭାରତ ପାଇଁ ଚମତ୍କାର କରିଥିବା ସୂର୍ଯ୍ୟକୁମାର ଯାଦବ ଆଇସିସି ର଼୍ୟାଙ୍କିଙ୍ଗରେ ବିଶ୍ୱର ଏକ ନମ୍ବର ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି। ବର୍ତ୍ତମାନ ସେ ଏକ ନୂତନ ଦାୟିତ୍ୱ ପାଇଛନ୍ତି। ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜରେ ସୂର୍ଯ୍ୟକୁମାର ଯାଦବଙ୍କୁ ଭାରତୀୟ…

ବିମାନରେ ରୋମାଣ୍ଟିକ୍‌ ହେଲେ ଅଭିନେତ୍ରୀ

ପାକିସ୍ତାନ ଅଭିନେତ୍ରୀ ଇକ୍‌ରା ଅଜିଜ୍‌ ବେଶ୍‌ ପ୍ରସିଦ୍ଧ। ଏହି ଟେଲି ଅଭିନେତ୍ରୀଙ୍କର ଅନେକ ପ୍ରଶଂସକ ବି ରହିଛନ୍ତି। ଏପରିକି ତାଙ୍କ ଇନ୍‌ଷ୍ଟାଗ୍ରାମରେ ୯୩ ଲକ୍ଷରୁ ଅଧିକ ଫଲୋଅର୍ସ ଅଛନ୍ତି। ଏବେ ଇକ୍‌ରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ…

ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧୨:କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। ଭାଇରାଲ ଜ୍ୱରର ଲକ୍ଷଣ ହେତୁ ସୀତାରମଣଙ୍କୁ ସୋମବାର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏମ୍ସ) ଦିଲ୍ଲୀରେ ଭର୍ତ୍ତି କରାଯାଇଥିଲା। ଏବେ ଅର୍ଥମନ୍ତ୍ରୀ ସୁସ୍ଥ ଅଛନ୍ତି ଏବଂ ତାଙ୍କୁ…

କଳାହାଣ୍ଡିରେ ରାଜ୍ୟପାଳ

ଭବାନୀପାଟଣା,୨୯ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲାକୁ ଗୁରୁବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌। ଆଜି ପୂର୍ବଳହ୍ନରେ ରାଜ୍ୟପାଳ ଭବାନୀପାଟଣାସ୍ଥିତ କଳାହାଣ୍ଡି ବିଶବିଦ୍ୟାଳୟରେ ନୂତନ ଏକାଡେମୀ କୋଠା ଓ ଲାଇବ୍ରେରୀ କୋଠା ଉଦ୍‌ଘାଟନ କରିଥିଲେ। ପରେ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ…

ବିଧାୟକ ଶଶିଭୂଷଣଙ୍କ କାର୍‌କୁ ଅଣ୍ଡାମାଡ଼, ଜଣେ ଅଟକ

କେନ୍ଦ୍ରାପଡ଼ା ଅଫିସ,୨୯ା୧୨: କେନ୍ଦ୍ରାପଡ଼ା ଜିଲାରେ ଶାସକ ଦଳର ନେତାଙ୍କୁ ବିରୋଧ ଜାରି ରହିଛି। ଗତ ଅକ୍ଟୋବରରେ ରାଜ୍ୟ ସମବାୟ ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ଜମ୍ବୁଘାଟଠାରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧର ସମ୍ମୁଖୀନ ହୋଇଥିଲେ। ଗୁରୁବାର ପୂର୍ବାହ୍ନରେ ଏପରି…

ଅନନ୍ତ ଅମ୍ବାନୀଙ୍କ ନିର୍ବନ୍ଧ ସମ୍ପନ୍ନ

ମୁମ୍ବାଇ,୨୯।୧୨: ରିଲାଏନ୍ସ ମୁଖ୍ୟ ମୁକେଶ ଏବଂ ନୀତା ଅମ୍ବାନୀଙ୍କ ସାନପୁଅ ଅନନ୍ତ ଅମ୍ବାନୀଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଛି। ସେ ଦୀର୍ଘ ଦିନର ବାନ୍ଧବୀ ରାଧିକା ମର୍ଚ୍ଚାଣ୍ଟଙ୍କୁ ଖୁବ୍‌ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ଅନନ୍ତ ଏବଂ ରାଧିକାଙ୍କ ନିର୍ବନ୍ଧ ସମାରୋହ ରାଜସ୍ଥାନର ରାଜସମନ୍ତ…

ବଲିଉଡ ସହ ସାଉଥ୍‌ ଗୀତକୁ ତୁଳନା କରି ଟ୍ରୋଲ ହେଲେ ଅଭିନେତ୍ରୀ

ସାଉଥ୍‌ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଆଜିକାଲି ତାଙ୍କ ଅପକମିଙ୍ଗ୍‌ ଫିଲ୍ମ ‘ମିଶନ ମଜନୁ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ତେବେ ଫିଲ୍ମ ରିଲିଜ୍‌ ହେବା ପୂର୍ବରୁ ଅଭିନେତ୍ରୀ ତାଙ୍କ କୋ-ଷ୍ଟାର୍‌ ସିଦ୍ଧାର୍ଥ ମାଲହୋତ୍ରାଙ୍କ ସହ ପ୍ରମୋଶନରେ ଲାଗିପଡିଛନ୍ତି। ନିକଟରେ‘ମିଶନ ମଜନୁ’ର ଗୀତର ଉନ୍ମୋଚନ…

ତାରାତାରିଣୀଙ୍କ ପୀଠରେ ହକି ବିଶ୍ବକପ୍‌ ଟ୍ରଫିକୁ ସ୍ବାଗତ

ପୁରୁଷୋତ୍ତମପୁର,୨୯।୧୨(ଡି.ଏନ.ଏ.): ପୁରୁଷ ହକି ବିଶ୍ବକପ୍‌ ଆସନ୍ତା ଜାନୁୟାରୀ ୧୩ ତାରିଖରୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରବାର ହକି ବିଶ୍ବକପ୍‌ ଟ୍ରଫିକୁ ସ୍ବାଗତ କରାଯାଇଛି। ତାରାତାରିଣୀଙ୍କ ପୀଠରେ…

ଜାନୁୟାରୀ ୨୬ ପୂର୍ବରୁ ଓଡ଼ିଶାରେ ୫ଜି ସେବା: ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୨୬ ପୂର୍ବରୁ ଓଡ଼ିଶାରେ ୫ଜି ସେବା ମିଳିବ। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଟେଲିକମ୍‌ରେ ଅବହେଳା ନେଇ ଯେଉଁ ଅଭିଯୋଗ ହେଉଥିଲା ତାହା ଶେଷ ହୋଇଛି। ପ୍ରଧାନମନ୍ତ୍ରୀ…

ପାକିସ୍ତାନରେ ହିନ୍ଦୁ ମହିଳାଙ୍କୁ ନିର୍ମମ ହତ୍ୟା

ଇସଲାମାବାଦ୍‌,୨୯।୧୨: ପାକିସ୍ତାନର ସିଞ୍ଜୋରୋ ସହରରେ ଜଣେ ୪୦ ବର୍ଷୀୟା ହିନ୍ଦୁ ମହିଳାଙ୍କୁ ନିର୍ମନ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହିନ୍ଦୁ ସମ୍ପ୍ରଦାୟର ପାକିସ୍ତାନର ପ୍ରଥମ ମହିଳା ସିନେଟର କୃଷ୍ଣା କୁମାରୀ ଟୁଇଟ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଜଣେ…

ପାଭେଲଙ୍କ ମୃତ୍ୟୁ ତଦନ୍ତ ପାଇଁ ରାୟଗଡ଼ାରେ କେନ୍ଦ୍ରୀୟ ଗୁଇନ୍ଦା ବିଭାଗର ତନାଘନା

ରାୟଗଡ଼ା ଅଫିସ,୨୯ା୧୨: ପାଭେଲ ଏବଂ ବିଦାନୋଭଙ୍କ ମୃତ୍ୟୁ ରହସ୍ୟର ଗୁମର ଖୋଲିବାକୁ ରାୟଗଡ଼ାରେ ପହଞ୍ଚିଛି କେନ୍ଦ୍ରୀୟ ଗୁଇନ୍ଦା ସଂସ୍ଥା। ସୂଚନା ଅନୁସାରେ, ଗୁରୁବାର ସକାଳେ ହୋଟେଲ ସାଇ ଇଣ୍ଟରନ୍ୟାଶନାଲଠାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ପରେ ବିଭିନ୍ନ ସ୍ଥାନକୁ ଯାଇ ତଦନ୍ତ…

୫ବର୍ଷ ବଦଳରେ ଅଢ଼େଇ ବର୍ଷରେ ରେଞ୍ଜର ହେବେ ଏସିଏଫ୍‌

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଏବେ ବନ ବିଭାଗରେ କାର୍ଯ୍ୟରତ ରେଞ୍ଜରମାନଙ୍କୁ ୫ବର୍ଷ ବଦଳରେ ଅଢ଼େଇ ବର୍ଷ ଚାକିରି କରିବା ପରେ ଏସିଏଫ୍‌ ର଼୍ୟାଙ୍କ୍‌କୁ ପଦୋନ୍ନତି ମିଳିପାରିବ। ରେଞ୍ଜରଙ୍କ ପଦୋନ୍ନତି ସମୟ ସୀମା ହ୍ରାସ କରିବାକୁ ଗତ ୧୩ତାରିଖରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri