ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ ସଲମାନ ଖୁର୍ସିଦ, କଂଗ୍ରେସ କର୍ମୀଙ୍କ ତୁଳନା ଭରତଙ୍କ ସହ
ନୂଆଦିଲ୍ଲୀ,୨୭ ।୧୨: କଂଗ୍ରେସ ନେତା ସଲମାନ ଖୁର୍ସିଦ ଏମିତି ଏକ ବୟାନ ଦେଇଛନ୍ତି ଯାହାଫଳରେ ବିବାଦ ମୁଣ୍ଡ ଟେକିଛି । କଂଗ୍ରେସ ନେତା ସଲମାନ ଖୁର୍ସିଦ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କରିଛନ୍ତି ।…
ଜେଲ ଫେରିଲେ ଜଗବନ୍ଧୁ, ମିଳିଲା ଦ୍ୱିତୀୟ ଫରେନ୍ସିକ୍ ରିପୋର୍ଟ
ଭୁବନେଶ୍ୱର, ୨୭।୧୨ (ବ୍ୟୁରୋ):ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ରବିବାର ୩ ଦିନିଆ ରିମାଣ୍ଡ ଅବଧି ସରିବା ପରେ ସୋମବାର ତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ କୋର୍ଟରେ ହାଜର କରାଯାଇଥିଲା। ହେଲେ ଏହି ସମୟରେ ଜଗବନ୍ଧୁଙ୍କୁ ପୁନର୍ବାର ରିମାଣ୍ଡରେ…
ଉଠାଦୋକାନୀ ମହାସଂଘ ସହ ବିଏମ୍ସିର ଆଲୋଚନା
ଭୁବନେଶ୍ୱର, ୨୭।୧୨ (ବ୍ୟୁରୋ):ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ ସହ ଆଲୋଚନା କରିଛି ବିଏମ୍ସି। ସୋମବାର ଉତ୍ତର ବିଏମ୍ସି କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ମହାସଂଘର ୧୦ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଥିଲା। ଉଠା ଦୋକାନ ଉଚ୍ଛେଦକୁ ତୁରନ୍ତ ବନ୍ଦ କରିବା,…
ଆଜି ମୟୂରଭଞ୍ଜରେ ଏନ୍ଏସ୍ଏସ୍ଏଚ୍ କର୍ମଶାଳା
ଭୁବନେଶ୍ୱର,୨୭।୧୨: ଦେଶର ବିକାଶ ପାଇଁ ସରକାର ଅନେକ ଯୋଜନା କରୁଛନ୍ତି ହେଲେ ଉକ୍ତ ଯୋଜନାର ଠିକ୍ ପରିଚାଳନାର ଅଭାବ ଯୋଗୁ ବାସ୍ତବ ଆଭିମୁଖ୍ୟ ଓ ପ୍ରକୃତ ଲାଭ ହିତାଧିକାରୀ ପାଇପାରୁ ନାହାନ୍ତି। ବିଶେଷକରି କେନ୍ଦ୍ର ସରକାରଙ୍କ ସୂକ୍ଷ୍ମ, ଲଘୁ ଓ ମଧ୍ୟମ…
ସ୍ବତନ୍ତ୍ର ଅଧିବେଶନ ଡକାଯାଉ: ଭାଜପା
ଭୁବନେଶ୍ବର,୨୭ା୧୨(ବ୍ୟୁରୋ):ଓଡ଼ିଶାରେ ଦୀର୍ଘ ୨୩ ବର୍ଷ ହେଲା ନିରଙ୍କୁଶ ଶାସନ କରିଆସୁଥିବା ବିଜେଡିର ମନ୍ତ୍ରୀ, ବିଧାୟକ ଓ ନେତା ଆଇନ ତା’ବାଟରେ ଯିବ ବୋଲି କହୁଛନ୍ତି। ହେଲେ ସେମାନେ ନିଜେ ଅପରାଧରେ ସଂଶ୍ଳିଷ୍ଟ ହୋଇ ରାଜ୍ୟ ରାଜନୀତିକୁ ଅପରାଧୀକରଣ କରିବାରେ ପ୍ରୋତ୍ସାହିତ କରୁଛନ୍ତି।…
ଓଡ଼ିଶା କହିଲେ ୨ ଜଣଙ୍କୁ ବୁଝାଏ: ରମେଶ
ଭୁବନେଶ୍ବର,୨୭ା୧୨(ବ୍ୟୁରୋ): ଓଡିଶା କହିଲେ ଦୁଇ ଜଣଙ୍କୁ ବୁଝାଏ। ଜଣେ ହେଉଛନ୍ତି ଜଗନ୍ନାଥ ଆଉ ଜଣେ ହେଲେ ବିଜୁ ପଟ୍ଟନାୟକ। ବିଜେଡିର ପ୍ରତିଷ୍ଠା ଦିବସ ଅବସରରେ ବିଜେଡି ଏମ୍ପି ରମେଶ ମାଝୀ ତାଙ୍କ ଭାଷଣରେ ଏହା କହିଛନ୍ତି। ରମେଶ କହିଛନ୍ତି ଯେ, ଯେଉଁ…
୨୮ରେ କଂଗ୍ରେସ ପ୍ରତିଷ୍ଠା ଦିବସ
ଭୁବନେଶ୍ବର,୨୭ା୧୨(ବ୍ୟୁରୋ):ଭାରତୀୟ ଜାତୀୟ କଂଗ୍ରେସ ତା’ର ୧୩୮ତମ ପ୍ରତିଷ୍ଠା ଦିବସ ଆସନ୍ତା ଡିସେମ୍ବର ୨୮ ତାରିଖରେ ପାଳନ କରିବ। ଏହି ଅବସରରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କଂଗ୍ରେସ ଭବନରେ ଭାରତ ବର୍ଷ ଏବଂ ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ,…
୬ ଲକ୍ଷ କୋଟି ଟଙ୍କାର ନିବେଶ ବୃଦ୍ଧି
ନୂଆଦିଲ୍ଲୀ,୨୭।୧୨: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ କୋଭିଡ ସଂକ୍ରମଣର ଭୟାବହତା ମଧ୍ୟରେ ଭାରତୀୟ ଶେୟାର ବଜାରରେ ଉତ୍ସାହ ଦେଖାଦେଇଛି। କାରଣ ଗତ ସପ୍ତାହର କାରବାର ଫଳାଫଳ ନିବେଶକଙ୍କ ମନରେ ଆଶା ଓ ଆଶଙ୍କା ଭରିଥିଲା। ହେଲେ ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟଦିବସର ଫଳାଫଳ…
କମିଲା ଶୀତ: ୮ ଜିଲାରେ ପ୍ରବଳ କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ଓଡ଼ିଶା ଉପକୂଳରେ ଗୁରୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟ ଭିତରକୁ ପ୍ରଚୁର ପରିମାଣରେ ଜଳୀୟ ବାଷ୍ପ ପ୍ରବେଶ କରୁଛି। ଏଥିଯୋଗୁ ଗତ କିଛିଦିନ ଧରି ଲାଗିରହିଥିବା ଥଣ୍ଡା ଗାଏବ ହୋଇଯାଇଛି। ସର୍ବନିମ୍ନ ତାପମାତ୍ରା ୪ରୁ ୫ ଡିଗ୍ରୀ ସେଲ୍ସିୟସ୍…
ବୋଧଗୟାରେ ୧୧, ଦିଲ୍ଲୀରେ ୪ କୋଲକାତାରେ ୨ ବିଦେଶୀ ନାଗରିକ କରୋନା ପଜିଟିଭ, ଜିନୋମ ସିକ୍ୱୋନସିଂ ପାଇଁ ପଠାଗଲା ସାମ୍ପଲ
ନୂଆଦିଲ୍ଲୀ,୨୭ ।୧୨: ବିଶ୍ୱର କିଛି ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି । ଏହାକୁ ନେଇ ଭାରତରେ ବି ସତର୍କତା ଜାରି ରହିଛି । ବିଶେଷ ଭାବେ ବିଦେଶରୁ ଫେରୁଥିବା ନାଗରିକମାନଙ୍କ ଉପରେ କଡା ନଜର ରଖାଯାଇଛି ।…
ଏସ୍ସିବିରେ ହୃତ୍ପିଣ୍ଡ ପ୍ରତିରୋପଣ ପାଇଁ ପ୍ରସ୍ତୁତି
କଟକ ଅଫିସ, ୨୭ା୧୨:ଏସ୍ସିବି ମେଡିକାଲରେ ହୃତ୍ପିଣ୍ଡ ପ୍ରତିରୋପଣ ପାଇଁ ସରକାରୀ ଭାବେ ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ରୋଗୀଙ୍କ ପଞ୍ଜୀକରଣ ଲାଗି କାର୍ଡିଓଲୋଜି ବିଭାଗରେ ସ୍ବତନ୍ତ୍ର ଭାବେ ଏକ ହାର୍ଟ ଫେଲ୍ୟୁଅର କ୍ଲିନିକ ଆସନ୍ତା ୨୯ ତାରିଖଠାରୁ କାର୍ଯ୍ୟାରମ୍ଭ କରିବ…
ଆନ୍ଦୋଳନରୁ ଓହରିଲେ ପାଚିକା ସହାୟିକା
ଭୁବନେଶ୍ୱର,୨୭।୧୨(ବ୍ୟୁରୋ):୧୩ ଦଫା ଦାବି ନେଇ ଦୀର୍ଘଦିନ ଧରି ଆନ୍ଦୋଳନ ଚଳାଇ ଆସୁଥିବା ପାଚିକା ସହାୟିକା ଶେଷରେ ଧାରଣାରୁ ଉଠିଛନ୍ତି। ଦେଢ଼ମାସ ମଧ୍ୟରେ ଦାବି ପୂରଣ କରାଯିବ ବୋଲି ରାଜ୍ୟ ସରକାରଙ୍କ ପ୍ରତିଶ୍ରୁତି ପରେ ପାଚିକା ସହାୟିକା ମଜଦୁର ସଂଘ ଆନ୍ଦୋଳନରୁ ଓହରିଛି।…
Archives


