Home Left

ଗାଜାରେ ଆମେରିକାର ଶାନ୍ତି ଯୋଜନାକୁ ଅନୁମୋଦନ କଲା ଜାତିସଂଘ ସୁରକ୍ଷା ପରିଷଦ, ଅନ୍ତର୍ଜାତୀୟ ସୈନ୍ୟ ମୁତୟନ ପାଇଁ ପଥ ହୋଇଛି ପ୍ରଶସ୍ତ

ଓ୍ବାଶିଂଟନ,୧୮।୧୧: ସୋମବାର ଜାତିସଂଘ ସୁରକ୍ଷା ପରିଷଦ (UNSC) ଗାଜାରେ ଆମେରିକାର ଶାନ୍ତି ଯୋଜନାକୁ ଅନୁମୋଦନ କରିଛି, ଯାହା ଗାଜାରେ ଅନ୍ତର୍ଜାତୀୟ ସୁରକ୍ଷା ବାହିନୀ ମୁତୟନ ପାଇଁ ପଥ ପ୍ରଶସ୍ତ କରିଛି। UNSC ଗାଜାରେ ଏକ ଅନ୍ତର୍ଜାତୀୟ ସ୍ଥିରୀକରଣ ବାହିନୀ ମୁତୟନ ଏବଂ…

କଟକ ସହରବାସୀଙ୍କୁ ଦୁଇପଦ

ଇଏ ହେଉଛି ଆମ ହଜାର ବର୍ଷର ସହର କଟକ। କେବଳ ଭାରତ ନୁହେଁ, ଭାରତ ବାହାରେ କଟକ ସହରକୁ ଅନେକ ଜାଣନ୍ତି। ଏହି ଐତିହାସିକ ସହରର ଦୁଇ ପଟେ ମହାନଦୀ ଓ କାଠଯୋଡ଼ି। କଟକ ମାଟିରେ ଅନେକ କାଳଜୟୀ, କୃତୀ ପୁରୁଷ,…

ବିହାର: ଏନଡିଏ ପାଇଁ ଆହ୍ବାନ

ବିହାରରେ କ୍ଷମତାସୀନ ଏନ୍‌ଡିଏ ରେକର୍ଡ଼ ବିଜୟ ଲାଭ କରିଛି। ନିର୍ବାଚନରେ ଆର୍‌ଜେଡି ଓ କଂଗ୍ରେସକୁ ନେଇ ଗଠିତ ମହାଗଠବନ୍ଧନ ରାଜନୈତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଏନ୍‌ଡିଏ ସରକାର ଗଠନ କରିବା ସ୍ପଷ୍ଟ ହୋଇଛି। ଏବେ ନୂଆ ସରକାର ଆଗରେ ଦୁଇଟି ସମସ୍ୟା।…

ଭାରତ-ରୁଷିଆ ପୁଣିଥରେ କରିବେ ବଡ଼ ଡିଲ୍‌! ଚିନ୍ତାରେ ପଡିବେ ଟ୍ରମ୍ପ, ପୁଟିନଙ୍କ ଦିଲ୍ଲୀ ଗସ୍ତ ପୂର୍ବରୁ …

ନୂଆଦିଲ୍ଲୀ,୧୮।୧୧: ଆସନ୍ତା ମାସ ଆରମ୍ଭରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନୂଆଦିଲ୍ଲୀ ଗସ୍ତ ସମୟରେ ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ରୁଷିଆ ଅନେକ ଚୁକ୍ତିନାମା, ପଦକ୍ଷେପ ଏବଂ ପ୍ରକଳ୍ପକୁ ମଜବୁତ କରିବା ବିଷୟରେ ବିଚାର କରୁଛନ୍ତି। ଏହି…

ଏହି ସବୁ ଅଞ୍ଚଳରେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ବନ୍ଦ ରହିବ ବିଦ୍ୟୁତ୍‌ ଯୋଗାଣ

ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ୍‌) ପକ୍ଷରୁ ୧୩୨/୩୩ କେ.ଭି. ବରପାଲି ଗ୍ରୀଡ୍‌ ସବ୍‌ଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ବରଗଡ଼ ଜିଲା ଅନ୍ତର୍ଗତ ଆଗଲପୁର, ବଡ଼ଗାଁ, ବଡକରେଲ, ବନବସପାଲି, ବନ୍ଧପାଲି, ଚେରୁପାଲି, ଡୁମେରପାଲି, ଡୁଙ୍ଗୁରିପାଲି,…

ପରାଜୟ ପରେ ଦଳ ଭିତରେ ଟଣାଓଟରା: ୨ ଦିନ ପରେ ନବୀନଙ୍କୁ ଭେଟିଲେ…

ଭୁବନେଶ୍ୱର, ୧୮।୧୧(ସୁନିତ୍‌ ମିଶ୍ର): ନୂଆପଡ଼ା ଉପନିର୍ବାଚନରେ ବିଜେଡି ୩ ନମ୍ବର ସ୍ଥାନରେ ରହିବା ପରେ ସେମାନଙ୍କ ଦଳ ଭିତରେ ଏବେ ପୁଣିଥରେ କାଦୁଆ ଫିଙ୍ଗା ଆରମ୍ଭ ହୋଇଯାଇଛି। କାହିଁକି ଜିଲା ବାହାରୁ ଆଣି ସ୍ନେହାଙ୍ଗିନୀ ଛୁରିଆଙ୍କୁ ଦଳ ପ୍ରାର୍ଥୀ କଲା ବୋଲି…

ବରଗଡ଼ ଧନୁଯାତ୍ରାରେ ଏଥର ନୂଆ କଂସ: ଆଉ କିଛି ସମୟ ପରେ ନାମ ଘୋଷଣା

ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥର ମହୋତ୍ସବରେ ଅଭିନୟ ପାଇଁ…

ଅରୁନ୍ଧତୀ ଜୁଏଲର୍ସର ବିବାହ ମହୋତ୍ସବ ଜୁଏଲେରି ପ୍ରଦର୍ଶନୀ

ଭୁବନେଶ୍ୱର,୧୮।୧୧: ଜୁଏଲେରି ବ୍ରାଣ୍ଡ୍‌ ଅରୁନ୍ଧତୀ ଜୁଏଲର୍ସ ଚଳିତ ବିବାହ ଋତୁ ପାଇଁ ଗ୍ରାହକଙ୍କ ପସନ୍ଦକୁ ଦୃଷ୍ଟିରେ ରଖି ଅରୁନ୍ଧତୀ ଜୁଏଲର୍ସର ପୁରୀ ଶାଖାରେ ବିବାହ ମହୋତ୍ସବ ଗହଣା ପ୍ରଦର୍ଶନୀ ଶୁଭାରମ୍ଭ କରାଯାଇଛି। ଗ୍ରାହକମାନଙ୍କ ଉପସ୍ଥିତିରେ ରିବନ କଟା ଯାଇ ଏହି ଗହଣା…

ମଣିପାଲ ହସ୍ପିଟାଲକୁ ଶ୍ରେଷ୍ଠ ମଲ୍ଟି-ସ୍ପେଶିଆଲିଟି ପ୍ରାଇଭେଟ ହସ୍ପିଟାଲ ପୁରସ୍କାର

ଭୁବନେଶ୍ୱର,୧୮।୧୧ (ଅନୁରାଧା ମହାରଣା): ଦି ଉଇକ-ହନ୍ସା ରିସର୍ଚ୍ଚ ସର୍ଭେ ୨୦୨୫: ବେଷ୍ଟ ହସ୍ପିଟାଲ୍‌ସ ଇନ୍‌ ଇଣ୍ଡିଆ ଅନୁସାରେ ଭୁବନେଶ୍ୱରର ଶ୍ରେଷ୍ଠ ମଲ୍ଟି-ସ୍ପେଶିଆଲିଟି ପ୍ରାଇଭେଟ ହସ୍ପିଟାଲ ଭାବେ ମଣିପାଲ ହସ୍ପିଟାଲଙ୍କୁ ସମ୍ମାନିତ କରାଯାଇଛି । ଗତ ୩ ବର୍ଷ ଧରି ମଣିପାଲ ହସ୍‌ପିଟାଲ…

ମାଟିରେ ମିଶିଲା ସନ୍ଦିଗ୍ଧ ବାଂଲାଦେଶୀଙ୍କ ଘର

ଜଗତ୍‌ସିଂହପୁର,୧୮ା୧୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଧନିପୁର ନିକଟ ବେହେରାମପୁରସ୍ଥିତ ଏକ ନିରୋଳା ସ୍ଥାନରେ ସନ୍ଦେହଜନକ ଭାବେ ବାଂଲାଦେଶୀ ଅନୁପ୍ରବେଶକାରୀ ଥିବା ନେଇ ରବିବାର ରାତିରେ ସୂଚନା ମିଳିଥିଲା। ଏହି ଆଧାରରେ ଜଗତ୍‌ସିଂହପୁର ପୋଲିସ ସେଠାରେ ଚଢ଼ାଉ କରିଥିଲା। ଏହି…

‘ଆଲ୍ଲା ଦେଇଛନ୍ତି ଜୀବନ, ମୃତ୍ୟୁ ସେ ହିଁ ଦେବେ…’, ICTର ନିଷ୍ପତ୍ତି ପୂର୍ବରୁ କ’ଣ କହିଲେ ହାସିନା? ଜାଣନ୍ତୁ…

ଢାକା,୧୭।୧୧: ଆନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ (ICT) ରାୟ ଆସିବା ପୂର୍ବରୁ, ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ତାଙ୍କ ସମର୍ଥକମାନଙ୍କୁ ପଠାଯାଇଥିବା ଏକ ଅଡିଓ କ୍ଲିପରେ ଏକ ଭାବପ୍ରବଣ ବାର୍ତ୍ତା ଦେଇଥିଲେ। ସେ କହିଥିଲେ, ‘ଆଲ୍ଲା ମୋତେ ଜୀବନ ଦେଇଛନ୍ତି, ଏବଂ…

ଆମେରିକାରୁ ଏଲ୍‌ପିଜି ଆମଦାନୀ କରିବ ଭାରତ

ନୂଆଦିଲ୍ଲୀ,୧୮ା୧୧: ଆମେରିକା ସହ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତିନାମା ପାଇଁ ଭାରତ ବୁଝାମଣା ଚଳାଇଥିବାବେଳେ ଭାରତୀୟ ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ଆସନ୍ତାବର୍ଷରୁ ସେଠାରୁ ବାର୍ଷିକ ୨.୨ ନିୟୁତ ଟନ୍‌ (ଏମ୍‌ଟିପିଏ) ତରଳୀକୃତ ପେଟ୍ରୋଲିୟମ୍‌ ଗ୍ୟାସ୍‌ (ଏଲ୍‌ପିଜି) ଆମଦାନୀ କରିବାକୁ ଯାଉଛନ୍ତି। ଏଥିପାଇଁ ଏକବର୍ଷିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri