ଭଗତ ସିଂହ କୋଶିୟାରୀଙ୍କ ସ୍ଥାନ ନେବେ କି କ୍ୟାପଟେନ୍ ଅମରିନ୍ଦର: କହିଲେ…
ମୁମ୍ବାଇ,୨।୨: ମହାରାଷ୍ଟ୍ରର ରାଜ୍ୟପାଳ କିଏ ହେବ ସେନେଇ କଳ୍ପନାଜଳ୍ପନା ମଧ୍ୟରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା କ୍ୟାପଟେନ ଅମରିନ୍ଦର ସିଂ ଗୁରୁବାର ନୀରବତା ଭାଙ୍ଗିଛନ୍ତି। ଅମରିନ୍ଦର ସିଂ କହିଛନ୍ତି, ମୁଁ ଏହା ବିଷୟରେ କିଛି ଜାଣି ନାହିଁ। ମୋତେ…
ବସ୍ ଧକ୍କାରେ ବାଇକ୍ ଚାଳକ ମୃତ
ଖଲ୍ଲିକୋଟ,୨ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ କେଶପୁର ଛକ ନିକଟରେ ଗୁରୁବାର ଏକ ଘରୋଇ ଯାତ୍ରୀବାହୀ ମିନିବସଥ ଧକ୍କାରେ ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ରାମ ନାହାକ (୨୩)। ମିଳିଥିବା ସୂଚନା ମୁତାବକ,…
ବିହାରର ଝିଅ ଆୟଶାଙ୍କୁ ମିଳିଲା ଶ୍ରେଷ୍ଠ ଅଭିନେତ୍ରୀ ଡେବ୍ୟୁ ଆଓ୍ବାର୍ଡ
ନାଓ୍ବାଡା,୨।୨: ବିହାର ନାଓ୍ବାଡାର ଝିଅ ଅଭିନେତ୍ରୀ ତଥା ପୂର୍ବତନ ମିସ୍ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଆୟଶା ଏସ୍.ଏମନଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଡେବ୍ୟୁ ପୁରସ୍କାର ପ୍ରଦାନ କରାଯାଇଛି। ନିର୍ଦ୍ଦେଶକ ମଧୁର ଭଣ୍ଡାରକରଙ୍କ ଫିଲ୍ମ ‘ଇଣ୍ଡିଆ ଲକଡାଉନ୍’ରେ ନିଜର ଦମ୍ଦାର ଅଭିନୟ ପାଇଁ ଆୟଶାଙ୍କୁ ଶ୍ରେଷ୍ଠ…
ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ
ଗୋପାଳପୁର,୨ା୨(ଡି.ଏନ.ଏ.): ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିନେଇଥିବା ଗୁରୁବାର ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି। କଇଠାପଲ୍ଳୀ ଗ୍ରାମର ଜନୈକା ଛାତ୍ରୀ ସ୍କୁଲ ଯିବାକୁ କହି ଘରୁ ବାହାରିଯାଇଥିଲେ। ସନ୍ଧ୍ୟାସୁଦ୍ଧା ସେ ଘରକୁ ଫେରି ନ ଥିଲେ। ପରିବାର ଲୋକେ ଖୋଜାଖୋଜି…
ଅଜା ଘରକୁ ଯାଇଥିଲେ ବୁଲି: ନାଳରେ ବୁଡ଼ି ଚାଲିଗଲା ନାତିଙ୍କ ଜୀବନ
ଦିଗପହଣ୍ଡି,୨ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ଖୁଲୁଡି ଗ୍ରାମରେ ଗୁରୁବାର ଜଣେ ୧୧ବର୍ଷର ନାବାଳକ ଶୁଳିଆ ନାଳରେ ବୁଡ଼ିଯାଇ ପ୍ରାଣ ହରାଇଛନ୍ତି। ଦିଗପହଣ୍ଡି ଥାନା ଅନ୍ତର୍ଗତ ଡେଙ୍ଗାଓସ୍ତା ଗ୍ରାମର ସନାତନ ସାହୁଙ୍କ ପୁଅ ଶ୍ରୀତମ୍ ଖୁଲୁଡ଼ି ଗ୍ରାମ ଅଜା ଧାବା…
ପ୍ରସବ ପାଇଁ ଯାଉଥିଲେ ହସ୍ପିଟାଲ: ରାସ୍ତା ମଝିରେ ଜଳିଗଲା କାର୍
କନ୍ନୁର,୨।୨: କେରଳର କନ୍ନୁରରେ ଗୁରୁବାର ଏକ ହୃଦୟବିଦାରକ ଦୁର୍ଘଟଣା ଘଟିଛି। କାର୍ ସହିତ ଗର୍ଭବତୀ ମହିଳା ଓ ତାଙ୍କ ସ୍ବାମୀ ଜଳିଯାଇଛନ୍ତି। ନିଆଁର ଭୟାବହ ଏତେ ଥିଲା ଯେ, ଦମ୍ପତିଙ୍କୁ ବଞ୍ଚାଇବା ସମ୍ଭବପର ହୋଇପାରି ନ ଥିଲା। ମୃତ ଗର୍ଭବତୀ ମହିଳା…
ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର, ବାଘ ଆକ୍ରମଣ ସନ୍ଦେହ
କେନ୍ଦୁଝର,୨।୨ (ସ୍ବ.ପ୍ର.): ପାଟଣା ରେଞ୍ଜ ଅନ୍ତର୍ଗତ ଭୀମକୁଣ୍ଡ ଅଞ୍ଚଳରେ ବାଘ ଆତଙ୍କ ନେଇ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଛନ୍ତି। ଗୁରୁବାର ରୋହିନିଦୁମା ଗ୍ରାମର ଜଣେ ବ୍ୟକ୍ତି ଯାମୁଳିବେଡା ହାଟରୁ ସାରେ ଫେରୁଥିବା ବେଳେ ବାଘ ଆକ୍ରମଣର ଶିକାର ହୋଇ ଗୁରୁତର ଆହତ…
ରାମ ଜନ୍ମଭୂମିକୁ ବୋମାରେ ଉଡ଼ାଇଦେବାକୁ ଧମକ
ଅଯୋଧ୍ୟା,୨।୨: ଉତ୍ତରପ୍ରଦେଶ ଅଯୋଧ୍ୟାର ରାମ ଜନ୍ମଭୂମିକୁ ବୋମାରେ ଉଡ଼ାଇଦେବାକୁ ମିଳିଛ ଧମକ। ରାମ ଜନ୍ମଭୂମିର ୟୋଲୋ ଜୋନ ଅଞ୍ଚଳ ସ୍ଥିତ ରାମଲାଲା ସଦନରେ ରହୁଥିବା ମନୋଜ କୁମାରଙ୍କ ମୋବାଇଲକୁ ଏହି ଫୋନ୍ କଲ୍ ଆସିଥିଲା। ଏଥିରେ ଜଣେ ଅଜ୍ଞାତ ଯୁବକ ଫୋନ…
ନିଆଁରେ ପୋଡ଼ି ସ୍ତ୍ରୀ ମୃତ: ବାପ, ପୁଅ ଗୁରୁତର
ଝାରସୁଗୁଡ଼ା ଅଫିସ/ବ୍ରଜରାଜନଗର,୨ା୨(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଇଟାଭଟା ଝରନ୍ପଡାରେ ଏକ ଅଭାବନୀୟ ଘଟଣା ଘଟିଛି। ପଡ଼ାର ଟିକେଶ୍ୱର ଦେବାଙ୍ଗନ(୪୫)ଙ୍କ ପରିବାର ଲୋକେ ଶୋଇଥିବାବେଳେ ଘରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଟିକେଶ୍ୱରଙ୍କ ଶରୀରର ୩୦ ପ୍ରତିଶତ, ପୋଡି ଯାଇଥିବା ବେଳେ…
ବାଇକ୍-କାର୍ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଆହତ
ଦାରିଙ୍ଗବାଡି,୨।୨(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ୫୯ନଂ ଜାତୀୟ ରାଜପଥ ର ଡବେରୀ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବାଇକ୍-କାର୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଏନେଇ…
ପୋଲିସ ହେପାଜତରେ ଅଭିଯୁକ୍ତ ମୃତ୍ୟୁ ଘଟଣା: ବଦଳିଲେ ବଡବିଲ ଥାନା ଅଧିକାରୀ
କେନ୍ଦୁଝର:୨।୨ (ସ୍ବ.ପ୍ର.): ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣାକୁ ନେଇ ବଡବିଲ ଥାନା ଅଧିକାରୀ ରାଜେନ୍ଦ୍ର ସ୍ବାଇଁଙ୍କ ବଦଳି ହୋଇଛି। ସେ ଡବଲ ମର୍ଡର ଘଟଣାର ତଦନ୍ତକାରୀ ଅଧିକାରୀ ଥିଲେ। ରବିବାର ଡବଲ ମର୍ଡର ଘଟଣାର ଅଭିଯୁକ୍ତ ମିଲୁ ବାରିକଙ୍କୁ ଧରି…
ହକି କୋଚ୍ ରେସ୍ରେ ୨ ବିଦେଶୀ ଆଗରେ
ନୂଆଦିଲ୍ଲୀ,୨ା୨: ହକି ବିଶ୍ୱକପ୍ରେ ଭାରତୀୟ ଦଳର ବିଫଳତା ପରେ କାର୍ଯ୍ୟକାଳ ପୂର୍ବରୁ ମୁଖ୍ୟ କୋଚ୍ ଗ୍ରାହାମ ରିଡ୍ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ହେଲେ ପୁଣି ଭାରତ ହକି ଦଳର ମୁଖ୍ୟ କୋଚ କିଏ ହେବ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।…
Archives


