ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!
ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ ମାଧ୍ୟମରେ ପ୍ରତିଶୋଧ ନେଉଛି। ପଶ୍ଚିମ ଏସିଆରେ ଏହି ଚାଲିଥିବା ଅଶାନ୍ତି ମଧ୍ୟରେ, ଭାରତ…
ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…
ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର ଶାଶୁଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ଭାଉଜ ମଧ୍ୟ ଗୁରୁତର ହୋଇଛନ୍ତି ।…
ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ
ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।ଏହି ଘଟଣାରେ ସମ୍ପୃକ୍ତ ସୁଶୀଳାଙ୍କ ସ୍ବାମୀ ବୁଡୁଙ୍କୁ ତଦନ୍ତକାରୀ ଅଧିକାରୀ…
ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…
ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍’କୁ ନ ମାନି କ୍ରସ୍ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ…
ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ
ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍ର ପ୍ରାରମ୍ଭିକ କିଛି ମ୍ୟାଚ୍ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ ଦଳ ସହିତ କେବେ ଯୋଡ଼ି ହେବେ ସେ ନେଇ କୌଣସି ସ୍ପଷ୍ଟତା ନାହିଁ।…
ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ
କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା ନିର୍ବାଚନରେ ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି ସଭାପତି ଭକ୍ତ ଦାସ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି, ସେ କହିଛନ୍ତି ସେମାନଙ୍କ ଭଲ ଭବିଷ୍ୟତ…
ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି
ଇସଲାମାବାଦ୍,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା ସମ୍ପର୍କରେ ଏକ କଠୋର ବିବୃତ୍ତି ଜାରି କରି ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏହାକୁ…
ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର
ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ମାନଙ୍କୁ ମ୍ୟାଟରନିଟି ଲିଭ୍ ମନା କରାଯାଇପାରିବ ନାହିଁ। ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…
ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…
ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା ଏବଂ LPG ଗ୍ୟାସର କଳାବଜାରୀକୁ ରୋକିବା ପାଇଁ ଏହା କରାଯାଉଛି। ତଥାପି, ଏହା…
ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା, ମଥୁରା ଏବଂ ବୃନ୍ଦାବନର ପ୍ରମୁଖ ଧାର୍ମିକ ସ୍ଥଳ ପରିଦର୍ଶନ କରିବେ। ସେ ଅଯୋଧ୍ୟାର…
ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ
ତେହରାନ୍,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’ ସମୟରେ ଏହାର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ମୃତ୍ୟୁ ପରେ ଇରାନ ଗଭୀର…
ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍…
ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ ସିଟ୍ ବିଧାନ ସଭାରେ ପରିବର୍ତ୍ତନ କରିବା ପାଇଁ। ସେମାନଙ୍କୁ ଦଳ ନିଲମ୍ବନ କରିଥିବାରୁ…
Archives


