Home Left

ପରୀକ୍ଷାରେ ଫେଲ୍‌ ହେବାରୁ ମିଛ ଅପହରଣ ନାଟକ

ୱାଶିଂଟନ: ଅନେକ ସମୟରେ ପରୀକ୍ଷା ରେଜଲ୍ଟ ଖରାପ ହୋଇଥାଏ। ସେତେବେଳେ ପିଲା ମାତା-ପିତାଙ୍କୁ ମିଛ ସତ କହିଥାନ୍ତି। ହେଲେ ନିକଟରେ ଜଣେ ଝିଅ ପରୀକ୍ଷାରେ ଫେଲ ହେବାରୁ ଏପରି କାମ କରିଛନ୍ତି, ଯାହା ଆଶ୍ଚର୍ଯ୍ୟଜନକ। କଲେଜ ପଢୁଥିବା ଏକ ଝିଅଙ୍କ ପରୀକ୍ଷା…

ଶାଢ଼ିରେ ମହିଳାଙ୍କ ସ୍କେଟିଂ

ନୂଆଦିଲ୍ଲୀ: ବରଫାବୃତ ଅଞ୍ଚଳକୁ ଗଲେ ସମସ୍ତେ ସ୍କେଟିଂ କରିବାକୁ ବହୁତ ପସନ୍ତ କରନ୍ତି। ସେଠାରେ ଥିବା ବରଫର ମଜା ମଧ୍ୟ ନେଇଥାନ୍ତି। ସ୍କେଟିଂ କରିବାବେଳେ ସେମାନେ ସ୍ବତନ୍ତ୍ର ଧରଣର ପୋଷାକ ପିନ୍ଧିଥାନ୍ତି। ନିକଟରେ ଜଣେ ମହିଳାଙ୍କୁ ଶାଢ଼ିରେ ସ୍କେଟିଂ କରୁଥିବା ନେଇ…

ସଲମାନ ଖାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ନୋଟିସ ଜାରି କଲା ପୋଲିସ

ମୁମ୍ବାଇ,୯।୫: ଅଭିନେତା ସଲମାନ ଖାନଙ୍କୁ କିଛି ଦିନ ହେବ ଧମକ ଦିଆଯାଉଛି। ନିକଟରେ ଅଭିନେତାଙ୍କୁ ହତ୍ୟା କରିବା ପାଇଁ ଜଣେ ବ୍ୟକ୍ତି ପୋଲିସକୁ ଧମକପୂର୍ଣ୍ଣ ମେଲ ପଠାଇ ଥିଲେ। ଯାହା ପରେ ପୋଲିସ ସେହି ବ୍ୟକ୍ତିଙ୍କୁ ଖୋଜିବା ପାଇଁ ତଦନ୍ତ ଚଳାଇଥିଲା।…

ଏୟାରଟେଲ୍‌ ଏକ୍ସଟ୍ରିମ୍‌ ଫାଇବର ସେବା

ନୂଆଦିଲ୍ଲୀ,୯।୫: ଦେଶର ପ୍ରମୁଖ ଟେଲିକମ କମ୍ପାନୀ ଏୟାରଟେଲ୍‌ ପକ୍ଷରୁ ନୂତନ ବ୍ରଡ୍‌ବ୍ୟାଣ୍ଡ ସେବା ‘ଏୟାରଟେଲ୍‌ ଏକ୍ସଟ୍ରିମ୍‌ ଫାଇବର’ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଦେଶର ନାଗରିକ, ବ୍ୟବସାୟ ଓ ସମୁଦାୟଗୁଡିକର ଅଭିବୃଦ୍ଧି ଏବଂ ବିକାଶ ପାଇଁ ବ୍ରଡ୍‌ବ୍ୟାଣ୍ଡ କନେକ୍ସନ ବେଶ୍‌ ଗୁରୁତ୍ୱପୂର୍ଣ୍ଣ…

‘ଆପ୍‌କା ସଙ୍କଳ୍ପ, ମେରା ସଙ୍କଳ୍ପ’… ନିର୍ବାଚନ ପୂର୍ବରୁ କର୍ନାଟକବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୯।୫: ବୁଧବାର ଅର୍ଥାତ୍‌ ୧୦ ମେ’ରେ କର୍ନାଟକରେ ମତଦାନ ଅନୁଷ୍ଠିତ ହେବାକୁ ଯାଉଛି। ତେବେ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ନାଟକବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଏହି ଭିଡିଓ ଭାଜପାର ଟୁଇଟର ହ୍ୟାଣ୍ଡେଲରେ ଅପଲୋଡ…

ଉତ୍ତମ ସ୍ବାସ୍ଥ୍ୟ ସେବାକୁ ଗୁରୁତ୍ୱ

ଭୁବନେଶ୍ୱର,୯।୫: ଦେଶର ପ୍ରମୁଖ ଘରୋଇ ଶିଳ୍ପ ସଂସ୍ଥା ଆର୍ସେଲରମିତ୍ତଲ ନିପ୍ପନ ଷ୍ଟିଲ୍‌ (ଏଏମ୍‌ଏନ୍‌ଏସ୍‌) ଇଣ୍ଡିଆ ପକ୍ଷରୁ ନିଃଶୁଳ୍କ ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ସେବାର ଶୁଭାରମ୍ଭ କରାଯାଇଛି। ବିଶେଷ କରି କମ୍ପାନୀର ଓଡ଼ିଶା ୟୁନିଟ ପାରାଦୀପ, କୋଇଡା ଓ ବଡବିଲ ଭଳି କ୍ଷେତ୍ର ସମେତ…

ନୂଆଦିଲ୍ଲୀରେ ପତଞ୍ଜଳିର ବିଶାଳ ମହିଳା ସମ୍ମିଳନୀ

ନୂଆଦିଲ୍ଲୀ,୯।୫: ଦେଶର ପ୍ରମୁଖ ଘରୋଇ ଅନୁଷ୍ଠାନ ପତଞ୍ଜଳି ଯୋଗପୀଠ ପକ୍ଷରୁ ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଏକ ବିଶାଳ ମହିଳା ସମାବେଶ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏପରିକି ଯୋଗଗୁରୁ ସ୍ବାମୀ ରାମଦେବଙ୍କ ନେତୃତ୍ୱରେ ପତଞ୍ଜଳି ବିଶ୍ୱବିଦ୍ୟାଳୟ ଭାରତ ସ୍ବାଭିମାନ (ମହିଳା ୱିଙ୍ଗ)…

ଆର୍ଥିକ ଅନଟନରେ ଯୁଝୁଛନ୍ତି ୪୦ ପରିବାର

କେନ୍ଦୁଝର,୯ା୫(ସ୍ବ.ପ୍ର.): ପ୍ରଥମେ କଂସା ଓ ଆଲୁମିନିୟମରେ ନିର୍ମିତ ବାସନର ଚାହିଦା ବହୁଳ ମାତ୍ରାରେ ଥିଲା। ଏବେ ପ୍ଲାଷ୍ଟିକ୍‌ ଓ ଷ୍ଟିଲ୍‌ ନିର୍ମିତ ସାମଗ୍ରୀ ପ୍ରତି ଲୋକେ ଆକୃଷ୍ଟ ହେଉଛନ୍ତି। ମାତ୍ର ଆଲୁମିନିୟମ, କଂସା ଓ ପିତ୍ତଳର ବ୍ୟବହାର ଆଗ ଭଳି ହେଉ…

ବିଓଆଇର ୪ର୍ଥ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୯।୫: ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ବିଓଆଇ)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଛି। ଏପରିକି ୪ର୍ଥ ତ୍ରୈମାସିକରେ ବ୍ୟାଙ୍କ ମୋଟ ୧,୩୫୦ କୋଟି ଟଙ୍କାର ନେଟ୍‌ ଲାଭ ସଂଗ୍ରହ…

ପାଚିବା ପୂର୍ବରୁ ଧାନ କାଟିନେଉଛି ଚାଷୀ

ବାଲେଶ୍ୱର ଅଫିସ ,୯ା୫: ସମ୍ଭାବ୍ୟ ବାତ୍ୟା ନେଇ ଚାଷୀମାନେ ଭୟଭୀତ ହୋଇପଡିଛନ୍ତି। ଗତପଥ ବଦଳାଇ ବାତ୍ୟା ବାଂଲାଦେଶ, ମିଅଁାମାର ମୁହଁା ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଥିଲେ ମଧ୍ୟ ବାଲେଶ୍ୱର ଜିଲାରେ ଧାନ ଚାଷ କରିଥିବା ଚାଷୀମାନେ ଭରସା କରି…

ବୁଧବାର ଜଳନ୍ଧର ଉପନିର୍ବାଚନ: ସ୍କୁଲ, କଲେଜ ଛୁଟି ଘୋଷଣା

ଜଳନ୍ଧର,୯।୫: ଜଳନ୍ଧର ଲୋକ ସଭା ଉପନିର୍ବାଚନ ବୁଧବାର ଅନୁଷ୍ଠିତ ହେବ। ତେବେ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ସୋମବାର ନିର୍ବାଚନୀ ପ୍ରଚାର ଶେଷ ହୋଇଛି। ବର୍ତ୍ତମାନ କେବଳ ୪ ଜଣଙ୍କ ସହିତ ଡୋର ଟୁ ଡୋର ପ୍ରଚାର କରାଯାଇପାରିବ। ୧୦…

ବାଲିଆପାଳରେ ଟ୍ରେଣ୍ଡ୍‌ସର ସର୍ବବୃହତ୍‌ ଷ୍ଟୋର

ଭୁବନେଶ୍ୱର,୯।୫: ରିଲାଏନ୍ସ ରିଟେଲ୍‌ର ପୋଷାକ ଏବଂ ଆସେସୋରିଜ୍‌ ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସର ସର୍ବବୃହତ୍‌ ଷ୍ଟୋର ନିକଟରେ ଉଦଘାଟିତ ହୋଇଯାଇଛି। ଏପରିକି କମ୍ପାନୀ ଓଡିଶା ୟୁନିଟ ପକ୍ଷରୁ ସୋମବାର ବାଲେଶ୍ୱର ଜିଲା ଅନ୍ତର୍ଗତ ବାଲିଆପାଳଠାରେ ଉକ୍ତ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ବିଶେଷ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?